< Romains 16 >
1 Je vous recommande Phoebé, notre sœur, attachée au service de l’Eglise qui est à Cenchrée,
୧ଏ ଚିଟିତେଇ ପିବି, ଜେ କି କିରିସ୍ଟର୍ ଲାଗି ଆମର୍ ବଇନି ଅଇଲାଆଚେ, ତାର୍ ବିସଇ ଜାନାଇଲିନି । ସେ କେଁକ୍ ଜାଗାଇ ରଇବା ମଣ୍ଡଲିଟାନେ ଏବେ ସେବାକାମ୍ କଲାନି । ତାକେ ମୁଇ ତମର୍ଲଗେ ପାଟାଇଲିନି ।
2 Afin que vous la receviez dans le Seigneur d’une manière digne des saints, et que vous l’assistiez dans toutes les choses où elle pourrait avoir besoin de vous; car elle en a elle-même assisté un grand nombre, et moi en particulier.
୨ଆମର୍ ମାପ୍ରୁର୍ ନାଉଁ ଦାରି ତାକେ ଡାକିନିଆ । କାଇକେବଇଲେ ଏନ୍ତାରି ଚଲାଚଲ୍ତି ବିସ୍ବାସିମନର୍ପାଇ ନିକ । ତାକେ କାଇଆଲେ ଲଡା ରଇଲେ ସାଇଜ କରା । କାଇକେବଇଲେ ସେ ମକେ ଆରି ବେସି ବିସ୍ବାସିମନ୍କେ ସାଇଜ କଲାଆଚେ ।
3 Saluez Prisque et Aquila, mes coopérateurs en Jésus-Christ
୩କିରିସ୍ଟର୍ ମର୍ ସଙ୍ଗ୍ କାମ୍କରୁମନ୍ ପିରିସ୍କିଲା ଆରି ଆକିଲାକେ ମର୍ ଜୁଆର୍ ଜାନାଆ ।
4 (Qui, pour mon âme, ont exposé leur tête; à qui je rends grâces, non pas moi seulement, mais toutes les Eglises des gentils),
୪ସେମନ୍ ମକେ ସାଇଜ କଲାର୍ପାଇ ନିଜର୍ ଜିବନ୍ ବିପଦେ ପାକାଇ ଆଚତ୍ । ଏଟାର୍ପାଇ ମୁଇ ସେମନ୍କେ ବେସି ଜୁଆର୍ କଲିନି । ଅବ୍କା ମୁଇସେ ନାଇ, ଇତି ରଇବା ସବୁ ଜିଉଦି ନଇଲା ମଣ୍ଡଲିମନ୍ ମିସା ସେମନ୍କେ ଜୁଆର୍ ଜାନାଇଲାଇନି ।
5 Et aussi l’Eglise qui est dans leur maison. Saluez Epénète qui m’est cher, et qui a été les prémices des chrétiens de l’Asie.
୫ସେମନର୍ ଗରେ ପାର୍ତନାକେ ରୁଣ୍ଡ୍ବା ମଣ୍ଡଲିକେ ମିସା ମର୍ ଜୁଆର୍ ଜାନାଇଲିନି । ମର୍ ଆଲାଦର୍ ମଇତର୍ ଏପାଇନେତନ୍କେ ମର୍ ଜୁଆର୍ ଜାନାଇଲିନି । ଆସିଆ ରାଇଜେ ସେ ସିଗ୍ ପର୍ତୁମ୍ କିରିସ୍ଟ ବିସ୍ବାସି ଅଇରଇଲା ।
6 Saluez Marie, qui a beaucoup travaillé pour vous.
୬ତମର୍ ନିକ ପାଇ ବେସି କସ୍ଟ ପଡିରଇବା ମରିୟମ୍କେ ମର୍ ଜୁଆର୍ ଜାନାଇ ଦିଆସ୍ ।
7 Saluez Andronique et Junie, mes parents et compagnons de mes liens, qui sont illustres parmi les apôtres, et qui ont été au Christ même avant moi.
୭ଆନ୍ଦରନିକ୍ ଆରି ୟୁନିୟାକେ ମର୍ ଜୁଆର୍ ଜାନାଇଲିନି । ଏ ଦୁଇଟା ମର୍ ସଙ୍ଗର୍ ଜିଉଦିଲକ୍ । ସେମନ୍ ମର୍ ସଙ୍ଗ୍ ବନ୍ଦିସାଲେ ରଇଲାଇ । ମର୍ ଆଗ୍ତୁ ସେମନ୍ କିରିସ୍ଟକେ ବିସ୍ବାସ୍ କଲାଇ । ଆରି ସବୁ ପେରିତ୍ ସିସ୍ମନ୍ ସେମନ୍କେ ସନ୍ମାନ୍ ଦେବାଇ ।
8 Saluez Ampliat, qui m’est très cher dans le Seigneur.
୮ମାପ୍ରୁର୍ଲଗେ ମର୍ ଆଲାଦର୍ ମଇତର୍ ଆମ୍ପଲିଆକେ ଜୁଆର୍ ଜାନାଇଦିଆସ୍ ।
9 Saluez Urbain, mon coopérateur en Jésus-Christ, et Stachys, qui m’est cher.
୯କିରିସ୍ଟର୍ ସେବାଇ ମର୍ ସଙ୍ଗାରି ଉର୍ବାନ ଆରି ମର୍ ଆଲାଦର୍ ମଇତର୍ ତାକିୟକେ ମିସା ମର୍ ଜୁଆର୍ ଜାନାଇଦିଆସ୍ ।
10 Saluez Apelle, fidèle serviteur du Christ.
୧୦କିରିସ୍ଟକେ ବିସ୍ବାସ୍କରି ସେବାକର୍ବା ଆପଲ ଆରି ଆରିସ୍ତବଲର୍ କୁଟୁମର୍ ସବୁକେ ମର୍ ଜୁଆର୍ ଜାନାଇଦିଆସ୍ ।
11 Saluez ceux de la maison d’Aristobule. Saluez Hérodion, mon parent. Saluez ceux de la maison de Narcisse, qui sont au Seigneur.
୧୧ମର୍ ସଙ୍ଗର୍ ଜିଉଦି ଏରଦିୟନ୍ ଆରି ନାରସିସର୍ ଗରେ ରୁଣ୍ଡ୍ବା ବିସ୍ବାସି ବାଇବଇନିମନ୍କେ ମର୍ ଜୁଆର୍ ଜାନାଇଦିଆସ୍ ।
12 Saluez Triphaene et Triphose, lesquelles travaillent pour le Seigneur. Saluez notre cher Perside, qui a aussi beaucoup travaillé pour le Seigneur.
୧୨ମାପ୍ରୁର୍ ସେବାଇ ଲାଗିରଇଲା ତିରିପନ୍ ଆରି ତିରିପସା ଆରି ମାପ୍ରୁର୍ ପାଇ ବେସି କସ୍ଟ ପଡିରଇବା ଆଲାଦର୍ ପର୍ସିସ୍କେ ମର୍ ଜୁଆର୍ ଜାନାଇଦିଆସ୍ ।
13 Saluez Rufus, élu du Seigneur, et sa mère, qui est aussi la mienne.
୧୩ମାପ୍ରୁର୍ ମୁକିଅ ଦାଙ୍ଗ୍ଡା ରୁପସ୍ ଜେ କି ସେବା କାମ୍ଟାନେ ଆବଡ୍ ଅଇ କଲାଆଚେ । ଆରି ମର୍ ଆୟାପାରା ତାକର୍ ଆୟାକେ ମିସା ମର୍ ଜୁଆର୍ । ସେ ମକେ ନିଜର୍ ପଅ ପାରା ଦେକ୍ଲା ।
14 Saluez Asyncrite, Phlégon, Hermas, Patrobe, Hermès, et nos frères qui sont avec eux.
୧୪ଆସୁକିରି, ପେଲେଗନ୍, ଅର୍ମିସ୍, ପାତ୍ରବା, ଅର୍ମାସ୍ ଆରି ସେମନର୍ ସଙ୍ଗ୍ ରଇବା ସବୁ ବିସ୍ବାସି ବାଇବଇନିମନ୍କେ ଜୁଆର୍ ଜାନାଆ ।
15 Saluez Philologue et Julie, Nérée et sa sœur, et Olympiade, et tous les saints qui sont avec eux.
୧୫ପିଲଲଗ୍ ଆରି ଜୁଲିଆ, ନିରୁସ୍ ଆରି ତାର୍ ବଇନି ଆରି ଅଲୁମ୍ପା ଆରି ସେମନର୍ ସଙ୍ଗ୍ ରଇତେରଇବା ସବୁ ପର୍ମେସରର୍ ଲକ୍ମନ୍କେ ମର୍ ଜୁଆର୍ ଜାନାଆ ।
16 Saluez-vous les uns les autres par un saint baiser. Toutes les Eglises du Christ vous saluent.
୧୬ତମର୍ ବିତ୍ରର୍ ଆଲାଦ୍ ଦେକାଇକରି ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଜୁଆର୍ବେଟ୍ ଉଆ । କିରିସ୍ଟର୍ ସବୁ ମଣ୍ଡଲି ତମ୍କେ ଜୁଆର୍ ଜାନାଇଲାନି ।
17 Mais je vous prie, mes frères, d’observer ceux qui sèment des dissensions et des scandales contre la doctrine que vous avez apprise, et détournez-vous d’eux.
୧୭ଏ ମର୍ ବାଇବଇନିମନ୍, ମୁଇ ତମ୍କେ ବାବୁଜିଆ କଲିନି, ତମେ ଜାଗ୍ରତ୍ ଅଇକରି ରୁଆ । ତମର୍ ବିସ୍ବାସ୍ ଆରି ଗଟେକ୍ ମନ୍ ଅଇରଇବାଟା ଜନ୍ ଲକ୍ମନ୍ ବେଗ୍ଲାଇବାକେ ଚେସ୍ଟା କଲାଇନି, ତାକର୍ଟାନେଅନି ଦୁରିକେ ରୁଆ । କାଇକେବଇଲେ, ତମେ ଜନ୍ ସିକିଆ ପାଇଆଚାସ୍, ତାର୍ ବିରଦ୍ କଲାଇନି ।
18 Car de tels hommes ne servent point le Christ Notre Seigneur, mais leur ventre; et par de douces paroles et des flatteries, ils séduisent les âmes simples.
୧୮ଜନ୍ ଲକ୍ମନ୍ ଏନ୍ତାରି କାମେ ବୁଡି ଆଚତ୍, ସେମନ୍ ଆମର୍ ମାପ୍ରୁ କିରିସ୍ଟର୍ ଆଦେସ୍ ମାନତ୍ ନାଇ । ସେମନ୍ କାଲି ନିଜର୍ ମନ୍ କର୍ବାଟା ପୁରାପୁରୁନ୍ କର୍ବାକେ ତେରେପେତେ ଅଇଲାଇନି । ସୁଆଦ୍ କାତା ଆରି ତିପୁଲ୍ କାତା କଇ ଦରମ୍ ଲକ୍ମନ୍କେ ବୁଲ୍କାଇଦେଲାଇନି ।
19 Votre obéissance est connue en tout lieu. Je me réjouis donc pour vous, mais je désire que vous soyez sages dans le bien et simples dans le mal.
୧୯ତମେ ପର୍ମେସରର୍ ଆଦେସ୍ ମାନ୍ଲାସ୍ନି ବଲି ତାର୍ ସୁବ୍କବର୍ ଗୁଲାଇବାଟର୍ ଲକ୍ ଜାନ୍ଲାଇ । ସେଟାର୍ ପାଇ ମୁଇ ବେସି ସାର୍ଦା । ମୁଇ ମନ୍ କଲିନି, ତମେ ସତ୍ ବିସଇତେଇ ଗିଆନି ଉଆ ଆରି କାରାପ୍ ବିସଇତେଇ ବୁଡି ରୁଆନାଇ ।
20 Que le Dieu de la paix broie Satan sous vos pieds au plus tôt. Que la grâce de Noire Seigneur Jésus-Christ soit avec vous.
୨୦ଆରି ସାନ୍ତିଦେଉ ପରମେସର୍ ତମର୍ ଲାଗି ସଇତାନ୍କେ ପୁରାପୁରୁନ୍ କୁରୁପ୍ନାସ୍ କର୍ସି । ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାଇଲାଟା ତମର୍ ସଙ୍ଗ୍ ସବୁବେଲେ ରଅ ।
21 Timothée, compagnon de mes travaux, vous salue; comme aussi Lucius, Jason, et Sosipatre, mes parents.
୨୧ମର୍ ସଙ୍ଗ୍ ମିସିକରି କାମ୍କର୍ବା ସଙ୍ଗାରି ତିମତି, ଆରି ଆମର୍ ଜିଉଦି ବାଇମନ୍ ଲୁକିଅ, ଜାସନ୍ ଆରି ସପିପାତ୍ର ତମ୍କେ ଜୁଆର୍ ଜାନାଇଲାଇନି ।
22 Moi, Tertius, qui ai écrit cette lettre, je vous salue dans le Seigneur.
୨୨ମୁଇ ତର୍ତିଅ, ମର୍ ସଙ୍ଗାରି ପାଉଲ୍, କଇଦେଲାକେ ଏ ଚିଟି ଲେକ୍ଲିଆଚି । ମାପ୍ରୁର୍ ନାଉଁ ଦାରି ମୁଇ ତମ୍କେ ଜୁଆର୍ ଜାନାଇଲିନି ।
23 Caïus, mon hôte, et toute l’Eglise, vous saluent. Eraste, trésorier de la ville, et Quartus, notre frère, vous saluent.
୨୩ଗାୟସ୍ ତମ୍କେ ଜୁଆର୍ ଜାନାଇଲାନି । ମୁଇ ତାର୍ ଗରେ ରଇଲିନି ଆରି ତାର୍ ଗରେ ରୁଣ୍ଡ୍ବା ଇତିର୍ ବିସ୍ବାସିମନ୍ ତମ୍କେ ଜୁଆର୍ ଜାନାଇଲାଇନି । ଏ ଗଡର୍ ଡାବୁ ଇସାବ୍କିତାବ୍ କରୁ ଏରାସ୍ଟ ଆରି ବାଇ କାର୍ତ ମିସା ତମ୍କେ ଜୁଆର୍ ଜାନାଇଲାନି ।
24 Que la grâce de Notre Seigneur Jésus-Christ soit avec vous tous. Amen.
୨୪ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାନି ତମର୍ ସବୁ ଲକର୍ ଲଗେ ରଅ ।
25 Et à celui qui est puissant pour vous affermir dans mon Evangile et la prédication de Jésus-Christ, selon la révélation d’un mystère qui, étant resté caché dans tous les siècles passés (aiōnios )
୨୫ଆସା, ପରମେସର୍କେ ଡାକ୍ପୁଟା କରୁ । ମୁଇ ଜାନାଇତେରଇବା ଜିସୁ କିରିସ୍ଟର୍ ବିସଇର୍ ସୁବ୍ କବର୍ ଆରି ଜୁଗ୍ ଜୁଗ୍ ଦାରି ଲୁଚି ରଇବା ଟିକିନିକିର୍ ସତ୍ ଇସାବେ ରଇବା ତମର୍ ବିସ୍ବାସ୍ ପରମେସର୍ ଡାଟ୍କରି ସଙ୍ଗଇବାକେ ପାରେ । (aiōnios )
26 (Qui maintenant a été découvert par les écritures des prophètes, suivant l’ordre du Dieu éternel, pour qu’on obéisse à la foi), est connu de toutes les nations, (aiōnios )
୨୬ସେ ଟିକିନିକିର୍ ସବୁ ସତ୍ ବବିସତ୍ବକ୍ତାମନର୍ ସାସ୍ତରେ ସେ ଜାନାଇଲା ଆଚେ । ଆରି ଏବେ ମାପ୍ରୁ ପରମେସରର୍ ସତ୍ ଜୁଗ୍ ଜୁଗ୍ ଅନି ସବୁ ଲକ୍ମନର୍ ବିତ୍ରେ ଜାନାଇଆଚେ । ଇତିଅନି ସବୁ ବିସ୍ବାସ୍ କରି ପରମେସରର୍ କାତାମାନି ଚାଲି ପାର୍ବାଇ । (aiōnios )
27 À Dieu, seul sage, honneur et gloire, à lui par Jésus-Christ dans les siècles des siècles. Amen. (aiōn )
୨୭ମାପ୍ରୁ ଜିସୁ କିରିସ୍ଟର୍ତେଇଅନି ସବୁ ଜାନ୍ବା ଗଟେକ୍ସେ ପରମେସର୍ କାଲେ କାଲେ ଜୁଗେ ଜୁଗେ ଡାକ୍ପୁଟା ପାଅ । ଆମେନ୍! (aiōn )