< Luqaassa 5 >
1 Yesussay Gensereexxe abba lanqqen eqqidi Xoossa qaala tamaarisishin siiyiza asay iza kuni7isides.
୧ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ ।
2 He wode nam77u wogoloti abba achchan dishin Yesussay be7ides. mole oykizayti wogolotappe wodhdhidi mole gitista meeceetes.
୨ସେଡ୍କିବେଲେ ସେ ଗାଡ୍କଣ୍ଡି ଦୁଇଟା ଡଙ୍ଗା ରଇଲାଟା ଦେକ୍ଲା, କେଉଟ୍ମନ୍ ଡଙ୍ଗାଇଅନି ଉତ୍ରି ଜାଲ୍ ଦଇତେରଇଲାଇ ।
3 Yesussay wogolotappe Simoona wogolon gelidi biittafe gede abba gido shishanna mala oychidinne wogolo giddon uttidi asa tamaarsides.
୩ସେ ଡଙ୍ଗାମନର୍ ବିତ୍ରେଅନି ଜନ୍ଟା କେଉଟ୍ ସିମନର୍ଟା ରଇଲା, ଜିସୁ ତେଇ ଚଗିକରି “କଣ୍ଡିତେଇଅନି କଣ୍ଡେକ୍ ଦୁର୍ ପାନିତେଇ ଚାଲାଇନେ ।” ବଲି ସିମନ୍କେ କଇଲା, ଆରି ଡଙ୍ଗାଇ ବସିକରି ସିକିଆ ଦେବାର୍ ଦାର୍ଲା ।
4 Tamaarsidi wursidape guye Simoona abbay ciimmatizaso shiiqqa mole oykanas inte giteza abba gido yegite gides.
୪ଜିସୁ କାତା ସାରାଇକରି ସିମନ୍କେ କଇଲା, “ଡେଙ୍ଗ୍ ପାନିଟାନେ ଜାଇକରି ମାଚ୍ ଦାର୍ବାକେ ତମର୍ ଜାଲ୍ ପାକାଆ ।”
5 Simoonay Yesussas zaaridi Godo qamma kumeth daaburi aqqiddi issinokka oykibeyko, gidoattin ne qaalan giteza yegana gides.
୫ତେଇ ସିମନ୍ କଇଲା, “ଏ ଗୁରୁ ଆମେ ସବୁଲକ୍ ଗୁଲାଇରାତି କସ୍ଟ କରି ଗଟେକ୍ ମିସା ଦାରୁନାଇ, ମାତର୍ ତମର୍ କାତା ଦାରି ମୁଇ ଜାଲ୍ ପାକାଇବି ।”
6 Yegida wode daro mole oykida. Giteyka daakettides.
୬ଆରି ଜାଲ୍ ପାକାଇଲାଇକେ, ଏଦେ ଦେକା! ଏନ୍ତି ମାଚ୍ ଲାଗ୍ଲାଇଜେ ତାକର୍ ଜାଲ୍ ଚିରିଅଇବାର୍ ଦାର୍ଲା ।
7 Hara wogolon dizayti yiidi ista maaddana mala kushera wuti xeygida. Istika yiidi nam77u wogolota mole kunthida. Wogolotika duge miteteth oykida.
୭ଡଙ୍ଗାଇ ମାଚ୍ ବର୍ତି କଲାଇଜେ ସେ ଦୁଇଟା ଡଙ୍ଗା ବୁଡ୍ଲା ପାରା ଅଇଗାଲା ।
8 Simoona geettetiza Phexiroossay hessa beyidi Yesussa gulbate bolla kundidi Godo ta nagarancha gidida gish ta achchafe kichcha gides.
୮ଏଟା ଦେକି ସିମନ୍ ପିତର୍ ଜିସୁର୍ ପାଦେ ମାଣ୍ଡିକୁଟା ଦେଇ ଜୁଆର୍ କରି କଇଲା, “ମର୍ଟାନେଅନି ଜାଆ ମାପ୍ରୁ, କାଇକେବଇଲେ ମୁଇ ଗଟେକ୍ ପାପି ମୁନୁସ୍ ।”
9 Izi hessa giday izine izara dizayti oykida daro molezan malalettida gishassa.
୯କାଇକେବଇଲେ ତେଇ ସେମନ୍ ଏତେକ୍ ମାଚ୍ ଦାରିରଇଲାଇଜେ, ସେଟା ଦେକି ସିମନର୍ ସଙ୍ଗାରିମନ୍ କାବାଅଇଗାଲାଇ ।
10 Qassekka Simoona laggeti zabidoosa nayti Yaqobeyne Yanisayka wuri malalettida. Yesussaykka Simoona babofa hayssafe guye ne asa oykizadde gidana gides.
୧୦ଆରି ଜେବଦିର୍ ଦୁଇଟା ପ ଜାକୁବ୍ ଆରି ଜଅନ୍ ଜନ୍ଲକ୍ମନ୍ ସିମନର୍ ସଙ୍ଗାରି ରଇଲାଇ, ସେମନ୍ ମିସା ସେନ୍ତାରିସେ କାବା ଅଇଗାଲାଇ । ଆରି ଜିସୁ ସିମନ୍କେ କଇଲା, “ଡରାନାଇ, ଆଜିଅନି ତମେ ମାଚ୍ ନ ଦାରି, ଲକ୍ମନ୍କେ ମର୍ଟାନେ ଆନ୍ସା ।”
11 Istika wogolota biittako shiishshidi wursikka yegi7agidi Yesussa kaallida.
୧୧ତେଇ ସେମନ୍ ସବୁ ତାକର୍ ଡଙ୍ଗା କଣ୍ଡି ଆନି ଚାଡିଦେଇକରି ଜିସୁର୍ ପଚେ ପଚେ ଗାଲାଇ ।
12 Yesussay katamatappe issineyin dishin inchirachcha harggey bolla wursi oykida issi asi he kataman dees. He urayka Yesussa beyidi iza sinthan kundidi “Godo ne koyko tana pathana danda7asa” giidi woossides.
୧୨ତରେକ୍ ଜିସୁ ଗଟେକ୍ ନଅରେ ରଇଲାବେଲେ ଗଟେକ୍ ଗୁଲାଇ ଗାଗଡେ ବଡ୍ରଗ୍ ଅଇରଇବା ଲକ୍ ତେଇ ରଇଲା । ସେ ଡାଣ୍ଡାସନ୍ ପଡି ମୁ ବୁଏଁ ଚିଆଇ ଜିସୁକେ ବାବୁଜିଆ କରି କଇଲା, “ଏ ମାପ୍ରୁ, ତମେ ଜଦି ମନ୍କଲୁସ୍ନି ବଇଲେ, ମକେ ନିକ କରିପାରୁସ୍ ।”
13 Yesussay ba kushe yedi bochchidi “ta dossadis paxa” gides. inchirachchay heeraka dhaydes.
୧୩ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କରି କଇଲା, “ମୁଇ ମନ୍ କଲିନି, ତୁଇ ସୁକଲ୍ ଅ ।” ଦାପ୍ରେସେ ତାର୍ ବଡ୍ ରଗ୍ ଚାଡିଗାଲା ।
14 Yesussay izas “hayssa oonaskka yootoppa, gido attin baada nena qeese halaqas bessa istas marka gidana mala ne geeyidayssas Musey azazida yarshoza shiishsha” giidi azazides.
୧୪ଆରି ଜିସୁ ତାକେ ଆଦେସ୍ ଦେଇ କଇଲା, “ଏ କାତା କାକେ କ ନାଇ । ମାତର୍ ପୁଜାରିର୍ ଲଗେ ଜା ଆରି ସେ ତକେ ପରିକା କରି ଦେକ । ତୁଇ, ‘ନିକ ଅଇଲିଆଚି’ ବଲି ବିନ୍ ଲକର୍ ଟାନେ ସାକିଦେବାକେ ମସାର୍ ଆଦେସ୍ ଇସାବେ ବିରୁ ଦେସ୍ ।”
15 Gido attin iza gish asay haasa7iza worey kaseppe aakki aakki biddes. Keehi daro asay iza haasa7a siyanasinne bena sakiza harggefe paxanas izako shiiqidees.
୧୫ମାତର୍ ଜିସୁର୍ କବର୍ ଗୁଲାଇ ଚାରିବେଡ୍ତିର୍ଲକ୍ ଜାନ୍ଲାଇ । ତାର୍ କାତା ସୁନ୍ବାପାଇ ଆରି ନିଜର୍ ନିଜର୍ ରଗେଅନି ନିକ ଅଉଁବଲି ଗାଦି ଲକ୍ମନ୍ ଟୁଲ୍ଅଇବାର୍ ଦାର୍ଲାଇ ।
16 Yesussay daro wode asi bayndda poqqethaso biidi woossides.
୧୬ମାତର୍ ଜିସୁ କିନରା ଜାଗାମନ୍କେ ଜାଇ ପାର୍ତନା କର୍ତେରଇଲା ।
17 Yesussay tamaarsishin asay Galilappenne Yihudappe qassekka Yerusalemeppe yida Farsawetinne woga tamaarisizayti heen uttida. Izi pathana mala Goda wolqay izara dees.
୧୭ଦିନେକ୍ ଜିସୁ ସିକିଆ ଦେଇତେରଇଲା । ତେଇ ଗାଲିଲିର୍ ସବୁ ଗାଏଁଅନି, ଜିଉଦା ଆରି ଜିରୁସାଲମେଅନି ଆସିରଇବା ପାରୁସିମନ୍ ଆରି ନିଅମ୍ ସିକାଉମନ୍ ତେଇ ବସିରଇଲାଇ । ଆରି ରଗିମନ୍କେ ନିକ କର୍ବାକେ ମାପ୍ରୁର୍ ବପୁ, ଜିସୁକେ ରଇଲା ।
18 He wode asay issi kumetha bollay silidi qaaxonta harggancha zaphara tooki ekki yiidi keethe gelthidi Yesussa sinthan wothanas paacida.
୧୮ଆରି ଏଦେ ଦେକା! ଗଟେକ୍ ଚେରେଙ୍ଗ୍ବାତ୍ ଦାର୍ଲା ମୁନୁସ୍କେ, କେତେଲକ୍ କଟ୍ ମିସ୍ତେ ବଇଆନିକରି, ଗର୍ ବିତ୍ରେ ନେଇ ଜିସୁର୍ ମୁଆଟେ ସଙ୍ଗଉବଲି, ଚେସ୍ଟା କରତେରଇଲାଇ ।
19 Asa darotethafe dendidaysani keethe gelthanas xoonetida gish pude keeththa kaara bolla kezidinne kaara lukidi harggancha zaphara tooki ehidi asa giddora Yesussa sinthan wothida.
୧୯ମାତର୍ ଚିପାଟେଲାର୍ଲାଗି, ତାକେ ବିତ୍ରେ ନେବାକେ ବାଟ୍ ମିଲେନାଇ । ଏଦେ ଦେକା! ସେମନ୍ ରଗିକେ ଗର୍ ଉପ୍ରେ ଚଗାଇ ଚାଉନି ଉଜାଡି, କଟ୍ ମିସ୍ତେ ଲକ୍ମନର୍ ମଜାଇ ଜିସୁର୍ ମୁଆଟେ ଉତ୍ରାଇଦେଲାଇ ।
20 Yesussay ista amano beyidi hayso ne ne nagarappe maaristadasa gides.
୨୦ଜିସୁ ସେମନର୍ ବିସ୍ବାସ୍ ଦେକି କଇଲା, “ଏ ବାବୁ, ତମର୍ ସବୁ ପାପ୍ କେମା ଅଇଗାଲାବେ ।”
21 Muse woga xaafizaytine Farsaweti haysi Xoossa bolla xallatethan hayssatho haasa7izay izi oonee? Issi Xoossafe attin nagara maaranaas ooni danda7ize giidi qoppida.
୨୧ସାସ୍ତର୍ ସିକାଇବା ଲକ୍ମନ୍ ଆରି ପାରୁସି ଲକ୍ମନ୍ ମନେ ମନେ କୁଆବଲା ଅଇ, ଏନ୍ତି କଇବାର୍ ଦାର୍ଲାଇ, “ଏ କେ ଜେ ପର୍ମେସରର୍ ନିନ୍ଦାକଲାନି? ପର୍ମେସର୍କେ ଚାଡି ଆରି କେ ପାପ୍ କେମା କରିପାର୍ସି?”
22 Yesussay ista qofa erida gish “inte inte wozinan ays hessaththo qoppeti?” gides.
୨୨ତେଇ ସେମନ୍ ମନେ ମନେ କୁଆବଲା ଅଇବାଟା ଜାନିକରି ସେମନ୍କେ ଜିସୁ କଇଲା, “ତମେ କାଇକେ ସବୁଲକ୍ ନିଜର୍ ମନେ ମନେ ଏନ୍ତାରି କୁଆବଲା ଅଇଲାସ୍ନି?
23 Neni nagarappe maaristadasa gusafenne dendada ba gusafe awayssi kawishee?
୨୩କାଇଟା ଉପାସ୍ କାତା? ତର୍ ସବୁ ପାପ୍ କେମା ଅଇଗାଲା ବଲି କଇବାଟା, କି ଉଟିକରି ଇଣ୍ଡି ଜା ବଲି କଇବାଟା?
24 Gido attin ta hayssa giday asa naas biitta bolla asa nagarappe maaranaas Godatethi dizaysa inte erana mala. Qassekka he sila ura “nena gays! eqqa dendada ne zapha tookada baa” gides.
୨୪ମାତର୍ ପୁର୍ତିବିର୍ ସବୁ ପାପ୍ କେମା କର୍ବାକେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମର୍ ଅଦିକାର୍ଆଚେ ।” ଏଟା ତମେ ଜେନ୍ତି ଜାନିପାରାସ୍ । ଏଟାର୍ପାଇ ଜିସୁ ଚେରେଙ୍ଗ୍ବାତ୍ ଦାର୍ଲା ରଗିକେ କଇଲା, “ମୁଇ ତକେ କଇଲିନି, ଉଟ୍ ନିଜର୍ ବିଚ୍ନା ଦାରି ଗରେ ଜା ।”
25 Izi heeraka ista sinthan dendi eqqides. Kase ba zin7ida zapha tookidi Xoossa galatishe beso bides.
୨୫ସେଦାପ୍ରେ ଚେରେଙ୍ଗ୍ ଦାର୍ଲା ଲକ୍ ସବୁଲକର୍ ଦେକ୍ତେ ଉଟିକରି ଜନ୍ କଟେ ସଇରଇଲା, ସେଟା ବଇ ପର୍ମେସରର୍ ମଇମା କରି କରି ତାର୍ ଗରେ ଉଟିଗାଲା ।
26 He wode asi wuri malalettides. Xoossa galatishe hach malalisizaz be7ides giidi daro babida.
୨୬ତେଇ ରଇଲା ସବୁଲକ୍ କାବା ଅଇଜାଇକରି ପର୍ମେସରର୍ ମଇମା କର୍ବାର୍ ଦାର୍ଲାଇ ଆରି ମାପ୍ରୁର୍ ଚକିତ୍ କାମ୍ ଦେକି, “ଆଜି ଆମେ କେବେ ନ ଅଇଲାଟା ଦେକ୍ଲୁ!” ବଲି କଇଲାଇ ।
27 Hessafe guye Yesussay heeppe kezi bides. Lewe giza issi qaraxa qanxisizaysi qaraxa qanxizason uttidaysa beyidi tana kaalla gides.
୨୭ତାର୍ପଚେ ଜିସୁ ବାରଇଜାଇ ଲେବି ନାଉଁର୍ ଗଟେକ୍ ସିସ୍ତୁମାଙ୍ଗୁ, ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବାଟାନେ ବସିରଇବାଟା ଦେକି, ତାକେ କଇଲା, “ମର୍ସଙ୍ଗ୍ ଆଉ ।”
28 Izika wursi aggidi iza kaallides.
୨୮ତେଇ ଲେବି ସବୁଜାକ ଚାଡିଦେଇ ଉଟିକରି ଜିସୁର୍ ସଙ୍ଗ୍ ଜିବାର୍ଦାର୍ଲା ।
29 Leweyka Yesussassi ba keeththan gita diggisa diggisides. Qaraxa shiishiza daro asattinne hara asatikka istara issife maaddan uttida.
୨୯ଆରି ଲେବି ଜିସୁର୍ପାଇ ନିଜର୍ ଗରେ, ଗଟେକ୍ ବଡ୍ ବଜିକଲା । ତେଇ ସିସ୍ତୁମାଙ୍ଗୁମନ୍, ଅଦିକ୍ ଲକ୍ ଆରି ବିନ୍ ବିନ୍ ଲକ୍ମନର୍ ସଙ୍ଗ୍ ସେ କାଇବାକେ ବସ୍ଲା ।
30 Farsawetinne ista Xaafeti qaraxa shiishshizaytarane nagaranchatara issife aazas meeti giidi Yesussa kaallizayta bolla zigirettida.
୩୦ତେଇ ପାରୁସିମନ୍ ଆରି ତାକର୍ ଦଲର୍ ସାସ୍ତର୍ ସିକାଉମନ୍ ଜିସୁର୍ ମୁଆଟେ ତାର୍ ସିସ୍ମନ୍କେ ଦସ୍ ଦେକାଇ କଇଲାଇ, “ତମେ କାଇକେ ସିସ୍ତୁମାଙ୍ଗୁମନର୍ ସଙ୍ଗ୍ ଆରି ପାପିମନର୍ ସଙ୍ଗ୍ ମିସି କିଆ ପିଆ କଲାସ୍ନି?”
31 Yesussaykka istas hargganchatas attin paxa asas aakkime koshshenna gides.
୩୧ଜିସୁ ସେମନ୍କେ କଇଲା, “ଜାକେ ଦୁକାଦାରି ରଇସି, ସେସେ ଅସ କାଇସି, ଜାକେ ଦୁକା ଦାରେ ନାଇ ତାକେ ଅସ ଲଡାନାଇ ।
32 Taka nagaranchata maaretethako zaranaas attin xillota xeyganas yabeykke gides.
୩୨ମୁଇ ଦରମ୍ ଲକ୍ବଲି ନିଜ୍କେ ବାବ୍ବା ଲକ୍ମନର୍ ପାଇ ଆସିନାଇ, ମାତର୍ ପାପି ଲକ୍ମନ୍କେ ପାପେଅନି ମନ୍ ବାଦ୍ଲାଇବାକେ ଆଇଲିଆଚି ।”
33 Istika zaaridi Yanisa kaallizayti daro wode xoometesinne woosetes Farsawista kaallizaytikka izathokka oothetes. Nena kaallizayti gidikko wurso wode meettesinne uyettes gida.
୩୩କେତେକ୍ ଲକ୍ ଜିସୁକେ ପାଚାର୍ଲାଇ, “ଡୁବନ୍ ଦେଉ ଜଅନର୍ ସିସ୍ମନ୍ ତର୍କେତର୍ ଉପାସ୍ କରି ପାର୍ତନା କର୍ବାଇ । ପାରୁସିମନର୍ ସିସ୍ମନ୍ ମିସା ସେନ୍ତାରି ସେ କର୍ବାଇ । ମାତର୍ ତମର୍ ସିସ୍ମନ୍ କିଆ ପିଆ କର୍ବାଇ ।”
34 Yesussaykka istas zaaridi mishray issife dishin diggissasi xeeysettidayta xoomisanaas bessizze? gides.
୩୪ଜିସୁ ସେମନ୍କେ କଇଲା, “ବର୍ବାଟର୍ ଲକ୍ମନର୍ସଙ୍ଗ୍ ବର୍ ରଇଲାବେଲେ, ତମେ କାଇ ସେମନ୍କେ ଉପାସ୍ କରାଇପାରାସ୍? ନାଇ, ନାପାରାସ୍ ।
35 Gido attin mishray istafe shaakistana wodey yaana isti he wode xoomana.
୩୫ମାତର୍ ବେଲା ଆଇସି, ଜେଡେବେଲେ ତାକର୍ଟାନେଅନି ବର୍କେ ଡାକିଦାରିଜିବାଇ, ସେଡ୍କିବେଲେ ସେମନ୍ ଉପାସ୍ କଇବାଇ ।”
36 Istas oorath mayoppe qanxi ekkidi gal77a mayo bolla wothi sikizaaddey deenna wothi sikkikko oorathazi gal77ara gaaggonta gish gal77aza daakkana gides.
୩୬ଜିସୁ ସେମନ୍କେ ଆରି ଗଟେକ୍ ଉଦାଅରନ୍ ଦେଇ କଇଲା, “କେ ମିସା ପୁର୍ନା ଲୁଗା ପାଟିରଇଲାଟାନେ ନୁଆଲୁଗା ଚିରି ଚାପ୍ ନ ଦେଅତ୍, ଚାପ୍ ଦେଲେ ନୁଆଟା ମିସା ନସିଜାଇସି, ନୁଆ ଲୁଗାର୍ ଚାପ୍ ପୁର୍ନାଟାନେ ନ ମିସେ ।
37 Woyneppe othetida oorath cajje gal77a ogoron kunthidi wothiza asi oonikka baawa wothiza gidikko woyneppe oothettida ooratha cajjey gal77aza daakana. Woyne cajjezikka biittan gukkana gal7a ogoroy sinthafe go7ontaz gidana.
୩୭ବେସି ଦିନର୍ ପୁର୍ନା ଗାଗ୍ରିଟାନେ କେ ମିସା ଏବେ ଉତ୍ରାଇଲା ମଦ୍ ନ ରକଅତ୍, ତେଇ ଜଦି ସେ ମଦ୍ ରକଇ ଡାବିଦେଲେ, ଗାଗ୍ରି ପୁଟିକରି ପଡାଅଇଜାଇସି ।
38 Hessa gish ooratha woyne ushy ooratha ogoron gujjistanas besses.
୩୮ତେବେ ମଦ୍ ଉତ୍ରାଇଲା ଦାପ୍ରେ ନୁଆ ଗାଗ୍ରିଟାନେ ରକଇ ସଙ୍ଗଇବାର୍ଆଚେ ।
39 Histikko caalla woyne ush uyidaappe guye caalontazi uyana koyizay ooninne deenna gaasoyka caallay lo7o giza gish.
୩୯ଆରି କେ ମିସା ପୁର୍ନା ମଦ୍ କାଇକରି ଏବେ ଉତ୍ରାଇଲା ମଦ୍ କାଇବାକେ ମନ୍ ନ କରତ୍, କାଇକେବଇଲେ, ସେ ବାସିଟା ଆକା ନିକ ବଲି କଇସି ।”