< Mark 11 >
1 When they came near to Jerusalem, to Bethsphage and Bethany, at the Mount of Olives, he sent two of his disciples
୧ଜିସୁ ଆରି ତାର୍ ସିସ୍ମନ୍ ଜିରୁସାଲାମ୍ ଲଗାଲଗି ଅଇକରି ଜିତ୍ ନାଉଁର୍ ଡଙ୍ଗର୍ଲଗେ ରଇଲା ବେତ୍ପାଗି ଆରି ବେତ୍ନିଆ ନାଉଁର୍ ଗାଏଁ କେଟ୍ଲାଇ । ଜିସୁ ସିସ୍ମନର୍ ବିତ୍ରେଅନି ଦୁଇଲକ୍କେ ଡାକିକରି ସେମନ୍କେ କଇଲା,
2 and said to them, “Go your way into the village that is opposite you. Immediately as you enter into it, you will find a young donkey tied, on which no one has sat. Untie him and bring him.
୨ତମେ ଆମର୍ ମୁଆଟେ ରଇଲା ଗାଏଁ ଜା । ତମେ ଗାଉଁ ବିତ୍ରେ ଜିବାବେଲେ, ଗଟେକ୍ ଗଦ ପିଲା ବାନ୍ଦିରଇଲାଟା ଦେକ୍ସା । ସେ ଗଦ ପିଲାର୍ ଉପ୍ରେ ଏବେଜାକ କେ ମିସା ଚଗତ୍ ନାଇ । ତାକେ ମେଲିକରି ମର୍ଲଗେ ଦାରିଆସା ।
3 If anyone asks you, ‘Why are you doing this?’ say, ‘The Lord needs him;’ and immediately he will send him back here.”
୩ଜଦି କେ ତମ୍କେ କାଇକେ ମେଲିକରି ନେଲାସ୍ନି? ବଲି ପାଚାର୍ଲେ, ମାପ୍ରୁକେ ଦର୍କାର୍ ଆଚେ ଆରି ସେ ତମ୍କେ ଦାପ୍ରେସେ ବାଉଡାଇଦେଇସି । ବଲି ସେମନ୍ ଜିବା ଆଗ୍ତୁ ସେମନ୍କେ ପାଟାଇଦେଲା ।
4 They went away, and found a young donkey tied at the door outside in the open street, and they untied him.
୪ସେ ଗାଏଁ ଗାଲାଇ ଜେ ଗଟେକ୍ ଗରର୍ ଡାଣ୍ଡର୍ ଡିଆଗଡିଲଗେ ଗଦ ପିଲା ବାନ୍ଦିଅଇ ରଇଲାଟା ଦେକିକରି ତାକେ ଜାଇ ମେଲ୍ଲାଇ ।
5 Some of those who stood there asked them, “What are you doing, untying the young donkey?”
୫ତେଇ ଟିଆଅଇରଇଲା କେତେଲକ୍ମନ୍ କଇଲାଇ, “ତମେ କାଇଟା କଲାସ୍ନି? ଆରି କାଇକେ ଏ ଗଦ ପିଲାକେ ମେଲ୍ଲାସ୍ନି?”
6 They said to them just as Jesus had said, and they let them go.
୬ସେମନ୍କେ ଜିସୁ ଜେନ୍ତି କଇବାକେ କଇରଇଲା, ସେନ୍ତାରିସେ ସିସ୍ମନ୍ ଲକ୍ମନ୍କେ କଇଲାଇ । ତାର୍ପଚେ ସେ ଲକ୍ମନ୍ “ଗଦ ପିଲାକେ ନିଆ ।” ବଲି କଇଲାଇ ।
7 They brought the young donkey to Jesus and threw their garments on it, and Jesus sat on it.
୭ସେମନ୍ ଗଦ ପିଲାକେ ଜିସୁର୍ ଲଗେ ଆନ୍ଲାଇ ଆରି ନିଜର୍ ନିଜର୍ ପଚିଆମନ୍ ଗଦ ପିଲାର୍ ପିଟି ଉପ୍ରେ ପାକାଇଲାଇ । ଆରି ଜିସୁ ଗଦ ଉପ୍ରେ ବସ୍ଲା ।
8 Many spread their garments on the way, and others were cutting down branches from the trees and spreading them on the road.
୮ବେସି ଲକ୍ମନ୍ ଜିସୁକେ ସନ୍ମାନ୍ ଦେବାକେ ନିଜର୍ ନିଜର୍ ପଚିଆମନ୍ ବାଟେ ଅଚାଇଦେଲାଇ ଆରି ବିନ୍ଲକ୍ମନ୍ ଗଚର୍ ଡାଲ୍ପତର୍ ଆରି କେନ୍ଦାମନ୍ କାଟିଆନିକରି ବାଟେ ଅଚାଇଦେଲାଇ ।
9 Those who went in front and those who followed cried out, “Hosanna! Blessed is he who comes in the name of the Lord!
୯ଜିସୁର୍ ଆଗ୍ତୁବାଟେ ଆରି ପଚ୍ବାଟେ ଜିବା ଲକ୍ମନ୍ ବେସି ଆଉଲିଅଇ ଏନ୍ତି କଇତେରଇଲାଇ, “ଅସାନା, ପର୍ମେସର୍କେ ଡାକ୍ପୁଟା କରା । ପର୍ମେସର୍ ତାକେ ଆସିର୍ବାଦ୍ କଲାଆଚେ ।
10 Blessed is the kingdom of our father David that is coming in the name of the Lord! Hosanna in the highest!”
୧୦ଆମର୍ ଆନିଦାଦି ଦାଉଦ୍ ରାଜାର୍ ରାଇଜ୍ ଆଇଲାନି, ତାର୍ ରାଇଜ୍ ପର୍ମେସର୍ ଆସିର୍ବାଦ୍ କର । ସର୍ଗେ ରଇବା ବାବା ପର୍ମେସର୍ ସନ୍ମାନ୍ ପାଇଲାପାରା କାତା କୁଆ” ବଲି କଇଲାଇ ।
11 Jesus entered into the temple in Jerusalem. When he had looked around at everything, it being now evening, he went out to Bethany with the twelve.
୧୧ତାର୍ପଚେ ଜିସୁ ଜିରୁସାଲାମ୍ ଆସିକରି ପର୍ମେସରର୍ ଗର୍ ବିତ୍ରେ ପୁର୍ଲା । ଆରି ଚାରିବେଡ୍ତି ରଇଲା ସବୁ ଜିନିସ୍ମନ୍ ନିମାନ୍ କରି ଦେକ୍ଲା । ସେ ବେଲା ବେସି ଅଲ୍ସମ୍ ଅଇଗାଲାଜେ, ସେ ବାର୍ଟା ସିସ୍ମନର୍ ସଙ୍ଗ୍ ବେତ୍ନିଆ ନାଉଁର୍ ଗାଏଁ ଉଟିଜାଇକରି ତେଇ ରଇଲା ।
12 The next day, when they had come out from Bethany, he was hungry.
୧୨ତାର୍ ଆର୍କର୍ ଦିନେ ଜିସୁ ଆରି ତାର୍ ସିସ୍ମନ୍ ବେତ୍ନିଆଇଅନି ଜିରୁସାଲାମ୍ ଆଇବାବେଲେ ଜିସୁକେ ବେସି ବୁକ୍ କଲା ।
13 Seeing a fig tree afar off having leaves, he came to see if perhaps he might find anything on it. When he came to it, he found nothing but leaves, for it was not the season for figs.
୧୩ଜିସୁ ଦୁରିକେ ଅନି ବେସି ପତର୍ ରଇବା ଗଟେକ୍ ଡୁମ୍ରିଗଚ୍ ଦେକ୍ଲା । ଆରି ସେ ଗଚେ କେତେଟା ପଲ୍ ଦାରିରଇସି ବଲି ବାବିକରି ଗଚ୍ବୁନ୍ଦେ ଗାଲା । ମାତର୍ ଗଚ୍ଲଗେ ଜାଇକରି ଦେକ୍ଲାଜେ, ଗଟେକ୍ ମିସା ପଲ୍ ମିଲେ ନାଇ । କାଇକେବଇଲେ, ସେଟା ଡୁମ୍ରିପଲ୍ ଦାର୍ବା ଦିନ୍ ନ ରଇଲା ।
14 Jesus told it, “May no one ever eat fruit from you again!” and his disciples heard it. (aiōn )
୧୪ଜିସୁ ଗଚ୍କେ କଇଲା, “ତୁଇ ଆରି କେବେ ମିସା ପଲ୍ ନ ଦାରୁସ୍ ।” ସେ କାତା ତାର୍ ସିସ୍ମନ୍ ସୁନ୍ଲାଇ । (aiōn )
15 They came to Jerusalem, and Jesus entered into the temple and began to throw out those who sold and those who bought in the temple, and overthrew the money changers’ tables and the seats of those who sold the doves.
୧୫ତାର୍ପଚେ ଜିସୁ ଜିରୁସାଲାମର୍ ଗଡେ ଜାଇ, ମନ୍ଦିରେ ପୁରିକରି ତେଇ ଗେନାବିକା କର୍ବା ଲକ୍ମନ୍କେ ଡାଣ୍ଡେ ବାର୍କରାଇଦେଲା । ବିନ୍ ଦେସର୍ ଡାବୁ ବାଦ୍ଲାଇବା ଲକ୍ମନର୍ ଟେବୁଲ୍ ଆରି ବିରୁ କର୍ବା ପରୁଆ ବିକ୍ବା ଲକ୍ମନର୍ ବସ୍ବା ପିଡା ପାସ୍ଲାଇ ପାକାଇଲା ।
16 He would not allow anyone to carry a container through the temple.
୧୬ମନ୍ଦିରର୍ ଡାଣ୍ଡେ ଗେନା ବିକା କର୍ବାକେ ସେ କାକେମିସା ଦେଏ ନାଇ ।
17 He taught, saying to them, “Isn’t it written, ‘My house will be called a house of prayer for all the nations’? But you have made it a den of robbers!”
୧୭ତାର୍ ପଚେ ସେ ଲକ୍ମନ୍କେ ସିକାଇଦେବାବେଲେ ଏନ୍ତି କଇଲା, “ମର୍ ମନ୍ଦିର୍ ସବୁ ଜାତିର୍ ଲକ୍ମନର୍ ପାର୍ତନା ଗର୍ ବଲି ନାମ୍ବାଇ ବଲି ପର୍ମେସରର୍ ବଇଟାନେ ଲେକା ଅଇଆଚେ, ମାତର୍ ତମେ ସେ ଗର୍ ଚର୍ମନର୍ ପାଆର୍ କରିଆଚାସ୍ ।”
18 The chief priests and the scribes heard it, and sought how they might destroy him. For they feared him, because all the multitude was astonished at his teaching.
୧୮ତେଇ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ ଏ କାତା ସୁନି, ଜିସୁକେ କେନ୍ତି ମରାଇବାର୍ ଅଇସି ବଲି ଚେସ୍ଟା କର୍ତେରଇଲାଇ । ମାତର୍ ଲକ୍ମନ୍କେ ଡର୍ତେରଇଲାଇ । କାଇକେବଇଲେ ଲକ୍ମନ୍ ସେ ସିକାଇଦେବା ବିସଇ କାବା ଅଇକରି ବେସି ମନ୍ କରି ସୁନ୍ତେରଇଲାଇ ।
19 When evening came, he went out of the city.
୧୯ଆରି ସେଦିନର୍ ସଞ୍ଜ୍ ଅଇଲାକେ ଜିସୁ ଆରି ତାର୍ ସିସ୍ମନ୍ ଜିରୁସାଲାମ୍ ନଅରେଅନି ବାରଇକରି ଉଟିଗାଲାଇ ।
20 As they passed by in the morning, they saw the fig tree withered away from the roots.
୨୦ତାର୍ ଆର୍କର୍ ଦିନର୍ ସାକାଲେ ବାଉଡି ଆଇବାବେଲେ, ଏଦେ ଦେକା! ସେ ଡୁମ୍ରିଗଚ୍ ବୁନ୍ଦେଅନି ଟିପେଜାକ ସୁକି ଜାଇରଇଲାଟା ଦେକ୍ଲାଇ ।
21 Peter, remembering, said to him, “Rabbi, look! The fig tree which you cursed has withered away.”
୨୧ସେବେଲା ଜିସୁ ଆଗ୍ତୁ କଇରଇଲା କାତା ପିତର୍ ଏତାଇକରି ତାକେ କଇଲା, “ଏ ଗୁରୁ ଜନ୍ ଡୁମ୍ରି ଗଚ୍କେ ତମେ ସାଇପ୍ ଦେଇରଇଲାସ୍, ସେ ଗଚ୍ ସୁକିଗାଲା ଆଚେ ।”
22 Jesus answered them, “Have faith in God.
୨୨ଜିସୁ ସେମନ୍କେ କଇଲା, “ତମେ ପର୍ମେସରର୍ ତେଇ ବିସ୍ବାସ୍ କରିରୁଆ ।
23 For most certainly I tell you, whoever may tell this mountain, ‘Be taken up and cast into the sea,’ and doesn’t doubt in his heart, but believes that what he says is happening, he shall have whatever he says.
୨୩ମୁଇ ତମ୍କେ ସତ୍ କାତା କଇଲିନି, ଜେ ନିଜର୍ ମନେ ଅଇସି କି ନଏ ବଲିକରି ଏନେ ତେନେ ନ ଅଇ, ସେ କଇବା କାତାଇ ବିସ୍ବାସ୍ କରି, ‘ଏ ଡଙ୍ଗର୍ ଉଲ୍ଟିକରି ସମ୍ଦୁରେ ଜାଇ ଅଦର୍ ।’ ବଲି କଇଲେ ସେଟା ସେନ୍ତାରି ଅଇସି ।
24 Therefore I tell you, all things whatever you pray and ask for, believe that you have received them, and you shall have them.
୨୪ସେଟାର୍ପାଇ ମୁଇ ତମ୍କେ କଇଲିନି, ତମେ ପାର୍ତନାଇ ଜନ୍ଟା ମିଲ୍ସି ବଲି ବିସ୍ବାସ୍ କରି ମାଙ୍ଗ୍ଲେ, ସେଟା ତମ୍କେ ମିଲ୍ସି ।
25 Whenever you stand praying, forgive, if you have anything against anyone; so that your Father, who is in heaven, may also forgive you your transgressions.
୨୫ମାତର୍ ତମେ ପାର୍ତନା କର୍ବା ବେଲେ ତମର୍ ମନେ କାର୍ ବିରଦେ ମିସା କାଇ କାତା ରଇଲେ, ତାକେ କେମା ଦିଆସ୍ । ଏନ୍ତି କଲେ ତମର୍ ସରଗର୍ ବାବା ମିସା ତମ୍କେ ତମର୍ ପାପେଅନି କେମା ଦେଇସି ।
26 But if you do not forgive, neither will your Father in heaven forgive your transgressions.”
୨୬ମାତର୍ ତମେ କେମା ନ କଲେ, ତମର୍ ସରଗର୍ ବାବା ମିସା ତମ୍କେ କେମା ନ ଦେଏ ।”
27 They came again to Jerusalem, and as he was walking in the temple, the chief priests, the scribes, and the elders came to him,
୨୭ସେମନ୍ ଆରିତରେକ୍ ଜିରୁସାଲାମେ ଆଇଲାଇ । ଜିସୁ ମନ୍ଦିରର୍ ଦୁଆରେ ବୁଲ୍ବାବେଲେ ମୁକିଅ ପୁଜାରିମନ୍, ନିୟମ୍ ସିକାଉମନ୍ ଆରି ପାର୍ଚିନ୍ମନ୍ ତାର୍ ଲଗେ ଆସି ପାଚାର୍ଲାଇ,
28 and they began saying to him, “By what authority do you do these things? Or who gave you this authority to do these things?”
୨୮“ତୁଇ କାଇ ଅଦିକାରେ ଏ ସବୁ କାମ୍ମନ୍ କଲୁସ୍ନି? ଆରି ଏ ସବୁ କାମ୍ମନ୍ କର୍ବାକେ ତକେ କେ ଅଦିକାର୍ ଦେଲାଆଚେ?”
29 Jesus said to them, “I will ask you one question. Answer me, and I will tell you by what authority I do these things.
୨୯ମାତର୍ ଜିସୁ ସେମନ୍କେ କଇଲା, “ମୁଇ ମିସା ତମ୍କେ ଏକାଇ ଗଟେକ୍ ସେ ପର୍ସନ୍ ପାଚାର୍ବି, ସେ ପର୍ସନର୍ ଉତର୍ ତମେ କଇଲେ, ମୁଇ ଏ ସବୁ କାମ୍ କନ୍ ଅଦିକାରେ କଲିନି, ସେଟା ତମ୍କେ କଇବି ।
30 The baptism of John—was it from heaven, or from men? Answer me.”
୩୦ଜଅନ୍ ଡୁବନ୍ ଦେବା ଅଦିକାର୍ ସରଗର୍ ପର୍ମେସରର୍ଟାନେଅନି ଆସିରଇଲା କି ଲକ୍ମନର୍ ଟାନେଅନି ଆସିରଇଲା? ଏଟା ମକେ କୁଆ ।” ବଲି କଇଲା ।
31 They reasoned with themselves, saying, “If we should say, ‘From heaven;’ he will say, ‘Why then did you not believe him?’
୩୧ତେଇ ସେମନ୍ ନିଜର୍ ନିଜର୍ ବିତ୍ରେ କୁଆବଲା ଅଇଲାଇ, “ଆମେ ଜଦି ସରଗର୍ ପର୍ମେସରର୍ ଟାନେଅନି ବଲି କଇବୁ ବଇଲେ, ସେନ୍ତାର୍ ଆଲେ ତମେ ଜଅନ୍ ଜନ୍ଟା କଇଲା ସେଟା କାଇକେ ବିସ୍ବାସ୍ କରାସ୍ ନାଇ? ବଲିକରି ଜିସୁ ଆମ୍କେ କଇସି ।
32 If we should say, ‘From men’”—they feared the people, for all held John to really be a prophet.
୩୨ମାତର୍ ଲକ୍ମନର୍ଟାନେଅନି ବଲି କଇବାକେ ଆମ୍କେ ଡର୍ ଲାଗ୍ଲାନି । କାଇକେ ବଇଲେ ଜଅନ୍ ଗଟେକ୍ ବବିସତ୍ବକ୍ତା ବଲି ସେମନ୍ ସବୁଲକ୍ ବିସ୍ବାସ୍ କଲାଇନି ।”
33 They answered Jesus, “We don’t know.” Jesus said to them, “Neither will I tell you by what authority I do these things.”
୩୩ସେଟାର୍ପାଇ ସେମନ୍ ଆମେ ନାଜାନୁ । ବଲି ଜିସୁକେ କଇଲାଇ । ତାର୍ପଚେ ଜିସୁ ସେମନ୍କେ କଇଲା, “ଏନ୍ତି ବଇଲେ ମୁଇ ମିସା କନ୍ ଅଦିକାରେ ଏସବୁ କାମ୍ କଲିନି, ସେଟା ତମ୍କେ ନ କଇ ।”