< Acts 6 >
1 About this time, as the number of disciples was increasing, complaints were made by the Greek-speaking Jews against the Hebrews because their widows were habitually overlooked in the daily ministration.
୧ସେ ବେଲା, ବେସି ଜିଉଦି ଲକ୍ମନ୍ ଜିସୁର୍ ସିସ୍ ଅଇ ଆଇଲାଇ । ଗିରିକ୍ ବାସା କଇତେରଇବା ଜିଉଦିମନ୍, ଏବ୍ରି ବାସା କଇତେରଇବା ଜିଉଦିମନର୍ ବିରୁଦେ କାତା ଉଟାଇଲାଇ । କାଇକେବଇଲେ ଗିରିକ୍ ବାସାଇ କାତା ଅଇବା ଜିଉଦିମନ୍, ରାଣ୍ଡିମନ୍କେ ଦିନ୍କର୍ କାଦି ବାଟା କଲାବେଲେ ତାକର୍ ରାଣ୍ଡିମନ୍କେ ଏଲା କର୍ତେରଇଲାଇ ପନି ।
2 So the Twelve called together the general body of the disciples and said, "It does not seem fitting that we Apostles should neglect the delivery of God's Message and minister at tables.
୨ସେଟାର୍ ପାଇ ବାର୍ଟା ପେରିତ୍ ସିସ୍ମନ୍ ସବୁ ବିସ୍ବାସିମନ୍କେ ରୁଣ୍ଡାଇକରି କଇଲାଇ, “କାଇବାଟା ବାଟାକର୍ବାର୍ ଆଚେ ବଲିକରି ପର୍ମେସରର୍ ବାକିଅ ସିକାଇବାଟା ଜଦି ଆମେ ଏଲା କର୍ବୁ ବଇଲେ ସେଟା ନିକ ବିସଇ ନଏଁ ।
3 Therefore, brethren, pick out from among yourselves seven men of good repute, full of the Spirit and of wisdom, and we will appoint them to undertake this duty.
୩ସେଟାର୍ ପାଇ ଏ ବାଇବଇନିମନ୍, ତମର୍ ବିତ୍ରେଅନି ସୁକଲ୍ଆତ୍ମାଇ ଆରି ଗିଆନେ ପୁରାପୁରୁନ୍ ଅଇରଇବା ଲକ୍ ବଲି ସବୁଲକ୍ ଜାନିରଇବା ସାତ୍ ଲକ୍କେ ବାଚା । ଆମେ ସେମନ୍କେ ଏ ସବୁ ବିସଇ କର୍ବାକେ ଦାଇତ୍ ଦେବୁ ।
4 But, as for us, we will devote ourselves to prayer and to the delivery of the Message."
୪ସେନ୍ତାର୍ ଆଲେ ପାର୍ତନା ଆରି ପର୍ମେସରର୍ ବାକିଅ ସିକାଇବାକେ ଆମେ ସବୁ ଦିଆନ୍ ଦେଇପାରିଅଇସି ।”
5 The suggestion met with general approval, and they selected Stephen, a man full of faith and of the Holy Spirit, Philip, Prochorus, Nicanor, Timon, Parmenas, and Nicolas, a proselyte of Antioch.
୫ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।
6 These men they brought to the Apostles, and, after prayer, they laid their hands upon them.
୬ବିସ୍ବାସିମନ୍ ଏ ସାତ୍ଲକ୍କେ ପେରିତ୍ମନର୍ ଲଗେ ଆନ୍ଲାଇ । ସେମନ୍କେ, ଆତ୍ ସଙ୍ଗଇ ପାର୍ତନା କଲାଇ ।
7 Meanwhile God's Message continued to spread, and the number of the disciples in Jerusalem very greatly increased, and very many priests obeyed the faith.
୭ଏନ୍ତାରି ପର୍ମେସରର୍ ବାକିଅ ଗୁଲାଇବାଟର୍ ଲକ୍ ସୁନ୍ଲାଇ । ଜିରୁସାଲମେ ଅଦିକ୍ ଅଦିକ୍ ସିସ୍ମନ୍ ବଡ୍ବାର୍ ଦାର୍ଲାଇ, ବେସି ପୁଜାରିମନ୍ ମିସା ଜିସୁକେ ବିସ୍ବାସ୍ କଲାଇ ।
8 And Stephen, full of grace and power, performed great marvels and signs among the people.
୮ପର୍ମେସର୍ଟାନେ ବେସି ଆସିର୍ବାଦ୍ ପାଇ ଆରି ବପୁ ସଙ୍ଗ୍ ପୁରୁନ୍ ଅଇରଇବା ତିପାନ୍, ଲକ୍ମନର୍ ବିତ୍ରେ ବେସି ନ ଅଇବା କାମ୍ମନ୍, କାବା ଅଇଜିବା କାମ୍ମନ୍ ସାଦନ୍ କଲା ।
9 But some members of the so-called 'Synagogue of the Freed-men,' together with some Cyrenaeans, Alexandrians, Cilicians and men from Roman Asia, were roused to encounter Stephen in debate.
୯ମାତର୍ କେତେଲକ୍ ତାକେ ବିରଦ୍ କଲାଇ । ଏମନ୍ ଗତି କଟ୍ବାତେଇଅନି, ମୁକ୍ଲିରଇବା ଜିଉଦିମନ୍କେ ନେଇ, ଅଇରଇବା ପାର୍ତନା ଗରର୍ କେତେ ଲକ୍, ସେମନର୍ ବିତ୍ରେଅନି କେତେଲକ୍ ସାରିଆ ଅନି, କେତେକ୍ ଆଲେକ୍ଜାଣ୍ଡ୍ରିଆ ଅନି । ସେମନ୍ ସିଲିସିଆ ଅନି ଆରି ଆସିଆଇଅନି ଆସିରଇବା ବିନ୍ ଜିଉଦିମନର୍ ସଙ୍ଗ୍ ମିସିକରି ତିପାନର୍ ବିରଦେ ଦଦାପେଲା ଅଇଲାଇ ।
10 They were quite unable, however, to resist the wisdom and the Spirit with which he spoke.
୧୦ମାତର୍ ସୁକଲ୍ ଆତ୍ମା ତିପାନ୍କେ ଏନ୍ତି ଗିଆନ୍ ଦେଲାଜେ, କେମିସା ତାର୍ କାତା ଚାଡାଇକରି କଇ ନାପାର୍ତେ ରଇଲାଇ ।
11 Then they privately put forward men who declared, "We have heard him speak blasphemous things against Moses and against God."
୧୧ଏଲେମିସା ସେ “ମସାର୍ ବିରଦେ ଆରି ପର୍ମେସରର୍ ବିରଦେ କାତା କଇବାଟା ଆମେ ସୁନ୍ଲୁ ।” ବଲି, ଏ ମିଚ୍ ସାକି ଦେବାକେ କେତେ ଲକ୍କେ ଲାଁଚ୍ ଦେଇ ଉସ୍କାଇଲାଇ ।
12 In this way they excited the people, the Elders, and the Scribes. At length they came upon him, seized him with violence, and took him before the Sanhedrin.
୧୨ଏନ୍ତାରିକରି ସେମନ୍ ଲକ୍ମନ୍କେ, ପାର୍ଚିନ୍ମନ୍ ଆରି ସାସ୍ତର୍ ସିକାଉମନ୍କେ ରିସା ଅଇବା କାତା କଇଲାଇ । ଆରି ତିପାନ୍କେ ଦାରି ବଡ୍ସବାଇ ନେଲାଇ ।
13 Here they brought forward false witnesses who declared, "This fellow is incessantly speaking against the Holy Place and the Law.
୧୩ତାର୍ ପଚେ ସେମନ୍ ତାର୍ ବିରୁଦେ ମିଚ୍ ସାକି ଦେବାକେ କେତେଟା ଲକ୍ମନ୍କେ ବିତ୍ରେ ଆନ୍ଲାଇ । ସେମନ୍ କଇଲାଇ, “ଏ ଲକ୍ ସବୁବେଲେ ଆମର୍ ସୁକଲ୍ ମନ୍ଦିର୍ ଆରି ମସାର୍ ରିତିନିତି ବିରୁଦେ ନିନ୍ଦା କାତା କଇବୁଲ୍ଲାଇନି ।
14 For we have heard him say that Jesus, the Nazarene, will pull this place down to the ground and will change the customs which Moses handed down to us."
୧୪ନାଜରିତର୍ ଜିସୁ ମନ୍ଦିର୍ ବାଙ୍ଗାଇ ପାକାଇସି ଆରି ଆମେ ମସାର୍ ଟାନେଅନି ପାଇ ରଇବା ସବୁ ବିଦିବିଦାନ୍ ବାଦ୍ଲାଇ ଦେଇସି ବଲି ଏ ଲକ୍ କଇବାଟା ଆମେ ସୁନି ଆଚୁ ।”
15 At once the eyes of all who were sitting in the Sanhedrin were fastened on him, and they saw his face looking just like the face of an angel.
୧୫ସେଡ୍କି ବେଲେ ବଡ୍ସବାଇ ବସି ରଇବା ସବୁ ଲକ୍ ଆକିଗାଡି ତିପାନର୍ ବାଟେ ଦେକ୍ଲାଇ ଜେ, ଏଦେ ଦେକା! ତାର୍ ମୁ ସରଗର୍ ଦୁତ୍ ପାରା ଡିସ୍ତେ ରଇଲା ।