< Matthew 2 >
1 Now after the birth of Jesus, which took place at Bethlehem in Judaea in the reign of King Herod, excitement was produced in Jerusalem by the arrival of certain Magi from the east,
୧ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ,
2 inquiring, "Where is the newly born king of the Jews? For we have seen his Star in the east, and have come here to do him homage."
୨“ଜନ୍ ପିଲା ଜିଉଦିମନର୍ ରାଜା ଅଇବାକେ ଜନମ୍ ଅଇଲାଆଚେ, ସେ କନ୍ତି ଆଚେ? କାଇକେବଇଲେ ଆମେ ପୁରୁବ୍ ଦେସେ ତାର୍ ତାରା ଦେକି ତାକେ ପୁଜା କର୍ବାର୍ ଆସିଆଚୁ ।”
3 Reports of this soon reached the king, and greatly agitated not only him but all the people of Jerusalem.
୩ପଣ୍ଡିତ୍ମନର୍ କାତା ସୁନି ଏରଦ୍ ରାଜା ଆରି ତାର୍ ସଙ୍ଗ୍ ରଇବା ଜିରୁସାଲାମର୍ ଲକ୍ମନ୍ ସବୁ କିଲ୍ବିଲ୍ ଅଇଗାଲାଇ ।
4 So he assembled all the High Priests and Scribes of the people, and anxiously asked them where the Christ was to be born.
୪ଆରି ଏରଦ୍ ସବୁ ମୁକିଅ ପୁଜାରିମନ୍କେ ଆରି ସାସ୍ତର୍ ସିକାଉମନ୍କେ ଡାକାଇ କରି, “ମସିଅ ଜେ କି କିରିସ୍ଟ କନ୍ ଜାଗାଇ ଜନମ୍ ଅଇଆଚେ?” ସେଟା ସେମନର୍ତେଇ ଅନି ବୁଜ୍ବାକେ ଚେସ୍ଟା କଲା ।
5 "At Bethlehem in Judaea," they replied; "for so it stands written in the words of the Prophet,
୫ପଣ୍ଡିତ୍ମନ୍ ଏରଦ୍ ରାଜାକେ କଇଲାଇ, ଜିଉଦା ରାଇଜର୍ ବେତ୍ଲିଇମ୍ ଗଡେ, ଜନ୍ଟାକି ଗଟେକ୍ ବବିସତ୍ବକ୍ତା ଏନ୍ତାରି ଲେକିଆଚେ ।
6 "'And thou, Bethlehem in the land of Judah, by no means the least honorable art thou among princely places in Judah! For from thee shall come a prince--one who shall be the Shepherd of My People Israel.'"
୬ଏ ଜିଉଦା ଦେସର୍ ବେତ୍ଲିଇମ୍, ତୁଇ ଜିଉଦା ରାଇଜର୍ ମୁକିଅ ଗଡ୍ମନର୍ତେଇ ଅନି ସାନ୍ ନଉଁସ୍, କାଇକେବଇଲେ ମର୍ ଇସ୍ରାଏଲର୍ ଲକ୍ମନ୍କେ ବାଟ୍ ଦେକାଇସି, ଏନ୍ତାରି ଗଟେକ୍ ସାସନ୍କାରିଆ ତର୍ତେଇଅନି ଉବଜ୍ସି ।
7 Thereupon Herod sent privately for the Magi and ascertained from them the exact time of the star's appearing.
୭ଏଟା ସୁନି କରି ଏରଦ୍ ରାଜା ସେ ପଣ୍ଡିତ୍ମନ୍କେ ଲୁଚ୍ତେ ଡାକାଇ, ତାରା କନ୍ ବେଲାଇ ଉଦିରଇଲା, ସେମନର୍ତେଇ ଅନି ଟିକ୍ ସଙ୍ଗ୍ ବୁଜିନେଲା ।
8 He then directed them to go to Bethlehem, adding, "Go and make careful inquiry about the child, and when you have found him, bring me word, that I too may come and do him homage."
୮ତାର୍ପଚେ ସେମନ୍କେ କଇ ପାଟାଇଲା, “ତମେ ଜାଆ ଆରି ବେତ୍ଲିଇମେ ସେ ପିଲାକେ ନିମାନ୍ କରି କଜିଦେକା, ଆରି ପିଲା ମିଲ୍ଲେସରି ମକେ ଜାନାଆ ମୁଇ ମିସା ଜାଇ ତାକେ ଦର୍ସନ୍ କର୍ବି ।”
9 After hearing what the king said, they went to Bethlehem, while, strange to say, the star they had seen in the east led them on until it came and stood over the place where the babe was.
୯ପଣ୍ଡିତ୍ମନ୍ ରାଜାର୍ କାତା ସୁନି ସେ ଜାଗାଇଅନି ବାରିଗାଲାଇ । ଗାଲାବେଲେ ଏଦେ ଦେକା! ସେମନ୍ ପୁରୁବ୍ ଦେସେ ଜନ୍ ତାରା ଦେକି ରଇଲାଇ, ସେ ତାରା ଆରି ତରେକ୍ ଡିସ୍ଲା ।
10 When they saw the star, the sight filled them with intense joy.
୧୦ସେମନ୍ ତାରା ଦେକି ବେସି ସାର୍ଦା ଅଇଗାଲାଇ । ତାରା ସେମନର୍ ଆଗେ ଜାଇକରି ଜିସୁ ରଇଲା ଜାଗାର୍ ଉପ୍ରେ ଅଟ୍କିଗାଲା ।
11 So they entered the house; and when they saw the babe with His mother Mary, they prostrated themselves and did Him homage, and opening their treasure-chests offered gifts to Him--gold, frankincense, and myrrh.
୧୧ପଣ୍ଡିତ୍ମନ୍ ସେ ଗର୍ ବିତ୍ରେ ପୁରି ପିଲାକେ ତାର୍ ମା ମରିୟମ୍ ସଙ୍ଗ୍ ରଇଲାଟା ଦେକି, ତାକେ ମାଣ୍ଡିକୁଟା ଦେଇ ଜୁଆର୍ କଲାଇ, ଆରି ଆନିରଇବା ସୁନା, କୁନ୍ଦୁୁରୁ ଆରି ଗନ୍ଦ୍ରସ୍ ବେଟି, ପିଲାକେ ଦେଲାଇ ।
12 But being forbidden by God in a dream to return to Herod, they went back to their own country by a different route.
୧୨ପଚେ ସେମନ୍ ଏରଦର୍ ଲଗେ ଆରିତରେକ୍ ନ ଜାଇକରି ବିନ୍ ବାଟେ ନିଜର୍ ଦେସେ ବାଉଡି ଗାଲାଇ । କାଇକେବଇଲେ ଏରଦର୍ ଟାନେ ଆରିତରେକ୍ ବାଉଡି ନ ଜିବାକେ ପର୍ମେସର୍ ସେମନ୍କେ ସପ୍ନେ ଆଦେସ୍ ଦେଇରଇଲା ।
13 When they were gone, and angel of the Lord appeared to Joseph in a dream and said, "Rise: take the babe and His mother and escape to Egypt, and remain there till I bring you word. For Herod is about to make search for the child in order to destroy Him."
୧୩ପଣ୍ଡିତ୍ମନ୍ ଗାଲାପଚେ, ପର୍ମେସରର୍ ଗଟେକ୍ ଦୁତ୍ ଜସେପ୍କେ ସପ୍ନେ ଦର୍ସନ୍ ଦେଇ କଇଲା, “ଉଟ୍, ପିଲାକେ ଆରି ତାକର୍ ଆୟାକେ ଦାରି ମିସର୍ ଦେସେ ଦାପ୍ରେ ଉଟିଜା । ଏରଦ୍ ପିଲାକେ ମରାଇବାକେ କଜିବୁଲ୍ସି । ମୁଇ ସେ ଜାଗା ଚାଡା ବଲି ନ କଇବା ଜାକ ତେଇସେ ରୁଆ ।”
14 So Joseph roused himself and took the babe and His mother by night and departed into Egypt.
୧୪ଏ କାତା ସୁନି ଜସେପ୍ ସେ ରାତି, ପିଲାକେ ଆରି ତାର୍ ମାକେ ଦାରି ମିସର୍ ଦେସେ ଉଟିଗାଲା ।
15 There he remained till Herod's death, that what the Lord had said through the Prophet might be fulfilled, "Out of Egypt I called My Son."
୧୫ଏରଦ୍ ରାଜା ମର୍ବା ଜାକ ମିସର୍ ଦେସେସେ ରଇଲାଇ, ଜେନ୍ତାର୍ କି ବବିସତ୍ବକ୍ତା କଇରଇଲା ମାପ୍ରୁର୍ ବାକିଅ ସିଦ୍ ଅଇଲା, ମର୍ ପିଲାକେ ମୁଇ ମିସର୍ ଦେସେଅନି ଡାକି ଆନ୍ଲି ।
16 Then Herod, finding that the Magi had trifled with him, was furious, and sent and massacred all the boys under two years of age, in Bethlehem and all its neighbourhood, according to the date he had so carefully ascertained from the Magi.
୧୬ପୁରୁବ୍ ଦେସେଅନି ଆସିରଇଲା ପଣ୍ଡିତ୍ମନ୍ ତାକେ ନାଡାଇ କରି ଉଟିଗାଲାଇ ଆଚତ୍ ବଲି ଜାନି, ଏରଦ୍ ବେସି ରିସା ଅଇଗାଲା । ବେତ୍ଲିଇମ୍ ଆରି ସେ ଲଗେ ପାକେ ରଇବା ଦୁଇ ବରସ୍ ଅନି ତଲେ ରଇଲା ସବୁ ପିଲାମନ୍କେ ମରାଇବାକେ ଆଦେସ୍ ଦେଲା । ପଣ୍ଡିତ୍ମନର୍ ଟାନେଅନି ତାରା ଡିସ୍ତେ ରଇବା ବେଲା ସେ ଜାନିରଇଲା । ସେ ଇସାବେ ପିଲାମନର୍ ବରସ୍ ଟିକ୍ କରିରଇଲା ।
17 Then were these words, spoken by the Prophet Jeremiah, fulfilled,
୧୭ଏନ୍ତି ଅଇଲାଜେ ଜିରିମିୟ ବବିସତ୍ବକ୍ତା କଇଲା ଏ ବାକିଅ ପୁରାପୁରୁନ୍ ଅଇଲା । ସେ ଏନ୍ତି କଇରଇଲା,
18 "A voice was heard in Ramah, wailing and bitter lamentation: It was Rachel bewailing her children, and she refused to be comforted because there were no more."
୧୮ରାମା ନାଉଁର୍ ସଅରେ ମାର୍ଚପ୍ ଅଇ କାନ୍ଦ୍ବାଟା ସୁନି ଅଇଲାନି, ରାଏଲ୍ ତାର୍ ପିଲାମନର୍ ପାଇ କାନ୍ଦ୍ଲାନି । ତାକେ ଜେତେକ୍ ବୁଜାଇଲେ ମିସା ବୁଜେନାଇ । କାଇକେବଇଲେ ତାର୍ ପିଲାମନ୍ ସବୁ ମରିଜାଇରଇଲାଇ ।
19 But after Herod's death an angel of the Lord appeared in a dream to Joseph in Egypt, and said to him,
୧୯ଏରଦ୍ ମଲାପଚେ, ଏଦେ ଦେକା! ମାପ୍ରୁର୍ ଗଟେକ୍ ଦୁତ୍ ମିସର୍ ଦେସେ ଜସେପ୍କେ ଦର୍ସନ୍ ଦେଇ କଇଲା,
20 "Rise from sleep, and take the child and His mother, and go into the land of Israel, for those who were seeking the child's life are dead."
୨୦“ଉଟ୍ ଆରି ବାରଇକରି, ଦୁଇ ମାଆ ପିଲାକେ ଇସ୍ରାଏଲ୍ ଦେସେ ଦାରିଜା । କାଇକେବଇଲେ ଜନ୍ ଲକ୍ମନ୍ କି ପିଲାର୍ ଜିବନ୍ ନେବାକେ ଚେସ୍ଟା କର୍ତେରଇଲାଇ, ସେମନ୍ ମରିଗାଲାଇ ଆଚତ୍ ।”
21 So he roused himself and took the child and His mother and came into the land of Israel.
୨୧ଜସେପ୍ ଏ କାତା ସୁନି ଜିସୁ ଆରି ତାର୍ ମାଆ ମରିୟମ୍ ସଙ୍ଗ୍ ବାରଇକରି ଇସ୍ରାଏଲ୍ ଦେସେ ବାଉଡି ଆଇଲାଇ ।
22 But hearing that Archelaus had succeeded his father Herod on the throne of Judaea, he was afraid to go there; and being instructed by God in a dream he withdrew into Galilee,
୨୨ମାତର୍ ଜସେପ୍, ଏରଦର୍ ପଚେ ତାର୍ ପଅ ଆର୍କିଲାୟ ଜିଉଦା ରାଇଜର୍ ରାଜା ଅଇଆଚେ ବଲି ସୁନିକରି ତେଇ ଜିବାକେ ଡର୍ଲା ।
23 and went and settled in a town called Nazareth, in order that these words spoken through the Prophets might be fulfilled, "He shall be called a Nazarene."
୨୩ମାତର୍ ଆରିଗଟେକ୍ ବିନ୍ ସପନ୍ ଇସାବେ ଗାଲିଲି ଦେସେ ଜାଇକରି ନାଜରିତ୍ ନାଉଁର୍ ଗଡେ ବାସା ଅଇ ରଇଲା । ଜେନ୍ତାର୍ କି ବବିସତ୍ବକ୍ତା କଇଲା ଏ ବାକିଅ ସିଦ୍ ଅଇଲା । ସେ ଏନ୍ତି ବଲି କଇରଇଲା, “ସେ ନାଜରିତିୟା ବଲି ଡାକ୍ପୁଟା ଅଇସି ।”