< Hébreux 11 >
1 Or, la foi est la ferme conviction de choses qu'on espère, l'absolue certitude de faits qu'on ne voit pas.
୧ତେବେ ବିସ୍ବାସ୍ ଆଲେ କାଇଟା? ଜନ୍ ବିସଇର୍ ପାଇ ଆମେ ଆସା କଲୁନି, ସେଟା ସିଦ୍ ଅଇସି ଆକା ବଲି ଆମର୍ ମନେ ଜାନ୍ବାଟା ଅଇଲାନି ବିସ୍ବାସ୍ । ଆରି ଜନ୍ଟା ଆମେ ଦେକି ନାପାରୁ, ସତଇସେ ଆଚେ ବଲି ଜାନ୍ବାଟା, ମିସା ବିସ୍ବାସ୍ ।
2 C'est parce que les hommes d'autrefois ont eu cette foi là que leur éloge nous a été fait.
୨ପୁର୍ବେ ରଇବା ଆମର୍ ଆନିଦାଦିମନର୍ ବିସ୍ବାସର୍ ଲାଗି ପର୍ମେସର୍ ସେମନ୍କେ ମନ୍କଲା ।
3 C'est par la foi que nous reconnaissons qu'une parole de Dieu a formé le monde et, de la sorte, ce que nous voyons n'est pas provenu de choses existantes. (aiōn )
୩ଆମର୍ ବିସ୍ବାସର୍ଲାଗି, ଏ ଜଗତ୍ ଆରି ତେଇ ରଇବା ସବୁଜାକ ପର୍ମେସରର୍ ଆଦେସ୍ ଇସାବେ ତିଆର୍ ଅଇଲାଆଚେ ବଲି ଆମେ ଜାନ୍ଲୁନି । ତେବେ ଜନ୍ଟା ଦେକି ଅଇଲାନି, ସେଟା ଦେକି ନ ରଇଲା ଟାନେଅନି ତିଆର୍ ଅଇଆଚେ । (aiōn )
4 C'est par la foi qu'Abel offrit à Dieu un meilleur sacrifice que Caïn, sacrifice qui le fit déclarer juste, Dieu approuvant «ses offrandes» et, par elle, lui qui est mort parle encore.
୪ଏବଲର୍ ବିସଇ ବାବି ଦେକୁ । ତାର୍ ବିସ୍ବାସର୍ ଲାଗି ସେ ଜନ୍ଟା ପର୍ମେସର୍କେ ସର୍ପି ଦେଇରଇଲା, ତାର୍ ବାଇ କଇନ୍ ଦେଲାଟାନେଅନି ନିକରଇଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ବଲି ଏଜାଇଲା । ସେ ସର୍ପିଦେଲାଟା ପର୍ମେସର୍ ମାନ୍ଲାକେ ଆମେ ଏଟା ଜାନ୍ଲୁନି । ତେବର୍ପାଇ ଏବଲ୍ ମରିଗାଲେମିସା ତାର୍ ବିସ୍ବାସର୍ ଲାଗି, ସେ ଆମ୍କେ କାଇକାଇଟା କଇଲାନି ।
5 C'est à cause de sa foi qu'Énoch fut enlevé de manière à ne pas voir la mort et «on ne le trouva plus parce que Dieu l'avait enlevé». En effet, avant son enlèvement, on fait de lui cet éloge: «il était agréable à Dieu».
୫ଆରି ଗଟେକ୍ ଲକ୍ ରଇଲା ଇନକ୍, ତାର୍ ବିସ୍ବାସର୍ ଲାଗି ସେ ମରେନାଇ, ମାତର୍ ଜିବନ୍ ରଇତେ ତାକେ ପର୍ମେସର୍ ଦାରିଗାଲା । ତେବେ ସେମନ୍ ତାକେ କଜ୍ଲାଇ ମିସା ମିଲାଇ ନାପାର୍ଲାଇ । କାଇକେବଇଲେ ପର୍ମେସର୍ ତାକେ ନେଇରଇଲା । ସାସ୍ତରେ ଏନ୍ତାରି ଲେକା ଅଇଲାଆଚେ, ତାକେ ଦାରି ନେବା ଆଗ୍ତୁ ପର୍ମେସର୍ ତାକେ ମନ୍ କରିରଇଲା ।
6 Or, sans la foi, il est impossible de lui être agréable, car celui qui s'approche de Dieu doit croire que Dieu existe et qu'il est un rémunérateur pour ceux qui le cherchent.
୬ତେବର୍ପାଇ ଜନ୍ ଲକ୍ମନ୍ ପର୍ମେସରର୍ ଲଗେ ଆଇବାକେ ମନ୍ କଲାଇନି, ପର୍ମେସର୍ ଆଚେ ବଲି ବିସ୍ବାସ୍ କର୍ବାର୍ ଆଚେ । ଜେତ୍କି ଲକ୍ମନ୍ ତାକେ କଜ୍ବାଇ, ସେ ସେମନର୍ ଆସା କଲାଟା ପୁରାପୁରୁନ୍ କର୍ସି ।
7 C'est par la foi que Noé, averti de choses qu'on ne voyait pas encore, construisit avec une pieuse prévoyance une arche pour sauver sa famille; par elle, il condamna le monde et devint héritier de la justice que produit la foi.
୭ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।
8 C'est par la foi qu'Abraham, appelé à partir pour le pays qu'il devait recevoir en héritage, obéit, et il partit sans savoir où il allait.
୮ଅବ୍ରାଆମ୍ ମିସା ତାର୍ ବିସ୍ବାସର୍ ଲାଗି ପର୍ମେସରର୍ କାତା ମାନ୍ଲା । ପର୍ମେସର୍ ତାର୍ପାଇ ସଙ୍ଗଇରଇବା ଗଟେକ୍ ଦେସେ ଜା ବଲି କଇଲାକେ, ସେ ଦାପ୍ରେ ମାନ୍ଲା ଆରି ବାରଇଲା । ସେ କନ୍ତି ଗାଲିନି ବଲି ନାଜାନି ରଇଲେ ମିସା ସେ ସେନ୍ତାର୍ କଲା ।
9 C'est par la foi qu'il vint s'établir dans la terre promise, comme, en pays étranger, vivant sous la tente, avec Isaac et Jacob, héritiers, comme lui, de la même promesse;
୯ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦେବି ବଲି କାତା ଦେଇରଇଲା ଦେସେ, ସେ ବିନ୍ଦେସର୍ ଲକ୍ ପାରା ତୁମ୍ ଟାନି ରଇଲା । ସେନ୍ତାରିସେ ତାର୍ ପଅ ଇସାକ୍ ଆରି ଜାକୁବ୍ ତାର୍ ନାତି ମିସା ପର୍ମେସର୍ କାତା ଦେଇରଇଲାଟା ମିଲାଇବାଟାନେ ମିସ୍ଲାଇ ।
10 car il attendait la cité aux solides fondements dont Dieu est l'architecte et le constructeur.
୧୦ଅବ୍ରାଆମ୍ ସେନ୍ତାରି ଜାଗାଇ ମୁର୍ଚିକରି ରଇଲା । କାଇକେବଇଲେ ପର୍ମେସର୍ ତିଆର୍ କଲା ସବୁଦିନ୍ ରଇବା ସରଗର୍ ନଅରେ ରଇବି ବଲି ସେ ଆସାକଲା ।
11 C'est par la foi que Sarra, elle aussi, reçut, malgré son âge, la force de donner le jour à un fils, parce qu'elle avait cru à la véracité de celui qui le lui avait promis;
୧୧ତାର୍ ବିସ୍ବାସର୍ ଲାଗି ଅବ୍ରାଆମ୍ ବେସି ଡକ୍ରା ରଇଲା ମିସା ଆରି ତାର୍ ମାଇଜି ସାଆରା ବାଞ୍ଜି ରଇଲେ ମିସା, ବାବା ଅଇଲା । ପର୍ମେସର୍ କାତା ଦେଇରଇଲାଟା ସିଦ୍ କର୍ସିଆକା ବଲି ସେ ଜାନିରଇଲା ।
12 et c'est aussi pour cela que d'un seul homme, et d'un homme au dernier terme de la vieillesse, naquit une descendance semblable pour le nombre «aux étoiles du ciel et aux grains de sable qui couvrent le bord de la mer» et qui sont innombrables.
୧୨ଅବ୍ରାଆମ୍ କୁଲ୍କୁଲା ଡକ୍ରା ଅଇଲାକେ ସେ ପିଲାଜିଲା କରି ନାପାର୍ଲା । ଅଇଲେମିସା ତାର୍ ନାତିତିତିମନ୍ ବାଦଲର୍ ତାରା ପାରା ଆରି ସମ୍ଦୁରେ ରଇବା ବାଲି ପାରା ଜବର୍ ଅଇଗାଲାଇ ।
13 Dans cette foi ils moururent tous, sans avoir reçu les choses promises, les ayant seulement vues et saluées de loin et se reconnaissant «étrangers et voyageurs sur la terre».
୧୩ଏ ସବୁ ଲକ୍ମନ୍ ସେମନ୍ ମଲାବେଲେ ମିସା ପର୍ମେସର୍କେ ବିସ୍ବାସ୍ କର୍ତେ ରଇଲାଇ । ପର୍ମେସର୍ ସେମନ୍କେ କାତା ଦେଇରଇଲାଟା, ସେମନ୍ ଜିବନ୍ ରଇଲାବେଲେ ନ ମିଲାଇରଇଲେ ମିସା, ଜନ୍ଟା ପାଇବାଇ, ସେଟା ଦୁରିକେଅନି ଦେକ୍ଲାପାରା ଦେକି ସାର୍ଦା ଅଇଲାଇ । ଏ ଜଗତେ ସେମନ୍ ବିନ୍ ଦେସର୍ ପାରା ଆରି ନିଜର୍ ଦେସେ ନ ରଇଲା ଲକର୍ପାରା ମାନିଅଇକରି ରଇଲାଇ ।
14 Ceux qui tiennent ce langage montrent bien qu'ils cherchent une patrie;
୧୪ସେମନ୍ ମାନିଅଇ ରଇଲାଟାନେ ଅନି ଆମେ ଜାନ୍ବୁ ଜେ, ସେମନ୍ ନିଜର୍ଟା ବଲି ଜାନାଇବା ଗଟେକ୍ ଦେସ୍ କଜ୍ତେ ରଇଲାଇ ।
15 et s'ils avaient songé à celle dont ils étaient sortis, ils avaient tout le temps d'y retourner;
୧୫ସେମନ୍ ଚାଡିକରି ଆସିରଇବା ଦେସ୍ ବିସଇନେଇ ଚିନ୍ତା କରତ୍ନାଇ । ସେନ୍ତାରି କର୍ତାଇଆଲେ, ସେମନ୍ ବାଉଡ୍ବାକେ ଅଇତା ।
16 mais non, c'est une meilleure patrie qu'ils désirent, je veux dire une patrie céleste; aussi Dieu n'a point honte d'eux; il se fait appeler leur Dieu, car il leur a préparé une cité.
୧୬ସେମନ୍ ଚାଡିଆଇଲା ନଅର୍ତେଇଅନି ଅଦିକ୍ ନିକ ଗଟେକ୍ ନଅରର୍ ପାଇ ତାକର୍ ଆଁକି ରଇଲା । କାଇକେବଇଲେ, ସେମନ୍ ସରଗ୍ ଦେସ୍ ପାରାଟା କଜ୍ତେରଇଲାଇ । ସେମନ୍ ତାକେ ପର୍ମେସର୍ ବଲି ଡାକ୍ଲାର୍ ପାଇ, ସେ ଲାଜ୍ ଅଏନାଇ । କାଇକେବଇଲେ ସେ ତାକର୍ପାଇ ଗଟେକ୍ ନଅର୍ ତିଆର୍କଲା ଆଚେ ।
17 C'est par la foi qu'Abraham, mis à l'épreuve, offrit Isaac, offrit son fils unique, lui qui avait reçu les promesses,
୧୭ତାର୍ ବିସ୍ବାସର୍ ଲାଗି ଅବ୍ରାଆମ୍ ଜେଡେବେଲେ ପର୍ମେସର୍ ତାକେ ପରିକା କଲା, ସେ ତାର୍ ପଅକେ ବଲି ଇସାବେ ସର୍ପି ଦେଲା । ମାତର୍ ପର୍ମେସର୍ କାତା ଦେଇରଇଲାଟାନେ ଅବ୍ରାଆମର୍ ବିସ୍ବାସ୍ ଡାଁଟ୍ ରଇଲା । ଆରି ସେ ତାର୍ ଗଟେକ୍ ବଲି ପଅ ଇସାକ୍କେ ବଲି ଇସାବେ ଦେବାକେ ରାଜି ରଇଲା ।
18 lui auquel il avait été dit: «C'est d'après Isaac que ta race sera nommée»;
୧୮ତାର୍ ପଅ ଇସାକର୍ ଲାଗି, ତାର୍ ନାତିତିତିମନ୍ ଜବର୍ ଅଇଜିବାଇ ବଲି ପର୍ମେସର୍ ତାକେ କାତା ଦେଇରଇଲା ।
19 il pensait que Dieu a le pouvoir même de ressusciter les morts, aussi le recouvra-t-il de telle manière qu'il est un symbole.
୧୯ଜଦି ଇସାକ୍ ମରିଗାଲେ, ପର୍ମେସର୍ ତାକେ ଜିବନ୍ କରି ଉଟାଇପାର୍ସି ବଲି ଅବ୍ରାଆମ୍ ବାବିରଇଲା । ଆରି ସେବେଲେ ସେନ୍ତାରିସେ ତାକେ ମଲାତେଇଅନି ଜିବନ୍ ଅଇକରି ପାଇଲା ପାରା ସେ ରଇଲା ।
20 C'est par la foi, et en vue de l'avenir, qu'Isaac bénit Jacob et Ésaü.
୨୦ଇସାକ୍ ତାର୍ ବିସ୍ବାସର୍ ଲାଗି, ତାର୍ ପଅମନ୍ ଜାକୁବ୍ ଆରି ଏସ୍ଅକେ ଆଇବା ଦିନ୍ମନର୍ ପାଇ ଆସିର୍ବାଦ୍ ଦେଲା ।
21 C'est par la foi que Jacob bénit, en mourant, chacun des fils de Joseph et qu' «il se prosterna devant le sommet de son bâton».
୨୧ଜାକୁବ୍ ତାର୍ ବିସ୍ବାସର୍ ଲାଗି, ସେ ମର୍ବା ବେଲେ ତାର୍ ନାତିତିତିମନ୍ ଜେ କି ଜସେପର୍ ପଅମନ୍କେ ଆସିର୍ବାଦ୍ କଲା । ସେ ଦାରିକରି ଇଣ୍ଡ୍ବା ଡାଙ୍ଗ୍ ଉପ୍ରେ ଆଉଜି କରି ପର୍ମେସର୍କେ ଉପାସନା କଲା ।
22 C'est par la foi que Joseph, aux approches de la mort, fit mention de l'exode des enfants d'Israël et ordonna ce qu'on ferait de ses restes.
୨୨ଜସେପ୍ ତାର୍ ବିସ୍ବାସର୍ ଲାଗି ସେ ମର୍ବାବେଲେ ଆଇବା ଦନ୍ମନ୍କେ ଇସ୍ରାଏଲର୍ ଲକ୍ମନ୍ ସବୁ ମିସର୍ ଦେସ୍ ଚାଡି ଜିବାଇ ବଲି କଇରଇଲା । ଆରି ତାର୍ ମଲା ଗାଗଡ୍ସଙ୍ଗ୍ କାଇଟା କର୍ବାର୍ ଆଚେ ବଲି ସେମନ୍କେ ତିଆରି ରଇଲା ।
23 C'est par la foi que Moïse, à sa naissance, fut caché trois mois par ses parents, parce qu'ils avaient vu que leur enfant était beau et qu'ils ne se laissaient pas effrayer par le décret du roi.
୨୩ମସାର୍ ଆୟାବାବାମନ୍ ତାକର୍ ବିସ୍ବାସର୍ ଲାଗି ଏବ୍ରିଅମନର୍ ପିଲାଟକିକେ ମରାଇବାର୍ ଆଚେ ବଲି ରାଜା ଆଦେସ୍ ଦେଇରଇଲା ମିସା, ସେମନ୍ ମସା ଜନମ୍ ଅଇଲାକେ ତାକେ ତିନ୍ମାସ୍ ଲୁଚାଇକରି ସଙ୍ଗଇଲାଇ । ସେ ଗଟେକ୍ ସୁନ୍ଦର୍ ପିଲା ବଲି ସେମନ୍ ଦେକ୍ଲାଇ । ରାଜା ଆଦେସ୍ କଲାଟାକେ ସେମନ୍ ଡରତ୍ ନାଇ ।
24 C'est par la foi que Moïse, devenu grand, renonça au nom de fils de la fille de Pharaon,
୨୪ମସା ତାର୍ ବିସ୍ବାସର୍ ଲାଗି, ସେ ବଡ୍ ଅଇଲାକେ ରାଜାର୍ ଜିଇର୍ ପିଲା ବଲାଇଅଇବାକେ ମନ୍ କରି ନ ରଇଲା ।
25 aimant mieux partager les souffrances du peuple de Dieu que d'avoir du péché une jouissance momentanée,
୨୫ଚନେକର୍ପାଇ ସାର୍ଦା ଦେବା ପାପ୍ କର୍ବାତେଇଅନି, ପର୍ମେସରର୍ ଲକ୍ମନର୍ ସଙ୍ଗ୍ କସ୍ଟ ଅଇରଇବାଟା ଅଦିକ୍ ନିକ ବଲି ସେ ବାବ୍ଲା ।
26 considérant l'opprobre du Christ comme une plus grande richesse que tous les trésors de l'Égypte; et cela parce qu'il regardait à la rémunération.
୨୬ମସିଅର୍ ଲାଗି ଲାଜ୍ପାଇ ମୁର୍ଚିକରି ରଇବାଟା ମିସର୍ ଦେସେଅନି ମିଲାଇରଇବା ବଡ୍ ଦନ୍ ସଁପତିତେଇଅନି ଅଦିକ୍ ନିକଟା ବଲି ସେ ବାବ୍ଲା । ଆଇବା ଦିନ୍ମନ୍କେ ମିଲାଇବା ପୁରୁସ୍କାର୍ଟାନେ ସେ ଆଁକିପାକାଇ ରଇଲା ।
27 C'est par la foi qu'il quitta l'Égypte sans redouter la colère du roi, car il tint ferme comme s'il voyait Celui qui est invisible.
୨୭ତାର୍ ବିସ୍ବାସର୍ ଲାଗି, ସେବେଲେ ସେ ମିସର୍ଦେସ୍ ଚାଡିଆଇଲା । କାଇକେବଇଲେ, ସେ ରାଜାର୍ ରିସା ଡରେନାଇ । ଆକିସଙ୍ଗ୍ ଦେକି ନାପାର୍ବା ପର୍ମେସର୍କେ ଦେକ୍ଲା ପାରା ସେ ଆରି ସେ ଦେସେ ବାଉଡେନାଇ ।
28 C'est par la foi qu'il établit la Pâque et l'aspersion du sang, pour que l'exterminateur ne touchât pas les premiers-nés des Israélites.
୨୮ତାର୍ ବିସ୍ବାସର୍ ଲାଗି ସେ ନିସ୍ତାର୍ ପରବ୍ ମାନ୍ଲା ଆରି ଇସ୍ରାଏଲ୍ ଲକ୍ମନର୍ ରଇବା ଗରର୍ କାପାଟେ, ଗଟେକ୍ ମେଣ୍ଡାପିଲାର୍ ବନି ଚିଚ୍ବାକେ ଆଦେସ୍ ଦେଲା । ସେ ଏନ୍ତାରି କଲାକେ ପର୍ମେସରର୍ ଦୁତ୍ ଇସ୍ରାଏଲ୍ ଲକ୍ମନର୍ ପଣୁଆ ପିଲାମନ୍କେ ମରାଏ ନାଇ ।
29 C'est par la foi qu'ils traversèrent la mer Rouge comme on marche sur la terre sèche, tandis que les Égyptiens qui essayèrent de passer furent engloutis.
୨୯ଇସ୍ରାଏଲର୍ ଲକ୍ମନ୍ ତାକର୍ ବିସ୍ବାସର୍ ଲାଗି ଲଇତ୍ ନାଉଁର୍ ସମ୍ଦୁର୍ ବିତ୍ରେ ସୁକ୍ଲା ବୁଇଁପାରା ଇଣ୍ଡି ଇଣ୍ଡି ଲଙ୍ଗ୍ଲାଇ । ସେମନ୍କେ କେଦି ଆନ୍ତେରଇବା ମିସର୍ ଦେସର୍ ଲକ୍ମନ୍, ସେନ୍ତାରି ଲଙ୍ଗ୍ବାକେ ଚେସ୍ଟା କଲାଇଜେ ସେମନ୍ ସବୁଲକ୍ ବୁଡିଗାଲାଇ । କାଇକେବଇଲେ ଜନ୍ ସମ୍ଦୁରେ ସେମନ୍ ଇଣ୍ଡ୍ବା ବେଲେ ପାନି ଦୁଇବାଗ୍ ଅଇରଇଲା, ପର୍ମେସର୍ ସେ ପାନି ମିସାଇଦେଲା ।
30 C'est par la foi que les murs de Jéricho tombèrent après qu'on en eut fait le tour pendant sept jours.
୩୦ଇସ୍ରାଏଲର୍ ଲକ୍ମନ୍ ତାକର୍ ବିସ୍ବାସର୍ ଲାଗି ଜିରିକର୍ ପାଚୁରିତେଇ ଆସି ସାତ୍ ଦିନ୍ ଜାକ ତେଇ ବୁଲ୍ଲାକେ ତାର୍ ପାଚୁରି ବସ୍ଲିଗାଲା ।
31 C'est par la foi que Rahab, la femme de mauvaise vie, ne périt pas avec les incrédules, parce qu'elle avait accueilli les espions avec bonté.
୩୧ଜେରିକର୍ ନଅରେ ରଇବା ରାଆବ୍ ନାଉଁର୍ ଗଟେକ୍ ବେସିଆ ମାଇଜି, ତାର୍ ବିସ୍ବାସର୍ ଲାଗି ପର୍ମେସର୍କେ ନ ମାନିକରି ରଇବା ଲକର୍ ସଙ୍ଗ୍ ମରେନାଇ । ଇସ୍ରାଏଲର୍ କବର୍ ନେବା ଲକ୍ମନ୍ ଲୁଚ୍ତେ ନଅରେ ଆଇଲାବେଲେ ରାଆବ୍ ସେମନ୍କେ ସାଇଜ କଲା ।
32 Que dire encore? le temps me manquera si je parle de Gédéon, de Barak, de Samson, de Jephté, de David, de Samuel, des prophètes
୩୨ମୁଇ ଇତି ତେବ୍ବି । କାଇକେବଇଲେ ମୁଇ ଆରି କଇବାଟା ଆରାମ୍ କଲେ, ଗିଦିୟନ୍, ବାରାକ୍, ସାମ୍ସନ୍, ଜେପ୍ତା, ସାମୁଏଲ୍, ଆରି ବବିସତ୍ବକ୍ତାମନର୍ ବିସ୍ବାସ୍ ବିସଇ କାତା ଅଇବାକେ ବେଲା ନ କେଟେ ।
33 qui, par la foi, ont conquis des royaumes, ont exercé la justice, ont obtenu des promesses, ont fermé la gueule des lions,
୩୩ତାକର୍ ବିସ୍ବାସର୍ ଲାଗି କେତେକ୍ ଲକ୍ ରାଇଜେ ଜୁଇଦ୍ କରି ଜିତ୍ଲାଇ । ବିନ୍ଲକ୍ମନ୍ ଦରମ୍ ଚଲାଚଲ୍ତିକରି ପର୍ମେସର୍ କାତା ଦେଇରଇବାଟା ମିଲାଇଲାଇ । ସେମନ୍ ବାଦ୍ରା ସିଅଁମନ୍କେ ଆରାଇଲାଇ ।
34 ont éteint l'ardeur du feu, ont échappé au tranchant de l'épée, ont triomphé de la maladie, ont été vaillants à la guerre, ont repoussé les invasions étrangères.
୩୪ବିନ୍ ଲକ୍ମନ୍ ତାକର୍ ବିସ୍ବାସର୍ ଲାଗି ଜବର୍ ଜଇଲାଚ୍ଲାଇ ମିସା ପଡତ୍ନାଇ, । କାଣ୍ଡାତେଇଅନି ରକିଆ ପାଇଲାଇ । ସେମନ୍ ଦୁର୍ବଲ୍ ରଇଲାଇ । ମାତର୍ ତାକର୍ ବିସ୍ବାସର୍ ଲାଗି ଡାଟ୍ ଅଇଲାଇ । ଜୁଇଦ୍କର୍ବାକେ ବପୁ ଅଇଲାଇ । ସତ୍ରୁମନର୍ ସଇନମନ୍କେ ଆରାଇଲାଇ ।
35 Des femmes ont recouvré leurs morts par la résurrection; les uns ont été livrés à la torture, refusant d'être délivrés, pour obtenir une résurrection meilleure;
୩୫କେତେଟା ମାଇଜିମନ୍ ମିସା ତାକର୍ ବିସ୍ବାସର୍ ଲାଗି ସେମନର୍ କୁଟୁମର୍ ଲକ୍ମନ୍କେ ମଲାତେଇଅନି ଜିବନ୍ ଅଇତେ ମିଲାଇଲାଇ । ବିସ୍ବାସିମନ୍କେ ବନ୍ଦିକରି ନେଲାଇ । ସେମନ୍ ମର୍ବାଜାକ ଦୁକ୍ କସ୍ଟ ପାଇଲେ ମିସା ତାକର୍ ବିସ୍ବାସ୍ ଚାଡତ୍ ନାଇ । ଆଇବା ଦିନ୍ମନ୍କେ ଅଦିକ୍ ନିକ ଜିବନ୍ ପାଇବୁ ବଲି ସେନ୍ତାରି ଅଇକରି ମଲାଇ ।
36 les autres ont eu à subir les moqueries, la flagellation, et même les fers et le cachot;
୩୬କେତେ ଲକ୍କେ କିଜାଇଲାଇ, କର୍ଡା ମାରାଇଲାଇ, ବିନ୍ ଲକ୍ମନ୍କେ ବାନ୍ଦିକରି ଜଇଲେ ପୁରାଇଲାଇ,
37 on les a lapidés, on les a torturés, on les a sciés, on les a tués avec des épées; ils ont été çà et là, n'ayant pour se couvrir que des peaux de brebis ou de chèvres, manquant de tout, opprimés, maltraités,
୩୭ବିନ୍ ଲକ୍ମନ୍କେ ପାକ୍ନା ମାରାଇ ମରାଇଲାଇ, । ଦୁଇପଡାକରି କାଟାଇଲାଇ, କାଣ୍ଡା ସଙ୍ଗ୍ ମାରାଇଲାଇ । କେତେକ୍ ଲକ୍ ତାକର୍ ବିସ୍ବାସ୍ ଚାଡତ୍ନାଇକେ ଅବ୍କା ଚେଲିମେଣ୍ଡା ଚାମ୍ସେ ଲୁଗାର୍ପାଇ ରଇଲା । ସେମନ୍ ବେସି ଅର୍କିତ୍ ରଇଲାଇ । ସେମନ୍କେ ସାଦ୍ବାନ୍ଦ୍ କରି ତାଡ୍ନା କଲାଇ ।
38 eux dont le monde n'était pas digne, errants dans les déserts, les montagnes, les cavernes, les antres de la terre.
୩୮ଏ ଜଗତର୍ କାରାପ୍ ଲକ୍ମନ୍, ସେ ଦରମ୍ ଲକ୍ମନର୍ ସଙ୍ଗ୍ ମିସ୍ବାକେ ସମାନ୍ ନ ରଇଲାଇ, ବିନ୍ ବିସ୍ବାସିମନ୍ ନିଜର୍ ଗର୍ଦୁଆର୍ ଚାଡି ଆଜିଜାଇରଇବା ଲକ୍ମନର୍ ପାରା ମରୁବାଲି ବୁଏଁ, ଆରି କୁପ୍ଲିତେଇ ରଇବା ପାଆରେ, ଆରି କଲେ ରଇଲାଇ ।
39 Et tous ils ont été loués pour leur foi, et cependant ils n'ont point vu les promesses s'accomplir.
୩୯ତାକର୍ ବିସ୍ବାସର୍ ଲାଗି ସେମନ୍ ଡାକ୍ପୁଟା ଅଇଲାଇ । ଏଲେମିସା ପର୍ମେସର୍ କାତା ଦେଇରଇବାଟା ସେମନ୍ ମିଲାଅତ୍ ନାଇ ।
40 Dieu avait en vue quelque chose de meilleur pour nous, et ils ne devaient pas arriver sans nous à la perfection.
୪୦କାଇକେବଇଲେ ପର୍ମେସର୍ ଗଟେକ୍ ବେସି ନିକ ଜଜ୍ନା ଆମର୍ପାଇ ଟିକ୍ କଲାଆଚେ । ଆମେ ସେ ଲକ୍ମନର୍ ସଙ୍ଗ୍ ନ ମିସ୍ବାଜାକ, ସେ ସେମନ୍କେ କାତା ଦେଇରଇଲାଟା ସିଦ୍ ନ କରେ ।