< Psaumes 134 >

1 Cantique des degrés.
ଆରୋହଣ ଗୀତ। ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
2 Durant les nuits, élevez vos mains vers les choses saintes, et bénissez le Seigneur.
ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
3 Que le Seigneur te bénisse de Sion, lui qui a fait le ciel et la terre.
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।

< Psaumes 134 >