< Matthew 27 >
1 When morning came all the High Priests and the Elders of the people consulted together against Jesus to put Him to death;
୧ତାର୍ ଆରକର୍ ଦିନର୍ ସାକାଲ୍ ସାକାଲ୍ ଜିସୁକେ ମରାଇଦେବାକେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ରାଜି ଅଇଲାଇ ।
2 and binding Him they led Him away and handed Him over to Pilate the Governor.
୨ସେମନ୍ ଜିସୁକେ ସିକିଲି ସଙ୍ଗ୍ ବାନ୍ଦି ରମ୍ରାଇଜର୍ ରାଜା ପିଲାତର୍ ଲଗେ ଦାରିଗାଲାଇ ।
3 Then when Judas, who had betrayed Him, saw that He was condemned, smitten with remorse he brought back the thirty shekels to the High Priests and Elders
୩ଜେଡେବେଲେ ବିସ୍ବାସେ ବିସ୍ ଦେଉ ଜିଉଦା ଜିସୁକେ ମରନର୍ ଡଣ୍ଡ୍ ଆଦେସ୍ ଅଇଲା ଆଚେ ବଲି ସୁନ୍ଲା, ସେ ଦୁକ୍ ଅଇ ଏତାଇଲା ଆରି ମୁକିଅ ପୁଜାରିମନ୍କେ ଆରି ପାର୍ଚିନ୍ମନ୍କେ ତିରିସ୍ଟା ରୁପାଟାଙ୍ଗା ବାଉଡାଇଦେଇ କଇଲା,
4 and said, "I have sinned, in betraying to death one who is innocent." "What does that matter to us?" they replied; it is your business."
୪“ଗଟେକ୍ କାଇ ଦସ୍ ନ ରଇଲା ଲକ୍କେ ମୁଇ ବିସ୍ବାସେ ବିସ୍ ଦେଲାପାରା କରି ବଡ୍ ପାପ୍ କରିଆଚି ।” ସେମନ୍ କଇଲାଇ, “ତେଇ ଆମର୍ କାଇଟା ଆଚେ? ସେଟା ତର୍ ନିଜର୍ କାତା ।”
5 Flinging the shekels into the Sanctuary he left the place, and went and hanged himself.
୫ଜିଉଦା ସେମନ୍ ଦେଇରଇବା ରୁପାଟାଙ୍ଗା ମନ୍ଦିର୍ ବିତ୍ରେ ପିଙ୍ଗିଦେଇ ଉଟିଗାଲା । ତାର୍ପଚେ ସେ ଜାଇକରି ଗାଲାଇ ଡର୍ ବାନ୍ଦି ଉଚ୍କିଅଇ ମରିଗାଲା ।
6 When the High Priests had gathered up the money they said, "It is illegal to put it into the Treasury, because it is the price of blood."
୬ମୁକିଅ ପୁଜାରିମନ୍ ଜିଉଦା ପିଙ୍ଗି ରଇଲା ରୁପାଟାଙ୍ଗାମନ୍ ଟୁଲିଆଇ କଇଲା, “ଏଟା ବନିର୍ ମୁଲିଅ, ଏଟା ମନ୍ଦିରର୍ ଦାନ୍ଦେବା ଜାଗାଇ ସଙ୍ଗଇବାଟା ନିୟମ୍ ବିରୁଦର୍ କାମ୍ ।”
7 So after consulting together they spent the money in the purchase of the Potter's Field as a burial place for people not belonging to the city;
୭ସେ ଡାବୁ କେନ୍ତାରି କର୍ଚ କରିଅଇସି, ଏ ବିସଇର୍ କାତାବାର୍ତା ଅଇ କୁମାର୍କେତ୍ ନାଉଁର୍ କଣ୍ଡେକ୍ ଜମି ଗେନ୍ଲାଇ । ଏଟା ବିନ୍ ଦେସର୍ ମଲା ଲକ୍ମନର୍ ପାଇ କବର୍ ଦେବା ଜାଗା ଅଇଲା ।
8 for which reason that piece of ground received the name, which it still bears, of 'the Field of Blood.'
୮ତେବର୍ ପାଇ ଆଜିକେ ଜାକ ସେ ଜାଗାକେ ବନିର୍ ଜାଗାବଲିକରି କଇଲାଇନି ।
9 Then were fulfilled the words spoken by the Prophet Jeremiah, "And I took the thirty shekels, the price of the prized one on whom Israelites had set a price,
୯ଏ ବିସଇ ନେଇକରି ଜିରିମିୟ ବବିସତ୍ବକ୍ତା ଜେନ୍ତି କଇରଇଲା, ସେଟା ପୁରାପୁରୁନ୍ ଅଇଲା । ଜନ୍ଟା ତିରିସ୍ ଟାଙ୍ଗାକେ ବିକ୍ବାକେ ଇସ୍ରାଇଲର୍ ପିଲାମନ୍ ରାଜି କରିରଇଲାଇ ସେଟା ନେଲାଇ ।
10 and gave them for the potter's field, as the Lord directed me."
୧୦ଆରି ତିରିସ୍ଟା ଅଦ୍ଲି ଡାବୁ ନେଇ ସେମନ୍ କୁମାର୍ କେତ୍ ଗେନ୍ଲାଇ । ଏଟା କର୍ବାକେ ମକେ ମାପ୍ରୁ ଆଦେସ୍ ଦେଇରଇଲା ।
11 Meanwhile Jesus was brought before the Governor, and the latter put the question, "Are you the King of the Jews?" "I am their King," He answered.
୧୧ଜିସୁର୍ ମୁଆଟେ ଦେକି ରମ୍ ରାଇଜର୍ ସାସନ୍କାରିଆ ପିଲାତ ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା କି?” ଜିସୁ ତାକେ କଇଲା, ତୁଇ ସେଟା କଇଲୁସ୍ନି ।
12 When however the High Priests and the Elders kept bringing their charges against Him, He said not a word in reply.
୧୨ମାତର୍ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜିସୁର୍ ବିରୁଦେ ଆନିରଇବା ନିନ୍ଦା କାତାର୍ କାଇମିସା ଉତର୍ ଦେଏ ନାଇ ।
13 "Do you not hear," asked Pilate, "what a mass of evidence they are bringing against you?"
୧୩ତେବର୍ ପାଇ ପିଲାତ୍ ତାକେ କଇଲା, ତର୍ ବିରୁଦେ ସେମନ୍ ଜାଇ ଜାଇଟା କଇଲାଇନି ସେଟା କାଇ ତୁଇ ସୁନି ନାପାର୍ଲୁସ୍ନି କି?
14 But He made no reply to a single accusation, so that the Governor was greatly astonished.
୧୪ମାତର୍ ଜିସୁ ପଦେକ୍ ମିସା କଏନାଇ ଜେ ପିଲାତ୍ କାବାଅଇଗାଲା ।
15 "Now it was the Governor's custom at the Festival to release some one prisoner, whomsoever the populace desired;
୧୫ନିସ୍ତାର୍ ପରବ୍ ବେଲେ ରମିୟ ସାସନ୍କାରିଆ ଲକ୍ମନର୍ ମନ୍ କଲା ଇସାବେ କାକେ ମିସା ଗଟେକ୍ ବନ୍ଦି ଲକ୍କେ ବନ୍ଦିଗରେଅନି ମୁକ୍ଲାଇଦେବା ରିତିନିତି ରଇଲା ।
16 and at this time they had a notorious prisoner called Barabbas.
୧୬ସେବେଲେ ବାର୍ବା ନାଉଁର୍ ଗଟେକ୍ ବଡ୍ ଟାଉଟରିଆ ନର୍ମାରୁ ବନ୍ଦି ଅଇରଇଲା ।
17 So when they were now assembled Pilate appealed to them. "Whom shall I release to you," he said, "Barabbas, or Jesus the so-called Christ?"
୧୭ତେଇ ଆସି ରଇଲା ଲକ୍ମନ୍କେ ପିଲାତ୍ ପାଚାର୍ଲା, “ମୁଇ କାକେ ମୁକ୍ଲାଇ ଦେବି ବଲି ତମେ ମନ୍ କଲାସ୍ନି? ବାର୍ବାକେ କି ଜିସୁକେ, ଜାକେ କିରିସ୍ଟ ବଲି କଇବାଇ?”
18 For he knew that it was from envious hatred that Jesus had been brought before him.
୧୮ପିଲାତ୍, ଜିଉଦି ନେତାମନ୍ ଆଁକାର୍ ଅଇ ଜିସୁକେ ତାର୍ଟାନେ ସର୍ପିଦେଇ ଆଚତ୍ ବଲି ନିକ ସଙ୍ଗ୍ ଜାନିରଇଲା ।
19 While he was sitting on the tribunal a message came to him from his wife. "Have nothing to do with that innocent man," she said, "for during the night I have suffered terribly in a dream through him."
୧୯ପିଲାତ୍ ବିଚାର୍ନା ଜାଗାଇ ବସି ରଇଲାବେଲେ ତାର୍ ମାଇଜି ଗଟେକ୍ କବର୍ କଇଲା, “କାଇ ଦସ୍ପାପ୍ ନ କଲା ସେ ଲକ୍କେ କାଇଟା କରା ନାଇ । କାଲି ରାତି ସପ୍ନେ ତାର୍ ଲାଗି ମୁଇ ବେସି କସ୍ଟ ପାଇଲି ।”
20 The High Priests, however, and the Elders urged the crowd to ask for Barabbas and to demand the death of Jesus.
୨୦ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ବାର୍ବାକେ ମୁକ୍ଲାଇ ଦେଇକରି, ଜିସୁକେ ମରନ୍ ଡଣ୍ଡ୍ ଦେବାକେ ଲକ୍ମନ୍କେ ପିଲାତର୍ ଲଗେ ଜାଇ ଦାବି କର୍ବାକେ ଉସ୍କାଇଲାଇ ।
21 So when the Governor a second time asked them, "Which of the two shall I release to you?" --they cried, "Barabbas!"
୨୧ପିଲାତ୍ ଆରି ତରେକ୍ ଲକ୍ମନ୍କେ ପାଚାର୍ଲା, “ମୁଇ ଏ ଦୁଇ ଲକର୍ ବିତ୍ରେଅନି କାକେ ମୁକ୍ଲାଇ ଦେବି ବଲି ତମେ ମନ୍ କଲାସ୍ନି?” ସେମନ୍ କଇଲାଇ, “ବାର୍ବାକେ”
22 "What then," said Pilate, "shall I do with Jesus, the so-called Christ?" With one voice they shouted, "Let him be crucified!"
୨୨ପିଲାତ୍ ପାଚାର୍ଲା, “ତେବେ ସବୁ ଲକ୍ ମସିଅ ବଲି ଜାନିରଇଲା ଜିସୁକେ ମୁଇ କାଇଟା କର୍ବି?” “ତାକେ କୁର୍ସେ ଚଗାଆ” ବଲି ସବୁଲକ୍ ଆଉଲି ଅଇଲାଇ ।
23 "Why, what crime has he committed?" asked Pilate. But they kept on furiously shouting, "Let him be crucified!"
୨୩ପିଲାତ୍ ପାଚାର୍ଲା, “ମାତର୍ ସେ କାଇ ଦସ୍ କଲା ଆଚେ?” ସେମନ୍ ଆରି ଅଦିକ୍ ଆଉଲିଅଇ କଇବାର୍ ଦାର୍ଲାଇ “ତାକେ କୁର୍ସେ ଚଗାଆ ।”
24 So when he saw that he could gain nothing, but that on the contrary there was a riot threatening, he called for water and washed his hands in sight of them all, saying, "I am not responsible for this murder: you must answer for it."
୨୪ଜେଡେବେଲେ ପିଲାତ୍ ଦେକ୍ଲା ଜେ ସେମନ୍କେ ଆରି କାଇଟା କଇକରି ମିସା ଲାବ୍ ନାଇ, ନଇଲେ ଗଣ୍ଡ୍ଗଲ୍ ଅଇବାର୍ ଉପ୍ରେ ଆଚେ, ସେ ପାନି ଗୁଡିକ୍ ନେଇ, ସବୁ ଲକ୍ମନର୍ ମୁଆଟେ ଆତ୍ ଦଇପାକାଇ କଇଲା, “ଏ ଲକର୍ ମରନର୍ ପାଇ ମୁଇ ଦାଇ ନାଇ । ଏଟା ତମର୍ କାମ୍ ।”
25 "His blood," replied all the people, "be on us and on our children!"
୨୫ଲକ୍ମନ୍ କଇଲାଇ, “ତାର୍ ମରନର୍ ଡଣ୍ଡର୍ ଦସ୍ ପାଇବାର୍ ରଇଲେ, ସେ ଦସ୍ ଆମ୍କେ ଆରି ଆମର୍ ପିଲାଜିଲାକେ ପଡ ।”
26 Then he released Barabbas to them, but Jesus he ordered to be scourged, and gave Him up to be crucified.
୨୬ସାରାସାରି ପିଲାତ୍ ବାର୍ବାକେ ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାର୍ବାକେ ଆଦେସ୍ ଦେଲା, ତାର୍ ପଚେ କୁର୍ସେ ମରାଇବା ପାଇ ସନିଅମନ୍କେ ସର୍ପି ଦେଲାଇ ।
27 Then the Governor's soldiers took Jesus into the Praetorium, and called together the whole battalion to make sport of Him.
୨୭ପିଲାତର୍ ସନିଅମନ୍ ଜିସୁକେ ରମିୟ ସାସନ୍କାରିଆର୍ ଗରେ ଦାରି ଗାଲାଇ ଆରି ତାର୍ ଚାରିବେଟ୍ତି ଟିଆଅଇଲାଇ ।
28 Stripping off His garments, they put on Him a general's short crimson cloak.
୨୮ସେ ପିନ୍ଦି ରଇବାଟା ବେଟି ନେଇକରି ତାକେ ଗଟେକ୍ ଜାମ୍କଲି ରଙ୍ଗର୍ ବସ୍ତର୍ ପିନ୍ଦାଇ ଦେଲାଇ ।
29 They twisted a wreath of thorny twigs and put it on His head, and they put a sceptre of cane in His right hand, and kneeling to Him they shouted in mockery, "Long live the King of the Jews!"
୨୯କାଟାର୍ ମୁକୁଟ୍ ତିଆର୍ କରି ତାର୍ ମୁଣ୍ଡେ ପିନ୍ଦାଇ ଦେଲାଇ ଆରି ତାର୍ ଉଜା ଆତେ ଗଟେକ୍ ଡାଙ୍ଗ୍ ଦାରାଇ ଦେଲାଇ । ତାର୍ ପଚେ, ତାର୍ ମୁଆଟେ ମାଣ୍ଡିକୁଟା ଦେଇ କିଜାଇକରି କଇଲାଇ, “ଏ ଜିଉଦିମନର୍ ରାଜା! ବେସି ଦିନ୍ ବଁଚି ରଅ ।”
30 Then they spat upon Him, and taking the cane they repeatedly struck Him on the head with it.
୩୦ସେମନ୍ ଜିସୁର୍ ଉପ୍ରେ ତୁକି ପାକାଇଲାଇ ଆରି ସେ ଦାରି ରଇବା ଡାଙ୍ଗ୍ସଙ୍ଗ୍ ତାର୍ ମୁଣ୍ଡେ ମାର୍ଲାଇ ।
31 At last, having finished their sport, they took off the cloak, clothed Him again in His own garments, and led Him away for crucifixion.
୩୧ତାକେ ଏନ୍ତାରି କିଜାଇ ସାର୍ଲା ପଚେ ରାଜା ପିନ୍ଦ୍ବା ବସ୍ତର୍ ବେଟିଦେଇ ତାର୍ ନିଜର୍ ବସ୍ତର୍ ପିନ୍ଦାଇଦେଲାଇ ଆରି ତେଇଅନି ତାକେ କୁର୍ସେ ଚଗାଇବାକେ ଦାରିଗାଲାଇ ।
32 Going out they met a Cyrenaean named Simon; whom they compelled to carry His cross,
୩୨ସେମନ୍ ଜିବାବାଟେ କୁରିଣି ସଅରର୍ ସିମନ୍ ନାଉଁର୍ ଗଟେକ୍ ଲକ୍କେ ବେଟ୍ଅଇଲାଇ ଆରି ସନିଅମନ୍ ତାକେ ଜିସୁର୍ କୁର୍ସ ବଇ ନେବାକେ ବାଦିଅ କଲାଇ ।
33 and so they came to a place called Golgotha, which means 'Skull-ground.'
୩୩ସେମନ୍ ଗଲ୍ଗତା ନାଉଁର୍ ଗଟେକ୍ ଜାଗାଇ କେଟ୍ଲାଇ । ଗଲ୍ଗତାର୍ ଅରତ୍ ଅଇଲାନି, ମୁଣ୍ଡ୍ଗିଗ୍ଡି ପାରା ରଇବା ଜାଗା ।
34 Here they gave Him a mixture of wine and gall to drink, but having tasted it He refused to drink it.
୩୪ତେଇ ସେମନ୍ ଜିସୁକେ ପିତା ରଇବା ଅଙ୍ଗୁର୍ ରସ୍ କାଇବାକେ ଦେଲାଇ । ସେଟା ଜିସୁ ଅଲପ୍ ଚାକିକରି ଆରି କାଏନାଇ ।
35 After crucifying Him, they divided His garments among them by lot,
୩୫ସେମନ୍ ଜିସୁକେ କୁର୍ସେ ମାରି କରି ସେ ପିନ୍ଦିରଇବା ବସ୍ତର୍ ତାକର୍ ତାକର୍ ବିତ୍ରେ କେଡ୍ପୁଟାଇ ବାଟାକରି ନେଲାଇ ।
36 and sat down there on guard.
୩୬ତାର୍ପଚେ ସେମନ୍ କୁର୍ସେ ଚଗାଇଲା ଜିସୁକେ, ତେଇ ଜାଗି ରଇଲାଇ ।
37 Over His head they placed a written statement of the charge against Him: THIS IS JESUS THE KING OF THE JEWS.
୩୭ତାର୍ ବିରୁଦେ ଲେକାଅଇରଇବା ଗଟେକ୍ ବରଡ୍ ଲେକି ତାର୍ ମୁଣ୍ଡ୍ ଉପ୍ରେ, ଜୁଲାଇ ରଇଲାଇ । ସେ ବରଡ୍ ଲଗେ ଏନ୍ତି ଲେକାଅଇରଇଲା, ଏ ଅଇଲାନି ଜିଉଦିମନର୍ ରାଜା, ଜିସୁ ।
38 At the same time two robbers were crucified with Him, one at His right hand and the other at His left.
୩୮ତାର୍ପଚେ ସେମନ୍ ତେଇ ଦୁଇଟା ଚର୍ମନ୍କେ ଆନ୍ଲାଇ । ଗଟେକ୍କେ ଜିସୁର୍ ଉଜା ବାଟେ ଆରି ଗଟେକ୍କେ ତାର୍ ଡେବ୍ରି ବାଟେ କୁର୍ସେ ଚଗାଇଲାଇ ।
39 And the passers-by reviled Him. They shook their heads at Him
୩୯ସେବାଟେ ଜାଇତେ ରଇବା ଲକ୍ମନ୍ ମୁଣ୍ଡ୍ ଜୁଲାଇ ଜୁଲାଇ ଜିସୁକେ କିଜାଇ କିଜାଇ କଇଲାଇ,
40 and said, "You who would pull down the Sanctuary and build a new one within three days, save yourself. If you are God's Son, come down from the cross."
୪୦“ତୁଇସେ କାଇକି ମନ୍ଦିର୍ ବସ୍ଲାଇଦେଇ ତିନ୍ ଦିନ୍କେ ଆରି ତରେକ୍ ତିଆର୍ କରିଦେଇତେ ରଇଲୁସ୍? ତୁଇ ଜଦି ପର୍ମେସରର୍ ପଅ, ନିଜ୍କେ ରକିଆ କର୍ ଆରି କୁର୍ସେଅନି ଉତ୍ରି ଆଉ ।”
41 In like manner the High Priests also, together with the Scribes and the Elders, taunted Him.
୪୧ମୁକିଅ ପୁଜାରି, ଦରମ୍ ଗୁରୁ ଆରି ଜିଉଦି ଜାତିର୍ ପାର୍ଚିନ୍ ନେତାମନ୍ ମିସା ଜିସୁକେ କିଜାଇକରି କଇଲାଇ,
42 "He saved others," they said, "himself he cannot save! He is the King of Israel! Let him now come down from the cross, and we will believe in him.
୪୨“ସେ ବିନ୍ ଲକ୍ମନ୍କେ ରକିଆ କର୍ତେ ରଇଲା, ମାତର୍ ନିଜ୍କେ ରକିଆ କରିନାପାର୍ଲାନି । ସେ ଇସ୍ରାଏଲର୍ ରାଜା କାଇକି? ଏବେ ଜଦି ସେ କୁର୍ସେଅନି ଉତ୍ରି ଆସି ପାର୍ସି ବଇଲେ ଆମେ ତାକେ ବିସ୍ବାସ୍ କର୍ବୁ ।
43 His trust is in God: let God deliver him now, if He will have him; for he said, 'I am God's Son.'"
୪୩ସେ ନିଜେ ମୁଇ ପର୍ମେସରର୍ ପଅ ବଲି କଇ, ପର୍ମେସର୍ଟାନେ ଆସା କଲାଆଚେ । ଆଲେ ଦେକୁ ତେବେ, ପର୍ମେସର୍ ତାକେ ଏବେ ରକିଆ କର୍ବାକେ ମନ୍ କଲାନି କି ନାଇ ।”
44 Insults of the same kind were heaped on Him even by the robbers who were being crucified with Him.
୪୪ଜିସୁର୍ ସଙ୍ଗ୍ କୁର୍ସେ ଚଗିରଇବା ଦୁଇଟା ଚର୍ମନ୍ ମିସା ତାକେ ସେନ୍ତାରି କିଜାଇଲାଇ ।
45 Now from noon until three o'clock in the afternoon there was darkness over the whole land;
୪୫ସେ ଦିନେ ମୁଣ୍ଡ୍ବେଲାଇ ଅନି ଆଡ୍ବେଲାଇ ଜାକ ଗୁଲାଇ ଜଗତ୍ ଆନ୍ଦାର୍ ଅଇଗାଲା ଆରି ସେଟା ତିନ୍ ଗନ୍ଟାଜାକ ରଇଲା ।
46 but about three o'clock Jesus cried out in a loud voice, "Eli, Eli, lama sabachthani?" that is to say, "My God, My God, why hast Thou forsaken me?"
୪୬ଆଡ୍ବେଲାର୍ ତିନ୍ଟା ବେଲେ ଜିସୁ ଆକ୍ମାରି କଇଲା, “ଏଲି, ଏଲି, ଲାମାସବକ୍ତାନି, ବଇଲେ ଏ ମର୍ ପର୍ମେସର୍, ଏ ମର୍ ପର୍ମେସର୍, ମକେ ତମେ କାଇକେ ଚାଡିଦେଲାସ୍?”
47 "The man is calling for Elijah," said some of the bystanders.
୪୭ଲଗେ ଟିଆ ଅଇରଇବା କେତେ ଲକ୍ ଏଟା ସୁନିକରି କଇଲାଇ, “ସେ ଏଲିୟକେ ଡାକ୍ଲାନି ।”
48 One of them ran forthwith, and filling a sponge with sour wine put it on the end of a cane and offered it Him to drink;
୪୮ଗଟେକ୍ ଲକ୍ ପାଲାଇ ଜାଇ ପିତା ରଇଲା ଅଙ୍ଗୁର୍ରସ୍ଟାନେ ଗଟେକ୍ ସୁତାର୍ ଗର୍ଣ୍ଡା ବୁଡାଇଲା । ଆରି ସେଟା ଲାଟି ଟିପେ ବାନ୍ଦି କାଅ ବଲି ଜିସୁର୍ ମୁଆଟେ ଲାମାଇଦେଲା ।
49 while the rest said, "Let us see whether Elijah is coming to deliver him."
୪୯ବିନ୍ ଲକ୍ମନ୍ କଇଲାଇ “ଚନେକ୍ ଜାଗା, ତାକେ ଏଲିୟ ରକିଆ କର୍ବାକେ ଆଇଲାନି କି ନାଇ ଦେକିଦେକୁ ।”
50 But Jesus uttered another loud cry and then yielded up His spirit.
୫୦ଜିସୁ ଆରି ତରେକ୍ ଆକ୍ମାରିକରି, ସାରାସାରି ଜିବନ୍ ଚାଡିଗାଲା ।
51 Immediately the curtain of the Sanctuary was torn in two from top to bottom: the earth quaked; the rocks split;
୫୧ସେଡ୍କି ବେଲେ ମନ୍ଦିରେ ଜୁଲ୍ତେ ରଇବା ପାର୍ଦା ଉପ୍ରେଅନି ତଲେ ଜାକ ଦୁଇ ଗନ୍ଦାଅଇ ଚିରିଅଇଗାଲା । ଦର୍ତନି ଚୁଲ୍ବୁଲି ପାକ୍ନାମନ୍ ସବୁ ପୁଟିଗାଲା
52 the tombs opened; and many of God's people who were asleep in death awoke.
୫୨ଆରି କବର୍ ଦେଇରଇବା କାଲ୍ମନ୍ ଉଗାଡିଅଇ କେତେକ୍ କେତେକ୍ ପର୍ମେସରର୍ ଦରମ୍ ଲକ୍ମନ୍ ଆରିତରେକ୍ ଜିବନ୍ ଅଇ ଉଟ୍ଲାଇ ।
53 And coming out of their tombs after Christ's resurrection they entered the holy city and showed themselves to many.
୫୩ସେମନ୍ କବର୍ ଦେଇରଇବା କାଲେଅନି ଉଟି ଆଇଲାଇ । ଜିସୁ ଆରିତରେକ୍ ଉଟ୍ଲା ପଚେ ଲକ୍ମନ୍, ଏମନ୍କେ ସୁକଲ୍ ଜାଗା ଜିରୁସାଲମେ ଜିବାଟା ଦେକ୍ଲାଇ ।
54 As for the Captain and the soldiers who were with Him keeping guard over Jesus, when they witnessed the earthquake and the other occurrences they were filled with terror, and exclaimed, "Assuredly he was God's Son."
୫୪ଦର୍ତନି ଚୁଲ୍ବୁଲି ବିନ୍ ବିନ୍ ଗଟ୍ନା ଅଇବାଟା ଦେକି, ଜିସୁକେ ଜାଗିରଇବା ସନିଅମନର୍ ମୁକିଅ ଆରି ବିନ୍ ସନିଅମନ୍ ଡରିଗାଲାଇ । ସେମନ୍ କଇଲାଇ, “ସତଇସେ ଏ ନିଜେ ପର୍ମେସରର୍ ପଅ ଆକା!”
55 And there were a number of women there looking on from a distance, who had followed Jesus from Galilee ministering to His necessities;
୫୫ଗାଲିଲିଅନି ଜିସୁର୍ ସଙ୍ଗ୍ ରଇକରି ତାକେ ସାଇଜ କରିରଇବା କେତେଟା ମାଇଜି ଦୁରିକେ ରଇକରି ଏଟା ସବୁ ଦେକ୍ତେ ରଇଲାଇ ।
56 among them being Mary of Magdala, Mary the mother of James and Joses, and the mother of the sons of Zabdi.
୫୬ସେମନର୍ ବିତ୍ରେ ମଗ୍ଦଲିନି ମରିୟମ୍, ଜାକୁବ୍ ଆରି ଜସେପର୍ ମାଆ ମରିୟମ୍ ଆରି ଜେବଦିର୍ ମାଇଜି ରଇଲାଇ ।
57 Towards sunset there came a wealthy inhabitant of Arimathaea, named Joseph, who himself also had become a disciple of Jesus.
୫୭ସଞ୍ଜ୍ବେଲାଇ ଆରାମାତିଆ ସଅରର୍ ଜସେପ୍ ନାଉଁର୍ ଗଟେକ୍ ସାଉକାର୍ ଆସି କେଟ୍ଲା । ସେ ମିସା ଗଟେକ୍ ସିସ୍ ରଇଲା ।
58 He went to Pilate and begged to have the body of Jesus, and Pilate ordered it to be given to him.
୫୮ସେ ପିଲାତ୍କେ ବେଟ୍ଅଇକରି ଜିସୁର୍ ମଲାମଡ୍ ଦାରିଜିବାକେ ଗୁଆରି କଲା । ଜସେପ୍ ଗୁଆର୍ଲାକେ ପିଲାତ୍ ମଡ୍ ନେବାକେ ଆଦେସ୍ ଦେଲା ।
59 So Joseph took the body and wrapped it in a clean sheet of fine linen.
୫୯ସେ ଜିସୁର୍ ଗାଗଡ୍ ଦାରିଗାଲା ଆରି ଗଟେକ୍ ନୁଆ ଚାଦର୍ ଗର୍ଣ୍ଡାଇ ଗୁଡିଆଇ ଦେଲା ।
60 He then laid it in his own new tomb which he had hewn in the solid rock, and after rolling a great stone against the door of the tomb he went home.
୬୦ପାକ୍ନାଇ ତାକର୍ ନିଜର୍ ପାଇ କୁନି ରଇବା ଗଟେକ୍ ନୁଆ କବର୍ ଦେବା ପାଆରେ ସେଟା ନେଇ ସଙ୍ଗଇଲା ଆରି ସେ ପାଆର୍ ମୁଆଟେ ଗଟେକ୍ ବଡ୍ଟା ଚାଚଡା ପାକ୍ନା ଡାବିଦେଇ ଉଟିଗାଲା ।
61 Mary of Magdala and the other Mary were both present there, sitting opposite to the sepulchre.
୬୧ମଗ୍ଦଲିନି ମରିୟମ୍ ଆରି ବିନ୍ ମରିୟମ୍ ଜିସୁକେ କବର୍ ଦେଲା ପାଆର୍ ମୁଆଟେ ବସି ରଇଲାଇ ।
62 On the next day, the day after the Preparation, the High Priests and the Pharisees came in a body to Pilate.
୬୨ତାର୍ ଆର୍କର୍ ଦିନର୍ ବିସ୍ରାମ୍ବାରେ ମୁକିଅ ପୁଜାରିମନ୍ ଆରି ପାରୁସିମନ୍ ପିଲାତ୍କେ ବେଟ୍ଅଇ କଇଲାଇ,
63 "Sir," they said, "we recollect that during his lifetime that impostor pretended that after two days he was to rise to life again.
୬୩“ଆଗିଆଁ, ସେ ବେସି ମିଚୁଆଟା । ବଁଚିରଇଲାବେଲେ ‘ମୁଇ ତିନ୍ଦିନ୍ ପଚେ ଆରିତରେକ୍ ଉଟ୍ବି’ ବଲି କଇତେ ରଇଲା । ଏଟା ଆମର୍ ମନେ ଆଚେ ।
64 So give orders for the sepulchre to be securely guarded till the third day, for fear his disciples should come by night and steal the body, and then tell the people that he has come back to life; and so the last imposture will be more serious than the first."
୬୪ତେବର୍ ପାଇ ତିନ୍ ଦିନ୍ ଜାକ ତାକେ କବର୍ ଦେଲାଟାନେ ଜାଗୁଆଲ୍ ଦାର୍ବାକେ ଆଦେସ୍ ଦିଆସ୍ । ସେନ୍ତି କଲେ ତାର୍ ସିସ୍ମନ୍ ତାର୍ ଗାଗଡ୍ ଚରାଇନେଇ ସେ ଜିବନ୍ ଅଇକରି ମଲାତେଇଅନି ଉଟ୍ଲା ବଲି କଇନାପାରତ୍ ।” ସେମନର୍ ଏନ୍ତାରି ମିଚ୍ କାତା ଜାନାଇବାଟା ସବୁର୍ଟାନେଅନି ଅଦିକ୍ କେତି ଅଇସି ।
65 "You can have a guard," said Pilate: "go and make all safe, as best you can."
୬୫ପିଲାତ୍ କଇଲା, “ଗଟେକ୍ ଦଲ୍ ଜାଗୁଆଲ୍ମନ୍କେ ନିଆ ଆରି ତାକେ କବର୍ ଦେଲାଟାନେ କାଇଟା ନ ପୁର୍ଲା ପାରା ଜାଗାଆ ।”
66 So they went and made the sepulchre secure, sealing the stone besides setting the guard.
୬୬ସେମନ୍ ଜାଇକରି ଜିସୁକେ କବର୍ ଦେଲାଟାନେ ଜାଗ୍ବାକେ ସନିଅମନ୍ ଟିକ୍ କଲାଇ । କବର୍ ମୁଆଟେ ଡାବି ରଇବା ପାକ୍ନା ଉପ୍ରେ ସିଲ୍ମାରି ଜାଗୁଆଲ୍ମନ୍କେ ଜାଗାଇଲାଇ ।