< Romans 5 >
1 Being therefore justified by faith, we have peace with God through our Lord Jesus (the) Messiah;
୧ଏବେ ଆମେ ବିସ୍ବାସ୍ କଲାର୍ ପାଇ ପରମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇଅଇଲୁ ଆଚୁ ଆରି ମାପ୍ରୁ ଜିସୁ କିରିସ୍ଟର ଲାଗି ପରମେସର୍ ସଙ୍ଗ୍ ସାନ୍ତି ସଙ୍ଗ୍ ଆଚୁ ।
2 through whom we also have our access by faith into this grace in which we stand, and we rejoice in hope of the glory of God.
୨କାଇକେବଇଲେ ଆମେ ବିସ୍ବାସ୍ କଲାର୍ ପାଇସେ ତାର୍ ଜିବନ୍ ଦୁକାଇଲାଟାନେ ଆମ୍କେ ଆନି ଆଚେ । ଜନ୍ତେଇ କି ଏବେ ଆମେ ଆଚୁ । ଆମେ ବେସି ସାର୍ଦା ସଙ୍ଗ୍ ବଡ୍ପନର୍ କାତା କଇବୁ । କାଇକେବଇଲେ ପରମେସରର୍ ଡାକ୍ପୁଟାର୍ତେଇ ମିସ୍ବୁ ବଲି ଆମ୍କେ ଆସା ଆଚେ ।
3 Not only this, but we also rejoice in our sufferings, knowing that suffering works perseverance;
୩ସବୁ ରକାମର୍ ଦୁକ୍ କସ୍ଟ ମୁର୍ଚି କରି ସାର୍ଦା ଅଇଲୁନି, କାଇକେବଇଲେ ତେରେପେତେ ନ ଅଇ କସ୍ଟ ମୁରଚ୍ଲେ, ମନେ ସାଆସ୍ ଆଇସି ।
4 and perseverance, proven character; and proven character, hope:
୪ସାଆସ୍ ଦାରି ରଇଲେ ପରମେସର୍ ସାର୍ଦା ଅଇସି । ତାର୍ ସାର୍ଦାଇଅନି ଆସା ଆଇସି ।
5 and hope does not disappoint us, because God's love has been poured out into our hearts through the Holy Spirit who was given to us.
୫ଏ ଆସା ଆମ୍କେ ମୁର୍ମୁରା ଅଇବାକେ ନ ଦେଏ, କାଇକେ ବଇଲେ ପରମେସର୍ ଆମ୍କେ ସୁକଲ୍ଆତ୍ମା ଦେଇ କରି ଆମର୍ ମନେ ତାର୍ ଆଲାଦ୍ ବର୍ତି କରିଦେଲାଆଚେ । ସୁକଲ୍ଆତ୍ମା ଆମର୍ ପାଇ ରଇବା ପର୍ମେସରର୍ ଦାନ୍ ।
6 For while we were yet weak, at the right time Messiah died for the ungodly.
୬ଆମ୍କେ କେ ମିସା ଆକାସାକା ନ ରଇଲା ବେଲେ, ପରମେସର୍ ଟିକ୍ କଲା ବେଲାଇ କିରିସ୍ଟ ପାପିମନର୍ ପାଇ ମଲା ।
7 For rarely does one die for the righteous. Yet perhaps for a good person someone might dare to die.
୭ଦରମ୍ ଲକର୍ ପାଇ କେ ମିସା ଗଟେକ୍ ଲକ୍ ମର୍ବାଟା ଆମେ ନାଜାନୁ, ମାତର୍ ଏନ୍ତାରି ମିସା ଅଇସି ଜେ, ଗଟେକ୍ ନିମାନ୍ ଲକର୍ପାଇ ନିଜର୍ ଜିବନ୍ ଦେବାକେ କେ ଆଲେ ସାସ୍ କର୍ବାଇ ।
8 But God commends his own love toward us, in that while we were yet sinners, Messiah died for us.
୮ମାତର୍ ଆମେ ପାପି ରଇଲାବେଲେ ଜିସୁ ଆମର୍ ପାଇ ନିଜର୍ ଜିବନ୍ ସର୍ପିଦେଲା । ଇତିଅନି ପରମେସର୍ ଆମ୍କେ କେତେକ୍ ଆଲାଦ୍ କଲାନି, ସେଟା ଜାନାପଡିଆଚେ ।
9 Much more then, being now justified by his blood, we will be saved from God's wrath through him.
୯କିରିସ୍ଟର୍ ବନିର୍ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ କଲାଆଚେ । ସେନ୍ତି ଆଲେ ପରମେସରର୍ ବଡ୍ ରିସାଇଅନି ଆମ୍କେ ରକିଆ କର୍ବାକେ କିରିସ୍ଟ କେତେକ୍ ମନ୍ଦିଆନ୍ ନ ଦେଏ!
10 For if, while we were enemies, we were reconciled to God through the death of his Son, much more, being reconciled, we will be saved by his life.
୧୦ଆମେ ପରମେସରର୍ ସତ୍ରୁ ରଇଲାବେଲେ ତାର୍ ପିଲା ଆମର୍ ପାଇ ଜିବନ୍ ଦେଲା । ତେଇଅନି ପରମେସର୍ ସଙ୍ଗ୍ ଆମେ ଆରିତରେକ୍ ଜଡିଅଇଲୁ । ତାର୍ ସଙ୍ଗ୍ ଆରିତରେକ୍ ଜଡିଅଇଲା ପଚେ, ଏବେ କିରିସ୍ଟର୍ ଜିବନର୍ ଲାଗି ଆମେ ରକିଆ ପାଇବାକେ କେତେକ୍ ଅଦିକ୍ ନ ପାଉ?
11 Not only so, but we also rejoice in God through our Lord Jesus (the) Messiah, through whom we have now received the reconciliation.
୧୧ଅବ୍କା ସେତ୍କିସେ ନଏ, ମାପ୍ରୁ ଜିସୁକିରିସ୍ଟର୍ ତେଇଅନି ପରମେସର୍ ଜନ୍ ସବୁ କାମ୍ କଲାଆଚେ, ସେଟାର୍ ପାଇ ଆମର୍ ମନ୍ ଉଡୁକ୍ଦୁଡୁକ୍ ଆରି ସାର୍ଦାଇ ପୁରୁନ୍ ଅଇଆଚେ। ସେ ଜିସୁ ପରମେସର୍ ସଙ୍ଗ୍ ଆମ୍କେ ଆରିତରେକ୍ ମିସାଇଲା ଆଚେ ।
12 Therefore, as sin entered into the world through one man, and death through sin; and so death passed to all people, because all sinned.
୧୨ପର୍ତମେ ଗଟେକ୍ ଲକ୍ସେ ପାପ୍ କରିରଇଲା । ଆରି ପାପର୍ ଲାଗି ମରନ୍ ଆଇଲା । ସବୁ ଲକ୍ ପାପ୍ କଲାର୍ ପାଇ ମରନ୍ ସବୁ ମୁନୁସ୍ ଜାତିକେ ଡାବିଅଇଲା ।
13 For until the law, sin was in the world; but sin is not charged when there is no law.
୧୩ନିୟମ୍ ମିଲ୍ବା ଆଗ୍ତୁ ଲକ୍ମନ୍ ପାପ୍ କର୍ତେରଇଲାଇ । ମାତର୍ ନିୟମ୍ ନ ରଇବାଟାନେ ପାପର୍ ଇସାବ୍ ନ ଅଇତେରଇଲା ।
14 Nevertheless death reigned from Adam until Moses, even over those whose sins weren't like Adam's disobedience, who is a foreshadowing of him who was to come.
୧୪ଆଦମର୍ ବେଲାଇଅନି ମସାର୍ ବେଲା ଜାକ, କେ ଆଦମର୍ ପାରା କାତା ନ ମାନି, ସେ କରି ରଇବା ପାପ୍ ପାରା ନ କରିରଇଲେ ମିସା, ସବୁ ଲକ୍ ମଲାଇ । ଜେ ଆଇବାର୍ ରଇଲା, ସେ ଆଦମର୍ ଗଟେକ୍ ରୁପ୍ ।
15 But the free gift is not like the trespass. For if by the trespass of the one the many died, much more did the grace of God, and the gift by the grace of the one man, Jesus (the) Messiah, abound to the many.
୧୫ମାତର୍ ପରମେସରର୍ ଇସାବ୍ ନଇଲା ଦାନ୍ ଆରି ଆଦମର୍ ପାପ୍ ବିତ୍ରେ କେତେକ୍ କେତେକ୍ ଦୁର୍ ଆଚେ । ଗଟେକ୍ ଲକର୍ ପାପର୍ ପାଇ ବେସି ଲକର୍ ମରନ୍ ଅଇଲା । ମାତର୍ ପରମେସର୍ ତାର୍ ଜିବନ୍ଦୁକାଇଲାକେ, ଲକ୍ମନର୍ ପାଇ ଆରି ଗଟେକ୍ ଲକ୍କେ ଇନାମେ ଦେଲା । ସେ ବଡ୍ ଇନାମ୍ ଜିସୁ କିରିସ୍ଟର୍ ଜିବନ୍ ଦୁକାଇଲାକେ ପୁରାପୁରୁନ୍ ଅଇଲା ।
16 The gift is not as through one who sinned: for the judgment came by one to condemnation, but the free gift came of many trespasses to justification.
୧୬ସେ ଗଟେକ୍ ପାପ୍ କାମ୍ ଅଇଲା ପଚେ ସବୁ ମୁନୁସ୍ ଜାତି ବିଚାର୍ନା ଜାଗାଇ ଟିଆଅଇ ଦସି ବଲାଇ ଅଇଲାଇ । ମାତର୍ ଏବେ ଜବର୍ ଲକର୍ ପାପର୍ ଲାଗି ଲକ୍ମନର୍ ଆସା ନ ରଇଲେ ମିସା, ପର୍ମେସର୍ ଦାନ୍ କଲାକେ ଦସି ନାଇ ବଲି ଏଜାଇଅଇଲାଇ ।
17 For if by the trespass of the one, death reigned through the one; so much more will those who receive the abundance of grace and of the gift of righteousness reign in life through the one, Jesus (the) Messiah.
୧୭ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।
18 So then as through one trespass, all people were condemned; even so through one act of righteousness, all people were justified to life.
୧୮ଗଟେକ୍ ଲକର୍ ପାପ୍ ଜେନ୍ତି ଗୁଲାଇ ଲକ୍କେ ଡଣ୍ଡ୍ ଆନାଇଲା, ସେନ୍ତିସେ ଗଟେକ୍ ଲକର୍ ଦରମ୍ ଗୁଲାଇ ଲକର୍ପାଇ ମୁକ୍ତି ଆରି ନ ସାର୍ବା ଜିବନ୍ ଆନିଦେଲାଆଚେ ।
19 For as through the one man's disobedience many were made sinners, even so through the obedience of the one, many will be made righteous.
୧୯ଗଟେକ୍ ଲକ୍ ଆଦେସ୍ ନ ମାନ୍ଲାର୍ ପାଇ ଜେନ୍ତିକି ସବୁ ଲକ୍ ପାପି ଅଇଲାଇ, ସେନ୍ତି ଗଟେକ୍ ଲକ୍ ଆଦେସ୍ ମାନ୍ଲେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାଇ ।
20 The law came in besides, that the trespass might abound; but where sin abounded, grace abounded more exceedingly;
୨୦ନିୟମ୍ ଚାଲ୍ଲାର୍ ପାଇ କାରାପ୍ କାମ୍ ବଡ୍ଲା । ମାତର୍ ପାପ୍ ବଡି ବଡି ଗାଲାକେ ପରମେସରର୍ ଜିବନ୍ଦୁକାନି ମିସା ବେସି ବଡ୍ଲା ।
21 that as sin reigned in death, even so grace might reign through righteousness to everlasting life through Jesus (the) Messiah our Lord. (aiōnios )
୨୧ପାପ୍ ଜେନ୍ତିକି ସବୁର୍ପାଇ ମରନର୍ ଡଣ୍ଡ୍ ଆନିରଇଲା, ସେନ୍ତି ପରମେସରର୍ ଜିବନ୍ଦୁକାନି ମାପ୍ରୁ ଜିସୁ କିରିସ୍ଟର୍ ସାଇଜେ ଅନି ଆମ୍କେ ଦରମ୍ ବାଟେ ଡାକିନେଇ ନ ସାର୍ବା ଜିବନ୍ ଦେଇସି । (aiōnios )