< Roemers 12 >
1 Ich ermahne euch nun, liebe Brüder, durch die Barmherzigkeit Gottes, daß ihr eure Leiber begebet zum Opfer, das da lebendig, heilig und Gott wohlgefällig sei, welches sei euer vernünftiger Gottesdienst.
୧ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
2 Und stellet euch nicht dieser Welt gleich, sondern verändert euch durch die Erneuerung eures Sinnes, auf daß ihr prüfen möget, welches da sei der gute, wohlgefällige und vollkommene Gotteswille. (aiōn )
୨ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା । (aiōn )
3 Denn ich sage euch durch die Gnade, die mir gegeben ist, jedermann unter euch, daß niemand weiter von sich halte, als sich's gebührt zu halten, sondern daß er von sich mäßig halte, ein jeglicher, nach dem Gott ausgeteilt hat das Maß des Glaubens.
୩ପରମେସର୍ ମକେ ଜିବନ୍ଦୁକାଇକରି ଅଦିକାର୍ ଦେଲାକେ ତମ୍କେ ସବୁ ଲକ୍କେ କଇଲିନି, । କେ ମିସା ମୁଇ ବିନ୍ ଲକର୍ଟାନେଅନି ବଡ୍ ବଲି ବାବାନାଇ । ପରମେସର୍ ତମ୍କେ ଜେତ୍କି ବିସ୍ବାସ୍ ଦେଲାଆଚେ, ସେତ୍କି ନିଜ୍କେ ବିଚାର୍ କରା ।
4 Denn gleicherweise als wir in einem Leibe viele Glieder haben, aber alle Glieder nicht einerlei Geschäft haben,
୪ଆମ୍କେ ସବୁଲକ୍କେ ଗାଗ୍ଡେ ବିନ୍ ବିନ୍ ବାଗ୍ ଆଚେ । ସେ ଗାଗଡର୍ ବିନ୍ ବିନ୍ ବାଗର୍, ବିନ୍ ବିନ୍ କାମ୍ ଆଚେ ।
5 also sind wir viele ein Leib in Christus, aber untereinander ist einer des andern Glied,
୫ସେନ୍ତାରିସେ ଆମେ ଜେତ୍କି ଲକ୍ କିରିସ୍ଟତେଇ ମିସ୍ଲୁଆଚୁ, ଆମେ ତାର୍ ଗାଗଡ୍ ଅଇଲୁଆଚୁ । ଗାଗଡର୍ ଆତ୍ ଗଡ୍ ପାରା ଆମେ ସବୁ ଲକ୍ ମିସିଆଚୁ ।
6 und haben mancherlei Gaben nach der Gnade, die uns gegeben ist.
୬ସେଟାର୍ ପାଇ ପରମେସର୍ ଆମ୍କେ ଜିବନ୍ ଦୁକାଇ ଜେତ୍କି ବିନ୍ ବିନ୍ ବପୁର୍ ଦାନ୍ ଦେଲା ଆଚେ, ସେ ସବୁ ବପୁ ଆମର୍ କାମେ ଲାଗାଇବାର୍ ଆଚେ । ଜଦି ଆମ୍କେ ପର୍ମେସରର୍ ବାକିଅ ଜାନାଇବା ବପୁ ଦେଲାଆଚେ, ସେନ୍ତାର୍ଆଲେ ଆମେ ପାଇରଇବା ବିସ୍ବାସ୍ ଇସାବେ ସେଟା କର୍ବାର୍ ଆଚେ ।
7 Hat jemand Weissagung, so sei sie dem Glauben gemäß. Hat jemand ein Amt, so warte er des Amts. Lehrt jemand, so warte er der Lehre.
୭ଜଦି ଆମର୍ ସଙ୍ଗର୍ ଲକ୍କେ ସାଇଜ କର୍ବା ବପୁ ଦେଲାଆଚେ, ତେବେ ସେଟା କର୍ତେ ରଇବାର୍ ଆଚେ । ଜଦି ପର୍ମେସରର୍ ବାକିଅ ସିକାଇବାଟା ଦେଲାଆଚେ, ତେବେ ସେଟା ଜତନ୍ ସଙ୍ଗ୍ କର୍ବାର୍ ଆଚେ ।
8 Ermahnt jemand, so warte er des Ermahnens. Gibt jemand, so gebe er einfältig. Regiert jemand, so sei er sorgfältig. Übt jemand Barmherzigkeit, so tue er's mit Lust.
୮ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
9 Die Liebe sei nicht falsch. Hasset das Arge, hanget dem Guten an.
୯ବିନ୍ ଲକ୍ମନ୍କେ ଆଲାଦ୍ କର୍ବାର୍ ଆଲେ କାଇ କପଟ୍ ରଇବାର୍ ନାଇ । କାରାପ୍ ଚଲାଚଲ୍ତି ଗିନ୍ କରି, ସତ୍ ଚଲାଚଲ୍ତି ଚାଡ୍ବାର୍ ନାଇ ।
10 Die brüderliche Liebe untereinander sei herzlich. Einer komme dem andern mit Ehrerbietung zuvor.
୧୦ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା ।
11 Seid nicht träge in dem, was ihr tun sollt. Seid brünstig im Geiste. Schicket euch in die Zeit.
୧୧ନିସତ୍ ନଅଇକରି ଲାଗିରୁଆ । ଜିବନ୍ ପରାନ୍ ଦେଇକରି ପର୍ମେସର୍କେ ସେବା କରା ।
12 Seid fröhlich in Hoffnung, geduldig in Trübsal, haltet an am Gebet.
୧୨ଆମ୍କେ ରଇବା ଆସାର୍ ଲାଗି ଆମେ ସାର୍ଦା ଅଉଁ । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ରଉଁ । ସବୁବେଲା ପର୍ମେସର୍କେ ପାର୍ତନା କର୍ତେ ରଉଁ ।
13 Nehmet euch der Notdurft der Heiligen an. Herberget gern.
୧୩ଆମର୍ ଟାନେ ରଇବା ଅର୍କିତ୍ ବାଇବଇନିମନ୍କେ ସାଇଜ କରୁ । ନ ଜାନ୍ବା ଲକ୍ମନ୍ ଆମର୍ ଗରେ ଆଇଲେ ଗତିଆ କରି ଡାକିନେଉଁ ।
14 Segnet, die euch verfolgen; segnet und fluchet nicht.
୧୪ଜନ୍ଲକ୍ମନ୍ ତମ୍କେ ନିନ୍ଦା କର୍ବାଇ, ସେମନ୍କେ ପରମେସର୍ ଆସିର୍ବାଦ୍ କରବଲି ପାର୍ତନା କରା । ସେମନ୍କେ ଆସିର୍ବାଦ୍ କରା, ସାଇପ୍ ଦିଆସ୍ ନାଇ ।
15 Freut euch mit den Fröhlichen und weint mit den Weinenden.
୧୫ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା ।
16 Habt einerlei Sinn untereinander. Trachtet nicht nach hohen Dingen, sondern haltet euch herunter zu den Niedrigen.
୧୬ସବୁ ଲକ୍କେ ସମାନ୍ ଇସାବେ ଆଲାଦ୍ ଦେକାଆ । ଆଁକାର୍ ବୁଦି ଚାଡିକରି ସଲଦ୍ ଅଇ ସାନ୍ ସାନ୍ କାମ୍ କର୍ବାକେ ମିସା ରାଜି ଉଆ । ନିଜ୍କେ ଗିଆନ୍ ରଇବାଲକ୍ ବଲି ଦେକାଇ ଉଆନାଇ ।
17 Haltet euch nicht selbst für klug. Vergeltet niemand Böses mit Bösem. Fleißigt euch der Ehrbarkeit gegen jedermann.
୧୭କେ ତମ୍କେ ଅନିଆଇ କଲେ, ତାକେ ବେର୍ ଦାର୍ବାର୍ ନାଇ, ଜନ୍ ଚଲାଚଲ୍ତି ସବୁର୍ ମନ୍କେ ଜାଇସି, ସେଟା କର୍ତେରଇବାର୍ ।
18 Ist es möglich, soviel an euch ist, so habt mit allen Menschen Frieden.
୧୮ସବୁ ଲକର୍ ସଙ୍ଗ୍ ସୁସାରେ ଜିଇବାକେ ଜେତେକ୍ ପାରାସ୍, ସେତେକ୍ ଚେସ୍ଟା କରା ।
19 Rächet euch selber nicht, meine Liebsten, sondern gebet Raum dem Zorn Gottes; denn es steht geschrieben: “Die Rache ist mein; ich will vergelten, spricht der HERR.”
୧୯ମର୍ ଆଲାଦର୍ ବାଇବଇନିମନ୍, ଜଦି କେ ତମ୍କେ ଅନିଆଇ କଲେ, ତମେ ବେର୍ ଦାରାନାଇ, କାଇକେବଇଲେ, ପର୍ମେସର୍ସେ ଡଣ୍ଡ୍ ଦେଇସି । କାଇକେ ବଇଲେ ସାସ୍ତରେ ଲେକା ଆଚେ । ମାପ୍ରୁ କଇଲାନି, “ମୁଇ ବେର୍ ଦାର୍ବି । ମୁଇ ଡଣ୍ଡ୍ ଦେବି ।”
20 So nun deinen Feind hungert, so speise ihn; dürstet ihn, so tränke ihn. Wenn du das tust, so wirst du feurige Kohlen auf sein Haupt sammeln.
୨୦ଏଲେ ସାସ୍ତରର୍ ଲେକା ଇସାବେ “ତମର୍ ସତ୍ରୁ ବୁକେ ରଇଲେ, ତାକେ କାଇବାକେ ଦିଆସ୍, ସସେ ରଇଲେ, ପାନି କୁଆ । ଏନ୍ତାର୍କଲେ ସେ ତମ୍କେ କରିରଇବା ଅନିଆଇର୍ ଲାଗି ବେସି ଲାଜ୍ ଅଇଜାଇସି ।”
21 Laß dich nicht das Böse überwinden, sondern überwinde das Böse mit Gutem.
୨୧ମିଚ୍ କାମ୍ କରି ଆରିଜାଆ ନାଇ, ସବୁ ବିସଇ ସତ୍ ବାବେ କରି ଜିତିକରି ରୁଆ ।