< Luke 4 >
1 Jesus, full of the Holy Spirit, returned from the Jordan and was led by the Spirit into the wilderness
୧ଜିସୁ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇକରି ଜର୍ଦନ୍ ଗାଡେଅନି ବାଉଡି ଆଇଲା । ଆରି ସଇତାନର୍ ଟାନେ ପରିକା କରାଇବାକେ ତାକେ ଆତ୍ମା ଚାଲାଇ ନେଲା । ତେଇ ଚାଲିସ୍ ଦିନ୍ ଜାକ ସଇତାନ୍ ତାକେ ପରିକା କର୍ତେରଇଲା ।
2 for forty days, being tempted by the devil. He ate nothing in those days. Afterward, when they were completed, he was hungry.
୨ସର୍ତେ ଦିନ୍ ସାର୍ଲା ପଚେ ସେ ବୁକ୍କେ ବାୟାଚୁରା ଅଇଗାଲା ।
3 The devil said to him, “If you are the Son of God, command this stone to become bread.”
୩ତେଇ ସଇତାନ୍ ଜିସୁକେ କଇଲା, “ତୁଇ ଜଦି ପର୍ମେସରର୍ ପ, ତେବେ ଏ ପାକ୍ନା କାଦି ଅ ବଲି ଆଦେସ୍ ଦେସ୍ ।”
4 Jesus answered him, saying, “It is written, ‘Man shall not live by bread alone, but by every word of God.’”
୪ଜିସୁ ତାକେ କଇଲା, “ପର୍ମେସରର୍ ସାସ୍ତରେ ଲେକାଅଇ ଆଚେ, ମୁନୁସ୍ ଅବ୍କା କାଦି କାଇ ନ ବଁଚେ ।”
5 The devil, leading him up on a high mountain, showed him all the kingdoms of the world in a moment of time.
୫ତାର୍ପଚେ ସଇତାନ୍ ଜିସୁକେ ଗଟେକ୍ ଉଁଚ୍ ଜାଗାଇ ଡାକି ଦାରିଜାଇ କରି ଆଁକିମିଟ୍କା ମାର୍ବା ଏତ୍କି ପର୍କେ ଜଗତର୍ ସବୁ ରାଇଜ୍ ଦେକାଇଲା ।
6 The devil said to him, “I will give you all this authority and their glory, for it has been delivered to me, and I give it to whomever I want.
୬ଆରି ଜିସୁକେ କଇଲା, “ମୁଇ ତକେ ଏ ସବୁ ଦନ୍ ସଁପତିର୍ ଅଦିକାର୍ ଆରି ମଇମା ଦେବି । କାଇକେବଇଲେ ସେଟା ସବୁ ମକେ ସର୍ପିଦେଲାଆଚେ, ଆରି ମୁଇ ଜାକେ ମନ୍ କର୍ବି, ତାକେ ଦେବି ।
7 If you therefore will worship before me, it will all be yours.”
୭ତେବର୍ପାଇ, ଜେବେ ତୁଇ ମକେ ଜୁଆର୍ କର୍ସୁ, ତେବେ ସେ ସବୁଜାକ ତର୍ ଅଇସି ।”
8 Jesus answered him, “Get behind me, Satan! For it is written, ‘You shall worship the Lord your God, and you shall serve him only.’”
୮ଜିସୁ ତାକେ କଇଲା, “ପର୍ମେସରର୍ ସାସ୍ତରେ ଲେକାଅଇଆଚେ, ତୁଇ ତର୍ ପର୍ମେସର୍କେସେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।”
9 He led him to Jerusalem and set him on the pinnacle of the temple, and said to him, “If you are the Son of God, cast yourself down from here,
୯ପଚେ ସଇତାନ୍ ଜିସୁକେ ଜିରୁସାଲାମେ ଡାକିଦାରିଜାଇ, ମନ୍ଦିରର୍ ଚାଉନି ଟିପେ ଟିଆକରାଇ କଇଲା, “ତୁଇ ଜଦି ପର୍ମେସରର୍ ପ, ତେବେ ଇତିଅନି ତଲେ ଡେଗଇଦେସ୍,
10 for it is written, ‘He will put his angels in charge of you, to guard you;’
୧୦କାଇକେବଇଲେ ସାସ୍ତରେ ଲେକାଆଚେ ତକେ ରକିଆ କର୍ବାକେ ପର୍ମେସର୍ ତାର୍ ନିଜର୍ ଦୁତ୍ମନ୍କେ ଆଦେସ୍ ଦେଇସି ।
11 and, ‘On their hands they will bear you up, lest perhaps you dash your foot against a stone.’”
୧୧ଆରି ମିସା ଲେକା ଆଚେ, ‘ଜେନ୍ତିକି ତର୍ ପାଦ୍ ପାକ୍ନାଇ ନ ପାଏ, ସେଟାର୍ପାଇ ଦୁତ୍ମନ୍ ତକେ ଆତେଦାରି ଟେକି ନେବାଇ ।’”
12 Jesus answering, said to him, “It has been said, ‘You shall not tempt the Lord your God.’”
୧୨ଜିସୁ ସଇତାନ୍କେ କଇଲା, “ଏଟା ମିସା ଲେକାଆଚେ, ତୁଇ ତର୍ ମାପ୍ରୁ ନିଜର୍ ପର୍ମେସର୍କେ ପରିକା କର୍ ନାଇ ।”
13 When the devil had completed every temptation, he departed from him until another time.
୧୩ସଇତାନ୍ ସବୁ ରକାମର୍ ପରିକା ସାରାଇଲା ପଚେ, ଆରି ତରେକ୍ ବେଲା ମିଲ୍ବାଜାକ କେତେ ଦିନର୍ ପାଇ ଜିସୁକେ ଚାଡି ଉଟିଗାଲା ।
14 Jesus returned in the power of the Spirit into Galilee, and news about him spread through all the surrounding area.
୧୪ତାର୍ପଚେ ଜିସୁ ଆତ୍ମାଇ ବପୁଅଇକରି ଗାଲିଲି ରାଇଜେ ବାଉଡିଗାଲା । ଆରି ତାର୍ କବର୍ ଗାଲିଲି ରାଇଜର୍ ଗୁଲାଇ ଗାଉଁମନ୍ ଜାନ୍ଲାଇ ।
15 He taught in their synagogues, being glorified by all.
୧୫ପଚେ ଜିସୁ ଜିଉଦିମନର୍ ପାର୍ତନା ଗର୍ମନ୍କେ ବୁଲି ବୁଲି ସିକିଆ ଦେଇକରି ସବୁ ଲକର୍ଟାନେ ଅନି ଡାକ୍ପୁଟା ପାଇବାର୍ ଦାର୍ଲା ।
16 He came to Nazareth, where he had been brought up. He entered, as was his custom, into the synagogue on the Sabbath day, and stood up to read.
୧୬ଏତ୍କିବିତ୍ରେ ନାଜରିତେ, ଜନ୍ ଜାଗାଇ କି ଜିସୁ ସାନ୍ବେଲେ ଅନି ବଡ୍ ଅଇରଇଲା, ସେ ଜାଗାଇ ଗାଲା । ଆରି ନିଜର୍ ରିତିନିତି ଇସାବେ, ବିସ୍ରାମ୍ ବାରେ ଜିଉଦିମନର୍ ପାର୍ତନା ଗରେ କେଟି ଦରମ୍ ସାସ୍ତର୍ ପଡ୍ବାକେ ଟିଆ ଅଇଲା ।
17 The book of the prophet Isaiah was handed to him. He opened the book, and found the place where it was written,
୧୭ସେଡ୍କିବେଲେ ତାକେ ଜିସାୟ ବବିସତ୍ବକ୍ତା ଲେକିରଇଲା ଦରମ୍ ସାସ୍ତର୍ ଦିଆଅଇଲା, ଆରି ଜିସୁ ସେ ଜିସାୟ ବଇଟାନେ ଲେକାଅଇରଇଲା ଏନ୍ତାରି ବାକିଅ ମେଲାକରି ପାଇଲା ।
18 “The Spirit of the Lord is on me, because he has anointed me to preach good news to the poor. He has sent me to heal the broken hearted, to proclaim release to the captives, recovering of sight to the blind, to deliver those who are crushed,
୧୮“ମାପ୍ରୁର୍ ଆତ୍ମା ମର୍ ସଙ୍ଗ୍ ଆଚେ, ତେବର୍ପାଇ ନଇଲା ମଇଲା ଲକ୍ମନର୍ଟାନେ ସୁବ୍ କବର୍ ଜାନାଇବାକେ, ପର୍ମେସର୍ ମକେ ବାଚିକରି ପାଟାଇଲା, ବନ୍ଦି ଗରେ ରଇବା ଲକ୍ମନ୍କେ ମୁକ୍ଲାଇବାକେ, କାଣା ଲକ୍ମନ୍କେ ଦେକାଇବା ବିସଇ ଜାନାଇବାକେ ଆରି ଦୁକର୍ ଲକ୍ମନ୍କେ ମୁକ୍ଲାଇବାକେ,
19 and to proclaim the acceptable year of the Lord.”
୧୯ଆରି ମାପ୍ରୁ ତାର୍ ଲକ୍ମନ୍କେ ରକିଆ କର୍ବା ବେଲା ଆସିଆଚେ, ବଲି ଜାନାଇବାକେ ସେ ମକେ ପାଟାଇଆଚେ ।”
20 He closed the book, gave it back to the attendant, and sat down. The eyes of all in the synagogue were fastened on him.
୨୦ପଚେ ସେ ସାସ୍ତର୍ ଡାବି, ପାର୍ତନା ଚାଲାଇବା ଗଟେକ୍ ଲକ୍କେ ବାଉଡାଇଦେଇ ବସିଦେଲା । ପାର୍ତନା ଗରେ ରଇଲା ଲକ୍ମନ୍ ତାକେସେ ଦେକ୍ତେରଇଲାଇ ।
21 He began to tell them, “Today, this Scripture has been fulfilled in your hearing.”
୨୧ଜିସୁ ଲକ୍ମନ୍କେ କଇବାର୍ ଦାର୍ଲା, “ଆଜି ତମେ ସୁନ୍ଲା ଏ ଦରମ୍ ସାସ୍ତରର୍ ବାକିଅ ପୁରାପୁରୁନ୍ ଅଇଲା ।”
22 All testified about him and wondered at the gracious words which proceeded out of his mouth; and they said, “Isn’t this Joseph’s son?”
୨୨ଜିସୁର୍ ବିସଇ ନେଇକରି ସବୁଲକ୍ ନିକ ସାକି ଦେବାର୍ ଦାର୍ଲାଇ ଆରି ସେ କଇବା, ମନ୍କେ ପାଇଲା ବାକିଅ ସୁନି କାବାଅଇଲାଇ, ଆରି ସେମନ୍ “ଏଟାକାଇ ଜସେପର୍ ପ ନଏଁ ଜେ?” ବଲି କଇବାର୍ଦାର୍ଲାଇ ।
23 He said to them, “Doubtless you will tell me this proverb, ‘Physician, heal yourself! Whatever we have heard done at Capernaum, do also here in your hometown.’”
୨୩ଜିସୁ ଲକ୍ମନ୍କେ କଇଲା, “ତମେ ସେ ଗାଲା କାତା ଆରିତରେକ୍ କଇସା ବଲି ମୁଇ ଜାନିରଇଲି, ଏ ଅସ ଦେଉ, ନିଜେ ତୁଇ ନିକ ଅ, ଆରି କପର୍ନାଉମେ ଜାଇ ଜାଇଟା ଗଟିଆଚେ ବଲି ଆମେ ସୁନିଆଚୁ, ସେଟା ସବୁ ଏ ଜାଗାଇ, ତର୍ ନିଜର୍ ଜନମ୍ ନଅରେ ମିସା କର୍ ।”
24 He said, “Most certainly I tell you, no prophet is acceptable in his hometown.
୨୪“ମାତର୍ ମୁଇ ତମ୍କେ ସତ୍ କଇଲିନି, ବବିସତ୍ବକ୍ତା ଅଇରଇବା କାକେମିସା ନିଜର୍ ଗାଏଁ ନ ନାମତ୍ ।”
25 But truly I tell you, there were many widows in Israel in the days of Elijah, when the sky was shut up three years and six months, when a great famine came over all the land.
୨୫“ମାତର୍ ମୁଇ ତମ୍କେ ସତ୍କାତା କଇଲିନି, ଜେଡେବେଲେ ବବିସତ୍ବକ୍ତା ଏଲିୟର୍ ବେଲେ ତିନ୍ବରସ୍ ଚ ମାସ୍ ଜାକ ବାଦଲେଅନି ପାନିମାରେ ନାଇକେ ଗୁଲାଇ ଦେସେ ମର୍ଡି ଅଇରଇଲା, ସେବେଲେ ଇସ୍ରାଏଲ୍ ଦେସେ କେତେ କେତେ ରାଣ୍ଡିମାଇଜିମନ୍ ରଇଲାଇ ।
26 Elijah was sent to none of them, except to Zarephath, in the land of Sidon, to a woman who was a widow.
୨୬ରଇଲେ ମିସା ପର୍ମେସର୍ ଏଲିୟକେ କାର୍ଲଗେ ମିସା ନ ପାଟାଇ ସିଦନ୍ ଦେସର୍ ସାରିପତ୍ ବଲି ଗଟେକ୍ ଜାଗାଇ, ଗଟେକ୍ ରାଣ୍ଡିମାଇଜିର୍ ଲଗେ ପାଟାଇଲା ।
27 There were many lepers in Israel in the time of Elisha the prophet, yet not one of them was cleansed, except Naaman, the Syrian.”
୨୭ଆରି ମାପ୍ରୁର୍ ବବିସତ୍ବକ୍ତା ଏଲିସାୟର୍ ବେଲେ ଇସ୍ରାଏଲ୍ ଦେସେ କେତେ କୁସ୍ଟି ରଗି ରଇଲାଇ, ଏଲେ ମିସା ତାକର୍ ବିତ୍ରେ କାକେମିସା ନିକକରି ନ ରଇଲା, ସୁରିଆ ଦେସର୍ ନାମାନ୍ ନାଉଁର୍ ଲକ୍କେ ସେ ନିକକରି ରଇଲା ।”
28 They were all filled with wrath in the synagogue as they heard these things.
୨୮ଜିଉଦିମନର୍ ପାର୍ତନା ଗରେ ଏ କାତା ସୁନି ଲକ୍ମନ୍ ବେସି ରିସାଅଇଗାଲାଇ ।
29 They rose up, threw him out of the city, and led him to the brow of the hill that their city was built on, that they might throw him off the cliff.
୨୯ଆରି ସେମନ୍ ଉଟିକରି ଜିସୁକେ ନଅରେଅନି ବାର୍କରାଇଦେଲାଇ । ତାକର୍ ନଅରର୍ ଜନ୍ ପର୍ବତ୍ ଉପ୍ରେ ତିଆର୍ ଅଇରଇଲା, ସେ ପର୍ବତର୍ ଦାରେଅନି ତଲେ ପିଙ୍ଗିଦେଉଁ ବଲି, ତାକେ ତେଇ ଦାରିଗାଲାଇ ।
30 But he, passing through the middle of them, went his way.
୩୦ମାତର୍ ଜିସୁ ସେମନର୍ ବିତ୍ରେ ପୁରି ଉଟିଗାଲା ।
31 He came down to Capernaum, a city of Galilee. He was teaching them on the Sabbath day,
୩୧ଜିସୁ ଗାଲିଲି ରାଇଜର୍ କପର୍ନାଉମ୍ ନାଉଁର୍ ଗଟେକ୍ ନଅରେ ଆଇଲା, ଆରି ବିସ୍ରାମ୍ବାରେ ଲକ୍ମନ୍କେ ସିକିଆ ଦେବାର୍ ଦାର୍ଲା ।
32 and they were astonished at his teaching, for his word was with authority.
୩୨ଲକ୍ମନ୍ ତାର୍ ସିକାଇବାଟା ଦେକି କାବାଅଇଗାଲାଇ, କାଇକେବଇଲେ ତାର୍ ବାକିଅ ଅଦିକାର୍ ସଙ୍ଗ୍ ରଇଲା ।
33 In the synagogue there was a man who had a spirit of an unclean demon; and he cried out with a loud voice,
୩୩ଦିନେକ୍ ଜିଉଦିମନର୍ ପାର୍ତନା ଗରେ ଗଟେକ୍ ଡୁମା ଡସିରଇବା ଲକ୍ ରଇଲା । ସେ ଆଉଲିଅଇ କିର୍କିରି କଇଲା,
34 saying, “Ah! what have we to do with you, Jesus of Nazareth? Have you come to destroy us? I know who you are: the Holy One of God!”
୩୪“ଏ ନାଜରିତର୍ ଜିସୁ, ଆମର୍ଟାନେ ତର୍ କାଇ କାମ୍ ଆଚେ? ତୁଇ କାଇ ଆମ୍କେ ମରାଇବାକେ ଆସିଆଚୁସ୍? ତୁଇ କେ ସେଟା ମୁଇ ଜାନି, ତୁଇ ପର୍ମେସରର୍ ସୁକଲ୍ ଲକ୍ ।”
35 Jesus rebuked him, saying, “Be silent and come out of him!” When the demon had thrown him down in the middle of them, he came out of him, having done him no harm.
୩୫ଜିସୁ ତାକେ ଦମ୍କାଇ କରି କଇଲା, “ଚୁପ୍ ର, ଆର୍ଟାନେଅନି ବାରଇ ଜା ।” ତେଇଅନି ସେ ଡୁମା ସେ ଲକ୍କେ ସବୁର୍ ମୁଆଟେ ଅଦ୍ରାଇଲା ଆରି, ତାକେ କାଇଟା ନ କରି ତାର୍ ଗାଗ୍ଡେଅନି ବାରଇ ଉଟିଗାଲା ।
36 Amazement came on all and they spoke together, one with another, saying, “What is this word? For with authority and power he commands the unclean spirits, and they come out!”
୩୬ତେଇ ସବୁଲକ୍ କାବାଅଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏଟା କାଇ କାତା, ସେ ବପୁ ଆରି ଅଦିକାର୍ ସଙ୍ଗ୍ ଡୁମାମନ୍କେ ମିସା ଆଦେସ୍ ଦେଲାନି । ସେମନ୍ ମିସା ବାରଇ ଗାଲାଇନି ।”
37 News about him went out into every place of the surrounding region.
୩୭ଜିସୁର୍ ଏ କବର୍ ସେ ଜାଗାର୍ ଗୁଲାଇବାଟର୍ ଲକ୍ ଜାନ୍ଲାଇ ।
38 He rose up from the synagogue and entered into Simon’s house. Simon’s mother-in-law was afflicted with a great fever, and they begged him to help her.
୩୮ପଚେ ଜିସୁ ଜିଉଦିମନର୍ ପାର୍ତନା ଗରେଅନି ଉଟି ସିମନର୍ ଗରେ ଗାଲା । ସିମନର୍ ସାତ୍ରିକେ ବେସି ଜର୍ ଅଇରଇଲାଜେ ସେମନ୍ ତାର୍ ବିସଇ ନେଇ ଜିସୁକେ କଇଲାଇ ।
39 He stood over her and rebuked the fever, and it left her. Immediately she rose up and served them.
୩୯ତେଇ ସେ ସିମନର୍ ସାତ୍ରିର୍ ଲଗେ ଟିଆଅଇ ଜର୍କେ ଦମ୍କାଇଲା ଆରି ତାକେ ଜର୍ ଚାଡିଗାଲା । ସେଦାପ୍ରେ ସେ ଉଟିକରି ସେମନ୍କେ ସେବା କର୍ବାର୍ ଦାର୍ଲା ।
40 When the sun was setting, all those who had any sick with various diseases brought them to him; and he laid his hands on every one of them, and healed them.
୪୦ବେଲ୍ବସି ସଞ୍ଜ୍ ଅଇଲାଜେ ଜର୍ଦୁକା ଅଇରଇଲା ଲକ୍ମନ୍କେ ଜିସୁର୍ ଲଗେ ଆନ୍ଲାଇ, ଆରି ସେ ଜର୍ଦୁକାର୍ ଲକ୍ମନ୍କେ ଗଟେକ୍ ଗଟେକ୍ ଲକର୍ ଉପ୍ରେ ଆତ୍ ସଙ୍ଗଇ ନିକ କଲା ।
41 Demons also came out of many, crying out and saying, “You are the Christ, the Son of God!” Rebuking them, he didn’t allow them to speak, because they knew that he was the Christ.
୪୧ଡୁମା ଦାରିରଇବା ବେସି ଲକ୍ମନ୍ ମିସା କିର୍କିରି କରି “ତୁଇ ପର୍ମେସରର୍ ପଅ!” ବଲି ଲକର୍ ଟାନେଅନି ଚାଡି ପାଲାଇଲାଇ । ଜିସୁ ସେମନ୍କେ ଦମ୍କାଇ କରି କାତାଅଇବାକେ ମିସା ଦେଏନାଇ, କାଇକେବଇଲେ ସେମନ୍ ତାକେ କିରିସ୍ଟ ବଲି ଜାନିରଇଲାଇ ।
42 When it was day, he departed and went into an uninhabited place and the multitudes looked for him, and came to him, and held on to him, so that he wouldn’t go away from them.
୪୨ସାକାଲ୍ ପାଇଲାଜେ ଜିସୁ ନଅରେ ଅନି ବାରଇ ଗଟେକ୍ କିନରା ଜାଗାଇ ଗାଲା । ଲକ୍ମନ୍ କଜି କଜି ତାର୍ ଲଗେ ଆଇଲାଇ, ଆରି ସେ ଜେନ୍ତିକି ତାକର୍ ଲଗେଅନି ଉଟିନଜାଅ ବଲି ଅଟ୍କାଇବାକେ ଚେସ୍ଟା କଲାଇ ।
43 But he said to them, “I must preach the good news of God’s Kingdom to the other cities also. For this reason I have been sent.”
୪୩ମାତର୍ ଜିସୁ ସେମନ୍କେ କଇଲା, “ବିନ୍ ବିନ୍ ନଅରେ ମିସା ମୁଇ ପର୍ମେସରର୍ ରାଇଜର୍ ନିକ କବର୍ ଜାନାଇବାର୍ ଆଚେ, କାଇକେ ବଇଲେ ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”
44 He was preaching in the synagogues of Galilee.
୪୪ଆରି ସେ ଜିଉଦା ଦେସର୍ ଜିଉଦି ଲକ୍ମନର୍ ପାର୍ତନା ଗର୍ମନ୍କେ ବାକିଅ ସୁନାଇବାର୍ ଦାର୍ଲା ।