< Hebrews 5 >
1 For ech bischop takun of men, is ordeyned for men in these thingis `that ben to God, that he offre yiftis and sacrifices for synnes.
୧ଜିଉଦିମନର୍ ଜେତ୍କି ବଡ୍ ପୁଜାରିମନ୍ ତାକର୍ ନିଜର୍ ଲକ୍ମନର୍ତେଇଅନି ବାଚାଇଅଇବାଇ । ତାକର୍ବାଟେଅନି ପାପ୍ କେମା କର୍ବା ବଲି ଆରି ସର୍ପିଦେବା ବଲି, ଦେଇକରି ପର୍ମେସର୍କେ ସେବା କର୍ବାଇ ।
2 Which may togidere sorewe with hem, that beth vnkunnynge and erren; for also he is enuyrounned with infirmytee.
୨ଜେଡେବେଲେ ତାର୍ ସଙ୍ଗାରିମନ୍ ନାଜାନିକରି ରଇବାଇ, ଆରି ବୁଲ୍ କାମ୍ କରିରଇବାଇ, ସେ ସେମନର୍ ସଙ୍ଗ୍ ଦୟାଦରମ୍ ଦେକାଇକରି ରଇପାର୍ସି । କାଇକେବଇଲେ ତାର୍ ଜିବନେ ମିସା ବେସି ବୁଲ୍ ରଇସି ।
3 And therfor he owith, as for the puple, so also for hym silf, to offre for synnes.
୩ଆରି ତାକେ ମିସା ବେସି ବୁଲ୍ ରଇଲାକେ ସେ ଅବ୍କା ବିନ୍ ଲକର୍ ପାପର୍ ପାଇ ବଲି ଦେଲେ ନଏଁ, ମାତର୍ ନିଜର୍ ପାପର୍ଲାଗି ମିସା ବଲି ସର୍ପିଦେବାକେ ପଡ୍ସି ।
4 Nethir ony man taketh to hym onour, but he that is clepid of God, as Aaron was.
୪କେ ମିସା ନିଜେ ବାଚିଅଇକରି ବଡ୍ପୁଜାରିର୍ ବେସି ସନ୍ମାନ୍ ପାଇବା ପଦ୍ ପାଇ ନାପାରେ । ମାତର୍ ଗଟେକ୍ ଲକ୍ ପର୍ମେସର୍ ଡାକ୍ଲା ଇସାବେସେ ବଡ୍ ପୁଜାରିର୍ ପଦ୍ ପାଇଅଇସି । ଜେନ୍ତାରି କି କେତେ କେତେ ବରସ୍ ପୁର୍ବେ ଆରଣ୍କେ ବାଚିରଇଲା ।
5 So Crist clarifiede not hym silf, that he were bischop, but he that spak to hym, Thou art my sone, to dai Y gendride thee.
୫ସେନ୍ତାରିସେ କିରିସ୍ଟ ବଡ୍ ପୁଜାରିର୍ ସନ୍ମାନ୍ ପାଇବାକେ ନିଜ୍କେ ବଡ୍ କରେ ନାଇ । ମାତର୍ ପର୍ମେସର୍ସେ ତାକେ ବାଚ୍ଲା । ତାର୍ ବାଦୁଲେ ସେ ତାକେ କଇଲା, “ତୁଇ ମର୍ ପଅ, ଆଜି ମୁଇ ତର୍ ବାବା ଅଇଲିଆଚି ।”
6 As `in anothere place he seith, Thou art a prest with outen ende, aftir the ordre of Melchisedech. (aiōn )
୬ଆରି ଗଟେକ୍ ଜାଗାଇ ମିସା ସେ କଇଲା, “ତୁଇ ପୁଜାରି ପଦ୍ ପାଇକରି ମଲ୍କିସେଦକର୍ କୁଟୁମ୍ ପାରା କାଲ୍ କାଲ୍ ଜୁଗ୍ ଜୁଗ୍ ପୁଜାରି ଅଇ ରଇସୁ ।” (aiōn )
7 Which in the daies of his fleisch offride, with greet cry and teeris, preieris and bisechingis to hym that myyte make hym saaf fro deth, and was herd for his reuerence.
୭ଜିସୁ ଏ ଜଗତେ ରଇଲାବେଲେ, ସେ ଆକ୍ମାରି କାନ୍ଦିକରି ଆରି ଆଁସୁ ଜରାଇକରି କାନ୍ଦି ପର୍ମେସର୍କେ ପାର୍ତନା କରିଲାଗିରଇଲା । ମରନେଅନି ତାକେ ରକିଆ କର୍ବାକେ ପର୍ମେସର୍କେ ବପୁଆଚେ ବଲି ସେ ଜାନିକରି ଏନ୍ତାରି କଲା । ସେ ନିଜେ ଦୟାଦରମ୍ ଦେକାଇଲାକେ ଆରି ପର୍ମେସରର୍ କାତା ମାନ୍ଲାକେ, ପର୍ମେସର୍ ତାର୍ ପାର୍ତନା ସୁନ୍ଲା ।
8 And whanne he was Goddis sone, he lernyde obedience of these thingis that be suffride;
୮ଜିସୁ ପର୍ମେସରର୍ ପଅ ଅଇରଇଲେ ମିସା, ସେ ଦୁକ୍ କସ୍ଟ ପାଇରଇଲାର୍ ଲାଗି, ତାର୍ କାତା ମାନ୍ବାକେ ସିକ୍ଲା ।
9 and he brouyt to the ende is maad cause of euerlastinge heelthe to alle that obeischen to hym, (aiōnios )
୯ସେ ପର୍ମେସରର୍ କାତା ମାନ୍ଲାକେ ପୁରାପୁରୁନ୍ ସିଦ୍ ଅଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ କେବେ ନ ସାର୍ବା ମୁକ୍ତି ଦେବା ଲକ୍ ଅଇଲା । (aiōnios )
10 and is clepid of God a bischop, bi the ordre of Melchisedech.
୧୦ସେଟାର୍ ପାଇ ତାକେ ପର୍ମେସର୍ ମଲ୍କିସେଦକ୍ ପୁଜାରିର୍ ପାରା ବଡ୍ ପୁଜାରି କରି ବାଚ୍ଲା ।
11 Of whom ther is to vs a greet word for to seie, and able to be expowned, for ye ben maad feble to here.
୧୧ଏ ବିସଇ ଆରି ଅଦିକ୍ ତମ୍କେ ଜାନାଇବି ବଲି ମୁଇ ମନ୍ କଲିନି । ମାତର୍ ତମେ ଦାପ୍ରେ ବୁଜି ନାପାରାସ୍କେ ବୁଜାଇବାକେ କସ୍ଟ ଆଚେ ।
12 For whanne ye ouyten to be maistris for tyme, eftsoone ye neden that ye be tauyt, whiche ben the lettris of the bigynnyng of Goddis wordis. And ye ben maad thilke, to whiche is nede of mylk, and not sad mete.
୧୨ତମେ ବିସ୍ବାସ୍ କରି ବେସିଦିନ୍ ଅଇଗାଲା ଆଚେ । ଆରି ଏବେ ତମେ ତମର୍ ସଙ୍ଗାରିମନ୍କେ ସିକାଇବାର୍ ରଇଲା । ମାତର୍ ପର୍ମେସରର୍ ପର୍ତୁମ୍ ସିକିଆ ତମ୍କେ ଏବେ ସିକାଇବାକେ ଲକର୍ ଲଡାଆଚେ । ତମେ ଗଟେକ୍ ଦୁଦ୍ କାଇବା ପିଲାର୍ପାରା ଆଚାସ୍ । କାଇକେବଇଲେ ଆଁଟ୍ଟା ମନ୍ କାତ୍ରି ନାପାରାସ୍ ।
13 For ech that is parcenere of mylk, is with out part of the word of riytwisnesse, for he is a litil child.
୧୩ଜେ ଦୁଦ୍ କାଇବାର୍ ଆଚେ, ସେ ଏବେ ମିସା ପିଲାସେ । ସେନ୍ତାରି ଲକ୍ମନ୍ ଟିକ୍ ଆରି ବୁଲ୍ ଚଲାଚଲ୍ତି କର୍ବାଟା ଚିନି ନାପାର୍ଲାଇନି ।
14 But of perfit men is sad mete, of hem that for custom han wittis exercisid to discrecioun of good and of yuel.
୧୪ଚାବି ଚାବି କାଇବା କାଦି ବଡ୍ ଲକ୍ମନର୍ପାଇ । ସେମନ୍ ନିକ ଆରି କାରାପ୍ ଚିନ୍ବାକେ, ନିଜ୍କେ ଅବିଆସ୍ କରାଇ ଆଚତ୍ ।