< Yanisa Mishiracho 11 >
1 Bittaniiya gizasoon Marammane diza manddaran Allazzare geetettizadey saketides.
୧ବେତ୍ନିଆ ଗଡେ ଲାଜାର୍ ନାଉଁର୍ ଗଟେକ୍ ଲକ୍କେ ଜର୍ ଅଇରଇଲା । ମରିୟମ୍ ଆରି ତାର୍ ବଇନି ମାର୍ତା ସେ ଗାଏଁ ରଇଲାଇ ।
2 Izi ishsha Allazzarey saketda Maramma kase Yesussa to bolla shiito gusada Yesussa to ba huee iththken quccdaroko.
୨ଏ ମରିୟମ୍ ଅଇଲାନି, ଜନ୍ ମାଇଜି କି ବେସି ଦାମ୍ଦେବା ବାସ୍ନା ଚିକନ୍ ଜିସୁର୍ ପାଦେ ରକଇକରି ତାର୍ ଚେଣ୍ଡିସଙ୍ଗ୍ ପୁଚିଦେଇରଇଲା । ତାର୍ ବାଇ ଲାଜାର୍କେ ଆକା ଜର୍ ଅଇରଇଲା ।
3 Hayt michchet “Godo ne dosizaysi saketdes” gidi asse yesussako kittida.
୩ସେଟାର୍ପାଇ ତାର୍ ବଇନିମନ୍ ଜିସୁର୍ ଲଗେ କବର୍ ପାଟାଇଲାଇ, “ମାପ୍ରୁ ତମେ ଜାକେ ଆଲାଦ୍ କଲାସ୍ନି, ସେ ବେସି ଜର୍ ଅଇଲାଆଚେ ।”
4 Yesussay hessa siyd ha sakoy xoossa nay izan bonchetana malane Xoossi bonchetanasafe attin iza hayqqos gaththizaz dena” gides.
୪ମାତର୍ ଜିସୁ ଏ କାତା ସୁନିକରି କଇଲା, “ଏ ଜର୍ ମର୍ବାପାଇ ଅଏ ନାଇ, ମାତର୍ ପର୍ମେସରର୍ ମଇମାର୍ ପାଇ । ସେଟାର୍ ଲାଗି, ତାର୍ ପଅ, ମୁଇ ମିସା ମଇମା ପାଇବି ।”
5 Yesussay martta izi michchyo marammone Allazare siqqees.
୫ଜିସୁ, ମାର୍ତା, ତାର୍ ବଇନି ଆରି ଲାଜାର୍କେ ବେସି ଆଲାଦ୍ କର୍ତେରଇଲା ।
6 Gido attin Allazarey saketdaysa siyy woththdii hen ba dizason namm7u gaalas gammides.
୬ସେଟାର୍ପାଇ ଲାଜାର୍ ନିକ ନ ରଇବା କବର୍ ପାଇ ଜିସୁ ଜନ୍ ଜାଗାଇ ରଇଲା, ସେ ଜାଗାଇ ଆରି ଦୁଇଦିନ୍ ରଇଲା ।
7 Hessafe guye bena kaallizayta “anee Yuhuda bitta simm boosu” gides.
୭ତାର୍ ପଚେ ସେ ସିସ୍ମନ୍କେ କଇଲା, “ଆସା, ଆମେ ଆରିତରେକ୍ ଜିଉଦା ଦେସେ ବାଉଡି ଜୁ ।”
8 Isttika “asttammare! guththa wodepe kasse asay nena shuchchara caadana koyshshina, ne qasse hai hee simma banee? gida.
୮ସିସ୍ମନ୍ ତାକେ କଇଲାଇ, “ଏ ଗୁରୁ, ତମ୍କେତା କେତେ ଦିନ୍ ଆଗେ, ଲକ୍ମନ୍ ପାକ୍ନା ସଙ୍ଗ୍ ମାର୍ବାକେ ଚେସ୍ଟା କର୍ତେରଇଲାଇ, ତମେ ଆରିତରେକ୍ ତେଇ ଜିବାକେ ମନ୍ କଲାସ୍ନି କି?”
9 Yesussay isttas “issi gaalasan tammane namm7u sateey dees gidenee? Gaalasara hammutiza urray ha allameza poo7on simmeretontta gish dhubetena.
୯ଜିସୁ କଇଲା “ଗଟେକ୍ ଦିନେ କାଇ ବାର ଗଁଟା ଉଜଲ୍ ନ ରଏ କି? ଜନ୍ ଲକ୍ମନ୍ ଦିନ୍ବେଲାର୍ ଉଜ୍ଲେ ରଇବାଇ, ସେମନ୍ ଜଟିଆଇ ନ ଅଅତ୍, କାଇକେବଇଲେ ସେମନ୍କେ ଏ ଜଗତର୍ ଉଜଲ୍ ଡିସ୍ସି ।
10 dhubeetzadey gidikoo qamara hammutizadee, gasooyka poo7oy bayndda gishasa.” gides.
୧୦ମାତର୍ ରାତିଆ ଇଣ୍ଡ୍ଲେ ଜଟିଆଇ ଅଇବାଇ । କାଇକେବଇଲେ ସେମନର୍ଟାନେ ଉଜଲ୍ ନ ରଏ ।”
11 Hessa isttas yootdape guye “nu lagge Allazarey ziniides, taka iza dhiskkofee denththana bayss” gides.
୧୧ଜିସୁ ଏ ସବୁ କାତା କଇଲା ପଚେ, ସିସ୍ମନ୍କେ କଇଲା, “ଆମର୍ ସବୁଲକର୍ ମଇତର୍ ଲାଜାର୍ ଏବେ ସଇଆଚେ, ତାକେ ମୁଇ ଉଟାଇବାର୍ ଗାଲିନି ।”
12 Iza kaallizati iza “godoo! izi dhiskkda gidiko denddana” gida.
୧୨ତେଇ ସିସ୍ମନ୍ ଜିସୁକେ କଇଲାଇ, “ମାପ୍ରୁ, ଜଦି ସେ ସଇଲାଆଚେ ବଇଲେ ନିକ ଅଇସି ।”
13 Yesussay isttas hessa yootday iza hayqqo gishasa shin ia kallizaytas qasse dhiskko gish yootida milatides
୧୩ଜିସୁ ଲାଜାରର୍ ମରନ୍ ବିସଇ ନେଇକରି କଇରଇଲା, ମାତର୍ ସିସ୍ମନ୍ ଲାଜାର୍କେ ଗୁନର୍ଲାଗି ସଇଲା ବିସଇ କଇଲାନି ବଲି ବାବ୍ଲାଇ ।
14 hasa gish qoonccera isttas “Allazarey hayqqdes
୧୪ସେଟାର୍ପାଇ ଜିସୁ ସେମନ୍କେ ନିକ ସଙ୍ଗ୍ ବୁଜ୍ଲା ପାରା କଇଲା, “ଲାଜାର୍ ମରିଗାଲାଆଚେ ।
15 Inte ammanana mala ta hen dontta aggdays inte gish tana uhaaththaayses, hai gidiko ane gede izako boos” gides.
୧୫ଆରି ମୁଇ ତେଇ ନ ରଇଲି, ସେଟାର୍ପାଇ ତମର୍ ସଙ୍ଗ୍ ସାର୍ଦା କଲିନି, ଜେନ୍ତାରିକି ତମେ ବିସ୍ବାସ୍ କର୍ସା । ମାତର୍ ଆସା, ଏବେ ଆମେ ତାକେ ଜାଇ ଦେକୁ ।”
16 Qasse Diidmoosa geeetza Toomasay hankoo yesussa kallizayta “ane nuka bidi izara isife hayqqos” gides.
୧୬ତେଇ ତମା ନାଉଁର୍ ଜାକେ କି ବିଦୁମ୍ ବଲି କଇବାଇ, ସେ ତାର୍ ସଙ୍ଗର୍ ସିସ୍ମନ୍କେ କଇଲା, “ଜୁ ଆମେ ମିସା ଗୁରୁର୍ ସଙ୍ଗ୍ ଜାଇ ତାର୍ସଙ୍ଗ୍ ମରୁ ।”
17 Yesussay bi gakishshn Allazarey haqqi moogetin oydu galas gidides
୧୭ଜିସୁ ବେତ୍ନିଆଇ କେଟିକରି ସୁନ୍ଲା ଜେ ଲାଜାର୍କେ ସମାଦି ଦେଇ ଚାର୍ଦିନ୍ ଅଇରଇଲା ।
18 Biitanyaay Yerussalamepe baga satee oge hakes.
୧୮ଜିରୁସାଲାମ୍ ଅନି ବେତ୍ନିଆ ତିନ୍ କିଲମିଟର୍ ତେଇଅନି ଉନାର୍ ବାଟ୍ ।
19 Istta ishsha hayqqo gish Marammone martta minththethanas daroo ayhuda asay isttako shiqides.
୧୯ଆରି ଜିଉଦିମନର୍ ତେଇଅନି କେତେକ୍ କେତେକ୍ ଲକ୍ମନ୍ ମାର୍ତା ଆରି ମରିୟମ୍ ଲଗେ ତାର୍ ମରିଜାଇରଇବା ବାଇର୍ ବିସଇ ସାଁତାଇବାକେ ଆସିରଇଲାଇ ।
20 Yesussay yidaysa Marttay siyada iza mooka ekana badusu, Maramma gidiko soon uttadus.
୨୦ଜିସୁ ଆଇଲାନି ବଲି ସୁନ୍ଲା ଦାପ୍ରେ ମାର୍ତା ତାକେ ବେଟ୍ଅଇବାର୍ ଗାଲା । ମାତର୍ ମରିୟମ୍ ଗରେସେ ବସିରଇଲା ।
21 Marttay Yesussa hizzgadusu “godoo! ne han dizakoo ta ishshay hayqqenako shin.
୨୧ମାର୍ତା ଜିସୁକେ କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ ବଇଲେ, ମର୍ ବାଇ ନ ମର୍ତା ।
22 Haika gidiko ne woosida wursi xoossi nes immanayssa ta errays.”
୨୨ମାତର୍, ମୁଇ ଜାନି ଆଚି । ଏବେ ମିସା ତମେ ପର୍ମେସର୍କେ ଜାଇଟା ମାଙ୍ଗ୍ଲେ, ସେଟା ଦେଇସି ।”
23 Yesussayka izis “ne ishshay denddana” gides.
୨୩ଜିସୁ ତାକେ କଇଲା, “ତର୍ ବାଇ ଆରି ଜିବନ୍ ଅଇ ଉଟ୍ସି ।”
24 Marttay qasse “wurisethan denththa wode izi denddanaysa ta errays” gadus.
୨୪ମାର୍ତା ଜିସୁକେ କଇଲା, “ସେ ସାରାସାରି ଦିନେ ଆରିତରେକ୍ ଉଟ୍ବା ବେଲାଇ ଉଟ୍ସି, ଏଟା ମୁଇ ଜାନି ।”
25 Yesussayka izis hizzgidess “dethine deyooy tanakoo, tana ammanizadey hayqqikoka paxa dana.
୨୫ଜିସୁ ତାକେ କଇଲା, “ମୁଇ ଜିବନ୍ ଆରି ମରିକରି ଆରିତରେକ୍ ଉଟ୍ବା ଲକ୍ । ଜେ ମକେ ବିସ୍ବାସ୍ କର୍ସି, ସେ ମଲେ ମିସା, ବଁଚ୍ସି ।
26 Tanan dizadeyne tana ammanizadey muleka hayqqena, hessa ne ammanay?” (aiōn )
୨୬ଆରି ଜେ ଜଦି ବଁଚି ରଇକରି ବିସ୍ବାସ୍ କର୍ସି, ସେ କେବେ ମିସା ନ ମରେ । ଏ କାତା ବିସ୍ବାସ୍ କଲାସ୍ନି କି?” (aiōn )
27 Izaka zaarada “ee goodo neni duge ha allameza Kitteti Xoossa na gididaysa ta ammanays” gadus.
୨୭ମାର୍ତା ଜିସୁକେ କଇଲା, “ଉଁ ମାପ୍ରୁ, ମୁଇ ବିସ୍ବାସ୍ କଲିନି । ତମେ ସେ ପର୍ମେସରର୍ ପ । ଜନ୍ ମସିଅ ଏ ଜଗତେ ଆଇବାର୍ ରଇଲା, ତମେ ସେ ଆକା ।”
28 hessa gadane simmada ba michchiyo Marammo dumma xeeyga kessada “Asttammarey nena koyes” gadus.
୨୮ଏ ସବୁ କାତା କଇସାର୍ଲାପଚେ ମାର୍ତା ଜାଇକରି ନିଜର୍ ବଇନିକେ କେ ନ ସୁନ୍ଲାପାରା ଡାକି କଇଲା, “ଆଉ ଗୁରୁ ଆସିଆଚେ ଆରି ତକେ ଡାକ୍ଲାନି ।”
29 Marammaka hessa siyda mala elela denddada izaka badus.
୨୯ମରିୟମ୍ ଏ କାତା ସୁନିକରି ଦାନ୍ଦା ପାନ୍ଦା ଅଇ ଜିସୁକେ ବେଟ୍ ଅଇବାର୍ ଗାଲା ।
30 Hessa gakanas Yesussay Marttara gaggdason dees attin gede manddara garss gelbeyana
୩୦ଜିସୁ ସେଡ୍କିବେଲା ଗାଉଁ ବିତ୍ରେ ଆସି ନ ରଇଲା, ମାତର୍ ମାର୍ତା ତାକେ ଜନ୍ ଜାଗାଇ ବେଟ୍ ଅଇରଇଲା, ତେଇସେ ରଇଲା ।
31 Marammo minththeethishe izira soon diza Ayudatika maramma puthurkku ga eqqada kezdaysa beydii iza allazare duhaaththao achchan yekkana bizza milatin izo kaallida.
୩୧ମରିୟମ୍ ଉଟିକରି ଦାନ୍ଦା ପାନ୍ଦା ଅଇ ବାଇରେ ସାଁତାଇବାକେ ଆସିରଇଲା ଲକ୍ମନ୍ ଦେକ୍ଲାଇ, ସେମନ୍ ମିସା ତାର୍ ପଚେ ପଚେ ଗାଲାଇ । ସେମନ୍ ବାବ୍ଲାଇ, ସେ କବର୍ ଲଗେ କାନ୍ଦ୍ବାର୍ ଗାଲାନି ।
32 Maramma Yesussay dizaso gakka iza demmida mala iza too bolla guhaaththaanada “godo ne han dizakoo ta ishshay hayqqenakoo shin” gadus.
୩୨ତେଇ ଜିସୁ ଜନ୍ ଜାଗାଇରଇଲା, ମରିୟମ୍ ସେ ଜାଗାଇ କେଟ୍ଲା ଆରି ଜିସୁକେ ଦେକିକରି ତାର୍ ପାଦେ ଡାଣ୍ଡାସନ୍ ପଡି କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ଆଲେ ମର୍ ବାଇ ନ ମର୍ତା ।”
33 Izane izo kaali yida Ayhudati yekizaysa Yesussay beydi daroo michcheetdii
୩୩ମରିୟମ୍ ତାକେ ଆରି ତାର୍ ସଙ୍ଗ୍ ରଇବା ଲକ୍ମନ୍ କାନ୍ଦ୍ତେରଇବାଟା ଦେକି ଜିସୁ ଆତ୍ମାଇ ବେସି ମନ୍ଦୁକ୍ ଅଇଗାଲା ।
34 “Iza awan moggidet?” gidii oychchdes, isttka “godo hayada beeya” gida.
୩୪ସେ ପାଚାର୍ଲା, “ତାକେ କନ୍ତି କବର୍ ଦେଇଆଚାସ୍?” ସେମନ୍ ତାକେ କଇଲାଇ, “ମାପ୍ରୁ ଆସିଦେକା ।”
35 Yesussayka ayhaaththaunxxdes.
୩୫ଜିସୁ କାନ୍ଦ୍ଲା ।
36 Ayhudatika “izi iza ay mala sqqzakoo beeyti” gida.
୩୬ତେଇ ଜିଉଦି ଲକ୍ମନ୍ କଇଲାଇ, “ଦେକା, ସେ ଲାଜାର୍କେ କେନ୍ତି ଆଲାଦ୍ କର୍ତେରଇଲା ।”
37 Istta garssafe issi issi asati haysi qooqe addeza ayfe pogdaysii hayssadey hayqqontta mala oththanas danddaene shin?” gida.
୩୭ମାତର୍ ସେମନର୍ ବିତ୍ରେଅନି କେତେକ୍ ଲକ୍ କଇଲାଇ, “ଏ ଲକ୍ ଜନ୍ କାଣାକେ ଆଁକି ଡିସାଇରଇଲା, ସେ ମନ୍କଲେ କାଇ ଏ ଲାଜାରର୍ ମରନ୍ ମିସା ତେବାଇ ନାପାର୍ତା କି?”
38 Yesussay iza wozanay michchetin gede duhaaththaoko bides, duhaaththaozika shuchchara tuccettda gonggollo.
୩୮ତେଇ ଆରିତରେକ୍ ଜିସୁ ମନ୍ ବିତ୍ରେ କିଲ୍ବିଲ୍ ଅଇ ସମାଦି ଲଗେ ଗାଲା । ସମାଦିଟାନେ ଗଟେକ୍ ପାଆର୍ ଆରି ପାଆର୍ ମୁଆଟେ ଗଟେକ୍ ବଡ୍ ପାକ୍ନା ଡାବିଅଇରଇଲା ।
39 Izika istta “shuchcha denththte” gides, hayqqdaysa michchya Marttay “godo izi hayqqin hach oydu gaalas gidida gish xinqqanako” gadus.
୩୯ଜିସୁ ତିଆର୍ଲା, “ଏ ପାକ୍ନା ଗୁଚାଇଦିଆସ୍ ।” ମରିଜାଉ ଲାଜାରର୍ ବଇନି ମାର୍ତା କଇଲା, “ମାପ୍ରୁ ସେଟା କୁଇକରି ଗନ୍ଦି ଗାଲାବେ, କାଇକେବଇଲେ, ତାକେ କବର୍ଦେଇ ଚାର୍ଦିନ୍ ଅଇଗାଲା ।”
40 Yesussayka “ne ammaniza gidiko Xoossa boncho beyanddasa gada nes ta yootabeykna?” gides.
୪୦ଜିସୁ ମାର୍ତାକେ କଇଲା, “ତୁଇ ଜଦି ବିସ୍ବାସ୍ କର୍ସୁ ବଇଲେ ପର୍ମେସରର୍ ମଇମା ଦେକ୍ସୁ ବଲି ମୁଇ ତକେ କଇ ନ ରଇଲି କି?”
41 Hessa gish shuchcha denththida, Yesussayka pudee xeellidi hizzgdees. “ta aawawu ne ta giza siydda gish ta nena galatays.
୪୧ତେଇ ସେମନ୍ ପାକ୍ନା ଗୁଚାଇଲାଇ । ଜିସୁ ସରଗ୍ବାଟେ ମୁ କରି କଇଲା, “ବାବା ତମେ ମର୍ ପାର୍ତନା ସୁନ୍ଲାସ୍ ବଲି ମୁଇ ତମ୍କେ ଦନିଅବାଦ୍ ଦେଲିନି ।
42 Ne wuriso gaalas ta giza siyzaysa ta errays, gido attin ta hessa giday hayssan eqqda asati ne tana kittidaysa ammanana malasa.
୪୨ତମେ ଜେଡେବେଲେ ମିସା ମର୍ ପାର୍ତନା ସୁନ୍ସା, ଏଟା ମୁଇ ଜାନି, ମାତର୍ ଜନ୍ ଲକ୍ମନ୍ ଏ ଚାରିବେଡ୍ତି ଟିଆଅଇ ଆଚତ୍, ସେମନ୍ ଜେନ୍ତିକି ତମେଆକା ମକେ ପାଟାଇଆଚାସ୍ ବଲି ବିସ୍ବାସ୍ କର୍ବାଇ, ଏଟାର୍ ପାଇ ମୁଇ ଏନ୍ତିବଲି କଇଲି ।”
43 Yesussay hessa gidape kaallethidii qaala dhoqqu histtdii “Allazare! ha kezza” gidii xeeygdes.
୪୩ଏନ୍ତି କଇ ସାରାଇ ଜିସୁ ଆକ୍ମାରି ଡାକ୍ଲା, “ଲାଜାର୍ ତୁଇ ବାରଇ ଆଉ ।”
44 Hayqqda Allazareyka kumeththa asatethay moogo mayoon xaxetda mala duhaaththaope kezides, Yesussayka birsh yedite boo gides.
୪୪ଡାକ୍ଲା ଦାପ୍ରେ ମଲା ଲାଜାର୍ ବାରଇ ଆଇଲା । ତାର୍ ଆତେ ଗଡେ ମଡା ଲୁଗା ବାନ୍ଦାଅଇରଇଲା । ମୁଏ ମିସା ଗର୍ଣ୍ଡା ଗୁଡିଆଇ ଅଇରଇଲା । ଜିସୁ ସେମନ୍କେ କଇଲା “ତାକେ ବାନ୍ଦ୍ଲାଟା କୁସ୍ଲାଇ କରି, ଜିବାକେ ଦିଆସ୍ ।”
45 Hessa gish Marammo minththethana yida ayhudatape daroo asay yesussay ooththdaysa beeyd izan ammanides.
୪୫ଜିଉଦି ଲକ୍ମନର୍ ବିତ୍ରେଅନି, ବେସି ଲକ୍ ମରିୟମର୍ ଲଗେ ଆସିରଇଲାଇ, ଆରି ଜିସୁର୍ ଏ କାମ୍ ଦେକି, ତାକେ ବିସ୍ବାସ୍ କଲାଇ ।
46 Isttafe baaggat bidi Yesussay ooththdaysa parssawistas yootda.
୪୬ଆରି ସେମନର୍ ବିତ୍ରେଅନି କେତେଲକ୍ ପାରୁସିମନର୍ ଲଗେ ଜାଇକରି ଜିସୁ କରି ରଇବା କାମ୍ ଲକ୍ମନ୍କେ ଜାନାଇଲାଇ ।
47 Hessa qeessista halaqqatnee Parssaweti Ayhudata duulata shiqqana mala xeeygd, hizzgda “ha addezii daroo dumma malatata oththdade gidida gish nu ay oththko loo7o?”
୪୭ପଚେ ମୁକିଅ ପୁଜାରିମନ୍ ଆରି ପାରୁସିମନ୍ ଗଟେକ୍ ବଡ୍ ପଁଚାଦି ଡାକାଇ କଇଲାଇ, “ଆମେ କାଇଟା କରୁ? ଦେକା ଏ ଲକ୍ ତା କେତେକ୍ କେତେକ୍ କାବାଅଇଜିବା କାମ୍ମନ୍ କଲାନି ।
48 Nu coou gikko asi wuri iza ammananane oroome asayka yidi nu biittane nu asa nupe ekkana.”
୪୮ଆମେ ଜଦି ଆକେ ଏନ୍ତାରି ଚାଡିଦେଉଁ ବଇଲେ ସବୁଲକ୍ ତାର୍ଟାନେ ବିସ୍ବାସ୍ କର୍ବାଇ ଆରି ରମିୟ ଅଦିକାରି ଆସିକରି ଆମର୍ ଏ ମନ୍ଦିର୍ ଆରି ଆମର୍ ବିସ୍ବାସ୍ କର୍ବା ଦରମ୍ ସବୁ କୁରୁପ୍ନାସ୍ କରିପାକାଇସି ।”
49 Istta garssafe isaddey he laythth qeessistas wana halaqqa qayapaay hizzgdees, “inte aykooka errekkista.
୪୯ମାତର୍ ସେମନର୍ ବିତ୍ରେଅନି ଗଟେକ୍ କୟାପା ନାଉଁର୍, ସେ ବରସର୍ ପାଇ ବାଚିରଇବା ବଡ୍ ପୁଜାରି, କଇଲା “ତମେ କେତେ ବକୁଆ ଲକ୍ମନ୍!
50 Deerey wuri dhayanape dere gish issi urray hayqqkoo loo7o gidanayssa yushsh qoopeeketii.”
୫୦ତମେ କାଇ ବୁଜି ନାପାର୍ଲାସ୍ନି? ଗୁଲାଇ ଜାତି ନାସ୍ ଅଇବା ବାଦୁଲେ ଗଟେକ୍ ଲକ୍ ମର୍ବାଟା ନିକ ।”
51 Izi hessa beepe gidoontta he layth izi qeessistas halaqqa gidida gish Yesussay Ayhuda dere gish sinththafe hayqqanaysa gish yootdes.
୫୧କୟାପା ସତଇସେ ତାର୍ ନିଜର୍ଟାନେ ଅନି ଏନ୍ତି କଇ ନ ରଇଲା, ମାତର୍ ସେ ବରସର୍ ବଡ୍ ପୁଜାରି ଅଇରଇଲାର୍ ଲାଗି ପଚର୍ ଗଟ୍ନା ସବୁ ବବିସତ୍କାତା ତାର୍ ମୁଏଁ ଅନି ବାରଇରଇଲା । ସେ ଜାନିଦେଇ ରଇଲା ଜେ,
52 Izi hayqqanay He dere asas xalala gidoontta kase laleetda Xoossa naytaka isibolla shishshanasko.
୫୨ଚିନ୍ ଚତର୍ ଅଇଜାଇରଇବା ପର୍ମେସରର୍ ଲକ୍ମନ୍କେ ଟୁଲିଆଇ, ଗଟେକ୍ କୁଟୁମ୍ କରାଇବାକେ ଜିସୁ ମର୍ବାକେ ଗାଲାନି ।
53 He gaalasafe ha simmin iza wodhanas maqqetda.
୫୩ତେବର୍ପାଇ ସେ ଦିନେଅନି ଜିଉଦିନେତାମନ୍ ଜିସୁକେ ମରାଇବାକେ ପାଁଚ୍ନା କଲାଇ ।
54 Hessa gish Yesussay he gaalasafe ha simmin Ayhudata garssan qoonccera simmeretibeyna, gidoo attin dugge bazoo bitta matan dizza ehaaththareeme geetetza katamay diza poqqethaso bidi bena kaallizaytara hen tkkides.
୫୪ତେବେ ଜିସୁ ଜିଉଦି ଲକ୍ମନର୍ ବିତ୍ରେ ସବୁଲକ୍ ଜାନ୍ଲା ପାରା ବୁଲାଚାଲା ନ କର୍ତେ ରଇଲା । ସେ ଜାଗାଇଅନି ବାରଇଜାଇକରି, ମରୁବାଲି ବୁଏଁ ରଇବା କିନରା ଜାଗାଇ ରଇଲା ଏପ୍ରଇମ୍ ନାଉଁର୍ ଗଟେକ୍ ଗଡେ ଜାଇ ସିସ୍ମନର୍ ସଙ୍ଗ୍ ତେଇ ରଇଲା ।
55 Ayhudati paziga ba77eley matda mala ba77eley gakkanape kase gesho woga ooththanas daroo asay dumma dumma derepe Yerusalame yidees.
୫୫ଜିଉଦିମନର୍ ନିସ୍ତାର୍ ପରବ୍ କେଟିଆଇଲା । ସେ ପରବ୍ ଅଇବା ଆଗ୍ତୁ ନିଜେ ନିଜେ ସୁକଲ୍ ଅଇବାକେ ଗୁଲାଇ ରାଇଜର୍ ଲକ୍ମନ୍ ନିସ୍ତାର୍ ପରବ୍ ଆଗ୍ତୁ ଜିରୁସାଲାମ୍ ଜିବାକେ ବାଟ୍ଦାର୍ଲାଇ ।
56 Asay yesussa koyshshe xoossa keeththan eqqdi ba garssan isay isaa “intes ay milatzee? ba77elezas yeenesha?” gides.
୫୬ସେମନ୍ ଜିସୁକେ କଜ୍ଲାଇ ଆରି ମନ୍ଦିର୍ ଟିଆଅଇଲାବେଲେ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ସେ ପରବ୍ଟାନେ ନ ଆସେବଲି କାଇ ତମେ ବାବ୍ଲାସ୍ନି କି?”
57 Qeessista halaqatine parssawet qasse Yesussa oykanass izi awan dizakoone errizadey isttas mlatana mala kase azazii woththiida.
୫୭ମୁକିଅ ପୁଜାରି ଆରି ପାରୁସି ଲକ୍ମନ୍ ଜିସୁକେ ଦାର୍ବାକେ ସେ କନ୍ତି ଆଚେ ଜାନିରଇବାଇ ବଲି, ସେଟା ଆଦେସ୍ ଦେଇରଇଲାଇ ।