< Matthew 20 >
1 The kyngdom of heuenes is lijc to an housbonde man, that wente out first bi the morewe, to hire werk men in to his vyneyerd.
୧ସରଗ୍ ରାଇଜ୍ କେନ୍ତିଟା, ଏଟାର୍ ପାଇ ଆରି ଗଟେକ୍ କାତା ସୁନା । ଦିନେକ୍ ଗଟେକ୍ ଲକ୍ ସାକାଲ୍ ସାକାଲ୍ ତାର୍ ଅଙ୍ଗୁର୍ ବାଡେ କାମ୍ କରାଇବାକେ କୁଲିଆର୍ମନ୍କେ କଜ୍ବାର୍ ବାରଇଲା ।
2 And whanne the couenaunt was maad with werk men, of a peny for the dai, he sente hem in to his vyneyerd.
୨ସେ ଜନ୍ ଲକ୍ମନ୍କେ ମିସ୍ଲା, ସେମନ୍କେ ଗଟେକ୍ ଦିନ୍କେ, ଗଟେକ୍ ଲାକା ରୁପାଟାଙ୍ଗା କୁଲି ଦେବାକେ ରାଜି କରି ତାର୍ ବାଡେ ପାଟାଇଲା ।
3 And he yede out aboute the thridde our, and say othere stondynge idel in the chepyng.
୩ତାର୍ ପଚେ ସାକ୍ଲିଆ ନଅଟା ବେଲେ ଆଟେ ଜାଇ, ଗଟେକ୍ ଦଲର୍ ଲକ୍ କାଇ କାମ୍ ନ କରି ଟିଆଅଇ ରଇଲାଟା ଦେକ୍ଲା ।
4 And he seide to hem, Go ye also in to myn vynyerd, and that that schal be riytful, Y schal yyue to you.
୪ସେ ଲକ୍ ସେମନ୍କେ କଇଲା, “ତମେ ମିସା ମର୍ ଅଙ୍ଗୁର୍ ବାଡେ ଜାଇ କାମ୍ କରା, ତମ୍କେ ମିସା ସମାନ୍ ଇସାବେ ବୁତି ଦେବି ।”
5 And thei wenten forth. Eftsoones he wente out aboute the sixte our, and the nynthe, and dide in lijk maner.
୫ସେମନ୍ ଜାଇ କାମ୍ କର୍ବାର୍ ଦାର୍ଲାଇ । ସେନ୍ତାରିସେ ମୁଣ୍ଡ୍ବେଲାଇ, ଆଡ୍ବେଲାଇ ମିସା ଆରି କେତେଟା କୁଲିଆର୍ମନ୍କେ ଆନି କାମେ ମିସାଇଲା ।
6 But aboute the elleuenthe our he wente out, and foond other stondynge; and he seide to hem, What stonden ye idel here al dai?
୬ସଞ୍ଜୁଆ ପାଁଚ୍ଟା ବେଲା ଆରି ତରେକ୍ ଆଟେ ଜାଇ ଆରି କେତେ ଲକ୍ ଚୁଚାଇ ଟିଆଅଇରଇବାଟା ଦେକ୍ଲା । ସେମନ୍କେ ପାଚାର୍ଲା “ଗୁଲାଇ ମୁଇଦାନ୍ କାମ୍ ନ କରି କାଇକେ ଇତି ଉଜେ ଉଜେ ଆଚାସ୍?”
7 Thei seien to him, For no man hath hirid vs. He seith to hem, Go ye also in to my vyneyerd.
୭ସେମନ୍ ତାକେ କଇଲାଇ, “ଆମ୍କେ ତା କେ ମିସା କାମେ ମିସାଅତ୍ ନାଇ ।” ସାଉକାର୍ ସେମନ୍କେ କଇଲା “ସେନ୍ତାର୍ଆଲେ ତମେ ସବୁ ଲକ୍ ମର୍ ଅଙ୍ଗୁର୍ ବାଡେ ଜାଇ କାମ୍ କରା ।”
8 And whanne euenyng was comun, the lord of the vyneyerd seith to his procuratoure, Clepe the werk men, and yelde to hem her hire, and bigynne thou at the laste til to the firste.
୮ସେ ଦିନେ ସଞ୍ଜ୍ ଅଇଲାକେ ଅଙ୍ଗୁର୍ ବାଡର୍ ସାଉକାର୍ ଗୁମୁସ୍ତାକେ କଇଲା, “କୁଲିଆର୍ମନ୍କେ ଡାକ୍ । ଜନ୍ ଲକ୍ମନ୍ ସବୁର୍ ପଚେ କାମ୍ ଦାର୍ଲାଇ, ସେମନ୍କେ ଆଗେ ବୁତି ଦେଇଦେସ୍ । ଜନ୍ ଲକ୍ମନ୍ ସବୁର୍ତେଇଅନି ପର୍ତୁମ୍ କାମେ ମିସି ଆଚତ୍, ସେମନ୍କେ ତାକର୍ ବୁତି ସାରାସାରି ପଚେ ଦେସ୍ ।”
9 And so whanne thei weren comun, that camen aboute the elleuenthe our, also thei token eueryche of hem a peny.
୯ଜନ୍ ଲକ୍ମନ୍ ସଞ୍ଜୁଆ ପାଁଚ୍ଟା ବେଲେ କାମେ ମିସି ରଇଲାଇ ସେମନ୍କେ ସବୁ ଲକ୍କେ ଗଟେକ୍ ଗଟେକ୍ ରୁପା ଟାଙ୍ଗା ଦେଲାଇ ।
10 But the firste camen, and demeden, that thei schulden take more, but thei token ech oon bi hem silf a peny;
୧୦ଜନ୍ ଲକ୍ମନ୍ ପର୍ତୁମ୍ କାମ୍ ଆରାମ୍ କରି ରଇଲାଇ, ସେମନ୍କେ ଅଦିକ୍ ବୁତି ମିଲ୍ସି ବଲି ଆସା କଲାଇ । ମାତର୍ ସେମନ୍ ମିସା ଗଟେକ୍ସେ ରୁପା ଟାଙ୍ଗା ମିଲାଇଲାଇ ।
11 and in the takyng grutchiden ayens the hosebonde man, and seiden,
୧୧ସେମନ୍ ସେତ୍କି ନେଇ ମୁର୍ମୁରା ଅଇକରି ସାଉକାରର୍ ବିରୁଦେ କଇଲାଇ,
12 These laste wrouyten oon our, and thou hast maad hem euen to vs, that han born the charge of the dai, and heete?
୧୨“ସଞ୍ଜୁଆ ପାଁଚ୍ଟା ବେଲେ କାମ୍ ଆରାମ୍ କଲା କୁଲିଆର୍ମନ୍ ଏକାଇ ଗଟେକ୍ ଗଁଟାସେ କାମ୍ କଲାଇ ଆଚତ୍ । ଆମେ ଟାଇ ଟାଇ କାରାଇ, ଦିନ୍ଜାକ କଟ୍ଲୁ, ଏଲେ ମିସା ବୁତି ଦେବା ବେଲେ ଆମ୍କେ ମିସା ସେମନର୍ ସଙ୍ଗ୍ ସମାନ୍ କରିଦେଲାସ୍ ।”
13 And he answeride to oon of hem, and seide, Freend, Y do thee noon wrong; whether thou hast not acordid with me for a peny?
୧୩ସାଉକାର୍ ସେମନର୍ ବିତ୍ରେଅନି ଗଟେକ୍ ଲକ୍କେ କଇଲା, “ମଇତର୍ ମୁଇ ତମ୍କେ ନାଡାଇ ନାଇ । ଗଟେକ୍ ଦିନର୍ ବୁତି ପାଇ ଗଟେକ୍ ରୁପା ଟାଙ୍ଗା ନେଇ କାମ୍କର୍ବାକେ ତମେତା ସବୁ ଲକ୍ ରାଜି ଅଇରଇଲାସ୍ ।
14 Take thou that that is thin, and go; for Y wole yyue to this laste man, as to thee.
୧୪ତମର୍ ସେତ୍କି ବୁତି ଦାରି ଗରେ ଜାଆ । ତମ୍କେ ଜେତ୍କି ଦେଲି ଆଚି, ଗଟେକ୍ ଗଁଟା କାମ୍ କରିରଇବା ଲକ୍ମନ୍କେ ମିସା ସେତ୍କିସେ ଦେବାକେ ମର୍ ମନ୍ ।
15 Whether it is not leueful to me to do that that Y wole? Whether thin iye is wickid, for Y am good?
୧୫ମର୍ ନିଜର୍ ଦନ୍, ମୁଇ ଜେନ୍ତି ମନ୍ କଲିନି, ସେନ୍ତି କର୍ଚ କର୍ବାକେ ମର୍କାଇ ଅଦିକାର୍ ନାଇ କି? କି ମୁଇ ଦାନ୍ ଇସାବେ ଦେଲିନି ବଲି ଆଁକାର୍ ଅଇଲାସ୍ନି?”
16 So the laste schulen be the firste, and the firste the laste; `for many ben clepid, but fewe ben chosun.
୧୬ଜିସୁ ଏ କାତା କଇସାରାଇ କଇଲା, “ଜନ୍ ଲକ୍ମନ୍ ଏବେ ପଚେ ଆଚତ୍ ସେମନ୍, ଆଗ୍ତୁ ଅଇବାଇ । ଆରି ଜନ୍ ଲକ୍ମନ୍ ଆଗ୍ତୁ ଆଚତ୍ ସେମନ୍ ପଚେ ସେ ରଇଜିବାଇ ।”
17 And Jhesus wente vp to Jerusalem, and took hise twelue disciplis in priuetee, and seide to hem, Lo!
୧୭ଜିସୁ ଜିରୁସାଲାମ୍ ଜିବା ବାଟେ ତାର୍ ବାର୍ଟା ସିସ୍ମନ୍କେ ଗଟେକ୍ ଲଗେ ଡାକି ନେଇ, କେ ନଇଲା ବେଲେ କଇଲା,
18 we goon vp to Jerusalem, and mannus sone schal be bitakun to princis of prestis, and scribis; and thei schulen condempne him to deeth.
୧୮“ସୁନା, ଆମେ ଜିରୁସାଲମେ ଗାଲୁନି । ତେଇ ନର୍ପିଲା ମୁଇ, ମୁକିଅ ପୁଜାରି ଆରି ଦରମ୍ ଗୁରୁମନ୍କେ ସର୍ପି ଅଇବି । ସେମନ୍ ମକେ ମରନ୍ ଡଣ୍ଡ୍ ଦେବାଇ ।
19 And thei schulen bitake hym to hethene men, for to be scorned, and scourgid, and crucified; and the thridde day he schal rise ayen to lijf.
୧୯ତାର୍ପଚେ ସେମନ୍ ମକେ, ଜିଉଦି ନ ଅଇଲା ଲକ୍ମନ୍କେ ସର୍ପି ଦେବାଇ । ଜିଉଦି ନ ଅଇଲା ଲକ୍ମନ୍, ମକେ କିଜାଇବାଇ, କର୍ଡା ସଙ୍ଗ୍ ମାର୍ବାଇ ଆରି କୁର୍ସେ ଚଗାଇବାଇ । ମାତର୍ ତିନ୍ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
20 Thanne the modir of the sones of Zebedee cam to hym with hir sones, onourynge, and axynge sum thing of hym.
୨୦ସେଡିକିବେଲେ ଜେବଦିର୍ ମାଇଜି ତାର୍ ଦୁଇଟା ପିଲାମନର୍ ସଙ୍ଗ୍ ଜିସୁର୍ଲଗେ ଆସି ତାକେ ଜୁଆର୍କରି, ଗଟେକ୍ ବିସଇ ମାଙ୍ଗ୍ଲା ।
21 And he seide to hir, What wolt thou? She seith to hym, Seie that thes tweyne my sones sitte, oon at thi riythalf, and oon at thi lefthalf, in thi kyngdom.
୨୧ଜିସୁ ତାକେ ପାଚାର୍ଲା, “ତୁଇ କାଇଟା ମନ୍ କଲୁସ୍ନି?” ସେ କଇଲା, “ଜେଡେବଲ୍ ତମେ ତମର୍ ରାଇଜେ ରାଜା ଅଇସା, ମର୍ ଏ ଦୁଇଟା ପିଲାମନ୍କେ ତମର୍ ଡେବ୍ରି ବାଟେ ଆରି ଉଜା ବାଟେ ବସାଇବି ବଲି ମକେ କାତା ଦିଆ ।”
22 Jhesus answeride, and seide, Ye witen not what ye axen. Moun ye drynke the cuppe which Y schal drynke? Thei seien to hym, We moun.
୨୨ଜିସୁ ଜେବଦିର୍ ପିଲାମନ୍କେ କଇଲା, “ତମେ କାଇଟା ମାଗ୍ଲାସ୍ନି ସେଟା ବୁଜି ନାପାର୍ଲାସ୍ନି । ମୁଇ ଜନ୍ ଦୁକ୍ପୁରୁନ୍ ମୁତାର୍ ପାନି କାଇବାର୍ ଗାଲିନି, ତମେ କାଇ ପାରାସ୍ କି?” ସେମନ୍ “ଉଁ” ବଲି କଇଲାଇ ।
23 He seith to hem, Ye schulen drinke my cuppe; but to sitte at my riythalf or lefthalf, it is not myn to yyue to you; but to whiche it is maad redi of my fadir.
୨୩ଜିସୁ ସେମନ୍କେ କଇଲା, “ତମେ, ମର୍ ମୁତାର୍ ପାନି କାଇଲେ କାଇପାରାସ୍ । ମାତର୍ ମର୍ ଉଜା ବାଟେ ଆରି ଡେବ୍ରି ବାଟେ କେ ବସିପାରେ ସେଟା ବାଚ୍ବାକେ ମର୍ ଅଦିକାର୍ ନାଇ । ଜନ୍ ଲକ୍ମନର୍ ପାଇ ମର୍ ବାବା ସେ ଜାଗା ତିଆର୍ କଲା ଆଚେ, ସେଟା ସେମନର୍ ପାଇ ଆକା ।”
24 And the ten herynge, hadden indignacioun of the twei britheren.
୨୪ବିନ୍ ସିସ୍ମନ୍ ଜେଡେବେଲ୍ ଏ କାତା ସୁନ୍ଲାଇ, ସେ ଦୁଇ ବାଇର୍ ଲାଗି ବେସି ରିସା ଅଇଗାଲାଇ ।
25 But Jhesus clepide hem to hym, and seide, Ye witen, that princis of hethene men ben lordis of hem, and thei that ben gretter, vsen power on hem.
୨୫ଜିସୁ ସିସ୍ମନ୍କେ ଗଟେକ୍ଟାନେ ଟୁଲ୍କରି କଇଲା, “ତମେତା ଜାନାସ୍ ଏ ଦୁନିଆର୍ ରାଜାମନ୍ ବିନ୍ ଲକ୍ମନ୍କେ ନିଜର୍ ଅଦିକାର୍ କରିରଇବାଇ । ବଡ୍ ବଡ୍ ନେତାମନ୍ ମିସା ବିନ୍ ଲକ୍ମନ୍କେ ସାସନ୍ କର୍ବାଇ ।
26 It schal not be so among you; but who euer wole be maad gretter among you, be he youre mynystre;
୨୬ମାତର୍ ତମେ ସେନ୍ତାର୍ ଉଆନାଇ । ତମର୍ ବିତ୍ରେ ଗଟେକ୍ ଲକ୍ ବଡ୍ ଅଇବାକେ ମନ୍ କଲାନି ବଇଲେ, ସେ ସବୁଲକର୍ ସେବା କର୍ବାର୍ ଆଚେ ।
27 and who euer among you wole be the firste, he schal be youre seruaunt.
୨୭ତମର୍ ବିତ୍ରେ ଜେ ମୁକିଅ ଅଇବାକେ ମନ୍ କଲାସ୍ନି, ସେ ବିନ୍ ଲକର୍ ଗତିଦାଙ୍ଗ୍ଡା ପାରା ଅଇ ସେମନର୍ ସେବା କର ।
28 As mannus sone cam not to be seruyd, but to serue, and to yyue his lijf redempcioun for manye.
୨୮ଜେନ୍ତାରି କି ପର୍ମେସର୍ ପାଟାଇଲା ନର୍ପିଲା ମୁଇ ମିସା ସେବା ମିଲ ବଲି ଆସି ନାଇ, ମାତର୍ ବିନ୍ ଲକ୍ମନର୍ ସେବା କରି ସେମନ୍କେ ମୁକ୍ତି ମିଲ ବଲି ନିଜର୍ ଜିବନ୍ ଦେବାକେ ଆଇଲି ଆଚି ।”
29 And whanne thei yeden out of Jerico, miche puple suede him.
୨୯ଦିନେକ୍ ଜିସୁ ସିସ୍ମନର୍ ସଙ୍ଗ୍ ଜିରିଅ ସଅର୍ ଚାଡିକରି ଜିବାବେଲେ କେତେ କେତେ ଲକ୍ମନ୍ ତାର୍ ପଚେ ପଚେ ଇଣ୍ଡ୍ବାର୍ ଦାର୍ଲାଇ ।
30 And lo! twei blynde men saten bisydis the weie, and herden that Jhesus passide; and thei crieden, and seiden, Lord, the sone of Dauid, haue merci on vs.
୩୦ଆରି ଏଦେ ଦେକା! ବାଟ୍ପାଲି ବସି ରଇବା ଦୁଇଟା କାଣା, ଜିସୁ ସେ ବାଟେ ଆଇଲାନି ବଲି ସୁନି, ଆକ୍ମାରି ଡାକ୍ଲାଇ, “ଏ ମାପ୍ରୁ ଦାଉଦର୍ ପଅ! ଆମ୍କେ ଦୟା କର ।”
31 And the puple blamede hem, that thei schulden be stille; and thei crieden the more, and seiden, Lord, the sone of Dauid, haue merci on vs.
୩୧ଲକ୍ମନ୍ ସେମନ୍କେ ଦମ୍କାଇ କରି ଚୁପ୍ଅଇ ରଇବାକେ କଇଲାଇ । ମାତର୍ ସେମନ୍ ଅଦିକ୍ ଅଦିକ୍ ଆକ୍ମାରି କଇଲାଇ, “ଏ ମାପ୍ରୁ, ଦାଉଦର୍ ପଅ! ଆମ୍କେ ଦୟା କର ।”
32 And Jhesus stood, and clepide hem, and seide, What wolen ye, that Y do to you?
୩୨ଜିସୁ ତେଇ ଟିଆଅଇ ସେମନ୍କେ ଡାକି ପାଚାର୍ଲା, “ମୁଇ ତମର୍ ପାଇ କାଇଟା କର୍ବି ବଲି ମନ୍ କଲାସ୍ନି?”
33 Thei seien to him, Lord, that oure iyen be opened.
୩୩ସେମନ୍ କଇଲାଇ, “ମାପ୍ରୁ ଆମ୍କେ ଦେକ୍ବା ବପୁ ଦିଆ ।”
34 And Jhesus hadde merci on hem, and touchide her iyen; and anoon thei sayen, and sueden him.
୩୪ଜିସୁ ସେମନର୍ ପାଇ ଦୟା ଅଇ, ତାକର୍ ଆଁକି ଚିଇଲା । ସେ ଦାପ୍ରେସେ ସେମନ୍ ଦେକିପାର୍ଲାଇ ଆରି ଜିସୁର୍ ପଚେ ପଚେ ଗାଲାଇ ।