< Acts 17 >
1 Now when they had passed through Amphipolis and Apollonia, they came to Thessalonica, where there was a Jewish synagogue.
୧ପାଉଲ୍ ଆରି ସିଲା ଅମ୍ପିପଲି ଆରି ଆପଲନିଆ ବାଟ୍ଦେଇ ତେସ୍ଲନି ଜାଗାଇ କେଟ୍ଲାଇ । ତେଇ ଜିଉଦିମନର୍ ଗଟେକ୍ ପାର୍ତନା ଗର୍ ରଇଲା ।
2 Paul, as was his custom, went in to them; and for three Sabbath days reasoned with them from the Scriptures,
୨ପାଉଲ୍ ତାର୍ ରିତିନିତି ଇସାବେ, ପାର୍ତନା ଗରେ ଗାଲା । ତେଇ ସେ ଲାଗି ଲାଗି ତିନ୍ଟା ବିସ୍ରାମ୍ବାରେ ଲକ୍ମନର୍ ସଙ୍ଗ୍ କାତାବାର୍ତା କଲା ।
3 explaining and demonstrating that the Christ had to suffer and rise again from the dead, and saying, “This Jesus, whom I proclaim to you, is the Christ.”
୩ଦରମ୍ ସାସ୍ତର୍ ପଡିକରି ବୁଜାଇଲା ଜେ, ମସିଅ ଦୁକ୍ ପାଇବାର୍ ରଇଲା ଆରି ପର୍ମେସର୍ ତାକେ ମଲାତେଇଅନି ଉଟାଇବାର୍ ରଇଲା । ପାଉଲ୍ କଇଲା, “ଜନ୍ ଜିସୁର୍ ବିସଇ ମୁଇ ଜାନାଇଲି, ସେ ଅଇଲାନି ମସିଅ ।”
4 Some of them were persuaded and joined Paul and Silas: of the devout Greeks a great multitude, and not a few of the chief women.
୪ସେମନର୍ ବିତ୍ରେଅନି କେତେ ଲକ୍ ଏଟା ବିସ୍ବାସ୍ କଲାଇ । ପାଉଲ୍ ଆରି ସିଲାର୍ ସଙ୍ଗ୍ ମିସ୍ଲାଇ । ସେନ୍ତି ଡାକ୍ପୁଟା ରଇବା ମାଇଜିମନ୍ ଆରି ପରମେସର୍କେ ପାର୍ତନା କର୍ବା ଗିରିକ୍ ମନର୍ ଗଟେକ୍ ବଡ୍ ଦଲ୍ ମିସା ସେମନର୍ ସଙ୍ଗ୍ ମିସ୍ଲାଇ ।
5 But the unpersuaded Jews took along some wicked men from the marketplace and gathering a crowd, set the city in an uproar. Assaulting the house of Jason, they sought to bring them out to the people.
୫ମାତର୍ କେତେଟା ଜିଉଦିମନ୍ ପାଉଲ୍ ଆରି ସିଲାକେ କୁଟ୍ କରି, କାଇ କାମ୍ ନ କର୍ବା ଅଲ୍ସିଆ ଲକ୍ମନ୍କେ ଏକ୍ଜୁଟ୍ କଲାଇ, ଆରି ଟୁଲିଆଇ, ଗୁଲାଇ ଗଡ୍ ଜାକର୍ ଲକ୍କେ ଉସ୍କାଇ ରିସା କରାଇଲାଇ । ସେମନ୍ ପାଉଲ୍ ଆରି ସିଲାକେ କଜି ଆନ୍ବାକେ ଗଟେକ୍ ଜେସନ୍ ନାଉଁର୍ ଗରେ ଜାଇ, ତାର୍ ଗର୍ ଚପିପାକାଇଲାଇ ।
6 When they didn’t find them, they dragged Jason and certain brothers before the rulers of the city, crying, “These who have turned the world upside down have come here also,
୬ମାତର୍ ତେଇ ପାଉଲ୍ ଆରି ସିଲା ଡିସତ୍ ନାଇଜେ, ସେମନ୍ ଜେସନ୍ ଆରି ବିନ୍ କେତେଟା ବିସ୍ବାସି ବାଇମନ୍କେ, ଗଡର୍ ନେତାମନର୍ ଲଗେ ଜିକିନେଇ ଆଉଲିଅଇ କଇଲାଇ, “ଏ ଲକ୍ମନ୍ ଚାରିବେଟ୍ତି ଗଣ୍ଡ୍ଗଲ୍ କଲାଇନି! ଏବେ ଆମର୍ ଗଡେ ମିସା ଆଇଲାଇ ଆଚତ୍
7 whom Jason has received. These all act contrary to the decrees of Caesar, saying that there is another king, Jesus!”
୭ଆରି ଏସନ୍ ସେମନ୍କେ ତାର୍ ଗରେ ରକିରଇଲା । ଜିସୁ ନାଉଁ ଦାରି ଆରି ଗଟେକ୍ ରାଜା ଆଚେ ବଲି କଇକରି ସେମନ୍ ଆମର୍ ବଡ୍ ସାସନ୍କାରିଆର୍ ନିୟମ୍ ବାଙ୍ଗ୍ଲାଇନି ।”
8 The multitude and the rulers of the city were troubled when they heard these things.
୮ଏ କାତା କଇ ସେମନ୍, ଲକ୍ମନ୍କେ ଆରି ସାସନ୍କାରିଆର୍ ବିରଦେ ଆଉଲି ଅଇକରି ବେସି ରିସା କରାଇଲାଇ ଆରି ଗଣ୍ଡ୍ଗଲ୍ କରାଇଲାଇ ।
9 When they had taken security from Jason and the rest, they let them go.
୯ସାସନ୍ କରୁମନ୍ ଜେସନ୍ ଆରି ବିସ୍ବାସିମନର୍ତେଇଅନି ଚାଡ୍ବାକେ, ଜେତ୍କି ଡାବୁ ବାନ୍ଦ୍ବାକେ ରଇଲା, ଲାଁଚ୍ ନେଇକରି ସେମନ୍କେ ଜାମିଲେ ଚାଡିଦେଲାଇ ।
10 The brothers immediately sent Paul and Silas away by night to Beroea. When they arrived, they went into the Jewish synagogue.
୧୦ରାତି ଅଇଲା ଦାପ୍ରେ, ବିସ୍ବାସି ବାଇମନ୍ ପାଉଲ୍ ଆରି ସିଲାକେ ବେରିଆ ନାଉଁର୍ ଜାଗାଇ ପାଟାଇଦେଲାଇ । ସେମନ୍ ତେଇ କେଟି, ଜିଉଦି ଲକ୍ମନର୍ ପାର୍ତନା ଗରେ ଗାଲାଇ ।
11 Now these were more noble than those in Thessalonica, in that they received the word with all readiness of mind, examining the Scriptures daily to see whether these things were so.
୧୧ତେସଲନିର୍ ଜିଉଦିମନର୍ ଟାନେଅନି ବେରିଆର୍ ଜିଉଦିମନ୍ କୁଲାକୁଲି ମନ୍ ରଇବା ଲକ୍ ରଇଲାଇ । ସେମନ୍ ଅଦିକ୍ ମନ୍ଦିଆନ୍ ଦେଇ ସିସ୍ମନର୍ ସିକିଆ ସୁନ୍ଲାଇ । ଆରି ପାଉଲ୍ କଇଲା କାତା, ସତ୍ କି ନାଇ ବଲି ଜାନ୍ବାକେ ସବୁ ଦିନ୍ ଦରମ୍ ସାସ୍ତର୍ ପଡ୍ତେରଇଲାଇ ।
12 Many of them therefore believed; also of the prominent Greek women, and not a few men.
୧୨ସେମନର୍ ବିତ୍ରେଅନି ବେସି ଲକ୍ ବିସ୍ବାସ୍ କଲାଇ । ବେସି ସାଉକାର୍ ଅଇ ସନ୍ମାନ୍ ପାଇବା ଗିରିକ୍ ମାଇଜି ଆରି ଗିରିକ୍ ଲକ୍ମନ୍ ମିସା ବିସ୍ବାସିମନର୍ ସଙ୍ଗ୍ ମିସ୍ଲାଇ ।
13 But when the Jews of Thessalonica had knowledge that the word of God was proclaimed by Paul at Beroea also, they came there likewise, agitating the multitudes.
୧୩ମାତର୍ ଜେଡେବଲ୍ ତେସ୍ଲନିର୍ ଜିଉଦିମନ୍ ସୁନ୍ଲାଇ ଜେ ବେରିଆତେଇ ମିସା ପାଉଲ୍ ପରମେସରର୍ ବାକିଅ ଜାନାଇଲାନି, ସେମନ୍ ତେଇ ଆସି ପାଉଲର୍ ବିରଦେ ଗଣ୍ଡ୍ଗଲ୍ କର୍ବାକେ ଲକ୍ମନ୍କେ ଉସ୍କାଇଲାଇ ।
14 Then the brothers immediately sent out Paul to go as far as to the sea, and Silas and Timothy still stayed there.
୧୪ସେ ଦାପ୍ରେ ବିସ୍ବାସି ବାଇମନ୍ ପାଉଲ୍କେ ସମ୍ଦୁର୍ ପାଲିବାଟେ ପାଟାଇଦେଲାଇ, ମାତର୍ ସିଲା ଆରି ତିମତି ଦୁଇ ଲକ୍ ବେରିଆଇ ରଇଲାଇ ।
15 But those who escorted Paul brought him as far as Athens. Receiving a commandment to Silas and Timothy that they should come to him very quickly, they departed.
୧୫ପାଉଲ୍କେ ଡାକିନେବା ଲକ୍ମନ୍, ତାର୍ ସଙ୍ଗ୍ ଆତେନସ୍ ଜାକ ଗାଲାଇ । ତେଇଅନି ସେମନ୍ ବେରିଆଇ ବାଉଡି ଆସି, ସିଲା ଆରି ତିମତିକେ କଇଲାଇ, “ତମ୍କେ ପାଉଲ୍ ବେଗି ମିସ୍ବାକେ କବର୍ ପାଟାଇ ଆଦେସ୍ ଦେଲାଆଚେ ।”
16 Now while Paul waited for them at Athens, his spirit was provoked within him as he saw the city full of idols.
୧୬ସିଲା ଆରି ତିମତିକେ ଆତେନେସ୍ତେଇ ଜାଗି ରଇଲା ବେଲେ, ଗଡ୍ଜାକର୍ ଲକ୍ ପୁଜା କର୍ବା ଦେବ୍ତାମନର୍ ମୁର୍ତିମନ୍ ଦେକି, ପାଉଲର୍ ମନ୍ ବେସି ଉଡୁକ୍ଦୁଡୁକ୍ ଅଇଗାଲା ।
17 So he reasoned in the synagogue with the Jews and the devout persons, and in the marketplace every day with those who met him.
୧୭ସେଟାର୍ପାଇ ସେ ଜିଉଦିମନର୍ ପାର୍ତନା ଗରେ ସେମନର୍ ସଙ୍ଗ୍, ଆରି ପରମେସର୍କେ ପାର୍ତନା କର୍ବା ଜିଉଦି ନଇଲା ଲକ୍ମନର୍ ସଙ୍ଗ୍, ଏ ବିସଇ ସବୁ ଦିନ୍ ଆଲ୍ଚନା କର୍ବାର୍ ଦାର୍ଲା । ଆଟେବାଟେ ଜିବାଆଇବା କର୍ବା ଲକ୍ମନର୍ ସଙ୍ଗ୍ ସେ ବିସଇ ଆଲ୍ଚନା କଲା ।
18 Some of the Epicurean and Stoic philosophers also were conversing with him. Some said, “What does this babbler want to say?” Others said, “He seems to be advocating foreign deities,” because he preached Jesus and the resurrection.
୧୮କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।
19 They took hold of him and brought him to the Areopagus, saying, “May we know what this new teaching is, which you are speaking about?
୧୯ସେଟାର୍ପାଇ ସେମନ୍ ପାଉଲ୍କେ ଦାରି ସେ ନଅରର୍ ବିଚାର୍ କର୍ବା ଜାଗା, ଜନ୍ଟା କି ଏରିଅପାଗସ୍ ତେଇ ଆନ୍ଲାଇ । ଆରି ତେଇ କଇଲାଇ, “ତୁଇ ଜନ୍ ନୁଆ ସିକିଆ ବିସଇ କଇଲୁସ୍ନି, ସେ ବିସଇ ଆମେ ଜାନ୍ବାକେ ମନ୍ କଲୁନି ।”
20 For you bring certain strange things to our ears. We want to know therefore what these things mean.”
୨୦ତୁଇ କଇବା କେତେଟା କାତା ଆମେ ଆଗ୍ତୁ କେବେ ସୁନି ନ ରଇଲୁ । ଆମେ ତାର୍ ଅରତ୍ ଜାନ୍ବାକେ ମନ୍ କଲୁନି ।
21 Now all the Athenians and the strangers living there spent their time in nothing else, but either to tell or to hear some new thing.
୨୧କାଇକେବଇଲେ ଆତେନେସର୍ ଲକ୍ ଆରି ତେଇ ରଇବା ବିନ୍ ଦେସର୍ ଲକ୍ମନ୍ ନୁଆ ବିସଇ ସୁନ୍ବାକେ ଆରି କଇବାକେ ବଲ୍ପାଇତେ ରଇଲାଇ । ତେଇ ସେମନ୍ ବେସି ବେଲା ଦେଇତେ ରଇଲାଇ ।
22 Paul stood in the middle of the Areopagus and said, “You men of Athens, I perceive that you are very religious in all things.
୨୨ପାଉଲ୍ ସେ ଗଡର୍ ସବା ମୁଆଟେ ଟିଆ ଅଇ କଇଲା, ଆତେନିଅର୍ ଲକ୍ମନ୍, ତମେ ସବୁ ଦରମ୍ ଲକ୍ ବଲି ଜାନାପଡ୍ଲାନି ।
23 For as I passed along and observed the objects of your worship, I also found an altar with this inscription: ‘TO AN UNKNOWN GOD.’ What therefore you worship in ignorance, I announce to you.
୨୩କାଇକେବଇଲେ, ମୁଇ ତମର୍ ନଅରେ ବୁଲି ଦେକ୍ଲା ବେଲେ, ତମର୍ ପୁଜା କର୍ବା ଜାଗାମନ୍ ଦେକ୍ଲି । ତେଇ ଗଟେକ୍ ବେଦି ରଇଲା । ଗଟେକ୍ ନ ଜାନ୍ଲା ଦେବ୍ତାକେ, ଲେକାରଇଲାଟା ମିସା ଦେକ୍ଲି । ତମେ ଜାକେ ନାଜାନି ପୁଜାକଲାସ୍ନି । ଏବେ ତାର୍ ବିସଇ ତମ୍କେ ଜାନାଇଲିନି ।
24 The God who made the world and all things in it, he, being Lord of heaven and earth, doesn’t dwell in temples made with hands.
୨୪ପରମେସର୍ ଦୁନିଆ ଆରି ତେଇ ରଇଲା ସବୁ ବିସଇ ତିଆର୍ କଲା । ସେ ସରଗ୍ ଆରି ଜଗତର୍ ମାପ୍ରୁ । ଲକ୍ମନ୍ ତିଆର୍ କଲା ମନ୍ଦିରେ ରଇବାକେ ମନ୍ ନ କରେ ।
25 He isn’t served by men’s hands, as though he needed anything, seeing he himself gives to all life and breath and all things.
୨୫ଆମେ ତାର୍ ପାଇ କାମ୍ କରି ତାକେ ଦେଇପାର୍ବୁ ପାରା କାଇଟା ମିସା ସେ ମନ୍ କରେ ନାଇ । କାଇକେବଇଲେ ସେ ସବୁକେ ଜିବନ୍, ପବନ୍ ଆରି ସବୁ ଦର୍କାର୍ ରଇଲାଟା ଦେଲାଆଚେ ।
26 He made from one blood every nation of men to dwell on all the surface of the earth, having determined appointed seasons and the boundaries of their dwellings,
୨୬ଗଟେକ୍ ଲକ୍ଅନି ସେ ସବୁ ମୁନୁସ୍ ଜାତିକେ ତିଆର୍ କଲା । ଆରି ତାର୍ ଆଦେସ୍ ଇସାବେ ସେମନ୍ ଦୁନିଆର୍ ବିନ୍ ବିନ୍ ଜାଗାଇ ବାସା ଅଇଲାଇ ଆଚତ୍, ସେଟା ପୁର୍ବେଅନି ପରମେସର୍ ଟିକ୍ କଲାଆଚେ ।
27 that they should seek the Lord, if perhaps they might reach out for him and find him, though he is not far from each one of us.
୨୭ତାକର୍ ଆଦେସ୍ ରଇଲା ଜେ ସବୁ ଲକ୍ ତାକେ କଜି କରି ବେଟ୍ ଅଅତ୍ । ମାତର୍ ସତଇସେ ପର୍ମେସର୍ କାର୍ଟାନେଅନି ମିସା ଦୁରିକେ ନାଇ ।
28 ‘For in him we live, move, and have our being.’ As some of your own poets have said, ‘For we are also his offspring.’
୨୮ଏ ବିସଇ କେକି ଗଟେକ୍ ଲକ୍ କଇଲା ଆଚେ, “ତାର୍ ଲଗେ ଆକା ଆମର୍ ଜିବନର୍ କୁଚିକାଡି ଆଚେ ।” ତମର୍ ବିତ୍ରେଅନି କେତେଲକ୍ କଇଆଚତ୍, ଆମେ ମିସା ତାର୍ ପିଲାଜିଲା ।
29 Being then the offspring of God, we ought not to think that the Divine Nature is like gold, or silver, or stone, engraved by art and design of man.
୨୯ଆମେ ପର୍ମେସରର୍ ପିଲାଜିଲା ଅଇଲାର୍ ପାଇ ମୁନୁସ୍ ତିଆର୍ କଲା ସୁନା, ରୁପା ନଇଲେ ପାକ୍ନା ସଙ୍ଗ୍ ତିଆର୍ କଲା ପୁତ୍ଲା, ପରମେସର୍ ରୁପ୍ ବଲି ବାବି ନାପାରୁ ।
30 The times of ignorance therefore God overlooked. But now he commands that all people everywhere should repent,
୩୦ଲକ୍ମନ୍ ପରମେସର୍କେ ଜାନି ନ ରଇଲା ବେଲେ, ସେ ଦସ୍ ଦାରି ନ ରଇଲା, ମାତର୍ ଏବେ ସବୁ ଜାଗାର୍ ସବୁ ଲକ୍ମନ୍କେ, ସେମନର୍ ପାପ୍ ବାଟେଅନି ବାଅଡ୍ବାକେ ଆଦେସ୍ ଦେଲାନି ।
31 because he has appointed a day in which he will judge the world in righteousness by the man whom he has ordained; of which he has given assurance to all men, in that he has raised him from the dead.”
୩୧ସେ ଗଟେକ୍ ଦିନ୍ ଟିକ୍ କଲା ଆଚେ । ସେ ଦିନେ, ସେ ବାଚିରଇବା ଲକର୍ ସଙ୍ଗ୍ ଗୁଲାଇ ଦୁନିଆର୍ ବିଚାର୍ କର୍ସି । ସେ ଲକ୍ ମଲାଟାନେଅନି ଉଟି ଏ କାତା ସତ୍ ବଲି, ସବୁକେ ଜାନାଇଲା ଆଚେ ।
32 Now when they heard of the resurrection of the dead, some mocked; but others said, “We want to hear you again concerning this.”
୩୨ପାଉଲର୍ଟାନେ, ମଲାଟାନେଅନି ଉଟ୍ଲା ବିସଇ ସୁନି ସେମନର୍ ବିତ୍ରେଅନି କେତେ ଲକ୍ ତାକେ କିଜାଇଲାଇ, ମାତର୍ ବିନ୍ ଲକ୍ମନ୍ କଇଲାଇ, “ତମର୍ତେଇଅନି ଆମେ ଆରିତରେକ୍ ଏ ବିସଇ ସୁନ୍ବାକେ ମନ୍ କଲୁନି ।”
33 Thus Paul went out from among them.
୩୩ପାଉଲ୍ ସେ ଦିନର୍ ସବାଇ ଅନି ଉଟି ବାରିଗାଲା ।
34 But certain men joined with him and believed, including Dionysius the Areopagite, and a woman named Damaris, and others with them.
୩୪ଡାୟନିସିଅସ୍ ନାଉଁର୍ ସବାର୍ ଗଟେକ୍ ମେମର୍, ଦାମାରି ନାଉଁର୍ ଗଟେକ୍ ମାଇଜି ଆରି କେତେଟା ଲକ୍, ବିସ୍ବାସ୍ କରି ତାର୍ ସଙ୍ଗ୍ ମିସ୍ଲାଇ ।