< Hebrews 13 >
1 Let brotherly love remain;
୧କିରିସ୍ଟଟାନେ ମିସିବିଡି ରଇବା ବିସ୍ବାସି ବାଇବଇନି ପାରା ଆଲାଦ୍ କରାକରି ଅଇ ରୁଆ ।
2 of the hospitality be not forgetful, for through this unawares certain did entertain messengers;
୨ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ ।
3 be mindful of those in bonds, as having been bound with them, of those maltreated, as also yourselves being in the body;
୩ବନ୍ଦି ଗରେ ରଇବା ଲକ୍ମନ୍କେ ତମେ ତାକର୍ ସଙ୍ଗ୍ ରଇଲାପାରା ଦୟା ଦେକାଆ । ଦୁକ୍କସ୍ଟ ଅଇରଇବା ଲକ୍ମନ୍କେ ନିଜେ ତାକର୍ପାରା ଦୁକ୍କସ୍ଟ ପାଇଲୁନି ବଲି ଏତାଆ ।
4 honourable [is] the marriage in all, and the bed undefiled, and whoremongers and adulterers God shall judge.
୪ବିବା ଅଇବାଟା ସବୁଲକ୍ ନିକ ବଲି ମାନତ୍ । ସବୁ ମାଇଜିମନସ୍ ମନ୍ ଗଟେକ୍ ମାଇଜି ଆରି ଗଟେକ୍ ମନସ୍ ଅଇକରି ସତ୍ସଙ୍ଗ୍ ରଇବାର୍ଆଚେ । ଜନ୍ ଲକ୍ମନ୍ ବେସିଆ କାମ୍ କରି ରଇବାଇ, ସେମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
5 Without covetousness the behaviour, being content with the things present, for He hath said, 'No, I will not leave, no, nor forsake thee,'
୫ଡାବୁ ଆସା ଅଇକରି ତାର୍ପଚେ ପାଲାଆ ନାଇ । କାଇକେବଇଲେ ପର୍ମେସର୍ କଇଲାଆଚେ, “ମୁଇ ତମ୍କେ କେବେ ନ ପାସ୍ରି କି ନ ଚାଡି ।”
6 so that we do boldly say, 'The Lord [is] to me a helper, and I will not fear what man shall do to me.'
୬ତେବର୍ପାଇ ଆମେ ସାସ୍ ଦାରି କଇପାର୍ବୁ ପର୍ମେସର୍ ଆକା ମକେ ସାଇଜ କର୍ସି, ମୁଇ କେବେ ନ ଡରି ଲକ୍ମନ୍ ମକେ କାଇଟା କରି ନାପାରତ୍ ।
7 Be mindful of those leading you, who did speak to you the word of God, whose faith — considering the issue of the behaviour — be imitating,
୭ଜନ୍ ଲକ୍ମନ୍ ତମ୍କେ ମୁକିଅ ଇସାବେ ଡାକିନେଇ ପର୍ମେସରର୍ ବାକିଅ ସିକାଇତେରଇଲାଇ, ସେମନର୍ ବିସଇ ବାବିଦେକା । ସେମନ୍ କେନ୍ତି ଜିଇଲାଇ ଆରି ମଲାଇ? ତମେ ତାର୍ ପାରା ବିସ୍ବାସ୍ କରା ।
8 Jesus Christ yesterday and to-day the same, and to the ages; (aiōn )
୮କାଇକେବଇଲେ, ଜିସୁକିରିସ୍ଟ କେବେ ନ ବାଦ୍ଲେ । ସେ ଆଜିର୍ପାଇ, କାଲିକର୍ପାଇ, ଆରି ସବୁଦିନର୍ ପାଇ ସମାନ୍ ସେ ରଇସି । (aiōn )
9 with teachings manifold and strange be not carried about, for [it is] good that by grace the heart be confirmed, not with meats, in which they who were occupied were not profited;
୯ତେବର୍ପାଇ ଲକ୍ମନ୍ ତମ୍କେ ବିନ୍ ବିନ୍ ସିକିଆ ସୁନାଇକରି ସତ୍ବାଟେଅନି ବିନେ ନେବାକେ ରାଜି ଉଆନାଇ । କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇକରି ଦୟା ଦେକାଇଲାଟା ଆମର୍ ମନ୍କେ ଡାଟ୍ କର୍ସି । କାଦିର୍ ଲାଗି ରଇବା ନିୟମ୍ ମାନ୍ବାଟା ନଏଁ । ସେନ୍ତାରି ନିୟମ୍ ମାନ୍ବା ଲକ୍, ତେଇ ଅନି କାଇଟା ମିସା ପାଅତ୍ ନାଇ ।
10 we have an altar, of which to eat they have no authority who the tabernacle are serving,
୧୦ଜିଉଦିମନର୍ ବେଦିଟାନେ ସେବା କର୍ବା ପୁଜାରିମନ୍ ତେଇ ସର୍ପି ଦେଇରଇବା କାଇଟା ମିସା କାଇବାର୍ ନଏଁ ।
11 for of those beasts whose blood is brought for sin into the holy places through the chief priest — of these the bodies are burned without the camp.
୧୧ବଡ୍ ପୁଜାରି ପସୁମନର୍ ବନି ନେଇକରି, ପାପର୍ ବଲି ସର୍ପିଦେବାକେ ଅଦିକ୍ ସୁକଲ୍ ଜାଗାଇ ନେଇସି । ମାତର୍ ପଡିଜାଇରଇବା ପସୁମନର୍ ଗାଗଡ୍ ତୁମ୍ ଗର୍ ବାଇରେ ରଇସି ।
12 Wherefore, also Jesus — that he might sanctify through [his] own blood the people — without the gate did suffer;
୧୨ସେଟାସେ ଜିସୁକେ ଅଇରଇଲା । କାଇକେବଇଲେ, ତାକେ ନଅରର୍ ବାଇରେ ଲକ୍ମନ୍ ମରାଇରଇଲାଇ । ଆରି ତାର୍ ବନି ଗୁଲାଇ ମୁନୁସ୍ ଜାତିର୍ ପାପ୍ ଦଇଦେଲା ।
13 now, then, may we go forth unto him without the camp, his reproach bearing;
୧୩ତେବର୍ପାଇ ନଅରର୍ ବାଇରେ ଜୁ । ଆରି ତାକେ ଆମେ ବିସ୍ବାସ୍ କଲାର୍ପାଇ, ଲକ୍ମନ୍ ଜେତ୍କି ନିନ୍ଦା କଲାଟା ଆମେ ମୁର୍ଚିକରି ରଉ ।
14 for we have not here an abiding city, but the coming one we seek;
୧୪କାଇକେ ବଇଲେ ଆମେ ସବୁଦିନ୍ ଏ ଜଗତେ ନ ରଉ । ମାତର୍ ଆଇବା ଦିନ୍ମନ୍କେ କେବେ ନ ସାର୍ବା ଦିନ୍ଜାକ ରଇବା ନଅରେ ରଇବୁ ବଲି ଆମେ ଜାଗିଆଚୁ ।
15 through him, then, we may offer up a sacrifice of praise always to God, that is, the fruit of lips, giving thanks to His name;
୧୫ତେବେ ଆସା । ଜିସୁକିରିସ୍ଟକେ ଦେଇକରି ଆମେ ସବୁବେଲେ ପର୍ମେସର୍କେ ବଲି ସର୍ପି ଦେଇତେ ରଉ । ସେଟା ଆମର୍ ଟଣ୍ଡେଅନି ଆଇବା ଉପାସନା । ସେ ଆକା ମାପ୍ରୁ ବଲି ଆମେ କଉଁ ।
16 and of doing good, and of fellowship, be not forgetful, for with such sacrifices God is well-pleased.
୧୬ନିକ କାମ୍ କର୍ବାକେ ପାସ୍ରା ନାଇ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସାଇଜ କରା । କାଇକେବଇଲେ, ଏନ୍ତାରି ରଇବା ଚଲାଚଲ୍ତି ପର୍ମେସର୍କେ ସାର୍ଦା କରାଇବା ଗଟେକ୍ ବଲି ।
17 Be obedient to those leading you, and be subject, for these do watch for your souls, as about to give account, that with joy they may do this, and not sighing, for this [is] unprofitable to you.
୧୭ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।
18 Pray for us, for we trust that we have a good conscience, in all things willing to behave well,
୧୮ଆମର୍ ପାଇ ପାର୍ତନା କର୍ତେରୁଆ । ଆମର୍ ବିବେକ୍ ଆମେ କରିରଇବା କାମ୍ ସତ୍ ବଲି ସାକିଦେଲାନି ।
19 and more abundantly do I call upon [you] to do this, that more quickly I may be restored to you.
୧୯ମର୍ପାଇ ମିସା ପାର୍ତନା କରା । ଜେନ୍ତାରି କି ପର୍ମେସର୍ ଦାପ୍ରେ ମକେ ତମର୍ଲଗେ ପାଟାଇସି ।
20 And the God of the peace, who did bring up out of the dead the great shepherd of the sheep — in the blood of an age-during covenant — our Lord Jesus, (aiōnios )
୨୦ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା । (aiōnios )
21 make you perfect in every good work to do His will, doing in you that which is well-pleasing before Him, through Jesus Christ, to whom [is] the glory — to the ages of the ages! Amen. (aiōn )
୨୧ଜିସୁକିରିସ୍ଟର୍ ଲାଗି ସାନ୍ତି ଦେବା ପର୍ମେସର୍ ତମ୍କେ ସବୁ ରକାମର୍ ସାଇଜ ଦେଅ । ଜେନ୍ତାରି କି ସେ ମନ୍ କଲାଟା ତମେ ପୁରାପୁରୁନ୍ କର୍ସା । ଆମେ କର୍ବା କାମ୍ ତାକେ ସାର୍ଦା ଦେଅ । ଜିସୁକିରିସ୍ଟକେ ଆମେ ନ ସାର୍ବା ଦିନ୍ଜାକ ଡାକ୍ପୁଟା ଦେଉଁ । (aiōn )
22 And I entreat you, brethren, suffer the word of the exhortation, for also through few words I have written to you.
୨୨ଏ ମର୍ ବାଇବଇନିମନ୍, ମୁଇଁ ତମ୍କେ ବାବୁଜିଆ କଲିନି, ମୁଇ ତମ୍କେ କଇଲା ଏ ସବୁ କାତା ମୁର୍ଚିକରି ସୁନା । କାଇକେବଇଲେ, ଏ ଚିଟି ବେସି ଡେଙ୍ଗ୍ ନାଇ ।
23 Know ye that the brother Timotheus is released, with whom, if he may come more shortly, I will see you.
୨୩ଆମର୍ ବାଇ ତିମତି ବନ୍ଦିଗରେ ଅନି ମୁକ୍ଲି ଆଚେବଲି ଜାନ୍ସା । ସେ ଜଦି ସେ ଦାପ୍ରେ ଆଇସି, ତେବେ ମର୍ସଙ୍ଗ୍ ତାକେ ଡାକିଆନ୍ବି ।
24 Salute all those leading you, and all the saints; salute you doth those from Italy:
୨୪ତେଇ ରଇବା ତମର୍ ମୁକିଅ ଲକ୍ମନ୍କେ ଆରି ପର୍ମେସରର୍ ସବୁ ଲକ୍ମନ୍କେ ମର୍ ଜୁଆର୍ ଜାନାଇ ଦିଆସ୍ । ଇଟାଲିତେଇ ମର୍ ସଙ୍ଗ୍ ରଇବା ଆମର୍ ବାଇବନିମନ୍ ମିସା ଜୁଆର୍ ଜାନାଇଲାଇନି ।
25 the grace [is] with you all! Amen.
୨୫ପର୍ମେସର୍ ତମ୍କେ ସବୁଲକ୍କେ ତାର୍ ଜିବନ୍ ଦୁକାଇ ଦୟା ଦେକାଅ ।