< Marqqossa 7 >
1 Hessafe guye Parsawetinne Yerusalameppe yida issi issi Xafeteti Yesusa gaxa yuyi adhidi
୧ପଚେ ପାରୁସିମନ୍ ଆରି ଜିରୁସାଲାମ୍ ଅନି ଆସିରଇବା କେତେଟା ସାସ୍ତର୍ ସିକାଉ ପଣ୍ଡିତ୍ମନ୍ ଜିସୁର୍ ଲଗେ ରୁଣ୍ଡ୍ଲାଇ ।
2 Yesusa kalizaytappe bagayti mecetonta qita kushera kath mishin be7ida.
୨ତାର୍ ସିସ୍ମନର୍ ବିତ୍ରେ ଅନି କେତେକ୍ ସିସ୍ମନ୍ ଜିଉଦିମନର୍ ରିତିନିତି ଇସାବେ ଆତ୍ ନ ଦଇତେ କାଇବାଟା ଦେକ୍ଲାଇ ।
3 Parsawetinne kasse cimma Aydude asati kasse dere woga naganas kushe lo7othi mecetonta kath mi eretena.
୩ପାରୁସିମନ୍ ଆରି ସବୁ ଜିଉଦିଲକର୍ ପାର୍ଚିନ୍ମନର୍ ନିୟମ୍ ମାନି ରିିତିନିତି ଇସାବେ ଆତ୍ ନ ଦଇତେ ନ କାଇତେରଇଲାଇ ।
4 Giya bi simikkokka bolla meceti geyonta dishe kath mi eretena. Hesathokka wancakka, ottokka, sanekka, zin7iza hithekka mecha malata hara wogatakka naagetes.
୪ଆରି ଆଟ୍ବାଟ୍ କରିଆସି ରିତିନିତି ଇସାବେ ପାନି ନ ଚିଚି ଅଇତେ ନ କାଇତେ ରଇଲାଇ । ଗିନା, ମୁତା, ପିତଲ୍ ତାଲା ଆରି ସଇବା କଟ୍ କେନ୍ତି ଦଇବାର୍, ସେଟା ସଙ୍ଗ୍ ଅଲ୍ଗା ରିତିନିତି ମିସା ମାନ୍ତେରଇଲାଇ ।
5 Parsawetinne Xafeti Yesusa “nena kalizayti kasse awata wogamala duss agidi aazas kushe mecetonta kath mizo?” gidi oychidees.
୫ତେବେ ପାରୁସି ଆରି ସାସ୍ତର୍ ସିକାଉମନ୍ ଜିସୁକେ ପାଚାର୍ଲାଇ, “କାଇକେ ତର୍ ସିସ୍ମନ୍ ପାର୍ଚିନ୍ମନର୍ ରିତିନିତି ନ ମାନି ଆତ୍ ନ ଦଇ କାଇଲାଇନି?”
6 Izikka istas “Isayasay qodheppe qomo bagan haniza inte gish (haysi derey ba metershan tana bonches woznay gidikko tappe hakidees.
୬ଜିସୁ ସେମନ୍କେ କଇଲା, “ଏରେ କୁଟିଆଲ୍ମନ୍, ତମର୍ ବିସଇନେଇ ଜିସାୟ ବବିସତ୍ବକ୍ତା ନିକସଙ୍ଗ୍ ଜାନାଇଆଚେ, ସେ ଏନ୍ତି କଇଲା ଆଚେ ।” ପର୍ମେସର୍ କଇଲାନି “ଏ ଜାତି, ମକେ ମୁଏ ସନ୍ମାନ୍ ଦେବାଇ, ମାତର୍ ତାକର୍ ମନ୍ ମର୍ଟାନେଅନି ଦୁରିକେ ରଇସି ।
7 Tas mela hada goynytes; issta timirteykka assi wothida woga xala) gidi yotida tuma.” gidees.
୭ସେମନ୍ ଲକ୍ମନ୍ କଲା ନିୟମ୍ ମାପ୍ରୁର୍ ନିୟମ୍ ବଲି ସିକାଇବାଇ ମାତର୍ ସେ ଉପାସନାର୍ କିଚି ମୁଲିଅ ନାଇ ।
8 Xoossa woga agidi assi wothida woga nagetees.
୮“ତମେ ପର୍ମେସରର୍ ଆଦେସ୍ ଇନ୍କରି ନର୍ଲକର୍ ରିତିନିତି ଦାରି ବସିଆଚାସ୍ ।”
9 Qassekka “inte wogas giidi Xoossa woga inte agagiza cincatetha ooggey intes dees.
୯ଆରି ଜିସୁ ସେମନ୍କେ କଇଲା, ତମେ ଚତୁର୍ ଅଇ ନିଜର୍ ରିିତିନିିତି ମାନ୍ବାକେ ବଲି ପର୍ମେସରର୍ ଆଦେସ୍ ନିଚୁ ବଇଲାସ୍ନି ।
10 Ays gikko Musey ne ayone ne aawa boncha; ba ayone ba aawa cayizadey mulekka hayqo gides.
୧୦କାଇକେବଇଲେ ମସା ସିକିଆ ଦେଇଆଚେ, ମା ବାବାକେ ମାନା, ଆରି ଜେ କି ତାର୍ ବାବାକେ କି ମାକେ ସାଇପ୍ ଦେଇସି, ସେ ମରନ୍ ଡଣ୍ଡ୍ ପାଇସି ଆକା ।
11 Shin inte qasse issi uray ba aawa woykko ba ayyo inte tappe demmanas koshiza mado ta Xoossas immadis gikko
୧୧ମାତର୍ ତମେ ସିକାଇଲାସ୍ନି କି ଜେବେ ବାବାକେ କି ମାକେ କଇସା, “ଜନ୍ଟା ମୁଇ ତମ୍କେ ଦେବାର୍ ରଇଲା ସେଟା କର୍ବାନ୍ ।” କର୍ବାନ୍ ବଇଲେ ମାପ୍ରୁକେ ଆକା ମାନତ୍ କର୍ବାଟା ।
12 inte qasse hayssaddey ba aawaskka ba ayyeys hara aykokka othana mala koyekista.
୧୨ତେବେ ତମେ ତାର୍ ବାବାର୍ କି ମାଆର୍ କାଇ ଉପ୍କାର୍ କର୍ବାଟାକେ ତେବାଇଲାସ୍ନି ।
13 Hessa gish inte woga nagana gidi Xoossa qaala lamista. Hesantakka milatiza darota othista.” gides.
୧୩ଏନ୍ତାରି ତମେ ନିଜର୍ ଆନିଦାଦିମନର୍ ବେଲେ ଅନି ଆଇବା ରିତିନିତି ମାନିକରି ପର୍ମେସରର୍ ବାକିଅ ଏଡାଇ ଦେଲାସ୍ନି, ଆରି ଏନ୍ତାରି କେତେକ୍ କେତେକ୍ କାମ୍ମନ୍ କଲାସ୍ନି ।
14 Qassekka Yesusay asa beekko xeygidi “wurikka ta giza siyitene wozinan wothitte.
୧୪ଜିସୁ ଆରି ତରେକ୍ ଲକ୍ମନ୍କେ ଲଗେଡାକି କଇଲା, “ତମେ ସବୁଲକ୍ ମର୍ କାତା ସୁନା ଆରି ବୁଜା ।
15 Kareppe ulo gido gelidi ass tunisiza issi miishika deena. Harappekka asse tunisizay kethawappe gede kare keziza misha.
୧୫ଲକର୍ ଟଣ୍ଡେଅନି ଏନ୍ତାରି କାଇ ବିସଇ ନାଇ, ଜନ୍ଟା ତାର୍ ବିତ୍ରେ ପୁରି ତାକେ ଅସୁକଲ୍ କରି ପାରେ, ମାତର୍ ଜନ୍ ଜନ୍ଟା ମୁନୁସ୍ମନର୍ଟାନେଅନି ବାରଇସି ସେ ସବୁ ତାକେ ଅସୁକଲ୍ କର୍ସି ।
16 Siyiza haythi dizay siyo” gidees.
୧୬ଜଦି ଜାକେ ସୁନ୍ବାର୍ କାନ୍ ଆଚେ, ସେ ସୁନ ।”
17 Izi asa karen agidi keth gelin iza kalizayti izi yotida lemusoza birshech Yesusa oychida.
୧୭ଆରି ଜିସୁ ଲକର୍ ମାନ୍ଦା ଚାଡି ଗରେ ପୁର୍ଲାପଚେ ତାର୍ ସିସ୍ମନ୍ ସେ ଉଦାଅରନର୍ ଅରତ୍ କାଇଟା ବଲି ପାଚାର୍ବାର୍ ଦାର୍ଲାଇ ।
18 Izikka ista intesikka yoy gellene? Kareppe gelidi asse tunisiza mishi azikka deena.
୧୮ଜିସୁ ସେମନ୍କେ କଇଲା, “ତମେ ମିସା କାଇ ବୁଜାସ୍ ନାଇ? ଜନ୍ ଜିନିସ୍ ମିସା ବାଇରେ ଅନି ମୁନୁସ୍ମନର୍ ବିତ୍ରେ ପୁର୍ସି, ସେଟା ତାକେ ଆସାର୍ ନ କରେ ।
19 Kareppe gelizay gede wozinan gidonta; dugge qantha gido geles qasse heppe izade asatethappe gede kare kezes.” Yesusay hessa giday assi miza kathi wurikka gesh gididaysa qoncisanasa.
୧୯କାଇକେବଇଲେ ସେଟା ତାର୍ ମନ୍ ବିତ୍ରେ ପୁରେନାଇ, ମାତର୍ ପେଟ୍ ବିତ୍ରେ ପୁରି କରି ବାଇରେ ବାରଇ ଆଇସି ।” ଏନ୍ତାରି କଇଲାକେ ସବୁ କାଦି ସୁକଲ୍ ଆକା ବଲି ଜିସୁ ଜାନାଇଲା ।
20 Kalethidikka “asappe kezizazi asse tunises.
୨୦ଆରି ସେ କଇଲା, “ମୁନୁସର୍ ମନ୍ବିତ୍ରେ ଅନି ଜନ୍ଟା ବାରଇସି, ସେଟାସେ ତାକେ ଆସାର୍ କର୍ସି ।
21 Assa wozina gidoppe kezizay iita qofata laymma ammone, kaysotethi, asse wodho laymeteth,
୨୧କାଇକେବଇଲେ ମୁନୁସର୍ ମନ୍ ବିତ୍ରେ ଅନି କରାପ୍ ଚିନ୍ତା ବାରଇସି । ସେଟାମନ୍ ଅଇଲାନି, ପାଦ୍ରା ପାଦ୍ରି କାମ୍, ଚର୍କାମ୍, ଲକ୍ମନ୍କେ ମରାଇବା କାମ୍ ।
22 yiqeteth, itateth, baletho, laymma kasse, qanateteth, asa sunth moro, otorotethinne, azala.
୨୨ବିବା ଅଇ କର୍ବା ବେସିଆ କାମ୍, ବିବା ନଇତେ କର୍ବା ବେସିଆ କାମ୍, ଲବାଇବାଟା, ମିଚ୍ କଇବାଟା, ଅଲ୍ସୁଆ ଅଇବାଟା, ଆଁକାର୍ ଅଇବାଟା, ନିନ୍ଦା କାତା କଇବାଟା, ବଡ୍ପନ୍ ଅଇବାଟା, ବକୁଆ ଅଇବାଟା ।
23 Hayti iitta hanoti wuri asappe kezetesinne asse tunisetes” gides.
୨୩ଏ ସବୁ କରାପ୍ ବିସଇମନ୍ ବିତ୍ରେଅନି ବାରଇ ଲକ୍କେ ନସାଇଦେଇସି ।”
24 Heeppe kezidi Xirosa giza dere bidees, hen issade keth gelidi izi hen dizaysa assi erontamala koydees. Gido atin izi hen iza dusay qotistanas danda7etibeyna.
୨୪ତାର୍ପଚେ ଜିସୁ ସେ ଜାଗା ଚାଡିକରି ସର ଆରି ସିଦନର୍ ସଅରେ ଗାଲା । ତେଇ ଗଟେକ୍ ଗରେ ପୁର୍ଲା । ଜେନ୍ତି କେ ମିସା ସେଟା ନାଜାନତ୍, ଏଟା ସେ ମନ୍ କର୍ତେ ରଇଲା, ମାତର୍ ସେ ନ ଜାନାଇ ଅଇତେ ରଇନାପାର୍ଲା ।
25 Herakka issi tuna ayanay oykida qi na dizari aya Yesusay hen diza siyada izakko yada iza too bolla kundadus.
୨୫ଜିସୁ ଆଇଲାଆଚେ ବଲି ସୁନ୍ଲା ଦାପ୍ରେ, ଗଟେକ୍ ମାଇଜି ଜାର୍ ସାନ୍ ଟକିକେ ଡୁମା ଦାରିରଇଲା, ତାର୍ ଗଡ୍ତଲେ ଆସି ଅଦର୍ଲା ।
26 Macashaya Ayhude gidonta Girike qaala hasa7iza macashi shin izi yeleta gadey Sirofinqe getetes. Izakka yesusay izi nayeppe tuna ayna kesana mala wosadus.
୨୬ସେ ସୁର ଦେସର୍ ପଇନିକିଆ ଜାଗାଇ ଜନମ୍ ଅଇ ଜିଉଦି ଜାତିର୍ ନ ରଇଲା, ତାର୍ ଟକିକେ ଡୁମା ଚାଡାଇବାକେ ସେ ଜିସୁକେ ବାବୁଜିଆ କଲା ।
27 Izikka zaridi izis “nayta qumma ekki kanas yeganas besonta gish koyro nayti mi kaleto” gides.
୨୭ତେବେ ଜିସୁ ତାକେ କଇଲା, “ଆଗ୍ତୁ ପିଲାମନ୍କେ ପେଟ୍ ପୁରୁନ୍ କାଇବାକେ ଦେସ୍, କାଇକେବଇଲେ ପିଲାମନର୍ କାଦି ନେଇ କୁକୁର୍ମନର୍ ଟାନେ ପାକାଇବାଟା ଟିକ୍ନାଇ ।”
28 Izakka zarada “E Godo kanatikka madda matan de7idi nayta kusheppe gaden wodhidaysa meteskko” gadus.
୨୮ମାତର୍ ମାଇଜି ତାକେ କଇଲା, “ଉଁ ମାପ୍ରୁ, କୁକୁର୍ମନ୍ ମିସା ପିଲାମନର୍ ଅଦ୍ରି ରଇଲା ସକ୍ଡି କାଇବାଇ ।”
29 Izikka “histiko neni hessa gida gish ba daydanthay ne nayeppe kezidees” gidees.
୨୯ସେଡ୍କି ବେଲେ ଜିସୁ ତାକେ କଇଲା, “ଏନ୍ତାରି କଇଲାର୍ପାଇ ଜା, ତର୍ ଟକିତେଇଅନି ଡୁମା ବାରଇଗାଲାବେ ।”
30 Iza simadda so bishin naya daydanthay yedin paxada hixan zin7idaro demadus.
୩୦ଆରି ସେ ମାଇଜି ଗରେ ଜାଇ, ଟକି କଟେ ସଇରଇବାଟା ଆରି ତାର୍ଟାନେଅନି ଡୁମା ବାରଇଜାଇ ରଇବାଟା ଦେକ୍ଲା ।
31 Hesafe Yesusay Xirosa bitappe dendidi Sidona gizasora adhidi Tammu katama gizasora kanthidi gede Galila abbakko gakidees.
୩୧ଜିସୁ ଆରିତରେକ୍ ସର ସନ୍ଦିଅନି ଜାଇ ସିଦନ୍ ଦେଇ ଦେକାପଲି ଦସ୍ଟା ସଅରେ ଉତ୍ରି ଗାଲିଲି ସମ୍ଦୁରେ ଗାଲା ।
32 Assay issi haytha tulene ayfe qoqe assi izakko he ekiyidi Yesusay iza bolla ba kushe wothanan mala wosida.
୩୨ଆରି ତେଇ କେତେକ୍ ଲକ୍ମନ୍ ଗଟେକ୍ କସ୍ଟସଙ୍ଗ୍ କାତା ଅଇବା ବଇରାକେ ଜିସୁର୍ ଲଗେ ଆନି ତାର୍ ଉପ୍ରେ ଆତ୍ ସଙ୍ଗଇବାକେ ବାବୁଜିଆ କଲାଇ ।
33 Yesusaykka iza asappe shakki ekki bidi ba kushe biradhista adeza haythan gelithidees, qassekka cuchu cutidi addeza inxarsa bochidees.
୩୩ଜିସୁ ସେ ବଇରାକେ ଲକ୍ମନର୍ ଟାନେଅନି ବେଗ୍ଲାଇ କରି, ଡାକିନେଇ ତାର୍ ଦୁଇଟା କାନେ ଆଙ୍ଗ୍ଟି ପୁରାଇଲା ଆରି ତୁକିକରି ଆତ୍ସଙ୍ଗ୍ ସେ ଲକର୍ ଜିବେ ଲାଗାଇଲା,
34 Pudde salo xelidine tokki shempidi “Efata” gides. Hesikka “Pogetta” gussa.
୩୪ଆରି ସରଗ୍ ବାଟେ ଦେକିକରି ଡେଙ୍ଗ୍ ପୁଣ୍ଡା ଦାରି ବଇରାକେ କଇଲା, “ଇପ୍ପତା!” ବଇଲେ ପୁଟିଅ ।
35 Herakka addeza haythati pogetida, inxarsaykka birshetin geshi hasa7idees.
୩୫ସେ ଦାପ୍ରେ ତାର୍ କାନ୍ ଉଗାଡି ଅଇଲା, ଆରି ଜିବର୍ ବନ୍ଦନ୍ ପିଟିଗାଲା, ଆରି ସେ ନିମାନ୍ ସଙ୍ଗ୍ କାତା ଅଇବାର୍ ଦାର୍ଲା ।
36 Yesusay hayssa be7idayti onaskka yotonta mala azaziddes, gido attin asay izi azazizdaysafe bollara kehi gujidi yotida.
୩୬ଜିସୁ ଲକ୍ମନ୍କେ ଏ ବିସଇ କାକେ ନ କଇବାକେ ଆଦେସ୍ ଦେଲା, ମାତର୍ ସେ ଲକ୍ମନ୍କେ ଜେତେକ୍ ନିଚୁବଇଲେ ମିସା ସେମନ୍ ଆରି ଅଦିକ୍ ଅଦିକ୍ ସେଟା ଜାନାଇଲାଇ ।
37 Derezikka woggappe athi malaletidi “Izi othidaysi wuri lo7o; tuleti siyanamala, mumeti hasa7anamala othides” gida.
୩୭ଆରି ଲକ୍ମନ୍ ଅଦିକ୍ କାବା ଅଇ କଇଲାଇ, “ସେ ସବୁ କାମ୍ ନିମାନ୍ ସଙ୍ଗ୍ କରିଆଚେ, ସେ ବଇରାମନ୍କେ ସୁନ୍ବା ବପୁ ଆରି ଗୁଲାମନ୍କେ କଇବା ବପୁ ମିସା ଦେଇଆଚେ ।”