< Offenbarung 11 >
1 Und es ward ein Rohr gegeben, einem Stecken gleich, und er sprach: Stehe auf und miß den Tempel Gottes und den Altar und die darin anbeten.
୧ତାର୍ପଚେ ମକେ ନାପ୍ବା ଡାଙ୍ଗ୍ ପାରା ଡିସ୍ବା ଡାଙ୍ଗ୍ ଗଟେକ୍ ଦିଆଅଇଲା । “ଜାଆ ଆରି ପର୍ମେସରର୍ ମନ୍ଦିର୍ ଆରି ବେଦି ନାପ୍ । ମନ୍ଦିରେ ପାର୍ତନା କର୍ବା ଲକ୍ମନ୍କେ ଏଜିକରି ଆଉ ।”
2 Aber den Vorhof außerhalb des Tempels wirf hinaus und miß ihn nicht; denn er ist den Heiden gegeben, und die heilige Stadt werden sie zertreten zweiundvierzig Monate.
୨ମାତର୍ ମନ୍ଦିର୍ ବାଇରେ ରଇବା ଡାଣ୍ଡ୍ ନାପ୍ନାଇ । କାଇକେବଇଲେ ସେ ଜାଗା ଜିଉଦି ନ ଅଇଲା ଲକ୍ମନ୍କେ ଦିଆଅଇଲା ଆଚେ । ସେମନ୍ ସୁକଲ୍ ନଅରେ ରଇ ୪୨ ମାସ୍ ଜାକ ସେ ନଅର୍କେ ଅସୁକଲ୍ କରିଦେବାଇ ।
3 Und ich will meinen zwei Zeugen geben, daß sie weissagen tausendzweihundertundsechzig Tage, angetan mit Säcken.
୩ବାସ୍ତା ପିନ୍ଦିରଇବା ଦୁଇଟା ସାକିମନ୍କେ ମୁଇ ପାଟାଇବି । ସେ ବାରସ ସାଟେଦିନ୍ ମୁଇ ସେମନ୍କେ କଇଲାଟା ଜାନାଇବାଇ ।
4 Diese sind die zwei Ölbäume und die Fackeln, stehend vor dem HERRN der Erde.
୪ସେ ଦୁଇଟା ସାକିମନ୍ ଜଗତର୍ ମାପ୍ରୁର୍ ମୁଆଟେ ଟିଆଅଇବା ଜିତ୍ ଗଚ୍ ଆରି ଦୁଇଟା ବତି ଅଇଆଚତ୍ ।
5 Und so jemand sie will schädigen, so geht Feuer aus ihrem Munde und verzehrt ihre Feinde; und so jemand sie will schädigen, der muß also getötet werden.
୫କେ ଜଦି ସେମନର୍ ଅନିଆଇ ଦେକି ମାର୍ବାକେ ଚେସ୍ଟା କର୍ବାଇ, ତାକର୍ ଟଣ୍ଡେଅନି ଜଇ ବାର୍କରାଇ ତାକର୍ ବିରଦିମନ୍କେ ବିନାସ୍ କର୍ବାଇ । ଏନ୍ତାରି ଜେ ସେମନ୍କେ ମାର୍ବାକେ ଚେସ୍ଟା କର୍ବାଇ, ସେମନ୍ ମରିଜିବାଇ ।
6 Diese haben Macht, den Himmel zu verschließen, daß es nicht regne in den Tagen ihrer Weissagung, und haben Macht über das Wasser, es zu wandeln in Blut, und zu schlagen die Erde mit allerlei Plage, so oft sie wollen.
୬ସେମନ୍ ପର୍ମେସରର୍ କବର୍ ଜାନାଇବାବେଲେ ଜେନ୍ତାରି କି ବର୍ସା ନଅ ବଲି ବାଦଲ୍କେ ଡାବିକରି ସଙ୍ଗଇବାକେ ତାକର୍ ଅଦିକାର୍ଆଚେ । ପାଜ୍ରା ପାନିମନ୍କେ ବନି କର୍ବାକେ ମିସା ତାକର୍ ଅଦିକାର୍ ରଇସି । ଜେଡେବେଲେ ମନ୍କଲେ, ସେଡେବେଲେ ଜନ୍ ରକାମ୍ ମର୍ଡି ଦର୍ତନି ଉପ୍ରେ କେତେତର୍ ମିସା କରି ବାଦାଦେବାକେ, ସେମନର୍ ଅଦିକାର୍ ଆଚେ ।
7 Und wenn sie ihr Zeugnis geendet haben, so wird das Tier, das aus dem Abgrund aufsteigt, mit ihnen einen Streit halten und wird sie überwinden und wird sie töten. (Abyssos )
୭ସେମନ୍ ତାକର୍ କବର୍ ଜାନାଇଲା ପଚେ, ଗଟେକ୍ ବେସି ଡର୍ ଲାଗ୍ବା ପସୁ ପାତାଲେଅନି ବାରଇଆସି ତାକର୍ ବିରୁଦେ ଜୁଇଦ୍ କର୍ସି । ସେ ପସୁ ସେମନ୍କେ ଆରାଇକରି ମରାଇଦେଇସି । (Abyssos )
8 Und ihre Leichname werden liegen auf der Gasse der großen Stadt, die da heißt geistlich “Sodom und Ägypten”, da auch der HERR gekreuzigt ist.
୮ବଡ୍ ନଅର୍ ସାଇର୍ ମଜାଇ ତାକର୍ ମଲା ଗାଗଡ୍ ରଇସି । ସେ ବଡ୍ ନଅରେ ତାକର୍ ମାପ୍ରୁ କୁରୁସ୍କାଟେ ସର୍ପି ଅଇରଇଲା । ସେ ନଅର୍ ସଦମ୍ କି ମିସର୍ ରାଇଜ୍ ପାରା ଆଚେ ।
9 Und es werden etliche von den Völkern und Geschlechter und Sprachen ihre Leichname sehen drei Tage und einen halben und werden ihre Leichname nicht lassen in Gräber legen.
୯ତିନ୍ ଦିନ୍ ଆରି ଅଦା ଦିନର୍ପାଇ ସବୁ ରାଇଜର୍, ସବୁ ଦେସର୍, ସବୁ ବଁସର୍, ସବୁ ଜାତିର୍ ଆରି ସବୁ ବାସାର୍ ଲକ୍ ଦେକ୍ବାଇ । ସେ ମଲା ମଡାମନ୍କେ ତପ୍ବାକେ ସେମନ୍ ରାଜି ନଅତ୍ ।
10 Und die auf Erden wohnen, werden sich freuen über sie und wohlleben und Geschenke untereinander senden; denn diese zwei Propheten quälten die auf Erden wohnten.
୧୦ଏ ଦୁଇ ଲକ୍ ମଲାର୍ପାଇ, ଜଗତର୍ ଲକ୍ ସାର୍ଦା ଅଇବାଇ । ଏ ଦୁଇଟା ବବିସତ୍ବକ୍ତାମନ୍ ଜଗତେ ବେସି ଦୁକ୍କସ୍ଟ ଆନାଇଲାଇଜେ ଲକ୍ମନ୍ ସାର୍ଦା ଅଇବାଇ ଆରି ସାଇସାର୍ଦା ଅଇକରି ସାର୍ଦା ଅଇବା ଜିନିସ୍ମନ୍ ଦିଆନିଆ ଅଇବାଇ ।
11 Und nach drei Tagen und einem halben fuhr in sie der Geist des Lebens von Gott, und sie traten auf ihre Füße; und eine große Furcht fiel über die, so sie sahen.
୧୧ତିନ୍ଦିନ୍ ଆରି ଅଦା ଦିନ୍ ପଚେ ଜିବନ୍ ଦେବା ଗଟେକ୍ ପୁଣ୍ଡା ପର୍ମେସର୍ ଟାନେଅନି ଆସି ତାକର୍ ବିତ୍ରେ ପୁର୍ଲା । ଆରି ଏଦେ ଦେକା! ସେମନ୍ ଉଟ୍ଲାଇ । ସେମନ୍କେ ଦେକ୍ଲା ଲକ୍ମନ୍ ବେସି ଡରିଗାଲାଇ ।
12 Und sie hörten eine große Stimme von Himmel zu ihnen sagen: Steiget herauf! und sie stiegen auf in den Himmel in einer Wolke, und es sahen sie ihre Feinde.
୧୨ତାର୍ପଚେ ସର୍ଗେ ଅନି ଗଟେକ୍ ଜବର୍ ସବଦ୍ ବବିସତ୍ବକ୍ତାମନ୍କେ କଇଲା, “ଉପ୍ରେ ଆସା ।” ଆରି ତାକର୍ ବିରଦିମନ୍ ଦେକ୍ବାବେଲେ ସେମନ୍ ଗଟେକ୍ ବାଦଲ୍ ଉପ୍ରେ ବସି ସର୍ଗେ ଗାଲାଇ ।
13 Und zu derselben Stunde ward ein großes Erdbeben, und der zehnte Teil der Stadt fiel; und wurden getötet in dem Erdbeben siebentausend Namen der Menschen, und die andern erschraken und gaben Ehre dem Gott des Himmels.
୧୩ସେଡ୍କିବେଲେ, ଏଦେ ଦେକା! ବେସି ଦର୍ତନି ଚୁଲ୍ବୁଲି ଗାଲା । ନଅରର୍ ଦସ୍ବାଗେଅନି ଗଟେକ୍ ବାଗ୍ କୁରୁପ୍ନାସ୍ ଅଇଗାଲା । ଆରି ତେଇ ୭,୦୦୦ ଲକ୍ମନ୍ ମରିଗାଲାଇ । ବାକି ରଇଲା ଲକ୍ମନ୍ ଡରିକରି ସର୍ଗେ ରଇବା ପର୍ମେସରର୍ ବପୁକେ ଡାକ୍ପୁଟା କଲାଇ ।
14 Das andere Wehe ist dahin; siehe, das dritte Wehe kommt schnell.
୧୪ବେସି ଡର୍ ଅଇବା ଦୁଇ ଲମର୍ ଦୁକ୍କସ୍ଟ ସାରିଗାଲା । ମାତର୍ ଏବେ ଦେକା ପଚର୍ଟା ଦାପ୍ରେ ଆଇସି ।
15 Und der siebente Engel posaunte: und es wurden große Stimmen im Himmel, die sprachen: Es sind die Reiche der Welt unsers HERRN und seines Christus geworden, und er wird regieren von Ewigkeit zu Ewigkeit. (aiōn )
୧୫ତାର୍ପଚେ ସାତ୍ ଲମର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା! ସର୍ଗେ ଜବର୍ ଆଉଲି ଅଇବାଟା ସୁନିଅଇଲା । ଜଗତ୍କେ ସାସନ୍ କର୍ବା ବପୁ ଆମର୍ ମାପ୍ରୁ ଆରି ତାର୍ ମସିଅକେ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ସି । (aiōn )
16 Und die vierundzwanzig Ältesten, die vor Gott auf ihren Stühlen saßen, fielen auf ihr Angesicht und beteten Gott an
୧୬ତାର୍ପଚେ ପର୍ମେସରର୍ ମୁଆଟେ ବସ୍ବା ଜାଗାଇ ବସିରଇବା ୨୪ ଟା ପାର୍ଚିନ୍ମନ୍ ଡାଣ୍ଡାସନ୍ ପଡି ତାକେ ଜୁଆର୍ କଲାଇ ।
17 und sprachen: Wir danken dir, HERR, allmächtiger Gott, der du bist und warest, daß du hast angenommen deine große Kraft und herrschest;
୧୭ସେମନ୍ ଏନ୍ତାରି କଇଲାଇ “ମାପ୍ରୁ ପର୍ମେସର୍ ସବୁର୍ଟାନେଅନି ଉପ୍ରେ ଆଚେ । ସେ ସବୁବେଲେ ରଇଲା ଆରି ରଇସି ମିସା । ତର୍ ବଡ୍ ବପୁ ସଙ୍ଗ୍ ତୁଇ ସାସନ୍ କର୍ବାକେ ଆରାମ୍ କଲୁସ୍ । ଆରାମ୍ କଲାର୍ପାଇ ଆମେ ତକେ ଜୁଆର୍ କଲୁନି ।
18 und die Heiden sind zornig geworden, und es ist gekommen dein Zorn und die Zeit der Toten, zu richten und zu geben den Lohn deinen Knechten, den Propheten, und den Heiligen und denen, die deinen Namen fürchten, den Kleinen und Großen, und zu verderben, die die Erde verderbt haben.
୧୮ଜିଉଦି ନ ଅଇଲା ଲକ୍ମନ୍ ବେସି ରିସା ଅଇଜାଇରଇଲାଇ ।” କାଇକେବଇଲେ ଏବେ ରିସା ଅଇବା ପାଲି ତମର୍ଟା । ଏବେ ମଲା ଲକ୍ମନର୍ ବିଚାର୍ ଅଇସିବେ । ବବିସତ୍ବକ୍ତାମନ୍ ଜେ କି ତମର୍ ଦାଙ୍ଗ୍ଡା ଅଇରଇଲାଇ, ସେମନ୍କେ ପୁରୁସ୍କାର୍ ଦେବା ବେଲା କେଟ୍ଲା । ତକେ ଜେତ୍କି ନାମ୍ବା ଲକ୍, ବଡ୍ସାନ୍ ସମାନ୍ ଅଇକରି ଦର୍ତନିକେ ବିନାସ୍ କରିରଇବା ଲକ୍ମନ୍ ଏବେ ନିଜେ ବିନାସ୍ ଅଇବାଇ ।
19 Und der Tempel Gottes ward aufgetan im Himmel, und die Lade seines Bundes ward im Tempel gesehen; und es geschahen Blitze und Donner und Erdbeben und ein großer Hagel.
୧୯ସର୍ଗେ ରଇବା ପର୍ମେସରର୍ ମନ୍ଦିର୍ ଉଗାଡି ଅଇଲା ଆରି ତେଇ ରାଜିନାମାର୍ ପେଡି ଡିସ୍ଲା । ତାର୍ପଚେ ବିଜ୍ଲି ଜଟକ୍ଲା, ଗଡ୍ଗଡି ମାର୍ଲା ଦର୍ତନି ଚୁଲ୍ବୁଲ୍ଲା ଆରି ବେସି କାରାପାକ୍ନା ମିସା ମାର୍ଲା ।