< Acts 24 >
1 After five days, the high priest, Ananias, came down with certain elders and an orator, one Tertullus. They informed the governor against Paul.
୧ପାଁଚ୍ଦିନ୍ ପଚେ ବଡ୍ ପୁଜାରି ଅନନିୟ କେତେଟା ପାର୍ଚିନ୍ ଆରି ତର୍ତୁଲସ୍ ନାଉଁର୍ ଗଟେକ୍ ଅକିଲ୍ ସଙ୍ଗ୍ ସିସେରିଆଇ ଗାଲାଇ । ସେମନ୍ ପେଲିକ୍ସର୍ ମୁଆଟେ ଟିଆଅଇ ପାଉଲର୍ ବିରଦେ ସେମନର୍ ଦାବା ଜାନାଇଲାଇ ।
2 When he was called, Tertullus began to accuse him, saying, “Seeing that by you we enjoy much peace, and that prosperity is coming to this nation by your foresight,
୨ତାର୍ପଚେ ପାଉଲ୍କେ ତେଇଆନି ଟିଆ କରାଇଲାଇ ଆରି ତର୍ତୁଲସ୍ ଏନ୍ତି ତାକର୍ ଦାବାମନ୍ ସବୁ ଜାନାଇଲା । “ଆଗିଆଁ, ତମେ ଗଟେକ୍ ଡାକ୍ପୁଟା ଲକ୍, ତମର୍ ନିମାନ୍ ସାସନ୍ଅନି ଆମେ ବେସି ଦିନ୍ ଦାରି ସାର୍ଦା ଅଇ ସାନ୍ତି ସଙ୍ଗ୍ ଜିଇଲୁନି, ଆମର୍ ଦେସର ମଙ୍ଗଲ୍ ପାଇ ବେସି ଦର୍କାର୍ ରଇଲା କାମ୍ମନ୍ କରାଇଆଚାସ୍ ।
3 we accept it in all ways and in all places, most excellent Felix, with all thankfulness.
୩ସବୁଜାଗାଇ ଆରି ସବୁ ବେଲାଇ ଆମେ ଏଟାକେ ନାମ୍ଲୁନି, ଏଟାର୍ପାଇ ଆମେ ତମ୍କେ ମାନି ଆଇଲୁନି ।
4 But that I don’t delay you, I entreat you to bear with us and hear a few words.
୪ସେଟା ଜାଇଟା ଅ, ମୁଇ ତମର୍ ଅଦିକ୍ ବେଲା ନେବାକେ ମନ୍ କରିନାଇ । ସେଟାର୍ ପାଇ ଆମର୍ ଗଟେକ୍ ଚଟ୍ ଅର୍ସାସଙ୍ଗର୍ କାତା ସୁନ୍ବାକେ ବାବୁଜିଆ କଲିନି ।
5 For we have found this man to be a plague, an instigator of insurrections among all the Jews throughout the world, and a ringleader of the sect of the Nazarenes.
୫ଏ ଲକ୍ ଗଟେକ୍ ବେସି ବଡ୍ ଗଣ୍ଡ୍ଗଲ୍ କରାଉ ବଲି ଆମେ ଜାନୁ, ସେ ଦେସ୍ବିଦେସେ ସବୁ ବାଟେ ବୁଲିବୁଲି ଜିଉଦିମନ୍କେ କିରମାର କରାଇବାକେ ଉସ୍କାଇଲାନି, ସେ ନାଜରିତ୍ ଦଲର୍ ଗଟେକ୍ ନେତା ।
6 He even tried to profane the temple, and we arrested him.
୬ସେ ଆମର୍ ମନ୍ଦିର୍ ଅସୁକଲ୍ କର୍ବାକେ ଚେସ୍ଟା କଲାବେଲେ ଆମେ ତାକେ ବନ୍ଦି କଲୁ ।
୭ଆମର୍ ନିୟମ୍ ଇସାବେ ଏ ଲକ୍କେ ବିଚାର୍ କର୍ବାକେ ଆମେ ମନ୍ କର୍ତେରଇଲୁ ।
8 By examining him yourself you may ascertain all these things of which we accuse him.”
୮ଆର୍ ବିରଦେ ଜନ୍ ସବୁ ଦାବା କଲୁଆଚୁ, ସେଟା ତମେ ଏ ଲକ୍କେ ପାଚାରିକରି ଜାନିପାରାସ୍ ।”
9 The Jews also joined in the attack, affirming that these things were so.
୯ତେଇରଇଲା ଜିଉଦିମନ୍ ଏଟା ସତ୍ବଲି ଡାଟ୍ ସଙ୍ଗ୍ ସେ କାତାଇ ରାଜି ଅଇଲାଇ ।
10 When the governor had beckoned to him to speak, Paul answered, “Because I know that you have been a judge of this nation for many years, I cheerfully make my defense,
୧୦ତାର୍ପଚେ ସାସନ୍କାରିଆ ପାଉଲ୍କେ କାତା ଅଇବାକେ ସାଗିଆ କଲାକେ ପାଉଲ୍ କଇଲା । “ମୁଇ ଜାନି ଜେ ବେସି ବରସ୍ ଦାରି ତମେ ଏ ଜାତିର୍ ବିଚାର୍କରୁ ଅଇ ଆଚୁସ୍, ସେଟାର୍ ପାଇ ତମର୍ ମୁଆଟେ କଇବାଟା କେଡେ କରମର୍ କାତା ।
11 seeing that you can verify that it is not more than twelve days since I went up to worship at Jerusalem.
୧୧ଆଗିଆ, ତମେ ନିଜେ କଜିକରି ଜାନିପାର୍ସା ଜେ, ପାକାପାକି ବାରଦିନ୍ ତଲେ, ମୁଇ ଜିରୁସାଲାମେ ପାର୍ତନା କର୍ବାକେ ଜାଇରଇଲି ।
12 In the temple they didn’t find me disputing with anyone or stirring up a crowd, either in the synagogues or in the city.
୧୨ମନ୍ଦିରେ କାର୍ ସଙ୍ଗ୍, ମୁଇ ଦଦାପେଲା କର୍ବାଟା ଜିଉଦିମନ୍ ଦେକି ନ ରଇଲାଇ କି ପାର୍ତନା ଗର୍ମନ୍କେ କି ଗଡର୍ କନ୍ ବିନ୍ ଜାଗାଇ ଲକ୍ମନ୍କେ ଉସ୍କାଇବାଟା ଦେକି ନ ରଇଲାଇ ।
13 Nor can they prove to you the things of which they now accuse me.
୧୩ସେଟାର୍ ପାଇ ମର୍ ବିରଦେ ଏବେ ଆନିରଇବା ଦାବାର୍ ପାଇ, ସେମନ୍ କାଇମିସା ସାକି ଦେଇ ନାପାରତ୍ ।
14 But this I confess to you, that according to the Way, which they call a sect, so I serve the God of our fathers, believing all things which are according to the law, and which are written in the prophets;
୧୪ଏଲେ ମିସା ମୁଇ ତମର୍ ଲଗେ ରାଜି ଅଇଲିନି ଜେ, ଜନ୍ ବାଟ୍ ସେମନ୍ ମିଚ୍ ବଲି କଇଲାଇନି, ସେ ବାଟେ ଜାଇ, ଆମର୍ ଆନିଦାଦିମନର୍ ପରମେସର୍କେ ପାର୍ତନା କଲିନି । ମାତର୍ ମୁଇ ମିସା ମସାର୍ ରିତିନିତି ଆରି ବବିସତ୍ବକ୍ତାମନର୍ ସାସ୍ତରେ ଲେକାଅଇଲା ସବୁ ବିସଇ ବିସ୍ବାସ୍ କଲିନି ।
15 having hope toward God, which these also themselves look for, that there will be a resurrection of the dead, both of the just and unjust.
୧୫ଏମନର୍ ପାରା, ମାପ୍ରୁର୍ ଲଗେ ମର୍ ଗଟେକ୍ ଆସା ଆଚେ ଜେ, ନିକ ଲକ୍ ଅଅତ୍ କି କାରାପ ଲକ୍ ଅଅତ୍, ସବୁ ମଲାଟାନେଅନି ଉଟ୍ବାଇ ।
16 In this I also practice always having a conscience void of offense toward God and men.
୧୬ସେଟାର୍ ପାଇ ପରମେସରର୍ ଆରି ମୁନୁସର୍ ମୁଆଟେ ନିର୍ମଲ୍ ବିବେକ୍ ଇସାବେ ଚଲାଚଲ୍ତି କର୍ବାକେ ସବୁବେଲେ ଚେସ୍ଟା କଲିନି ।
17 Now after some years, I came to bring gifts for the needy to my nation, and offerings;
୧୭“ବେସି ବରସ୍ ଦାରି ଦୁରିକେ ରଇଲା ପଚେ, ଜିରୁସାଲେମର୍ ଲକ୍ମନର୍ ପାଇ କିଚି ଡାବୁ ନେବାକେ ଆରି ବଲିଦେବାକେ ମୁଇ ତେଇ ଜାଇରଇଲି ।
18 amid which certain Jews from Asia found me purified in the temple, not with a mob, nor with turmoil.
୧୮ମୁଇ ନିର୍ମଲ୍ ଅଇବା ବିଦି ସାରାଇଲା ବେଲେ, ସେମନ୍ ମକେ ମନ୍ଦିରେ ଦେକ୍ଲାଇ । ସେଡ୍କିବେଲେ ମର୍ ଲଗେ ବେସି ଲକ୍ ନ ରଇଲାଇ କି କାଇମିସା ଗଣ୍ଡ୍ଗଲ୍ ଅଇ ନ ରଇଲା ।
19 They ought to have been here before you and to make accusation if they had anything against me.
୧୯ମାତର୍ ତେଇ ଆସିଆ ଦେସର୍ କେତେଟା ଜିଉଦି ରଇଲାଇ, ଜଦି ସେମନ୍କେ ମର୍ ବିରଦେ କାଇଟା କଇବାର୍ ରଇଲା, ଆଗ୍ତୁ ସେମନ୍ ନିଜେ ତମର୍ ମୁଆଟେ ଆସି ଦାବା କର୍ବାର୍ ରଇଲା ।
20 Or else let these men themselves say what injustice they found in me when I stood before the council,
୨୦ଆରି ତରେକ୍ ମୁଇ ଜେଡେବେଲା ବଡ୍ ସବାର୍ ମୁଆଟେ ଟିଆଅଇରଇଲି, କନ୍ ଅପ୍ରାଦେ ଦସି ଅଇଲି, ସେଟା ଇତି ରଇଲା ଲକ୍ମନ୍ କଅତ୍ ।
21 unless it is for this one thing that I cried standing among them, ‘Concerning the resurrection of the dead I am being judged before you today!’”
୨୧ଏଲେମିସା ମୁଇ ଗଟେକ୍ କାତା କଇରଇଲି । ସେମନର୍ ମୁଆଟେ ଟିଆ ଅଇରଇଲା ବେଲେ ମଲାଲକ୍ମନ୍ ଆରିତରେକ୍ ଉଟ୍ବାଇ ବଲି ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ତେ ରଇଲାର୍ ପାଇ ଆଜି ତମର୍ଟାନେ ବିଚାର୍ନା ପାଇଲିନି । ଏଟାକେ ଚାଡି ଆରି ସେମନର୍ ମୁଆଟେ କିଚି କଇନାଇ ।”
22 But Felix, having more exact knowledge concerning the Way, deferred them, saying, “When Lysias, the commanding officer, comes down, I will decide your case.”
୨୨ପେଲିକ୍ସ୍ ସେ ବାଟ୍ ବିସଇର୍ ଟିକିନିକି ଜାନି ରଇଲାର୍ ପାଇ ସୁନାଇବାଟା ବନ୍ଦ୍ କରି କଇଲା, “ସନିଅମନର୍ ମୁକିଅ ଲିସିଅସ୍ କେଟ୍ଲା ପଚେ, ମୁଇ ତମର୍ ବିଚାର୍ନା ସୁନାଇବି ।”
23 He ordered the centurion that Paul should be kept in custody and should have some privileges, and not to forbid any of his friends to serve him or to visit him.
୨୩ତାର୍ପଚେ ସେ ଅଦିକାରେ ରଇବା ମୁକିଆକେ କଇଲା, “ପାଉଲ୍କେ ବନ୍ଦି ଇସାବେ ଜାଗିରଇବାର୍ ଆଚେ, ମାତର୍ ତାକେ ଦର୍କାର୍ ଅଇବା ଜିନିସ୍ ତାର୍ ଲକ୍ମନ୍ ଆନିଦେଲେ, ସେଟା ତେବାଇବାର୍ ନାଇ ।”
24 After some days, Felix came with Drusilla his wife, who was a Jewess, and sent for Paul and heard him concerning the faith in Christ Jesus.
୨୪କେତେଦିନ୍ ପଚେ ପେଲିକ୍ସ୍ ତାର୍ ଜିଉଦି ମାଇଜି ଦୁର୍ସିଲା ସଙ୍ଗ୍ ତେଇ ଆଇଲା । ସେ ପାଉଲ୍କେ ଡାକାଇ ଜିସୁକିରିସ୍ଟକେ ବିସ୍ବାସ୍ କର୍ବା ବିସଇ, ତାର୍ କାତା ନିକକରି ସୁନ୍ଲା ।
25 As he reasoned about righteousness, self-control, and the judgment to come, Felix was terrified, and answered, “Go your way for this time, and when it is convenient for me, I will summon you.”
୨୫ମାତର୍ ଜେଡେବେଲେ ପାଉଲ୍ ଦରମ୍ ଚଲାଚଲ୍ତି ଆରି ଲକ୍ମନ୍ ନିଜର୍ ପାପର୍ ଗୁନ୍ଚଲନ୍ ଇସାବେ ନ ଜାଇକରି ନିଜେ ଦାରିଅଇରଇବା ବିସଇ, ଆରି ଆଇବା ଦିନର୍ ବିଚାର୍ନା ବିସଇ କଇବାକେ ଦାର୍ଲା, ପେଲିକସ୍ ଡରିଜାଇକରି “ତମେ ଏବେ ଜାଇପାରାସ୍ ।” ବଲି କଇଲା, “ବେଲା ପାଇଲେ ଆରି ତରେକ୍ ମୁଇ ତମ୍କେ ଡାକାଇବି ।”
26 Meanwhile, he also hoped that money would be given to him by Paul, that he might release him. Therefore also he sent for him more often and talked with him.
୨୬ସେ ବେଲା ପାଉଲ୍ ତାକେ କେତେକ୍ ଡାବୁ ଲାଚ୍ଁ ଦେଇସି ବଲି ସେ ଆସା କରି ରଇଲା, ସେଟାର୍ ପାଇ ସେ ତର୍କେ ତର୍ ତାକେ ଡାକାଇ ତାର୍ ସଙ୍ଗ୍ କାତାବାର୍ତା ଅଇବାର୍ ଦାର୍ଲା ।
27 But when two years were fulfilled, Felix was succeeded by Porcius Festus, and desiring to gain favor with the Jews, Felix left Paul in bonds.
୨୭ଏନ୍ତି ଦୁଇ ବରସ୍ ଗାଲାପଚେ ପର୍କିୟସ୍ ପେସ୍ଟସ୍ ପେଲିକର୍ ଜାଗାଇ ସାସନ୍କାରିଆ ଅଇ ଆଇଲା । ପେଲିକ୍ସ୍ ଜିଉଦିମନ୍କେ ବଲ୍ବଲାଇ ଅଇବାକେ ମନ୍ କରି ପାଉଲ୍କେ ନ ମୁକ୍ଲାଇ ବନ୍ଦି ଗରେ ଚାଡି ଉଟିଗାଲା ।