< Romains 4 >
1 Quel avantage dirons-nous donc qu’Abraham, notre père, a eu selon la chair?
୧ଆମର୍ ବାବା ଅବ୍ରାଆମର୍ ବିସଇନେଇ କାଇଟା ବଲି କଉଁ? ସେ ଆମର୍ ଜିଉଦି ବଁସର୍ ଆନିଦାଦି ରଇଲା । ସେ କେନ୍ତି ଦରମ୍ ବଲାଇ ଅଇଲା?
2 Car si Abraham a été justifié par les œuvres, il a de quoi se glorifier, mais non devant Dieu.
୨ଜଦି ଅବ୍ରାଆମ୍ ନିଜର୍ କରିରଇବା କାମେଅନି ସେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲାଇ ଅଇତା, ସେ ବଡ୍ପନ୍ କାତା କଇପାର୍ତା । ମାତର୍ ସେଟା ପରମେସରର୍ ମୁଆଟେ ଅଇ ନାପାରେ ।
3 En effet, que dit l’Ecriture? Abraham crut à Dieu, et ce lui fut imputé à justice.
୩ସାସ୍ତର୍ ଇସାବେ, “ଅବ୍ରାଆମ୍ ପରମେସରର୍ତେଇ ବିସ୍ବାସ୍ କଲା, ଆରି ଏ ବିସ୍ବାସର୍ ଲାଗି ପରମେସର୍ ତାକେ ଦରମ୍ଲକ୍ ଇସାବେ ନିଜର୍ କଲା ।”
4 Or à celui qui travaille, le salaire n’est point imputé comme une grâce, mais comme une dette.
୪ଜେ କାମ୍ କର୍ସି ସେ ବୁତି ପାଇସି ଆକା । କାର୍ଟାନେଅନି ଦାନ୍ ଇସାବେ ନ ପାଏ ।
5 Au contraire, à celui qui ne fait pas les œuvres, mais qui croit en celui qui justifie l’impie, sa foi est imputée à justice, selon le décret de la grâce de Dieu.
୫ମାତର୍ ଜେ ନିଜର୍ ଉପ୍ରେ ଆସା ନ କରି, ପରମେସରର୍ତେଇ ବିସ୍ବାସ୍ କର୍ସି, ତାର୍ ବିସ୍ବାସର୍ ଲାଗି, ଅପ୍ରାଦର୍ ଦସ୍ ନ ଦାରି ଚାଡିଦେବା ପରମେସର୍, ତାକେ ଦରମ୍ଲକ୍ ଇସାବେ ଡାକ୍ସି ।
6 C’est ainsi que David appelle heureux l’homme à qui Dieu impute la justice sans les œuvres:
୬ଜନ୍ ଲକର୍ ରିତିନିତି ନ ଦେକି ପରମେସର୍ ତାକେ ଦରମ୍ଲକ୍ ବଲି ଡାକ୍ସି, ସେନ୍ତାରି ଲକର୍ ବିସଇନେଇ ଦାଉଦ୍ କଇଆଚେ,
7 Bienheureux ceux dont les iniquités ont été remises, et dont les péchés ont été couverts.
୭ଜାର୍ ଦସ୍ ଦଇଅଇଲା ଆଚେ ସେ କେଡେ କରମର୍ ଲକ୍ । ଜେ ପାପ୍କେମା ପାଇଲାଆଚେ ସେ କେଡେ କରମର୍ ଲକ୍ ।
8 Bienheureux l’homme à qui le Seigneur n’a pas imputé de péché.
୮ମାପ୍ରୁ ଜାର୍ ପାପର୍ ଇସାବ୍ ନ କରେ, ସେ କେଡେ କରମର୍ ଲକ୍!
9 Or cette béatitude est-elle seulement pour les circoncis? N’est-elle pas aussi pour les incirconcis? Car nous venons de dire que la foi d’Abraham lui a été imputée à justice.
୯ଇତି ଦାଉଦ୍ ଜନ୍ ଲକ୍ମନ୍କେ କେଡେ କରମର୍ ଲକ୍ ବଲି କଇଲାଆଚେ, ସେମନର୍ ବିତ୍ରେ କାଇ ଅବ୍କା ସୁନତ୍ ଅଇଲା ଲକ୍ସେ ରଇଲାଇ କି? ନାଇ, ସୁନତ୍ ନ ଅଇଲା ଲକ୍ ମିସା କେଡେ କରମର୍ ଲକ୍ ଅଇପାରତ୍ । ଆମେ କଇଲୁନି ଅବ୍ରାଆମ୍ ବିସ୍ବାସ୍ କଲାକେସେ ଦରମ୍ ଲକ୍ ଇସାବେ ଏଜାଇଅଇଲା,
10 Quand donc lui a-t-elle été imputée? Est-ce après la circoncision, ou avant la circoncision? Ce n’est point après la circoncision, mais avant la circoncision.
୧୦ଏଟା କେଡେବେଲେ ଗଟିରଇଲା? ଅବ୍ରାଆମ୍ ସୁନତ୍ ଅଇଲା ପଚେ କି, ତାର୍ ଆଗ୍ତୁ? ଆଗ୍ତୁ, ପଚେ ନାଇ ।
11 Et il ne reçut la marque de la circoncision que comme sceau de la justice qu’il avait déjà acquise par la foi, étant encore incirconcis, et pour être le père de tous les croyants incirconcis, afin que la foi leur fût aussi imputée à justice,
୧୧ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି,
12 Et pour être père de la circoncision, non-seulement des circoncis, mais aussi de ceux qui suivent les traces de la foi qui était en notre père Abraham, encore incirconcis.
୧୨ଅବ୍ରାଅମ ସୁନତ୍ ଅଇବା ଆଗ୍ତୁ ବିସ୍ବାସର୍ ଜନ୍ ଚିନ୍ ଦେଇରଇଲା, ଜଦି ସୁନତ୍ ନଇଲା ଲକ୍ମନ୍ ନିଜର୍ ଜିବନେ ସେ ରକାମ୍ ବିସ୍ବାସ୍ ଦେକାଇ ପାର୍ବାଇ ବଇଲେ, ଅବ୍ରାଆମ୍ ସେମନର୍ ମିସା ବାବା ।
13 Car ce n’est pas en vertu de la loi qu’a été faite à Abraham ou à sa postérité la promesse d’avoir le monde pour héritage, mais c’est en vertu de la justice de la foi.
୧୩ଅବ୍ରାଆମ୍ ନିୟମ୍ ମାନ୍ଲାର୍ ପାଇ ନାଇ, ଅବ୍କା ବିସ୍ବାସ୍ କଲାର୍ପାଇ ସେ ଦରମ୍ ଲକ୍ ବଲି ଏଜାଇଅଇରଇଲା । ଆରି ସେଟାର୍ ପାଇ, ସେ ଆରି ତାର୍ କୁଟୁମର୍ ଲକ୍ମନ୍ ଜଗତର୍ ଅଦିକାରି ଅଇବାଇ ବଲି ପରମେସର୍ କାତା ଦେଇରଇଲା ।
14 Et si ceux qui ont reçu la loi sont héritiers, la foi devient vaine, et la promesse est abolie;
୧୪ଜନ୍ ଲକ୍ମନ୍ ନିୟମ୍ ମାନ୍ବାଇ, ଅବ୍କା ସେମନ୍ସେ ଜଦି ପରମେସରର୍ ଦାନ୍ ପାଇବାଇ, ତେବେ ଲକ୍ମନର୍ ବିସ୍ବାସ୍ ଚୁଚାଇ ଅଇସି । ପରମେସର୍ ଦେଇରଇବା କାତା ମିସା ଚୁଚାଇସେ ।
15 Attendu que la loi opère la colère; car où il n’y a point de loi, il n’y a point de prévarication.
୧୫ନିୟମ୍ ନ ମାନ୍ଲାର୍ପାଇ ଲକ୍ମନ୍ ପରମେସରର୍ ବଡ୍ ରିସାଇ ପଡ୍ବାଇ । ମାତର୍ ଜନ୍ତି ନିୟମ୍ ନାଇ, ତେଇ ନିୟମ୍ ନ ମାନ୍ବା କାତା ଉଟେ ନାଇ ।
16 Ainsi c’est à la foi qu’est attachée la promesse, afin qu’elle soit gratuite et assurée à toute la postérité d’Abraham, non seulement à celle qui a reçu la loi, mais encore à celle qui suit la foi d’Abraham, qui est le père de nous tous,
୧୬“ସେଟାର୍ପାଇ ପରମେସର୍ କାତା ଦେଇରଇବାଟା ବିସ୍ବାସର୍ ଲାଗି ରଇସି । ଜନ୍ ଲକ୍ମନ୍ ନିୟମ୍ ମାନ୍ବାଇ, ଅବ୍କା ସେମନର୍ ପାଇସେ ପରମେସର୍ କାତା ଦେଏ ନାଇ । ଅବ୍ରାଆମର୍ ପାରା ବିସ୍ବାସ୍ କର୍ତେ ରଇବା ସବୁର୍ ପାଇ ସେଟା ଲଡା । କାଇକେବଇଲେ ଅବ୍ରାମ୍ ସେମନର୍ ଆତ୍ମା ଇସାବେ ରଇବା ବାବା ।”
17 (Selon qu’il est écrit: Je t’ai établi père d’une multitude de nations), devant Dieu à qui il a cru, qui vivifie les morts, et appelle les choses qui ne sont pas, comme celles qui sont;
୧୭ଏ ବିସଇ ସାସ୍ତରେ ଲେକାଆଚେ “ତକେ ଆମେ ସବୁ ବଁସର୍ ବାବା କରିଆଚୁ ।” ପରମେସରର୍ ଇସାବେ ଏ କାତା ଦେଲାଟା ଟିକ୍ ରଇଲା, କାଇକେ ବଇଲେ ଜନ୍ ପରମେସର୍କେ ଅବ୍ରାଆମ୍ ବିସ୍ବାସ୍ କର୍ତେ ରଇଲା, ସେ ପର୍ମେସରର୍ ବାକିଅ ମଲା ଲକ୍ମନ୍କେ ଜିବନ୍ କର୍ସି ଆରି କାଇଟା ନଇଲାତେଇଅନି ସବୁ ବିସଇ ତିଆର୍ କର୍ସି ।
18 Qui, ayant espéré contre l’espérance même, a cru qu’il deviendrait le père d’un grand nombre de nations, selon ce qui lui fut dit: Ainsi sera ta postérité.
୧୮ଆସା କର୍ବାକେ କାଇଟା ନ ରଇଲେ ମିସା, ଅବ୍ରାଆମ୍ ବିସ୍ବାସ୍ କରି ଆସାଅଇ ରଇଲା । ସେଟାର୍ ପାଇ ସେ ସବୁ ବଁସର୍ ବାବା ଅଇଲା, କାଇକେ ବଇଲେ ସେ ସାସ୍ତରେଅନି କାତା ମିଲାଇରଇଲା, “ତାର୍ କୁଟୁମର୍ ଲକ୍ମନ୍ ଏଜି ନାପାର୍ବା ଆକାସର୍ ତାରାପାରା ଅଇବାଇ ।”
19 Et sa foi ne faiblit point, et il ne considéra ni son corps éteint, puisqu’il avait déjà environ cent ans, ni l’impuissance de Sara.
୧୯ତାକେ ସେଡ୍କିବେଲେ ସଏ ବରସ୍ ଅଇରଇଲା । ମାତର୍ ତାକର୍ ମଲାପାରା ଗାଗଡର୍ କାତା ବାବି, କି ସାରା ଜେକି ଆରି ପିଲା ପାଇ ନାପାରେ, ଏ କାତା ଜାନିକରି ମିସା, ତାକର୍ ବିସ୍ବାସ୍ ଉନା ଅଏନାଇ ।
20 Il n’hésita point, en défiance de la promesse de Dieu; mais il se fortifia par la foi, rendant gloire à Dieu,
୨୦ସେ ତାର୍ ବିସ୍ବାସେଅନି ବିନେ ବେଗ୍ଲେ ନାଇ, କି ପରମେସର୍ ଦେଇରଇବା କାତା ଅଇସି କି ନଏଁ ବଲି କଏନାଇ । ସେ ବିସ୍ବାସ୍ କରି ବପୁ ସଙ୍ଗ୍ ପୁରାପୁରୁନ୍ ଅଇଲା ଆରି ସେ ପରମେସର୍କେ ଡାକ୍ପୁଟା କଲା ।
21 Pleinement assuré que tout ce qu’il a promis, il est puissant pour le faire.
୨୧“ପରମେସର୍ ଜନ୍ କାତା ଦେଇରଇଲା, ସେଟା ସେ କର୍ସି ଆକା ବଲି ଡାଟ୍ସଙ୍ଗ୍ ବିସ୍ବାସ୍ କଲା ।”
22 Voilà pourquoi ce lui fut même imputé à justice.
୨୨ସେ ବିସ୍ବାସର୍ ଲାଗି ଅବ୍ରାଆମ୍ ପରମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲି ଏଜାଇଅଇଲା ।
23 Or, ce n’est pas pour lui seul qu’il est écrit que ce lui fut imputé à justice;
୨୩ଦରମ୍ ଲକ୍ ଇସାବେ ଏଜାଇଅଇବାଟା ସାସ୍ତରର୍ କାତା, ଉଜେ ଅବ୍ରାମ୍କେସେ ଅଇସି, ସେନ୍ତାରି ନାଇ ।
24 Mais pour nous aussi, à qui il sera imputé de même, si nous croyons en celui qui a ressuscité d’entre les morts Jésus-Christ Notre Seigneur,
୨୪ସେଟା ଆମର୍ପାଇ ମିସା ଲେକାଅଇଆଚେ । ଆମେ ମିସା ପରମେସର୍କେ ବିସ୍ବାସ୍ କଲେ ଦରମ୍ ଲକ୍ ବଲି ଏଜାଇଅଇବୁ । ସେ ମାପ୍ରୁ ଜିସୁକେ ମଲାତେଇଅନି ଆରି ତରେକ୍ ଜିବନ୍ କରି ଉଟାଇଲା ଆଚେ ବଲି ବିସ୍ବାସ୍ କଲୁନି ।
25 Qui a été livré pour nos péchés, et qui est ressuscité pour notre justification.
୨୫ମାପ୍ରୁ ଜିସୁ ଆମର୍ ପାପର୍ ଲାଗି ମରିରଇଲା ଆରି ପରମେସରର୍ତେଇ ଆମ୍କେ ଦରମ୍ ଲକ୍ କରାଇବାକେ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ।