< 1 Thessalonians 2 >
1 For you yourselves know, brothers, our visit to you was not in vain,
୧ଏ ବାଇବଇନିମନ୍ ତମେ ନିଜେ ଜାନି ଆଚାସ୍, ତମର୍ଲଗେ ଆମେ ଆଇଲାଟା ଚୁଚାଇ ନ ରଇଲା ।
2 but having suffered before and been shamefully treated, as you know, at Philippi, we grew bold in our God to tell you the Good News of God in much conflict.
୨ତମର୍ଟାନେ ଆଇବା ଆଗ୍ତୁ ପିଲିପେ ଆମ୍କେ କେନ୍ତି ଦୁକ୍ ନିନ୍ଦା ଅଇରଇଲା, ସେଟା ତମେ ଜାନାସ୍ । ବେସି ଲକ୍ ଆମ୍କେ ବିରଦ୍ କଲେ ମିସା ସୁବ୍କବର୍ ତମ୍କେ ଜାନାଇବାକେ ପର୍ମେସର୍ ସାଆସ୍ ଦେଇରଇଲା ।
3 For our exhortation is not of error, nor of uncleanness, nor in deception.
୩ଆମେ ବାବୁଜିଆ କଲାଟା, ଲକ୍ମନର୍ ବୁଲ୍ ଆଦେସ୍ ଅନି ନ ରଇଲା ଆରି ନାଡାଇବାଟା କି ବୁଲ୍ବାଟେ ନେବା ବିସଇ ନ ରଇଲା ।
4 But even as we have been approved by God to be entrusted with the Good News, so we speak; not as pleasing people, but God, who tests our hearts.
୪ମାତର୍ ସବୁବେଲେ ଆମେ ପର୍ମେସରର୍ ମନ୍ କଲା ଇସାବେ ସେ କାତା କଇତେରଇବୁ । କାଇକେବଇଲେ ସେ ଆମ୍କେ ବାଚିକରି ସୁବ୍କବର୍ ଜାନାଇବା ଦାଇତ୍ ସର୍ପି ଦେଲାଆଚେ । ଲକ୍ମନ୍କେ ସାର୍ଦା କରାଇବାକେ ଆମର୍ ଆଦେସ୍ ନାଇ । ଜନ୍ ପର୍ମେସର୍ ଆମର୍ ମନ୍ ବିତ୍ରର୍ଟା ପରିକା କରି ଦେକିପାର୍ସି, ତାକେ ଆକା ସାର୍ଦା କର୍ବାକେ ଆମେ ଚେସ୍ଟା କଲୁନି ।
5 For neither were we at any time found using words of flattery, as you know, nor with a pretext for greed (God is witness),
୫ତମେତା ନିକ କରି ଜାନାସ୍ । ଆମେ କେବେ ମିସା ତମ୍କେ ସାର୍ଦା କରାଇବା କାତା କଇ ନ ରଇଲୁ । ଆମର୍ ଲବ୍ଅଇବାଟାକେ ଲୁଚାଇକରି ସଙ୍ଗଉନାଇ । ତମର୍ଲଗେ କାରାପ୍ ବେବାର୍ କରି ନ ରଇଲୁ । ଏ ବିସଇଟାନେ ପର୍ମେସର୍ ଆମର୍ ସାକି ।
6 nor seeking glory from people (neither from you nor from others), when we might have claimed authority as apostles of Christ.
୬ଆମେ କାର୍ଲଗେ ଅନି ସନ୍ମାନ୍ ପାଇବୁ ବଲି ଚେସ୍ଟା କରି ନ ରଇଲୁ । ତମର୍ଟାନେ ଅନି କି ବିନ୍ ଲକର୍ ଟାନେଅନି ମିସା ନାଇ ।
7 But we were gentle among you, like a nursing mother cherishes her own children.
୭ଜଦି କିରିସ୍ଟ ପାଟାଇରଇବା ପେରିତ୍ ଇସାବେ ଆମ୍କେ ତମେ ମାନିକରି ରୁଆ ବଲି ଦାବି କର୍ତୁ । ମାଆ ଜେନ୍ତି ନିଜର୍ ପିଲାମନ୍କେ ଜତନ୍ କର୍ତେରଇସି, ଆମେ ତମର୍ଲଗେ ରଇବା ବେଲାଇ ସେରକାମ୍ କର୍ତେରଇଲୁ ।
8 Even so, affectionately longing for you, we were well pleased to impart to you, not the Good News of God only, but also our own souls, because you had become very dear to us.
୮ଆମେ ତମ୍କେ ବେସି ଆଲାଦ୍ କଲୁ ଜେ, ତମ୍କେ ଅବ୍କା ପର୍ମେସରର୍ ସୁବ୍ କବର୍ ଜାନାଇବୁ ବଲି ନାଇ, ମାତର୍ ତମର୍ଲାଗି ନିଜ୍କେ ସର୍ପି ଅଇବାକେ ମିସା ତିଆର୍ ଅଇରଇଲୁ । ତମେ ଆମର୍ କେଡେକ୍ ନିଜର୍ ନ ରଇଲାସ୍!
9 For you remember, brothers, our labor and travail; for working night and day, that we might not burden any of you, we preached to you the Good News of God.
୯ଏ ବାଇବଇନିମନ୍ ଆମେ ଆବଡ୍ ଅଇ ଗାଗ୍ଡେ ବାଦିଜାଇରଇଲେ ମିସା ମାନିଅଇ କାମ୍ କଲାଟା ତମ୍କେ ମନେରଇସି । ଆମେ ଜେନ୍ତିକି ତମର୍ ଉପ୍ରେ ବଜ୍ ନ ଅଇକରି, ଏଟାର୍ପାଇ ଦିନ୍ ରାତି କସ୍ଟ ପାଇ ପର୍ମେସରର୍ ସୁବ୍କବର୍ ତମ୍କେ ଜାନାଇରଇଲୁ ।
10 You are witnesses with God, how holy, righteously, and blamelessly we behaved ourselves toward you who believe.
୧୦ଜେଡେବେଲେ ଆମେ ତମର୍ଟାନେ ରଇଲୁ, ଆମେ କେନ୍ତି ସୁକଲ୍ଅଇ, ସତଇସେ କାଇ ଦସ୍ ନ ଅଇକରି ଚଲାଚଲ୍ତି କର୍ତେରଇଲୁ । ନିଜେ ପର୍ମେସର୍ ଆରି ତମେ ଆକା ଆମର୍ ସାକି ଆଚାସ୍ ।
11 As you know, as a father with his own children,
୧୧ତମେତା ଜାନାସ୍ । ବାବା ଜେନ୍ତି ନିଜର୍ ପିଲାମନ୍କେ ଚଲାଚଲ୍ତି କର୍ତା, ଆମେ ମିସା ସମାନ୍ ସେନ୍ତାରିସେ ଚଲାଚଲ୍ତି କରିରଇଲୁ ।
12 we exhorted, comforted, and implored every one of you to lead a life worthy of God, who calls you into his own Kingdom and glory.
୧୨ଆମେ ତମ୍କେ ସାଆସ୍ ଦେଇରଇଲୁ, ଦୁକ୍ ସାରାଇରଇଲୁ, ଆରି ପରମେସର୍ଟାନେ ଟିକ୍ସଙ୍ଗ୍ ଚଲାଚଲ୍ତି ଅଇ ବଁଚ୍ବାକେ ବାବୁଜିଆ କର୍ତେରଇଲୁ । ପର୍ମେସର୍ ଜେ କି ତାର୍ ରାଇଜେ ଆରି ତାର୍ ମଇମା ଟାନେ ମିସିରଇବାକେ ତମ୍କେ ଡାକ୍ଲାନି ।
13 For this cause we also thank God without ceasing, that, when you received from us the word of the message of God, you accepted it not as a human word, but, as it is in truth, the word of God, which also works in you who believe.
୧୩ଆମେ ପର୍ମେସର୍କେ ଏଟାର୍ପାଇ ମିସା ଦନିଅବାଦ୍ ଦେଲୁନି, କାଇକେବଇଲେ ଜେଡେବେଲେ ଆମେ ତାର୍ ସୁବ୍କବର୍ ତମ୍କେ ଜାନାଇରଇଲୁ ସେଟା ପର୍ମେସର୍ ଟାନେ ଅନି ଆଇଲା ବାକିଅ ବଲି ତମେ ମାନ୍ଲାସ୍ । ଏଟା ଲକ୍ମନର୍ ଟାନେଅନି ଆସି ଆଚେ ବଲି ନାଇ । ସତଇସେ ସେଟା ପର୍ମେସରର୍ ବାକିଅ । ଆରି ତମର୍ପାରା ବିସ୍ବାସିମନର୍ ମନ୍ ବିତ୍ରେ, ସେଟା ଡାଟ୍ ଅଇରଇସି ।
14 For you, brothers, became imitators of the churches of God which are in Judea in Christ Jesus; for you also suffered the same things from your own countrymen, even as they did from the Judeans;
୧୪ଏ ବାଇବଇନିମନ୍ ଜିଉଦା ଦେସେ ରଇବା ପର୍ମେସରର୍ ମଣ୍ଡଲିମନ୍କେ ଆରି ତେଇ ରଇବା କିରିସ୍ଟ ବିସ୍ବାସିମନର୍ଲାଗି ଜନ୍ ଗଟ୍ନା ଗଟିରଇଲା, ତମର୍ପାଇ ମିସା ସେ ଗଟ୍ନା ଗଟ୍ଲା ଆଚେ । ସେମନ୍ ଜିଉଦିମନର୍ ଲଗେଅନି ଜନ୍ ରକାମ୍ ତାଡ୍ନା ପାଇରଇଲାଇ, ତମେ ମିସା ନିଜର୍ ଦେସର୍ ଲକ୍ମନର୍ ଲଗେଅନି ସେ ସମାନ୍ ତାଡ୍ନା ପାଇଆଚାସ୍ ।
15 who killed both the Lord Jesus and the prophets, and drove us out, and did not please God, and are hostile to all people;
୧୫ଜିଉଦିମନ୍ ମାପ୍ରୁ ଜିସୁକେ ଆରି ବବିସତ୍ବକ୍ତାମନ୍କେ ମରାଇରଇଲାଇ ଆରି ଆମ୍କେ ମିସା ଦୁକ୍ କସ୍ଟ ଦେଇରଇଲାଇ । ସେମନର୍ଟାନେ ପର୍ମେସର୍ ସାନ୍ତି ନାଇ । ସେମନ୍ ସବୁ ମୁନୁସ୍ଜାତିର୍ ସତ୍ରୁ ।
16 forbidding us to speak to those who are not Jewish that they may be saved; to fill up their sins always. But wrath has come on them to the uttermost.
୧୬ଜେନ୍ତାରି କି ଜନ୍ ସୁବ୍କବର୍ ଜାନାଇଲେ ଜିଉଦି ନଇଲା ଲକ୍ମନ୍କେ ମୁକ୍ତି ମିଲି ପାର୍ସି, ସେଟା ଚାଡି ଦେଅତ୍ ବଲି ଆମ୍କେ ସେମନ୍ ଚେସ୍ଟା କଲାଇନି । ଏନ୍ତାରି ସେମନ୍ କର୍ତେରଇବା ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ସାରାସାରି ଆସି କେଟିଆଚେ । ଏବେ ସାରାସାରି ବେଲାଇ ସେମନର୍ ବିରୁଦେ ପର୍ମେସରର୍ ରିସା ଅଇଆଚେ ।
17 But we, brothers, being bereaved of you for a short season, in presence, not in heart, tried even harder to see your face with great desire,
୧୭ଏ ବାଇବଇନିମନ୍ ଜେଡେବେଲେ ଆମେ ଚନେକର୍ପାଇ ତମର୍ଟାନେଅନି ବିନେ ଅଇଜାଇରଇଲୁ, ସେଟା ଗାଗଡ୍ ଇସାବେ । ମାତର୍ ଆମର୍ ମନ୍ ବିତ୍ରେ ତମେ ସବୁବେଲେ ବାସାଅଇରଇଲାସ୍ । ତମ୍କେ ଏତାଇ ଏତାଇ କରି ବେସି ଚିନ୍ତା କର୍ତେରଇଲୁ । ପଚେ ଆରିତରେକ୍ ତମ୍କେ ଦେକ୍ବାକେ ଚେସ୍ଟା କର୍ତେରଇଲୁ ।
18 because we wanted to come to you—indeed, I, Paul, once and again—but Satan hindered us.
୧୮ମାତର୍ ତମର୍ଲଗେ ବାଉଡିଆଇବାକେ ଆମ୍କେ ବେସି ମନ୍ରଇଲା । ମୁଇ ନିଜେ ତମର୍ଲଗେ ବାଉଡିଆଇବାକେ ଗଟେକ୍ତର୍ ଚେସ୍ଟାକରିରଇଲି, ମାତର୍ ଏଟାର୍ପାଇ ଆମ୍କେ ସଇତାନ୍ ବାଦା ଦେଲା ।
19 For what is our hope, or joy, or crown of rejoicing? Is it not even you, before our Lord Jesus at his coming?
୧୯ସେ ଗାଲା କାତା ଗାଲାବେ । ମର୍ ଆସା ଆଚେ, ମାପ୍ରୁ ଜିସୁ ଆଇବା ବେଲେ ତମେ ଆମର୍ ଆସା, ସାର୍ଦା ବଡ୍ପନ୍ ଆରି ଜିତ୍ବାଟା ।
20 For you are our glory and our joy.
୨୦ତମେ ସବୁବେଲେ ଆମର୍ପାଇ ଡାକ୍ପୁଟା ଆରି ସାର୍ଦା ।