< Matthew 8 >
1 And when he came down from the mountain, large crowds followed him.
୧ଜିସୁ ଡଙ୍ଗ୍ରେ ଅନି ଉତ୍ରି ଆଇଲା ଦାପ୍ରେ, ବେସି ଲକ୍ମନ୍ ତାର୍ ପଚେ ପଚେ ଇଣ୍ଡ୍ଲାଇ ।
2 And look, a leper came to him and worshiped him, saying, "Lord, if you want to, you can make me clean."
୨ସେବେଲେ ଗଟେକ୍ ବଡ୍ ରଗି ଜିସୁର୍ ମୁଆଟେ ଆସି ମାଣ୍ଡିକୁଟା ଦେଇ କଇଲା, “ଏ ମାପ୍ରୁ, ତମେ ଜଦି ମନ୍ କଲାସ୍ନି ବଇଲେ ମକେ ସୁକଲ୍ କରି ପାରାସ୍ ।”
3 And he stretched out his hand, and touched him, saying, "I am willing. Be cleansed." And immediately his leprosy was cleansed.
୩ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କଇଲା, “ମୁଇ ମନ୍ କଲିନି, ସୁକଲ୍ ଅ ।” ଜିସୁ ଏତ୍କି କଇଲା ଦାପ୍ରେ ସେ ଲକ୍ ବଡ୍ ରଗେଅନି ନିକ ଅଇଲା ।
4 And Yeshua said to him, "See that you tell nobody, but go, show yourself to the priest, and offer the gift that Mushe commanded, as a testimony to them."
୪ଜିସୁ ତାକେ କଇଲା, “ସୁନ୍, ତୁଇ କେନ୍ତିଅଇ ନିକ ଅଇଲୁସ୍, ଏ କାତା କାକେ ମିସା କ ନାଇ, ମାତର୍ ସିଦା ପୁଜାରିର୍ ଲଗେ ଜାଇକରି ନିଜ୍କେ ଦେକାଇ ଅ, ଆରି ତୁଇ ନିକ ଅଇ ଆଚୁସ୍ ବଲି ସବୁ ଲକର୍ ଟାନେ ଜାନାଇଅଇବାକେ ମସାର୍ ନିୟମ୍ ଇସାବେ ପର୍ମେସର୍କେ ସର୍ପିଦେସ୍ ।”
5 And when he came into Kepharnakhum, a centurion came to him, asking him,
୫ଜିସୁ କପର୍ନାଉମ୍ ସଅରେ କେଟ୍ଲା । ସେଦାପ୍ରେ ଗଟେକ୍ ରମିୟ ସନିଅମନର୍ ମୁକିଅ ତାକେ ବେଟ୍ ଅଇକରି ବାବୁଜିଆ କରି କଇଲା ।
6 and saying, "Lord, my servant lies in the house paralyzed, grievously tormented."
୬“ଏ ମାପ୍ରୁ, ମର୍ ଗଟେକ୍ ଗତିଦାଙ୍ଗ୍ଡା ଅଚ୍ନାଇ ଡୁଲିକରି ବେସି କସ୍ଟ ପାଇଲାନି ଉଟେ ନାଇ, ବସେ ନାଇ ।”
7 And he said to him, "I will come and heal him."
୭ଜିସୁ ତାକେ କଇଲା, “ମୁଇ ଆସି ତାକେ ନିକ କର୍ବି ।”
8 And the centurion answered, "Lord, I'm not worthy for you to come under my roof. Just say the word, and my servant will be healed.
୮ମାତର୍ ମୁକିଅ କଇଲା, “ନାଇ ମାପ୍ରୁ ତମେ ଜେ ମର୍ଗରେ ପାଦ୍ ପାକାଇସା, ଏଟାର୍ପାଇ ମର୍ ଅଦିକାର୍ ନଇ । ତମେ ପଦେକ୍ କଇଦିଆ, ମର୍ ଗତିଦାଙ୍ଗ୍ଡା ନିକ ଅଇଜାଇସି ।
9 For I am also a man under authority, having under myself soldiers. I tell this one, 'Go,' and he goes; and tell another, 'Come,' and he comes; and tell my servant, 'Do this,' and he does it."
୯କାଇକେବଇଲେ ମୁଇ ମର୍ ଉପ୍ରର୍ ଅଦିକାରିର୍ ତଲେ କାମ୍ କଲିନି, ଅଇଲେ ମିସା ମର୍ ତଲେ କେତେ କେତେ ସନିଅମନ୍ ଆଚତ୍ । ସେମନର୍ ବିତ୍ରେଅନି ଜଦି ମୁଇ ଗଟେକ୍ ଲକ୍କେ ଜାଆ ବଲି ଆଦେସ୍ ଦେଲେ, ସେ ଜାଇସି । ବିନ୍ଟାକେ ଆଉ ବଲି କଇଲେ ସେ ଆଇସି । ସେନ୍ତିସେ ମର୍ ଗତି ଦାଙ୍ଗ୍ଡାକେ ଏଟା କର୍ ବଲି କଇଲା ଦାପ୍ରେ ସେ ସେଟା କର୍ସି ।”
10 And when Yeshua heard it, he was amazed, and said to those who followed, "Truly I tell you, I have not found so great a faith with anyone in Israyel.
୧୦ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
11 And I tell you that many will come from the east and the west, and will sit down with Avraham, and Iskhaq, and Yaquv in the kingdom of heaven,
୧୧ଏ କାତା ତମର୍ ମନେ ର, ପୁରୁବ୍ ଆରି ପସ୍ଚିମ୍ ବାଟର୍ ଦେସେଅନି କେତେ କେତେ ଲକ୍ ସରଗ୍ ରାଇଜେ ଆସି ଅବ୍ରାଆମ୍ ଇସାକ୍ ଆରି ଜାକୁବର୍ ସଙ୍ଗ୍ ବଜିତେଇ ଗଟେକ୍ଟାନେ କାଇବାକେ ବସ୍ବାଇ ।
12 but the children of the Kingdom will be thrown out into the outer darkness. There will be weeping and grinding of teeth."
୧୨ମାତର୍ ଜନ୍ ଲକ୍ମନ୍ ସରଗ୍ ରାଇଜେ ପୁର୍ବାର୍ ରଇଲାଇ, ସେମନ୍କେ ବାଇରର୍ ଆନ୍ଦାରେ ପିଙ୍ଗା ଅଇସି । ତେଇ ସେମନ୍ ଦାଁତ୍ ମୁଣ୍ଡ୍ କାତ୍ରି ମାରିଚପିଅଇ କାନ୍ଦ୍ବାଇ ।”
13 And Yeshua said to the centurion, "Go your way. Let it be done for you as you have believed." And the servant was healed in that hour.
୧୩ଜିସୁ ସନିଅମନର୍ ମୁକିଅକେ କଇଲା, “ତୁଇ ଏବେ ଗରେ ଜା । ତୁଇ ଜେନ୍ତି ବିସ୍ବାସ୍ କଲୁସ୍ନି ସେନ୍ତାରିସେ ଅଇସି ।” ସମାନ୍ ସେ ବେଲାଇସେ ତାର୍ ଗତିଦାଙ୍ଗ୍ଡା ପୁରାପୁରୁନ୍ ନିକ ଅଇଗାଲା ।
14 And when Yeshua came into Kipha's house, he saw his mother-in-law lying sick with a fever.
୧୪ଜିସୁ ପିତରର୍ ଗରେ ଜାଇ ତାର୍ ସାତ୍ରି ଜର୍ଅଇକରି ଅଚ୍ନାଇ ଡୁଲି ରଇବାଟା ଦେକ୍ଲା ।
15 So he touched her hand, and the fever left her. She got up and served him.
୧୫ସେ ପିତରର୍ ସାତ୍ରିର୍ ଆତେ ଚିଇଲା ଦାପ୍ରେ ତାର୍ ଜର୍ ଚାଡିଗାଲା । ଆରି ସେ ଉଟିକରି ଜିସୁର୍ ସେବା କର୍ବାର୍ ଦାର୍ଲା ।
16 And when evening came, they brought to him many possessed with demons. He cast out the spirits with a word, and healed all who were sick;
୧୬ସଞ୍ଜ୍ ଅଇଲାକେ ଲକ୍ମନ୍, କେତେକ୍ କେତେକ୍ ଡୁମା ଦାରିରଇଲା ଲକ୍ମନ୍କେ ଜିସୁର୍ ଲଗେ ଆନ୍ଲାଇ । ତାର୍ ପଦେକ୍ କାତା କଇଲା ଦାପ୍ରେସେ ଡୁମା ଆତ୍ମାମନ୍କେ ବାର୍କରାଇଦେଲା ଆରି ରଗି ଲକ୍ମନ୍କେ ନିକ କଲା ।
17 that it might be fulfilled which was spoken through Eshaya the prophet, saying, "He took our infirmities, and bore our diseases."
୧୭ଏଟା କଲାର୍ ଲାଗି ଜିସୁ ଜିସାଇୟ ବବିସତ୍ବକ୍ତା ଜାନାଇ ରଇଲାଟା ପୁରାପୁରୁନ୍ ସିଦ୍କଲା । ବବିସତ୍ବକ୍ତା କଇରଇଲା “ଆମର୍ ଦୁକାସୁକା ସବୁ ନିଜେ ନେଲା ଆରି ଆମର୍ ଜର୍ଦୁକା ବଇଲା ।”
18 Now when Yeshua saw large crowds around him, he gave the order to depart to the other side.
୧୮ଜିସୁ ତାର୍ ଚାରିବେଟ୍ତି ରଇଲା ବେସି ଲକ୍ମନ୍କେ ଦେକିକରି ତାର୍ ସିସ୍ମନ୍କେ ଗାଡ୍ ସେପାଟ୍ ଜିବାକେ କଇଲା ।
19 Then a scribe came, and said to him, "Teacher, I will follow you wherever you go."
୧୯ତେଇ ଗଟେକ୍ ଜିଉଦିମନର୍ ସାସ୍ତର୍ ସିକାଉ ତାର୍ ଲଗେ ଆସି କଇଲା, “ଏ ଗୁରୁ ତମେ ଜନ୍ ଜାଗାଇ ଗାଲେ ମିସା ମୁଇ ତମର୍ ସଙ୍ଗ୍ ଆଇବି ।”
20 And Yeshua said to him, "The foxes have holes, and the birds of the sky have nests, but the Son of Man has nowhere to lay his head."
୨୦ମାତର୍ ଜିସୁ ତାକେ କଇଲା, “କଲିଆ ରଇବାକେ ପାଆର୍ ଆଚେ, ଆରି ଉଡିବୁଲ୍ବା ଚଡଇମନ୍ ରଇବାକେ ଗୁଡା ଆଚେ, ମାତର୍ ନର୍ପିଲା ମୁଇ, ମକେ ରଇବାକେ ଜାଗା ନାଇ ।”
21 And another of the disciples said to him, "Lord, allow me first to go and bury my father."
୨୧ଆରି ସିସ୍ମନର୍ ବିତ୍ରେଅନି ଗଟେକ୍ ସିସ୍ କଇଲା, “ଏ ମାପ୍ରୁ, ମକେ ପର୍ତୁମ୍ ମର୍ ବାବାକେ ଜାଇ ତପି ଆଇବାକେ ମେଲାନି ଦିଆ ।”
22 But Yeshua said to him, "Follow me, and leave the dead to bury their own dead."
୨୨ମାତର୍ ଜିସୁ ତାକେ କଇଲା, “ମରିଗାଲା ଲକ୍ମନ୍ ମଲା ଲକ୍ମନ୍କେ ତପତ୍, ତୁଇ ମର୍ ପଚେ ପଚେ ଆଉ ।”
23 And when he got into a boat, his disciples followed him.
୨୩ତାର୍ ପଚେ ଜିସୁ ଗଟେକ୍ ଡଙ୍ଗାଇ ଚଗ୍ଲାକେ ତାର୍ ସିସ୍ମନ୍ ମିସା ତାର୍ ସଙ୍ଗ୍ ଗାଲାଇ ।
24 And look, a violent storm came up on the lake, so much that the boat was covered with the waves, but he was asleep.
୨୪ସେ ବେଲା ଅଟାତ୍ ସମ୍ଦୁରେ ଏନ୍ତି ବାଉପବନ୍ ଆଇଲା ଆରି ଉଲ୍କାର୍ ଲାଗି ଡଙ୍ଗା ପାନିତେଇ ବୁଡିଜିବା ପାରା ଅଇଲା । ମାତର୍ ଜିସୁ ଡଙ୍ଗାଇ ସଇଦେଇ ରଇଲା ।
25 They came to him, and woke him up, saying, "Save us, Lord. We are dying."
୨୫ଆରି ସିସ୍ମନ୍ ଜିସୁର୍ ଲଗେ ଜାଇକରି ତାକେ ଉଟାଇ କଇଲାଇ, “ଏ ମାପ୍ରୁ ଆମ୍କେ ରକିଆ କର୍ । ନଇଲେ ଆମେ ବୁଡି ମରିଜିବୁବେ ।”
26 And he said to them, "Why are you fearful, O you of little faith?" Then he got up, rebuked the wind and the lake, and there was a great calm.
୨୬ଜିସୁ ସେମନ୍କେ କଇଲା, “ଏ ବିସ୍ବାସେ ଡାଟ୍ ନ ରଇଲା ଲକ୍ମନ୍, ତମେ କାଇକେ ଏତେକ୍ ଡରିଗାଲାସ୍ନି?” ଜିସୁ ବାଉପବନ୍କେ ଆରି ଲଅଡିକେ ଦମ୍କାଇଲା । ତେବର୍ପାଇ ବାଉପବନ୍ ଆରି ଲଅଡି ତବିର୍ ଅଇଗାଲା ।
27 And the men were amazed, saying, "What kind of person is this, that even the wind and the lake obey him?"
୨୭ଏଟା ଦେକି ସିସ୍ମନ୍ ବେସି କାବାଅଇଜାଇ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏ କେନ୍ତାର୍ ଲକ୍ ଜେ ବାଉପବନ୍ ଆରି ଲଅଡି ମିସା ଆର୍ କାତା ମାନ୍ଲାଇନି ।”
28 And when he came to the other side, into the country of the Gedraye, two people possessed by demons met him there, coming out of the tombs, exceedingly fierce, so that nobody could pass that way.
୨୮ଜିସୁ ଆରି ତାର୍ ସିସ୍ମନ୍ ଗାଡ୍ ସେପାଟର୍ ଗଦ୍ରିୟ ନାଉଁର୍ ଜାଗାଇ କେଟ୍ଲା ଦାପ୍ରେ, ଦୁଇଟା ଡୁମା ଡସ୍ଲା ଲକ୍ ତାକେ ବେଟ୍ ଅଇଲାଇ । ସେମନ୍ ମସନ୍ ବିତ୍ରେ ରଇତେରଇଲାଇ । ଆରି ସେମନ୍ ଏନ୍ତି ରଇଲାଇ ଜେ, ସେ ବାଟେ କେ ମିସା ଆସ୍ ଜା ନ ଅଇତେ ରଇଲାଇ ।
29 And look, they shouted, saying, "What do we have to do with you, Son of God? Have you come here to torment us before the time?"
୨୯ସେ ଲକ୍ମନ୍ ବେସି କିର୍କିରି କରି କଇଲାଇ, “ଏ ପର୍ମେସରର୍ ପିଲା ଆମର୍ ଟାନେ ତର୍ କାଇ କାମ୍ ଆଚେ? ବେଲ୍ କାଲ୍ ନ କେଟ୍ତେ ତୁଇ କାଇ ଡଣ୍ଡ୍ ଦେବାକେ ଇତି ଆଇଲୁସ୍ କି?”
30 Now there was a herd of many pigs feeding far away from them.
୩୦ସେବେଲାଇ ସେ ଜାଗାଇଅନି କଣ୍ଡେକ୍ ଦୁରିକେ ଗଟେକ୍ ବଡ୍ ଗୁସ୍ରି ମାନ୍ଦା ଚାରାଇତେରଇଲାଇ ।
31 And the demons begged him, saying, "If you cast us out, permit us to go away into the herd of pigs."
୩୧କାରାପ୍ ଆତ୍ମାମନ୍ ଜିସୁକେ ଗୁଆରି କରି କଇଲାଇ, “ତୁଇ ଜଦି ଆମ୍କେ ଏ ଲକ୍ମନର୍ତେଇ ଅନି ବାର୍କରାଇ ଦେଇସୁ ବଇଲେ ସେ ଗୁସ୍ରି ମାନ୍ଦା ବିତ୍ରେ ଜିବାକେ, ଆଦେସ୍ ଦେ ।”
32 And he said to them, "Go." And they came out, and went into the pigs, and look, the whole herd rushed down the cliff into the lake, and died in the water.
୩୨ଜିସୁ ସେମନ୍କେ ଜା! ବଲି କଇଲାକେ କାରାପ୍ ଆତ୍ମାମନ୍ ସେ ଲକ୍ମନର୍ତେଇଅନି ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ତେବର୍ ପାଇ, ଗୁସ୍ରିମନ୍ ଟିପେଅନି ଗସ୍ରି ସମ୍ଦୁରେ ବୁଡି ମଲାଇ ।
33 And those who fed them fled, and went away into the city, and told everything, including what happened to those who were possessed with demons.
୩୩ଆରି ତେଇ ଗୁସ୍ରି ଚାରାଇତେ ରଇବା ଲକ୍ମନ୍ ପାଲାଇ କରି ଡୁମା ଡସି ରଇଲା ଲକ୍ମନ୍କେ କାଇକାଇଟା ଅଇଲା ସେଟା ସବୁ କଇଦେଲାଇ ।
34 And look, all the city came out to meet Yeshua. And when they saw him, they pleaded with him to leave their region.
୩୪ଆରି ସେ ଗଡର୍ ସବୁ ଲକ୍ମନ୍ ଜିସୁକେ ଦେକ୍ବାକେ ଆଇଲାଇ । ସେମନ୍ ତାକେ ଦେକିକରି ସେ ଜାଗା ଚାଡି ଜା ବଲି ଗୁଆରି କଇଲାଇ ।