< 1 Timotheus 6 >
1 Die Knechte, die unter dem Joch sind, sollen ihre Herren aller Ehre wert erachten, auf daß nicht der Name Gottes und die Lehre verlästert werden.
୧ଜନ୍ ବିସ୍ବାସିମନ୍ ଗତିଦାଙ୍ଗ୍ଡା ଇସାବେ ଗଟେକ୍ ସାଉକାର୍ ତଲେ କାମ୍ କଲାଇନି, ସେମନ୍ ତାକର୍ ସାଉକାର୍ମନ୍କେ ଅଦିକ୍ ସନ୍ମାନ୍ ଦେବାର୍ ଆଚେ । ଜେନ୍ତାରି କି, ପର୍ମେସରର୍ ନାଉଁ ଆରି ଆମେ ସିକାଇବାଟା କେ ନିନ୍ଦା ନ କରତ୍ ।
2 Die aber gläubige Herren haben, sollen dieselben nicht verachten, weil sie Brüder sind, sondern um so mehr dienstwillig sein, weil sie gläubig und geliebt und der Gnade teilhaftig sind. Solches lehre und ermahne dazu.
୨ଜଦି ତାକର୍ ସାଉକାର୍ମନ୍ କିରିସ୍ଟକେ ବିସ୍ବାସ୍ କଲାଇନି, ସେନ୍ତାର୍ଆଲେ ବିସ୍ବାସି ସାଉକାର୍ମନ୍କେ, ବିସ୍ବାସ୍ ନ କର୍ବା ସାଉକାର୍ମନର୍ ତେଇଅନି, କିରିସ୍ଟର୍ଟାନେ ବାଇ ଇସାବେ ସନ୍ମାନ୍ ଉନା ଦେକାଇଲେ ଅଇସି ବଲିକରି ବାବ୍ବାର୍ ନାଇ । ତାର୍ ବାଦୁଲେ ସେମନର୍ପାଇ ଅଦିକ୍ ଆବଡ୍ କାମ୍ କର୍ବାର୍ ଆଚେ । କାଇକେବଇଲେ ସେମନ୍ ଜନ୍ ସାଉକାରର୍ପାଇ କାମ୍ କଲାଇନି, ସେମନ୍ ମିସା ବିସ୍ବାସି ଲକ୍ । ଆରି କିରିସ୍ଟର୍ଟାନେ ବାଇ ଇସାବେ ଆଲାଦ୍ କଲାଇନି । ବିସ୍ବାସି ମନ୍କେ ଏ ସର୍ତେ ବିସଇ ସିକାଆ । ଆରି ସେଟା କର୍ବାକେ ସେମନ୍କେ ସାର୍ଦା କର୍ ।
3 So jemand anders lehrt und bleibt nicht bei den heilsamen Worten unseres Herrn Jesus Christus und bei der Lehre der Gottseligkeit,
୩ଜଦି କେ ବୁଲ୍ ବିସଇ ସିକାଇଲାଇନି, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ସତ୍ ସିକିଆଟାନେ ରାଜି ନ ଅଅତ୍,
4 Der ist verblendet und weiß nichts, sondern siecht an Streitfragen und Wortkämpfen, aus denen entspringt Neid, Streitsucht, Lästerung, böser Argwohn,
୪ସେନ୍ତାରି ଲକ୍ ବେସି ବଡ୍ପନିଆ ଆରି ସେ କାଇଟା ନାଜାନେ । ସେ ସବୁବେଲେ ଦଦାପେଲା କରି କାଇ ମୁଲିଅ ନ ରଇବା ବିସଇନେଇ ଜଗ୍ଡାଜାଟି କର୍ତେରଇବାକେ ମନ୍ କର୍ସି । ଏନ୍ତାରି କରି କରି ଲକ୍କେ ଇଁସା କର୍ବାଟା, କିରଜାଟି କର୍ବାଟା, ନିନ୍ଦା କର୍ବାଟା ଆରି କାରାପ୍ ଚିନ୍ତା,
5 Unnütze Wortzänkereien von Menschen, deren Verstand verschroben und der Wahrheit verschlossen ist, die da meinen, Gottseligkeit sei ein Gewerbe. Halte dich ferne von ihnen.
୫ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ କିରଜାଟି ଅଇ ଲାଗି ରଇସି । ସେନ୍ତାରି ଲକର୍ ମନ୍ କାରାପ୍ ଅଇଲା ଆଚେ ଆରି ସତ୍ ବିସଇ ତାକର୍ ମନ୍କେ ନ ଜାଏ । ସେମନ୍ ପର୍ମେସରର୍ ବିସଇ ସିକାଇତେରଇଲେ ଡାବୁ ମିଲ୍ତେରଇସି ବଲି ବାବ୍ଲାଇନି ।
6 Es ist aber ein großer Gewinn um die Gottseligkeit, die sich genügen läßt.
୬ତାର୍ ବାଦୁଲେ ଆମେ ଜେଡେବେଲେ ପର୍ମେସର୍କେ ସାର୍ଦା କରାଉଁ, ଆରି ଆମ୍କେ ଜେତ୍କି ଆଚେ ସେତ୍କି ସଙ୍ଗ୍ ସୁସ୍ତା ସଙ୍ଗ୍ ରଉଁ, ତେବେ ଆମେ ଜବର୍ ଅଇତେ ମିଲାଇଆଚୁ ।
7 Denn wir haben nichts in die Welt gebracht, und offenbar ist, daß wir auch nichts mit hinausnehmen können.
୭କାଇକେବଇଲେ ଆମେ ଜନମ୍ ଅଇଲାବେଲେ ଚୁଚାଆତେ ଆଇଲୁ, ଆରି ଜେଡେବେଲେ ମର୍ବୁ, ଚୁଚା ଆତେସେ ଉଟିଜିବୁ ।
8 Wenn wir aber Nahrung und Kleidung haben, so lasset uns daran begnügen.
୮ତେବେ ଆମ୍କେ ଲଡାକେ ଆଇବା କାଦି ଆରି ପିନ୍ଦ୍ବାକେ ବସ୍ତର୍ ରଇଲେ ସେତ୍କିସଙ୍ଗ୍ ସୁସାରେ ରଇବାର୍ ଅଇସି ।
9 Die da reich werden wollen, fallen in Versuchung und Stricke und viel törichte und schädliche Lüste, welche die Menschen ins Elend und Verderben stürzen,
୯କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
10 Denn Geiz ist eine Wurzel alles Übels; diejenigen, die geldgierig und vom Glauben irre gegangen sind, haben sich selbst viele Schmerzen bereitet.
୧୦କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
11 Aber du, Gottesmensch, fliehe solches, jage nach der Gerechtigkeit, der Gottseligkeit, dem Glauben, der Liebe, der Beharrlichkeit, der Sanftmut.
୧୧ମାତର୍ ଏ ତିମତି, ତୁଇ ଗଟେକ୍ ପର୍ମେସରର୍ ଲକ୍ । ତୁଇ ଏଟାମନ୍ ଚାଡିଦେସ୍ । ସତ୍ ବିସଇଆକା କର୍ବାକେ ବେସି ଆବଡ୍ ଅ । ପର୍ମେସର୍ ଜେନ୍ତି ମନ୍ କଲାନି, ସେନ୍ତାରି ଚଲାଚଲ୍ତି କର୍ । କିରିସ୍ଟକେ ବିସ୍ବାସ୍ କର୍ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ପର୍ମେସର୍ ତିଆର୍ଲାଟା ମାନ୍ବାକେ କେ ଚାଡ୍ନାଇ । ଲକ୍ମନର୍ ସଙ୍ଗ୍ ରିସା ଅ ନାଇ ।
12 Kämpfe den guten Kampf des Glaubens, erfasse das ewige Leben, für das du berufen bist und bekannt hast das gute Bekenntnis vor vielen Zeugen. (aiōnios )
୧୨ଗଟେକ୍ ନିକ ସଇନ ଜେନ୍ତାରି ଜୁଇଦେ ଜୁଜ୍ବାକେ କେବେ ନ ଚାଡେ, ସେନ୍ତାରିସେ ତୁଇ ମିସା ପର୍ମେସର୍କେ ବିସ୍ବାସ୍ କରି ତାର୍ ତିଆର୍ଲାଟା ମାନ୍ବାକେ ଚାଡ୍ନାଇ । ଜନ୍ ନ ସାର୍ବା ଜିବନ୍ ପର୍ମେସରର୍ଟାନେ ଆଚେ, ସେଟା ତୁଇ ନିଜର୍ପାଇ ଆନ୍ । ସେ ବିସଇ ମିଲାଇବାକେ ବେସି ଲକର୍ ମୁଆଟେ କାତା ଦେଇରଇଲୁସ୍ । (aiōnios )
13 Ich gebiete dir vor Gott, Der alles lebendig macht, und vor Jesus Christus, Der vor Pontius Pilatus das gute Bekenntnis bezeugt hat,
୧୩ପର୍ମେସର୍ ମର୍ ସାକି, ଜେ କି ସବୁକେ ବଁଚ୍ବାକେ ଦେଇସି । ଆରି ଜିସୁକିରିସ୍ଟ ଜେ କି, ପନ୍ତିଅ ପିଲାତ୍ ପାଚାର୍ଲା ବେଲେ ସତ୍ କଇଲା, ଏ ଦୁଇ ଲକର୍ ସାକି ନେଇକରି ମୁଇ ତକେ ତିଆର୍ଲିନି,
14 Daß du haltest das Gebot unbefleckt, untadelhaft bis auf die Erscheinung unseres Herrn Jesus Christus;
୧୪ଆମର୍ ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଜାକ ମୁଇ ତକେ ତିଆରିରଇବା ଜେତ୍କି ସବୁ ବିସଇ ମାନିକରି, କାଇ ନିନ୍ଦା ନ ଅଇତେ ର ।
15 Welche zu Seiner Zeit zeigen wird der selige und alleinige Gewalthaber, der König der Könige und der Herr der Herren.
୧୫ସେ ବାଉଡି ଆଇବାଟା ପର୍ମେସର୍ ଟିକ୍ କଲା ବେଲାଇ ଗଟ୍ସି, ସେ ଗଟେକ୍ ଲକ୍ସେ ସାସନ୍କାରିଆ । ସେ ସେ ରାଜାମନର୍ ଉପ୍ରେ ରଇବା ରାଜା ଆରି ମାପ୍ରୁମନର୍ ଉପ୍ରେ ରଇବା ମାପ୍ରୁ ।
16 Der allein Unsterblichkeit hat, Der in unzugänglichem Lichte wohnt, Den kein Mensch gesehen hat, noch sehen kann, Ihm sei Ehre und ewige Herrschaft! Amen. (aiōnios )
୧୬ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି ଆରି ତାର୍ ଚାରିବେଟ୍ତି ରଇବା ଉଜ୍ଲେ କେ ଆସିନାପାରତ୍ । ବଁଚି ରଇବା କେ ମିସା ତାକେ ଦେକତ୍ ନାଇ ଆରି କେବେ ମିସା ଦେକିନାପାରତ୍ । ଲକ୍ମନ୍ ତାକେ ଡାକ୍ପୁଟା କର୍ବାଇ ଆରି ତାର୍ଟାନେ ସବୁବେଲେ ବେସି ବପୁ ରଇସି । ଆମେନ୍ । (aiōnios )
17 Den Reichen dieser Welt gebiete nicht hochmütig zu sein, noch Hoffnung zu setzen auf den unsicheren Reichtum, sondern auf den lebendigen Gott, Der uns alles reichlich zum Genusse darbietet; (aiōn )
୧୭ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି । (aiōn )
18 Daß sie Gutes tun, reich werden an guten Werken, freigebig, mitteilsam seien,
୧୮ଦରମ୍ ମନେ ଲକ୍ମନ୍କେ ସାଇଜ କର୍ବାକେ ସେମନ୍କେ କଇଦେସ୍ । ଅର୍କିତ୍ ଲକ୍ମନ୍କେ କାଇଟା ନ ବାବି ଦେବାକେ, ତାକର୍ ଟାନେ ରଇଲାଟା ସାର୍ଦା ସଙ୍ଗ୍ ବାଟାକର୍ବାକେ କଇଦେସ୍ ।
19 Und sich Schätze sammeln als guten Grund für die Zukunft, auf daß sie das wahre Leben erfassen.
୧୯ଏନ୍ତାରି ତାକର୍ ନିକ କାମ୍ସବୁ ଗଟେକ୍ ବଡ୍ ଦନ୍ ଇସାବେ ସେମନ୍ ସର୍ଗେ ସଙ୍ଗଇଆଚତ୍ । ସେନ୍ତାର୍ ଆଲେ ସେମନ୍ ତାକର୍ ନିଜର୍ପାଇ ଜିବନ୍ ମିଲାଇବାଇ ।
20 O Timotheus, bewahre, was dir anvertraut ist, und mache dir nichts zu schaffen mit den gottlosen, leeren Reden und Streitfragen der fälschlich sogenannten Wissenschaft,
୨୦ଏ ତିମତି, ପର୍ମେସର୍ ତକେ ଜନ୍ଟା କର୍ବାକେ ଦାଇତ୍ ଦେଲାଆଚେ, ସେ ଦାଇତ୍ ନିକ ସଙ୍ଗ୍ କର୍ । ଆସା ନ ରଇବା ଚୁଚା କାତା, କାଇ ଲଡାକେ ନ ଆଇବା କାତାବାର୍ତା ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ଜନ୍ ଲକ୍ ବିରଦ୍ କଲାଇନି, ସେମନର୍ ଟାନେଅନି ଦୁରିକେ ର । ସେଟା ସେମନ୍ ସିକ୍ବା ଗିଆନ୍ ବଲି ବୁଲ୍ ବୁଜ୍ଲାଇନି ।
21 Die etliche vorgeben und vom Glauben abgewichen sind. Die Gnade sei mit euch! Amen.
୨୧ଏ ବୁଲ୍ ସିକିଆ କେତେଲକ୍ ମାନିକରି କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଇଆଚତ୍ । ପର୍ମେସର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତର୍ ସଙ୍ଗ୍ ସବୁବେଲେ ରଅ । ଆମେନ୍!