< Kronika 1 3 >
1 Esiawoe nye David ƒe viŋutsu siwo wodzi nɛ le Hebron: Tsitsitɔe nye Amnon, ame si dadae nye Ahinoam tso Yezreel. David ƒe vi eveliae nye Daniel eye dadae nye Abigail tso Karmel.
ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
2 Via ŋutsu etɔ̃liae nye Absalom, ame si Maaka, Gesur Fia, Talmai ƒe vinyɔnu dzi nɛ. Eneliae nye Adoniya, ame si dadae nye Hagit.
ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
3 Via atɔ̃liae nye Sefatia eye dadae nye Abital Adeliae nye Itream eye dadae nye Egla.
ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।
4 Wodzi ŋutsu ade siawo na Fia David le Hebron, afi si wòɖu fia le ƒe adre kple afã. Ena Yerusalem zu fiadu eye wòɖu fia le afi ma ƒe blaetɔ̃-vɔ-etɔ̃.
ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।
5 Esi David nɔ Yerusalem la, srɔ̃a Batseba, Amiel ƒe vinyɔnu dzi vi ene siwoe nye: Simea, Sobab, Natan kple Solomo.
ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ;
6 Vi asieke bubuwo ganɔ David si; woawoe nye: Ibhar, Elisama, Elifelet,
ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍;
8 Elisama, Eliada kple Elifelet.
ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ।
9 Vi siwo nyɔnu bubuwo dzi nɛ la mele ame siawo dome o. Vinyɔnu aɖe hã nɔ David si; eŋkɔe nye Tamar.
ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।
10 Fia Solomo ƒe dzidzimeviwoe nye Rehoboam, Abiya, Asa, Yehosafat,
ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍;
11 Yoram alo Yehoram, Ahazia, Yoas,
ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍;
12 Amazia, Azaria alo Uzia, Yotam,
ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍;
13 Ahaz, Hezekia, Manase,
ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;
ତାହାର ପୁତ୍ର ଆମୋନ୍, ତାହାର ପୁତ୍ର ଯୋଶୀୟ।
15 Yosia ƒe viwoe nye, Yohanan alo Yehoahaz, Yehoyakim, Zedekia kple Salum.
ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍।
16 Ame siwo ɖu fia ɖe Yehoyakim yome la woe nye, Yehoyatsin si nye Yehoyakim vi kple Zedekia.
ପୁଣି, ଯିହୋୟାକୀମ୍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।
17 Yehoyatsin, ame si wolé la ƒe dzidzimeviwoe nye, Via ŋutsu Sealtiel,
ବନ୍ଦୀ ଯିକନୀୟର ସନ୍ତାନଗଣ;
18 Malkiram, Pedaya, Senazar, Yekamia, Hosama kple Nedadia.
ତାହାର ପୁତ୍ର ଶଲ୍ଟୀୟେଲ, ମଲ୍କୀରାମ୍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ।
19 Pedaya ƒe viŋutsuwoe nye, Zerubabel kple Simei. Zerubabel ƒe viŋutsuwoe nye, Mesulam kple Hananiya. Wo nɔvinyɔnu nye Selomit
ପଦାୟର ପୁତ୍ର ଯିରୁବ୍ବାବିଲ୍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍ର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା।
20 Via ŋutsu atɔ̃ bubuwoe nye Hasuba, Ohel, Berekia, Hasadia kple Yusab Hesed.
ଆଉ ହଶୂବା, ଓହେଲ୍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ।
21 Hananiya ƒe dzidzimeviwoe nye, Pelatia kple Yesaya kple Refaya, Arnan, Obadia kple Sekania ƒe viŋutsuwo.
ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।
22 Sekania ƒe dzidzimeviwoe nye, Semaya kple via ŋutsuwo: Hatus, Igal, Baria, Nearia kple Safat; wole ame ade.
ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍, ଛଅ ଜଣ।
23 Viŋutsu etɔ̃ nɔ Nearia si; woawoe nye, Elioenai, Hezekia kple Azrikam.
ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।
24 Vi adre nɔ Elioenai si: Woawoe nye Hodavia, Eliasib, Pelaya, Akub, Yohanan, Delaya kple Anani.
ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍, ଦଲୟିୟ ଓ ଅନାନି, ଏହି ସାତ ଜଣ।