< Actes 12 >
1 Vers ce temps-là, le roi Hérode étendit ses mains pour opprimer une partie de l'assemblée.
୧ଏ ବେଲାଇ, ଏରଦ୍ ରାଜା ଜିରୁସାଲେମ୍ ମଣ୍ଡଲିର୍ କେତେକ୍ ବିସ୍ବାସିମନ୍କେ ତାଡ୍ନା ଦେବାର୍ ଦାର୍ଲା ।
2 Il fit mourir par l'épée Jacques, le frère de Jean.
୨ଜଅନର୍ ବାଇ ଜାକୁବ୍କେ କାଣ୍ଡା ସଙ୍ଗ୍ ମାରି ମରାଇଲା, ଜାକୁବ୍ ଜଅନର୍ ବଡ୍ ବାଇ ରଇଲା ।
3 Voyant que cela plaisait aux Juifs, il s'empara aussi de Pierre. C'était pendant les jours des pains sans levain.
୩ଜାକୁବ୍କେ ମରାଇଲାଟା ଜିଉଦିମନ୍କେ ସାର୍ଦା କରାଇଲା । ଏଟା ଦେକି ଏରଦ୍ ପିତର୍କେ ମିସା ବନ୍ଦି କର୍ବାକେ ତିଆର୍ଲା । ଏଟା ଜିଉଦିମନ୍ କମିର୍ ନ ମିସାଇତେ ରୁଟିକର୍ବା ପରବ୍ ବେଲେ ଅଇରଇଲା ।
4 Après l'avoir arrêté, il le mit en prison et le remit à quatre escouades de quatre soldats chacune, pour qu'elles le gardent, dans l'intention de le faire sortir devant le peuple après la Pâque.
୪ସଇନମନ୍ ପିତର୍କେ ବାନ୍ଦିକରି ବନ୍ଦିଗରେ ପୁରାଇଲାଇ । ରକିଆ ପାଇବା ପରବର୍ ପଚେ ସବୁ ଲକର୍ ମୁଆଟେ ବିଚାର୍ନା କର୍ବି ବଲି ଏରଦ୍ ବାବି ରଇଲା । ସେଟାର୍ପାଇ ଗଟେକ୍ ଦଲେ ଚାରିଲକ୍ ଲାକା ଅଇ, ଚାରିଟା ଦଲ୍କରି ସନିଅମନ୍ ତାକେ ଜାଗିରଇଲାଇ ।
5 Pierre fut donc gardé dans la prison, mais l'assemblée ne cessait de prier Dieu pour lui.
୫ପିତର୍ ବନ୍ଦିଗରେ ରଇଲାବେଲେ ଜିରୁସାଲେମେ ରଇବା ମଣ୍ଡଲିର୍ ବିସ୍ବାସିମନ୍ ଗଟେକ୍ ଅଇକରି ତାର୍ପାଇ ପର୍ମେସର୍କେ ପାର୍ତନା କର୍ତେରଇଲାଇ ।
6 La nuit même où Hérode allait le faire sortir, Pierre dormait entre deux soldats, lié de deux chaînes. Des gardes devant la porte gardaient la prison.
୬ଜନ୍ ଦିନେ ଏରଦ୍ ପିତର୍କେ ଲକ୍ମନର୍ ମୁଆଟେ ଆନ୍ବାକେ କାତା ଦେଇରଇଲା, ତାର୍ ଆଗ୍ତୁର୍ ରାତି ପିତର୍ ବନ୍ଦିଗରେ ଦୁଇଟା ଜାଗୁଆଲ୍ମନର୍ ମଜାଇ ସଇରଇଲା । ତାକେ ସନିଅମନର୍ ମିସ୍ତେ ଦୁଇଟା ଆତେ ଦୁଇଟା ସିକ୍ଲି ସଙ୍ଗ୍ ବାନ୍ଦିରଇଲାଇ । ଆରି ଜାଗୁଆଲ୍ମନ୍ ବନ୍ଦିଗରର୍ ଦୁଆରେ ଜାଗିରଇଲାଇ ।
7 Et voici, un ange du Seigneur se tenait près de lui, et une lumière brillait dans la cellule. Il frappa Pierre sur le côté et le réveilla en disant: « Lève-toi vite! » Ses chaînes tombèrent de ses mains.
୭ସେ ଦାପ୍ରେ, ଏଦେ ଦେକା! ମାପ୍ରୁର୍ ଗଟେକ୍ ଦୁତ୍ ଆସି ପିତରର୍ ମୁଆଟେ ଟିଆଅଇଲା ଆରି ଗୁଲାଇ ବାକ୍ରା ଉଜଲ୍ ଅଇଗାଲା । ସରଗର୍ ଦୁତ୍ ପିତର୍କେ କନ୍ଦେ ଦାରି ଚୁଲ୍ବୁଲାଇଲା ଆରି ସଇଲାଟାନେଅନି ଉଟାଇକରି କଇଲା “ଦାପ୍ରେ ଉଟ୍!” ଉଟ୍ଲା ଦାପ୍ରେ ବାନ୍ଦି ଅଇରଇଲା ସିକ୍ଲି କୁସ୍ଲିଗାଲା ।
8 L'ange lui dit: « Habille-toi et mets tes sandales. » Il le fit. Puis il lui dit: « Mets ton manteau et suis-moi. »
୮ତାର୍ପଚେ ଦୁତ୍ କଇଲା, “ଆଁଟାଇ ତୁଆଲ୍ ବାନ୍ଦିଅ ଆରି ପାଣ୍ଡଇ ପିନ୍ଦ୍ ।” ପିତର୍ ସେନ୍ତି କଲା ପଚେ ଦୁତ୍ କଇଲା, “ଚାଦର୍ ଡାବିଅଇକରି ମର୍ ସଙ୍ଗ୍ ଆଉ ।”
9 Et il sortit et le suivit. Il ne savait pas que ce que faisait l'ange était réel, mais il croyait avoir une vision.
୯ପିତର୍ ଦୁତର୍ ପଚେ ପଚେ ବନ୍ଦିଗରେ ଅନି ବାରଇ ଆଇଲା । ଦୁତ୍ ଜନ୍ଟା କର୍ତେରଇଲା, ସେଟା ସତ୍ କି ନଏଁ ବଲି ଜାନି ନାପାର୍ତେରଇଲା । “ଏଟା ଗଟେକ୍ ଦର୍ସନ୍ ଦେକ୍ଲିନି ।” ବଲି ବାବ୍ତେରଇଲା ।
10 Quand ils eurent passé la première et la deuxième garde, ils arrivèrent à la porte de fer qui mène à la ville, et qui s'ouvrit toute seule. Ils sortirent et descendirent une rue, et aussitôt l'ange se retira de lui.
୧୦ସେମନ୍ ଜାଗୁଆଲ୍ମନ୍ ରଇବା ଦୁଇଟା ଜାଗା ଜିତିକରି ପଚେ ନଅରେ ପୁର୍ବା ଲୁଆ କାପାଟ୍ ରଇବା ଲଗେ ଆଇଲାଇ । ତାକର୍ପାଇ ଲୁଆ କାପାଟ୍ ତାର୍ମନ୍କେସେ ଉଗାଡିଅଇଗାଲା ଆରି ସେମନ୍ ବାରଇ ଉଟିଆଇଲାଇ । ସେମନ୍ ବାଟେ ଇଣ୍ଡୁ ଇଣ୍ଡୁ ଅଟାତ୍ ସରଗର୍ ଦୁତ୍ ପିତର୍କେ ଚାଡି ମାୟା ଅଇଗାଲା ।
11 Lorsque Pierre fut revenu à lui, il dit: « Maintenant, je sais vraiment que le Seigneur a envoyé son ange et m'a délivré de la main d'Hérode et de tout ce que le peuple juif attendait. »
୧୧ତାର୍ପଚେ ଜାଇଟା ଗଟିରଇଲା, ସେଡ୍କିବେଲେ ତାକେ କାଇଟା ଅଇରଇଲା, ସେଟା ପିତର୍ ଜାନିପାରି କଇଲା, “ଏଟା ସତ୍ ବଲି ମୁଇ ଜାନିଆଚି । ଏରଦର୍ ଟାନେଅନି ଆରି ଜିଉଦି ଲକ୍ମନ୍ ଜାଇଟା ଗଟ୍ସି ବଲି ଆସା କରିରଇଲାଇ, ତେଇଅନି ମକେ ରକିଆ କର୍ବାକେ ମାପ୍ରୁ ସରଗର୍ ଦୁତ୍କେ ପାଟାଇରଇଲା ।”
12 Pensant à cela, il se rendit à la maison de Marie, mère de Jean, surnommé Marc, où beaucoup de gens étaient rassemblés et priaient.
୧୨ନିଜର୍ ବିସଇ ଜାନିକରି ସେ ଜଅନ୍ ମାର୍କର୍ ଆୟା ମରିୟମର୍ ଗରେ ଗାଲା । ତେଇ ବେସି ବିସ୍ବାସିମନ୍ ରୁଣ୍ଡିକରି ପିତରର୍ ପାଇ ପାର୍ତନା କର୍ତେ ରଇଲାଇ ।
13 Lorsque Pierre frappa à la porte de la maison, une servante, nommée Rhoda, vint lui répondre.
୧୩ପିତର୍ ବାଇରର୍ କାପାଟେ ଟକ୍ଟକ୍ କରି ମାର୍ଲାକେ, ରଦା ନାଉଁର୍ ଗଟେକ୍ ଗତିଦାଙ୍ଗ୍ଡି କାପାଟ୍ ଉଗାଡ୍ବାକେ ଆଇଲା ।
14 Lorsqu'elle reconnut la voix de Pierre, elle n'ouvrit pas la porte avec joie, mais courut rapporter que Pierre se tenait devant la porte.
୧୪ପିତରର୍ କଁଟ୍ସର୍ ଜାନିପାରି ସେ ଏତେକ୍ ସାର୍ଦା ଅଇଲା ଜେ କାପାଟ୍ ନ ଉଗାଡି ବିତ୍ରେ ପାଲାଇକରି ତେଇର୍ ବିସ୍ବାସିମନ୍କେ କଇଲା, “ପିତର୍ ବାଇରେ ଟିଆଅଇଲା ଆଚେ ।”
15 Ils lui dirent: « Tu es folle! » Mais elle insista pour qu'il en soit ainsi. Ils dirent: « C'est son ange. »
୧୫ସେମନ୍ ତାକେ କଇଲାଇ, “ତୁଇ ବାୟାଅଇଲୁସ୍ନି! ମାତର୍ ‘ଏଟା ସତ୍ ।’ ବଲି ସେ ଡାଟ୍ ସଙ୍ଗ୍ କଇଲାଗ୍ଲାକେ, ସେମନ୍ ଏଟା ତାର୍ ଦୁତ୍ କାଇକି,” ବଲି ବାବ୍ଲାଇ ।
16 Mais Pierre continuait à frapper. Quand ils eurent ouvert, ils le virent et furent stupéfaits.
୧୬ପିତର୍ ତର୍କେ ତର୍ କାପାଟେ ମାର୍ତେ ରଇଲା । ସାରାସାରି ସେମନ୍ କାପାଟ୍ ଉଗାଡି ତାକେ ଦେକି କାବାଅଇଗାଲାଇ ।
17 Mais lui, leur faisant signe de la main de se taire, leur raconta comment le Seigneur l'avait fait sortir de la prison. Il dit: « Dis ces choses à Jacques et aux frères. » Puis il s'en alla et se rendit dans un autre lieu.
୧୭ସେ ଆତ୍ ସାଗିଆକରି ସେମନ୍କେ ଚିମ୍ରା ଅଇବାକେ କଇଲା । ଆରି ମାପ୍ରୁ କେନ୍ତି ତାକେ ବନ୍ଦି ଗରେଅନି ବାର୍କରାଇ ଆନ୍ଲା, ସେ ବିସଇ ସେମନ୍କେ କଇଲା । ତାର୍ ପଚେ ଏ ସବୁ କାତା ଜାକୁବ୍ ଆରି ବିନ୍ ସବୁ ବାଇମନ୍କେ ଜାନାଆ ବଲି କଇଲା । ପଚେ ସେ ତେଇଅନି ବିନ୍ବାଟେ ଉଟିଗାଲା ।
18 Dès qu'il fit jour, il y eut une grande agitation parmi les soldats pour savoir ce qu'était devenu Pierre.
୧୮ସାକାଲ୍ ପାଇଲାକେ “ପିତର୍ କେନେଗାଲା?” ବଲି ଜାଗୁଆଲ୍ମନ୍ କିଲ୍ବିଲ୍ ଅଇଗାଲାଇ ।
19 Hérode, l'ayant cherché et ne l'ayant pas trouvé, interrogea les gardes, puis ordonna qu'on les mette à mort. Il descendit de la Judée à Césarée, et y resta.
୧୯ଏରଦ୍ ଏଟା ସୁନିକରି ପିତର୍କେ କଜ୍ବାକେ ତାର୍ ସନିଅମନ୍କେ ଆଦେସ୍ ଦେଲା । ମାତର୍ ସେମନ୍ ତାକେ ମିଲାଇ ନାପାର୍ଲାଇ । ତେବେ ସାରାସାରି ଜାଗୁଆଲ୍ମନ୍କେ ପାଚାର୍ଲା । କେନ୍ତି ଏଟା ଅଇଲାଟା କଇନାପାର୍ଲାକେ ସେମନ୍କେ ମରନର୍ ଡଣ୍ଡ୍ ଦେବାକେ ଆଦେସ୍ ଦେଲା । ତାର୍ ପଚେ ଏରଦ୍ ଜିଉଦା ରାଇଜେଅନି ଜାଇ କେତେ ଦିନର୍ପାଇ କାଇସରିଆଇ ବାସା ଅଇରଇଲା ।
20 Or, Hérode était très irrité contre les habitants de Tyr et de Sidon. Ils vinrent à lui d'un commun accord et, ayant fait de Blastus, l'aide personnel du roi, leur ami, ils demandèrent la paix, car leur pays dépendait du pays du roi pour sa nourriture.
୨୦ସେ ବେଲାଇ ଏରଦ୍ ସର୍ ଆରି ସିଦନର୍ ଲକ୍ମନ୍କେ ବେସି ରିସା ଅଇରଇଲା । ସେଟାର୍ ପାଇ ତେଇର୍ ଲକ୍ମନ୍ ଗଟେକ୍ ଦଲ୍, ତାକେ ବେଟ୍ ଅଇବାକେ ଗାଲାଇ । ପର୍ତୁମ୍ ସେମନ୍ ରାଜା ସଇବା ଗର୍ ଦାଇତେ ରଇଲା ବାଲସ୍ଟସ୍କେ ବୁଜାଇ, ତାର୍ ସାଇଜ ପାଇଲାଇ । ତାର୍ ପଚେ ସେମନ୍ ଏରଦର୍ ଲଗେ ଜାଇ ସାନ୍ତିସଙ୍ଗ୍ ରଉଁ ବଲି କାତା ଅଇଲାଇ, କାଇକେ ବଇଲେ ଏରଦର୍ ରାଇଜେଅନି ସେମନର୍ ଦେସେ କାଇବା ଜିନିସ୍ ଜାଇତେରଇଲା ।
21 A un jour fixé, Hérode se vêtit de ses habits royaux, s'assit sur le trône et leur adressa un discours.
୨୧ଜନ୍ ଦିନେ ଏରଦର୍ ସଙ୍ଗ୍ ସେମନ୍ ବେଟ୍ ଅଇବାକେ ଟିକ୍ କରିରଇଲାଇ, ସେ ରାଜାମନ୍ ପିନ୍ଦ୍ବା ବସ୍ତର୍ ପିନ୍ଦ୍ଲା ଆରି ତାର୍ ବସ୍ବା ଜାଗାଇ ବସି ଲକ୍ମନ୍କେ ଗଟେକ୍ ବାସନ୍ ଦେଲା ।
22 Le peuple s'écria: « La voix d'un dieu, et non d'un homme! »
୨୨ସୁନ୍ବା ଲକ୍ମନ୍ ଆଉଲିଅଇଲାଇ, “ଜେ କାତା ଅଇଲାନି, ସେ ଲକ୍ ନଏଁ, ମାତର୍ ପର୍ମେସର୍!”
23 Aussitôt, un ange du Seigneur le frappa, car il ne rendait pas gloire à Dieu. Puis il fut dévoré par les vers et mourut.
୨୩“ମୁଇ ପର୍ମେସର୍ ନଇ,” ବଲି କଏ ନାଇକେ ଦାପ୍ରେ ମାପ୍ରୁର୍ ଦୁତ୍ ଏରଦ୍କେ ରଗି କରାଇଲା । ସେଟାର୍ପାଇ ତାର୍ ଗୁଲାଇଗାଗଡ୍ କିଡା କାଇଲାଇ ଆରି ମରିଗାଲା ।
24 Mais la parole de Dieu croissait et se multipliait.
୨୪ଏ ବେଲାଇ ବିସ୍ବାସିମନ୍ ପର୍ମେସରର୍ ବାକିଅ ସୁନ୍ଲାଇ ଆରି ବିସ୍ବାସ୍ କର୍ବା ଲକ୍ମନ୍ ବଡିଗାଲାଇ ।
25 Barnabas et Saul, après avoir accompli leur service, retournèrent à Jérusalem, emmenant aussi avec eux Jean, appelé Marc.
୨୫ଜିଉଦା ଦେସର୍ ବିସ୍ବାସିମନ୍କେ ଡାବୁ ଦେଇ ସାରାଇକରି ବର୍ନବା ଆରି ସାଉଲ୍, ଆନ୍ଟିଅକିଆଇ ଆଇଲାଇ । ଜଅନ୍ ଆରି ମାର୍କକେ ମିସା ସେମନ୍ ସଙ୍ଗ୍ ନେଇ ଜିରୁସାଲମେ ବାଅଡ୍ଲାଇ ।