< Matthew 7 >
1 Judge not, that ye be not judged.
୧ବିନ୍ ଲକର୍ ଦସ୍ କଜି ବୁଲାନାଇ । ତାକର୍ ବିଚାରର୍ ଦସ୍ ନ ଦାର୍ଲେ, ପର୍ମେସର୍ ତମର୍ ଦସ୍ ନ ଦାରେ ।
2 For with what judgment ye judge, ye shall be judged: and with the measure which ye measure with, it shall be measured to you again.
୨କାଇକେବଇଲେ ତମେ ବିନ୍ ଲକର୍ ଦସ୍ ଜେନ୍ତି ବିଚାର୍ କର୍ତେରଇସା, ସେନ୍ତାରିସେ ପର୍ମେସର୍ ତମର୍ ବିଚାର୍ କର୍ସି । ତମେ ବିନ୍ ଲକ୍ମନ୍କେ ଜନ୍ ନିୟମ୍ କର୍ସା, ପର୍ମେସର୍ ତମ୍କେ ସେ ନିୟମ୍ କର୍ସି ।
3 And why beholdest thou the mote that is in thy brother’s eye, but considerest not the beam that is in thy own eye?
୩ତମର୍ ଆଁକିତେଇ ବଡ୍ କାଚ୍ରା ରଇଲେ ମିସା, କାଇକେ ତମର୍ ବାଇର୍ ଆଁକିଟାନେ ରଇବା କାଚ୍ରା, ନିକସଙ୍ଗ୍ ଦେକ୍ଲାସ୍ନି?
4 Or how wilt thou say to thy brother, Let me pull out the mote out of thy eye; and, behold, a beam is in thy own eye?
୪ନିଜର୍ ଆଁକିତେଇ ବଡ୍ କାଚ୍ରା ରଉରଉ ତମେ କାଇ ସାଆସେ ତମର୍ ବାଇର୍ ଆଁକିତେଇ ରଇବା କାଚ୍ରା ବାର୍କରାଇ ଦେବି ବଲି କଇଲାସ୍ନି?
5 Thou hypocrite, first cast out the beam out of thy own eye; and then shalt thou see clearly to cast out the mote out of thy brother’s eye.
୫ଏରେ କୁଟିଆଲ୍ମନ୍! ଆଗେ ନିଜର୍ ଆଁକିତେଇ ରଇଲା କାଚ୍ରା ବାର୍କରାଇ ପାକା, ତାର୍ ପଚେ ନିଜର୍ ବାଇର୍ ଆଁକିତେଇ ରଇବା କାଚ୍ରା ବାର୍କରାଇବାକେ ନିମାନ୍ କରି ଦେକି ପାରାସ୍ ।
6 Give not that which is holy to dogs, neither cast ye your pearls before swine, lest they trample them under their feet, and turn again and rend you.
୬ସୁକଲ୍ ଦିନ୍ସୁ କୁକୁର୍ମନ୍କେ ଦିଆସ୍ ନାଇ, ସେମନ୍ ପାସ୍ଲିକରି ତମ୍କେ ଚାବିପାକାଇବାଇ । ଗୁସ୍ରି ମନର୍ ମୁଆଟେ ମୁକ୍ତା ପାକାଆ ନାଇ, ସେମନ୍ ମୁକ୍ତାର୍ ମୁଲିଅ ନ ବୁଜିକରି ମାଣ୍ଡିପାକାଇବାଇ ।
7 Ask, and it shall be given you; seek, and ye shall find; knock, and it shall be opened to you:
୭ମାଙ୍ଗା, ତେବେ ତମ୍କେ ଦିଆଅଇସି । କଜା, ତେବେ ମିଲାଇସା, କାପାଟେ ମାରା କାପାଟ୍ ଉଗାଡି ଅଇସି ।
8 For every one that asketh receiveth; and he that seeketh findeth; and to him that knocketh it shall be opened.
୮ଜେ ମାଙ୍ଗ୍ସି, ତାକେ ଦିଆଅଇସି, ଜେ କଜ୍ସି, ସେ ମିଲାଇସି, ଜେ କାପାଟେ ମାର୍ସି ତାର୍ପାଇ କାପାଟ୍ ଉଗାଡି ଦିଆଅଇସି ।
9 Or what man is there of you, who if his son shall ask bread, will give him a stone?
୯ତମର୍ ବିତ୍ରେ ଏନ୍ତାରି ବାବା କେ ଆଚେ କି? ତମର୍ ପିଲା ଜଦି ରୁଟି ମାଙ୍ଗ୍ଲେ, ତାକେ ପାକ୍ନା ଦେଇସା?
10 Or if he shall ask a fish, will he give him a serpent?
୧୦ନଇଲେ ସେ ମାଚ୍ ମାଙ୍ଗ୍ଲେ ତାକେ ସାଁପ୍ ଦେଇସା?
11 If ye then, being evil, know how to give good gifts to your children, how much more shall your Father who is in heaven give good things to them that ask him?
୧୧ତମେ କାରାପ୍ ଲକ୍ ଅଇରଇଲେ ମିସା ନିଜର୍ ପିଲାମନ୍କେ ନିକନିକ ଜିନିସ୍ ଦେଇସା । ସେନ୍ତାରିସେ ଜନ୍ ଲକ୍ମନ୍ ସରଗର୍ ବାବାକେ ମାଙ୍ଗ୍ବାଇ ସେ ସେମନ୍କେ ଆରି କେତେ ନିକନିକ ଜିନିସ୍ ଦେଇସି ।
12 Therefore all things whatever ye would that men should do to you, do ye even so to them: for this is the law and the prophets.
୧୨“ତମର୍ ପାଇ ବିନ୍ ଲକ୍ମନ୍ ଜାଇଟା କରତ୍ ବଲି ମନ୍ କଲାସ୍ନି, ସେନ୍ତାରି ତମେ ବିନ୍ ଲକର୍ ପାଇ କରା । ଏଟା ଅଇଲାନି ମସା ଦେଇରଇବା ନିୟମ୍ ଆରି ବବିସତ୍ବକ୍ତାମନର୍ ସିକିଆର୍ ଅରତ୍ ।”
13 Enter ye in at the narrow gate: for wide is the gate, and broad is the way, that leadeth to destruction, and many there are who go in by it:
୧୩“ଚିପଙ୍ଗା ଦୁଆର୍ ବାଟେ ଜାଆ । କାଇକେବଇଲେ ବିନାସ୍ କର୍ବାକେ ନେବା ନର୍କେ ଜିବା ବାଟ୍ ଅସାର୍ ଆରି ସୁବିଦାର୍ଟା । କେତେ କେତେ ଲକ୍ ସେ ବାଟେ ଜିବାଇ ।
14 Because small is the gate, and narrow is the way, which leadeth to life, and few there are that find it.
୧୪ମାତର୍ ନ ସାର୍ବା ଜିବନେ ମିସି ରଇଲା ବାଟ୍, ଚିପଙ୍ଗା ଆରି ଜିବାଟା ବେସି କସ୍ଟ । ଉନା ଲକ୍ ସେ ବାଟ୍ କଜି କଜି ମିଲାଇବାଇ ।”
15 Beware of false prophets, who come to you in sheep’s clothing, but inwardly they are ravening wolves.
୧୫“ଟକାବଣ୍ଡା କର୍ବା ବବିସତ୍ବକ୍ତାମନର୍ ତେଇଅନି ଜାଗର୍ତା ଅଇରୁଆ, ସେମନ୍ ବାଇରେ ମେଣ୍ଡା ପାରା ଡିସ୍ବାଇ ମାତର୍ ତାକର୍ ମନ୍ ବିତ୍ରେ ବାଲିଆଡୁର୍କାମନର୍ ପାରା ।
16 Ye shall know them by their fruits. Do men gather grapes from thorns, or figs from thistles?
୧୬ସେମନର୍ କର୍ବା କାମ୍ ଦେକି ତମେ ସେମନ୍କେ ଚିନିପାରାସ୍ । କାଟା ବୁଟାଇ ଅଙ୍ଗୁର୍ ନ ପଲେ କି କାଟାକଲି ବୁଟାଇ ଡୁମ୍ରି ପଲ୍ ନ ଦାରେ ।
17 Even so every good tree bringeth forth good fruit; but a corrupt tree bringeth forth bad fruit.
୧୭ନିକ ଗଚେ ନିକ ପଲ୍ ଦାର୍ସି, ବାନିଆ ଗଚର୍ ପଲ୍ ବାନିଆ ସେ ।
18 A good tree cannot bring forth bad fruit, neither can a corrupt tree bring forth good fruit.
୧୮ନିକ ଗଚେ ବାନିଆ ପଲ୍ ନ ପଲେ କି ବାନିଆ ଗଚେ ନିକ ପଲ୍ ଅଇନାପାରେ ।
19 Every tree that bringeth not forth good fruit is hewn down, and cast into the fire.
୧୯ନିକ ପଲ୍ ନ ଦାର୍ଲେ ସେ ଗଚ୍ କାଟି କରି ଜଇଟାନେ ପାକାଇଅଇସି ।
20 Therefore by their fruits ye shall know them.
୨୦ସେନ୍ତାରି ସେ ଟକାବଣ୍ଡା କର୍ବା ବବିସତ୍ବକ୍ତାମନର୍ କାମ୍ କର୍ବାଟାନେ ଅନି ତମେ ସେମନ୍କେ ଚିନିପାରାସ୍ ।”
21 Not every one that saith to me, Lord, Lord, shall enter into the kingdom of heaven; but he that doeth the will of my Father who is in heaven.
୨୧ମକେ ମାପ୍ରୁ, ମାପ୍ରୁ ବଲି ଡାକ୍ବା ଲକ୍ମନର୍ତେଇ ଅନି ସବୁ ଲକ୍ ସରଗ୍ ରାଇଜେ କେଟିନାପାରତ୍ । ମାତର୍ ଜନ୍ ଲକ୍ମନ୍ ସରଗର୍ ବାବା ମନ୍ କଲା ଇସାବେ ଚଲାଚଲ୍ତି କର୍ବାଇ, ସେମନ୍ସେ ସରଗ୍ ରାଇଜେ କେଟ୍ବାଇ ।
22 Many will say to me in that day, Lord, Lord, have we not prophesied in thy name? and in thy name have cast out demons? and in thy name done many wonderful works?
୨୨ମାପ୍ରୁର୍ ବିଚାର୍ କର୍ବା ଦିନ୍ କେଟ୍ଲେ କେତେ କେତେ ଲକ୍ ମକେ କଇବାଇ, ଏ ମାପ୍ରୁ, ତମର୍ ନାଉଁ ଦାରି ଆମେ ପର୍ମେସରର୍ ସୁବ୍କବର୍ ଜାନାଇ ଆଚୁ । ତମର୍ ନାଉଁ ଦାରି ଡୁମାମନ୍କେ କେଦି ଆଚୁ ଆରି କେତେକ୍ କାବାଅଇଜିବା କାମ୍ମନ୍ କରିଆଚୁ ।
23 And then will I profess to them, I never knew you: depart from me, ye that work iniquity.
୨୩ସେଡ୍କି ବେଲେ ମୁଇ ସେମନ୍କେ କଇବି, ନାଇ, ମୁଇ ତମ୍କେ ନାଜାନି । କରାପ୍କାମ୍ କର୍ବା ଲକ୍ମନ୍, ମର୍ଲଗେ ରୁଆନାଇ ।
24 Therefore whoever heareth these sayings of mine, and doeth them, I will liken him to a wise man, who built his house upon a rock:
୨୪“ଜେ ମର୍ କାତା ସୁନି, ସେ ଇସାବେ ଚାଲ୍ସି, ସେ ବଡ୍ ରାଙ୍ଗ୍ନି ପାକ୍ନା ଉପ୍ରେ ଗର୍ କର୍ବା ଗିଆନ୍ଲକର୍ ପାରା ।
25 And the rain descended, and the floods came, and the winds blew, and beat upon that house; and it fell not: for it was founded upon a rock.
୨୫ଅପର୍ବଲ୍ ବର୍ସା ମାର୍ଲାକେ ଗାଡ୍ ଉଚ୍ଲି ଗାଲା ଆରି ସେ ଗର୍ ଉପ୍ରେ ବେସି ପବନ୍ ଦାର୍ଲା । ମାତର୍ ସେ ଗର୍ ବସ୍ଲେ ନାଇ । କାଇକେ ବଇଲେ ସେଟା ପାକ୍ନା ଉପ୍ରେ ତିଆର୍ ଅଇରଇଲା ।”
26 And every one that heareth these sayings of mine, and doeth them not, shall be likened to a foolish man, who built his house upon the sand:
୨୬“ମାତର୍ ଜନ୍ ଲକ୍ମନ୍ ମର୍ କାତା ସୁନିକରି ମିସା ସେ ଇସାବେ ଚଲାଚଲ୍ତି ନ କରତ୍, ସେମନ୍ ବାଲି ଗାଦି ଉପ୍ରେ ଗର୍ ତିଆର୍ କରି ରଇବା ବକୁଆ ଲକ୍ ପାରା ।
27 And the rain descended, and the floods came, and the winds blew, and beat upon that house; and it fell: and great was its fall.
୨୭ଅପର୍ବଲ୍ ବର୍ସା ଅଇଲାକେ ଗାଡ୍ ପୁରି ଉଚଲ୍ଲା, ଜବର୍ ବାଉଦୁକା ଆଇଲା ଆରି ଗର୍ କୁରୁପ୍ନାସ୍ ଅଇଗାଲା । ସେ କୁରୁପ୍ନାସ୍ ଅଇଲାଟା କେଡେ ଇନସ୍ତା ରଇଲା!”
28 And it came to pass, when Jesus had ended these sayings, the people were astonished at his doctrine:
୨୮ସାରାସାରି ଜାକ ଜିସୁ ସିକିଆ ଦେବାଟାନେ ଏ ସବୁ କାତା ସୁନିକରି ଲକ୍ମନ୍ କାବା ଅଇଗାଲାଇ ।
29 For he taught them as one having authority, and not as the scribes.
୨୯ସେ ବିନ୍ବିନ୍ ସାସ୍ତର୍ ସିକାଉମନର୍ ପାରା ନ ସିକାଇକରି ନିଜର୍ ଅଦିକାର୍ ସଙ୍ଗ୍ ସିକାଇତେ ରଇଲା ।