< Κατα Ιωαννην 12 >
1 ο ουν ιησους προ εξ ημερων του πασχα ηλθεν εις βηθανιαν οπου ην λαζαρος ο τεθνηκως ον ηγειρεν εκ νεκρων
୧ଏତ୍କି ବିତ୍ରେ ଜିସୁ ନିସ୍ତାର୍ ପରବ୍ ଅଇବାକେ ଚ ଦିନର୍ ଆଗ୍ତୁ ବେତ୍ନିଆ ଗାଲା । ତେଇ ଲାଜାରର୍ ଗର୍ । ଜିସୁ ଏ ଲାଜାର୍କେସେ ମଲାଟାନେଅନି ଉଟାଇରଇଲା ।
2 εποιησαν ουν αυτω δειπνον εκει και η μαρθα διηκονει ο δε λαζαρος εις ην των ανακειμενων συν αυτω
୨ସେ ରାତି ତେଇ ଜିସୁର୍ପାଇ ଗଟେକ୍ ବଜି ଟିକ୍ କଲାଇ । ଆରି ମାର୍ତା ସେମନ୍କେ କୁଆପୁଚା କରାଇତେରଇଲା । ଲାଜାର୍ ଜିସୁର୍ ସଙ୍ଗ୍ ବଜିତେଇ ବସି ରଇଲା ।
3 η ουν μαρια λαβουσα λιτραν μυρου ναρδου πιστικης πολυτιμου ηλειψεν τους ποδας του ιησου και εξεμαξεν ταις θριξιν αυτης τους ποδας αυτου η δε οικια επληρωθη εκ της οσμης του μυρου
୩ସେଡ୍କିବେଲେ ମରିୟମ୍ ଜଟାମାଉଁସ୍ ନାଉଁର୍ ବେସି ଦାମେ ତିଆର୍ ଅଇଲା ଅଦ୍ ଲିଟର୍ ବାସ୍ନା ଚିକନ୍ ଆନି ଜିସୁର୍ ପାଦେ ରକଇ ନିଜର୍ ଚେଣ୍ଡିସଙ୍ଗ୍ ପୁଚିଦେଲା । ଆରି ସେ ଚିକନର୍ ସୁନ୍ଦର୍ ବାସ୍ନା ଗୁଲାଇ ଗର୍ ଗମ୍କିଗାଲା ।
4 λεγει ουν εις εκ των μαθητων αυτου ιουδας σιμωνος ισκαριωτης ο μελλων αυτον παραδιδοναι
୪ଜିସୁର୍ ସିସ୍ମନର୍ ବିତ୍ରେ ଅନି ଇସ୍କାରିୟତ୍ ଜିଉଦା ନାଉଁର୍ ସିସ୍, ଜେ କି ଜିସୁକେ ସତ୍ରୁମନ୍କେ ସର୍ପିଦେବାକେ ଜାଇତେ ରଇଲା, ସେ କଇଲା,
5 δια τι τουτο το μυρον ουκ επραθη τριακοσιων δηναριων και εδοθη πτωχοις
୫“ଏ ବାସ୍ନା ଚିକନ୍ ତିନ୍ ସଅ ରୁପା ଟାଙ୍ଗାକେ ବିକିକରି ସେ ଡାବୁ ଗରିବ୍ ଲକ୍ମନ୍କେ ଦେଲେ ନଇତା କି?”
6 ειπεν δε τουτο ουχ οτι περι των πτωχων εμελεν αυτω αλλ οτι κλεπτης ην και το γλωσσοκομον ειχεν και τα βαλλομενα εβασταζεν
୬ଇସ୍କାରିୟତ୍ ଜିଉଦା ଗରିବ୍ ଲକ୍ମନର୍ପାଇ ଚିନ୍ତା କର୍ତେରଇଲାଜେ ଏନ୍ତି କଇଲା ବଲି ନାଇ, ମାତର୍ ସେ ଗଟେକ୍ ଚର୍ । ତାର୍ ଦାଇତେ ରଇଲା ଟାଙ୍ଗାମୁନା ଟାନେଅନି ସେ ନିଜର୍ ପାଇ କେତେକ୍ କେତେକ୍ ଲୁଚାଇ ନେଇତେରଇଲା ।
7 ειπεν ουν ο ιησους αφες αυτην εις την ημεραν του ενταφιασμου μου τετηρηκεν αυτο
୭ମାତର୍ ଜିସୁ କଇଲା, “ତାକେ କାଇଟା ବଲି କୁଆ ନାଇ, ତାର୍ଟାନେ ଜେତ୍କି ଆଚେ, ସେଟା ଜେନ୍ତିକି ମର୍ ସମାଦି ଦିନର୍ପାଇ ସଙ୍ଗଇଆଚେ ।
8 τους πτωχους γαρ παντοτε εχετε μεθ εαυτων εμε δε ου παντοτε εχετε
୮ଗରିବ୍ ଲକ୍ମନ୍ ତା ସବୁବେଲେ ତମର୍ ସଙ୍ଗ୍ ରଇଲାଇନି, ମାତର୍ ମୁଇ ସବୁବେଲେ ନ ରଇ ।”
9 εγνω ουν οχλος πολυς εκ των ιουδαιων οτι εκει εστιν και ηλθον ου δια τον ιησουν μονον αλλ ινα και τον λαζαρον ιδωσιν ον ηγειρεν εκ νεκρων
୯ଏତ୍କିବିତ୍ରେ ଜିସୁ ବେତ୍ନିଆଇ ଆଚେ ବଲି ଜାନିକରି ବେସି ଜିଉଦି ଲକ୍ମନ୍ ଆଇଲାଇ । ଅବ୍କା ଜିସୁକେ ସେ ଦେକ୍ବାକେ ନାଇ, ମାତର୍ ଜନ୍ ଲାଜାର୍କେ ଜିସୁ ମଲାଟାନେଅନି ଉଟାଇରଇଲା ତାକେ ମିସା ଦେକ୍ବାର୍ ଆସିରଇଲାଇ ।
10 εβουλευσαντο δε οι αρχιερεις ινα και τον λαζαρον αποκτεινωσιν
୧୦ମାତର୍ ମୁକିଅ ପୁଜାରିମନ୍ ଲାଜାର୍କେ ମିସା ମରାଇବାକେ ଜଜ୍ନା କଲାଇ ।
11 οτι πολλοι δι αυτον υπηγον των ιουδαιων και επιστευον εις τον ιησουν
୧୧କାଇକେବଇଲେ ତାର୍ଲାଗି ବଲି କେତେକ୍ କେତେକ୍ ଜିଉଦି ଲକ୍ମନ୍ ନେତାମନ୍କେ ଚାଡି ଜିସୁକେ ବିସ୍ବାସ୍ କର୍ତେରଇଲାଇ ।
12 τη επαυριον οχλος πολυς ο ελθων εις την εορτην ακουσαντες οτι ερχεται ιησους εις ιεροσολυμα
୧୨ତାର୍ ଆର୍କର୍ ଦିନେ ରକିଆପାଇବା ପରବେ ଆସିରଇବା ବେସି ଲକ୍ମନ୍ ଜିସୁ ଜିରୁସାଲାମ୍ ଆଇଲାନି ବଲି ସୁନ୍ଲାଇ ।
13 ελαβον τα βαια των φοινικων και εξηλθον εις υπαντησιν αυτω και εκραζον ωσαννα ευλογημενος ο ερχομενος εν ονοματι κυριου βασιλευς του ισραηλ
୧୩ସେଟାର୍ ପାଇ ସେମନ୍ କଜ୍ରିଡାଲ୍ ଦାରି ଜିସୁକେ ବେଟ୍ଅଇବାର୍ ଗାଲାଇ, ଆରି ଆଉଲିଅଇକରି କଇଲାଇ, “ଅସାନା, ଜେ ମାପ୍ରୁର୍ ନାଉଁଦାରି ଆଇଲାନି ତାର୍ ମଙ୍ଗଲ୍ ଅ, ପର୍ମେସର୍ ତାକେ ଆସିର୍ବାଦ୍ କର । ସେ ଇସ୍ରାଏଲର୍ ରାଜା ଡାକ୍ପୁଟା ପାଅ ।”
14 ευρων δε ο ιησους οναριον εκαθισεν επ αυτο καθως εστιν γεγραμμενον
୧୪ଆରି ଜିସୁ ଗଟେକ୍ ଗଦ ପିଲାର୍ ଉପ୍ରେ ବସି ଆଇତେ ରଇଲା । ଜେନ୍ତିକି ସାସ୍ତରେ ଲେକାଅଇଲା ଏ ବବିସତ୍ କାତା ସିଦ୍ ଅଇଲା ।
15 μη φοβου θυγατερ σιων ιδου ο βασιλευς σου ερχεται καθημενος επι πωλον ονου
୧୫“ଏ ସିୟନ୍ ନଅରର୍ ଲକ୍ମନ୍, ତମେ ଡରାନାଇ ଦେକା ତମର୍ ରାଜା ଗଟେକ୍ ଗଦ ପିଲାର୍ ଉପ୍ରେ ବସି ଆଇଲାନି ।”
16 ταυτα δε ουκ εγνωσαν οι μαθηται αυτου το πρωτον αλλ οτε εδοξασθη [ο] ιησους τοτε εμνησθησαν οτι ταυτα ην επ αυτω γεγραμμενα και ταυτα εποιησαν αυτω
୧୬ପର୍ତୁମ୍ ପର୍ତୁମ୍ ଜିସୁର୍ ସିସ୍ମନ୍ ଏ ବିସଇ ବୁଜି ନ ରଇଲାଇ । ମାତର୍ ଜିସୁ ଜେଡେବେଲା ମଲାଟାନେଅନି ଉଟ୍ଲା ପଚେ ଏ ସବୁଜାକ ଲେକା ଏତାଇଲାଇଜେ, ସାସ୍ତରେ ତାର୍ ବିସଇସେ ଲେକା ଅଇରଇଲା । ଆରି ସେମନ୍ ତାର୍ ପାଇ ସବୁ କାମ୍ କରିରଇଲାଇ ।
17 εμαρτυρει ουν ο οχλος ο ων μετ αυτου οτε τον λαζαρον εφωνησεν εκ του μνημειου και ηγειρεν αυτον εκ νεκρων
୧୭ଜିସୁ ଲାଜାର୍କେ ମଲାଟାନେଅନି ଉଟାଇକରି ସମାଦିଅନି ବାରଇବାକେ କଇଲାବେଲେ ଜନ୍ ଲକ୍ମନ୍ ଜିସୁର୍ ସଙ୍ଗ୍ ରଇଲାଇ, ସେମନ୍ ସେ ଗଟ୍ନା ବିସଇର୍ ସାକି ଦେବାର୍ ଦାର୍ଲାଇ ।
18 δια τουτο και υπηντησεν αυτω ο οχλος οτι ηκουσεν τουτο αυτον πεποιηκεναι το σημειον
୧୮ସେଟାର୍ପାଇ ଲକ୍ମନ୍ ତାକେ ବେଟ୍ଅଇବାକେ ଜାଇରଇଲାଇ । କାଇକେବଇଲେ ସେ ଆକା ଏ କାବା ଅଇବା କାମ୍ମନ୍ କଲାନି ବଲି ସେମନ୍ ସୁନିରଇଲାଇ ।
19 οι ουν φαρισαιοι ειπον προς εαυτους θεωρειτε οτι ουκ ωφελειτε ουδεν ιδε ο κοσμος οπισω αυτου απηλθεν
୧୯ତେଇ ପାରୁସିମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଦେକ୍ଲାସ୍ନି କାଇକି, ଆମେ ଚେସ୍ଟା କଲାଟା ଗଟେକ୍ ମିସା ଅଏନାଇ, ଦେକାନି ଗୁଲାଇ ଦୁନିଆଜାକ ତାର୍ ପଚେ ଗାଲାନି ।”
20 ησαν δε τινες ελληνες εκ των αναβαινοντων ινα προσκυνησωσιν εν τη εορτη
୨୦ନିସ୍ତାର୍ ପରବ୍ କର୍ବାକେ ଆସିରଇବା ଲକ୍ମନର୍ ବିତ୍ରେ ଗିରିକ୍ ଲକ୍ମନ୍ ମିସା କେତେଲକ୍ ରଇଲାଇ ।
21 ουτοι ουν προσηλθον φιλιππω τω απο βηθσαιδα της γαλιλαιας και ηρωτων αυτον λεγοντες κυριε θελομεν τον ιησουν ιδειν
୨୧ସେମନ୍ ପିଲିପର୍ ଲଗେ ଆସି ତାକେ କଇଲାଇ, “ଏ ଆଗିଆଁ ଆମେ ଜିସୁକେ ଦେକ୍ବାକେ ମନ୍ କଲୁନି ।” ପିଲିପ୍ ବେତ୍ସାଇଦାର୍ ଲକ୍ ରଇଲା ।
22 ερχεται φιλιππος και λεγει τω ανδρεα και παλιν ανδρεας και φιλιππος λεγουσιν τω ιησου
୨୨ପିଲିପ୍ ଜାଇ ଆନ୍ଦ୍ରିୟକେ ଏ କବର୍ ଜାନାଇଲାକେ ସେମନ୍ ଜାଇ ଜିସୁକେ କଇଲାଇ ।
23 ο δε ιησους απεκρινατο αυτοις λεγων εληλυθεν η ωρα ινα δοξασθη ο υιος του ανθρωπου
୨୩ଜିସୁ ସେମନ୍କେ କଇଲା, “ପର୍ମେସର୍ତେଇ ଅନି ଆଇଲା ନର୍ପିଲା ମୁଇ ଡାକ୍ପୁଟା ପାଇବା ବେଲା ଆସି କେଟି ଆଚେ ।
24 αμην αμην λεγω υμιν εαν μη ο κοκκος του σιτου πεσων εις την γην αποθανη αυτος μονος μενει εαν δε αποθανη πολυν καρπον φερει
୨୪ମୁଇ ତମ୍କେ ସତ୍କାତା କଇଲିନି ଜଦି ଗଅମ୍ ମୁଞ୍ଜି ବୁଏଁ ଅଦ୍ରି ନ ମର୍ବା ଜାକ ସେନ୍ତିସେ ରଇସି । ସେଟା ମଲେ ସେ ବେସି ମୁଞ୍ଜି ଦାର୍ସି ।
25 ο φιλων την ψυχην αυτου απολεσει αυτην και ο μισων την ψυχην αυτου εν τω κοσμω τουτω εις ζωην αιωνιον φυλαξει αυτην (aiōnios )
୨୫ଜେ ନିଜର୍ ଜିବନ୍କେ ବେସି ଆଲାଦ୍ କର୍ସି, ସେ ସେଟା ଆରାଇସି । ଜେ ନିଜର୍ ଜିବନ୍ ଗିନ୍ କର୍ତେରଇସି, କାଲ୍ କାଲ୍ ଜୁଗ୍ ଜୁଗ୍ ଜାକ ତାର୍ ଜିବନ୍ ରକିଆ କର୍ସି । (aiōnios )
26 εαν εμοι διακονη τις εμοι ακολουθειτω και οπου ειμι εγω εκει και ο διακονος ο εμος εσται και εαν τις εμοι διακονη τιμησει αυτον ο πατηρ
୨୬ଜନ୍ ଲକ୍ ମର୍ ସେବା କର୍ବାକେ ମନ୍ କଲାନି, ସେ ମର୍ ସଙ୍ଗ୍ ଆସ । ମୁଇ ଜନ୍ ଜାଗାଇ ରଇବି, ମର୍ ସେବା କାମ୍ କର୍ବା ଲକ୍ମନ୍ମିସା ସେ ଜାଗାଇ ରଇବାଇ । ଆରି ସେ ମର୍ ଆରି ମର୍ ବାବା ପର୍ମେସରର୍ ସନ୍ମାନ୍ ପାଇସି ।”
27 νυν η ψυχη μου τεταρακται και τι ειπω πατερ σωσον με εκ της ωρας ταυτης αλλα δια τουτο ηλθον εις την ωραν ταυτην
୨୭ଏବେ ମର୍ ଜିବନ୍ ବେସି ବାୟାବିକଲ୍ ଅଇଗାଲାନି । କାଇଟା କଇବି? ଏ ବାବା ମକେ ଏ ଦୁକର୍ ବେଲାଇଅନି ରକିଆ କର୍ ବଲି ଗୁଆରି କର୍ବି କି? ନାଇ ସେନ୍ତି ନ କଇ । ଦୁକ୍ କସ୍ଟ ମୁରଚ୍ବାକେ ସେ ମୁଇ ଆଇଲିଆଚି ।
28 πατερ δοξασον σου το ονομα ηλθεν ουν φωνη εκ του ουρανου και εδοξασα και παλιν δοξασω
୨୮ଏ ବାବା ତର୍ ନାଉଁ ଡାକ୍ପୁଟା କର । ସେ ବେଲା ସର୍ଗେଅନି ଏ କାତା କଇବା ସବଦ୍ ଆଇଲା, “ମର୍ ନାଉଁ ଡାକ୍ପୁଟା କଲିଆଚି, ଆରି ତରେକ୍ ଡାକ୍ପୁଟା କର୍ବି ।”
29 ο ουν οχλος ο εστως και ακουσας ελεγεν βροντην γεγονεναι αλλοι ελεγον αγγελος αυτω λελαληκεν
୨୯ତେଇ ଟିଆଅଇ ରଇଲା ଲକ୍ମନ୍ ଏ ସବଦ୍ ସୁନି କରି “ଏଟା ବାଦଲ୍ ଗୁଡ୍ଗୁଡ୍ଲା” ବଲି କଇଲାଇ । ମାତର୍ ଅଦେକ୍ ଲକ୍ମନ୍, “ସର୍ଗେଅନି ଗଟେକ୍ ଦୁତ୍ ତାର୍ ସଙ୍ଗ୍ କାତା ଅଇଲାନି” ବଲି କଇଲାଇ ।
30 απεκριθη [ο] ιησους και ειπεν ου δι εμε αυτη η φωνη γεγονεν αλλα δι υμας
୩୦ଜିସୁ ସେ ଲକ୍ମନ୍କେ କଇଲା, “ଏ ସବଦ୍ ମର୍ ପାଇ ଅଏନାଇ, ମାତର୍ ତମର୍ ପାଇସେ ଅଇଲା ।
31 νυν κρισις εστιν του κοσμου τουτου νυν ο αρχων του κοσμου τουτου εκβληθησεται εξω
୩୧ଏବେ ଏ ଦୁନିଆର୍ ବିଚାର୍ କର୍ବା ଦିନ୍ କେଟ୍ଲା ଆଚେ, ଏ ଦୁନିଆର୍ ସାସନ୍ କରୁକେ ମୁଇ ବାଇରେ ପିଙ୍ଗିଦେବି ।
32 καγω εαν υψωθω εκ της γης παντας ελκυσω προς εμαυτον
୩୨ଆରି ମକେ କୁର୍ସେ ଟେକ୍ଲେ, ସବୁ ଲକ୍ମନ୍କେ ମର୍ବାଟେ ଜିକ୍ବି” ବଲି କଇଲା ।
33 τουτο δε ελεγεν σημαινων ποιω θανατω εμελλεν αποθνησκειν
୩୩ସେ କେନ୍ତିଅଇ ମର୍ବାକେ ଗାଲାନି, ସେଟା ଜାନାଇବାକେ ଏନ୍ତି କଇରଇଲା ।
34 απεκριθη αυτω ο οχλος ημεις ηκουσαμεν εκ του νομου οτι ο χριστος μενει εις τον αιωνα και πως συ λεγεις δει υψωθηναι τον υιον του ανθρωπου τις εστιν ουτος ο υιος του ανθρωπου (aiōn )
୩୪ସେବେଲା ସବୁ ଲକ୍ମନ୍ ତାକେ କଇଲାଇ, “ମସିଅ ସବୁ ଦିନର୍ ପାଇ ବଁଚି ରଇସି ବଲି ଆମର୍ ସାସ୍ତରେ ଲେକା ଆଚେ । ତୁଇ କେନ୍ତି ପର୍ମେସରର୍ ପିଲାକେ କୁର୍ସେ ଟେକ୍ବାଇ ବଲି କଇଲୁସ୍ନି? ଏନ୍ତିବଇଲେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା କେ ତେବେ?” (aiōn )
35 ειπεν ουν αυτοις ο ιησους ετι μικρον χρονον το φως μεθ υμων εστιν περιπατειτε εως το φως εχετε ινα μη σκοτια υμας καταλαβη και ο περιπατων εν τη σκοτια ουκ οιδεν που υπαγει
୩୫ଜିସୁ ସେମନ୍କେ କଇଲା, “ଏବେ ତମର୍ ମୁଆଟେ ଜନ୍ ଉଜଲ୍, ଉଜଲ୍ ଦେଲାନି, ସେଟା ଚନେକର୍ପାଇସେ ରଇସି । ଜନ୍ ଜାଗାଇ ଜିବାର୍ ଆଚେ, ଉଜଲ୍ ରଇତେ ଆକା ଇଣ୍ଡା । ସେନ୍ତାର୍ଆଲେ ତମ୍କେ ଆନ୍ଦାର୍ ନ ଡାବେ । ଆନ୍ଦାରେ ରଇବା ଲକ୍ କେନେ ଗାଲାନି ସେଟା ନାଜାନେ ।
36 εως το φως εχετε πιστευετε εις το φως ινα υιοι φωτος γενησθε ταυτα ελαλησεν ο ιησους και απελθων εκρυβη απ αυτων
୩୬ସେଟାର୍ ପାଇ ତମର୍ ଲଗେ ଉଜଲ୍ ରଇତେସେ ଉଜଲ୍ ପାରା ରଇବା ମର୍କାତା ବିସ୍ବାସ୍ କରା । ତେବେ ତମେ ଉଜଲର୍ ଲକ୍ ଅଇସା” ବଲିକରି କଇଲା । ଜିସୁ ଏ କାତା କଇକରି ଉଟିଗାଲା ଆରି ସେମନ୍କେ ନ ଦେକାଇଅଇକରି ରଇଲା ।
37 τοσαυτα δε αυτου σημεια πεποιηκοτος εμπροσθεν αυτων ουκ επιστευον εις αυτον
୩୭ଜିସୁ ସେମନର୍ ଦେକ୍ତେ କେତେକ୍ କେତେକ୍ କାବା ଅଇଜିବା କାମ୍ମନ୍ କରିରଇଲେ ମିସା, ସେମନ୍ ତାକେ ବିସ୍ବାସ୍ କରତ୍ନାଇ ।
38 ινα ο λογος ησαιου του προφητου πληρωθη ον ειπεν κυριε τις επιστευσεν τη ακοη ημων και ο βραχιων κυριου τινι απεκαλυφθη
୩୮ଜେନ୍ତାରି ଜିସାୟ ବବିସତ୍ବକ୍ତା କଇଲା କାତା ସତ୍ ଅଇଲା । ସେ ଏନ୍ତି କଇରଇଲା, “ଏ ମାପ୍ରୁ, ଆମେ କଇଲା କାତା ସୁନିକରି କେ ବିସ୍ବାସ୍ କଲାଆଚେ? ଆରି ମାପ୍ରୁ କାର୍ଲଗେ ତାର୍ ରକିଆ କର୍ବା ବପୁ ଦେକାଇଲା?”
39 δια τουτο ουκ ηδυναντο πιστευειν οτι παλιν ειπεν ησαιας
୩୯ସେଟାର୍ପାଇ ସେମନ୍ ବିସ୍ବାସ୍ ନ କର୍ତେରଇଲାଇ । ତେବେ ଜିସାୟ ଆରିତରେକ୍ କଇଲାଆଚେ,
40 τετυφλωκεν αυτων τους οφθαλμους και πεπωρωκεν αυτων την καρδιαν ινα μη ιδωσιν τοις οφθαλμοις και νοησωσιν τη καρδια και επιστραφωσιν και ιασωμαι αυτους
୪୦ପର୍ମେସର୍ ଜେନ୍ତିକି ତାକର୍ ଦେକ୍ବା ଆଁକି କାଣା କରିଦେଇଆଚେ ଆରି ସେମନର୍ ବୁଜ୍ବା ବପୁ ନସାଇଦେଇଆଚେ ସେଟାର୍ପାଇ ସେମନ୍ ଦେକି ନାପାର୍ଲାଇନି କି ମୁଲ୍କେ ବୁଜି ନାପାର୍ଲାଇନି । ସେମନ୍ ନିକ ଅଇବାକେ ମର୍ଟାନେ ବାଉଡି ଆସତ୍ନାଇ । ଏଟା ପର୍ମେସର୍ କଇଲାନି । ଆମେ ସେମନ୍କେ ନିକ ନ କରୁ ।
41 ταυτα ειπεν ησαιας οτε ειδεν την δοξαν αυτου και ελαλησεν περι αυτου
୪୧ଜିସାୟ ବବିସତ୍ବକ୍ତା ପୁର୍ବେ ଜିସୁ ମାପ୍ରୁର୍ ଏ ସବୁ ମଇମା ଜାନିରଇଲାଜେ ଏନ୍ତି ବଲି କଇରଇଲା ।
42 ομως μεντοι και εκ των αρχοντων πολλοι επιστευσαν εις αυτον αλλα δια τους φαρισαιους ουχ ωμολογουν ινα μη αποσυναγωγοι γενωνται
୪୨ଏଲେ ମିସା ଜିଉଦି ନେତାମନର୍ ବିତ୍ରେଅନି କେତେ ଲକ୍ ତାକେ ବିସ୍ବାସ୍ କଲାଇ । ମାତର୍ ସେମନ୍ ପାରୁସି ମନର୍ଲାଗି ପାର୍ତନା ଗରେ ଅନି ବାର୍କରାଇଦେବାଇ ବଲି ଡରିକରି କାତାବାର୍ତା ନ ଅଇତେ ରଇଲାଇ ।
43 ηγαπησαν γαρ την δοξαν των ανθρωπων μαλλον ηπερ την δοξαν του θεου
୪୩ସେମନ୍ ପର୍ମେସର୍କେ ମାନାଇବା ଟାନେଅନି ଲକ୍ମନ୍କେ ମାନାଇବାଟା ଅଦିକ୍ ନିକ ବଲି ବାବ୍ତେରଇଲାଇ ।
44 ιησους δε εκραξεν και ειπεν ο πιστευων εις εμε ου πιστευει εις εμε αλλ εις τον πεμψαντα με
୪୪ଜିସୁ ଆଉଲିଅଇ କଇଲା, “ଜନ୍ ଲକ୍ ମକେ ବିସ୍ବାସ୍ କର୍ସି, ସେ ମକେସେ ବିସ୍ବାସ୍ କରେନାଇ, ମକେ ଜେ ପାଟାଇଲା ଆଚେ, ତାକେ ମିସା ବିସ୍ବାସ୍ କଲାନି ।”
45 και ο θεωρων εμε θεωρει τον πεμψαντα με
୪୫ଜେ ମକେ ଦେକି ଆଚେ, ସେ ମକେ ପାଟାଉକେ ମିସା ଦେକି ଆଚେ ।
46 εγω φως εις τον κοσμον εληλυθα ινα πας ο πιστευων εις εμε εν τη σκοτια μη μεινη
୪୬ମୁଇ ଜଗତର୍ ଉଜଲ୍ ଅଇ ଆଇଲିଆଚି । ଜେ ମକେ ବିସ୍ବାସ୍ କର୍ସି, ସେ ଆରି ଆନ୍ଦାରେ ନ ରଏ ।
47 και εαν τις μου ακουση των ρηματων και μη πιστευση εγω ου κρινω αυτον ου γαρ ηλθον ινα κρινω τον κοσμον αλλ ινα σωσω τον κοσμον
୪୭ଜେ ମର୍ ବାକିଅ ସୁନି ନ ମାନେ, ମୁଇ ତାର୍ ବିଚାର୍ ନ କରି । କାଇକେବଇଲେ ମୁଇ ଜଗତର୍ ଲକ୍ମନ୍କେ ବିଚାର୍ କର୍ବାର୍ ଆସିନାଇ, ମାତର୍ ସେମନ୍କେ ରକିଆ କର୍ବାର୍ ଆସିଆଚି ।
48 ο αθετων εμε και μη λαμβανων τα ρηματα μου εχει τον κρινοντα αυτον ο λογος ον ελαλησα εκεινος κρινει αυτον εν τη εσχατη ημερα
୪୮ଜେ ମକେ ନିଚି କରି ମର୍ ବାକିଅ ନ ମାନେ, ମର୍ ଟଣ୍ଡର୍ ବାକିଅ ତାର୍ ବିଚାର୍ କାରିଆ ଅଇସି । ସାରାସାରି ଦିନେ ସେ ବାକିଅସେ ତାକେ ବିଚାର୍ କର୍ସି ।
49 οτι εγω εξ εμαυτου ουκ ελαλησα αλλ ο πεμψας με πατηρ αυτος μοι εντολην εδωκεν τι ειπω και τι λαλησω
୪୯ମୁଇ ନିଜର୍ ମନେ ଅନି କାଇଟା ମିସା କଇନାଇ, ଏ କାତା ସତ୍ । ମାତର୍ ମୁଇ କଇବାଟା ମକେ ପାଟାଇରଇବା ବାବା ଆଦେସ୍ ଦେଇଆଚେ ।
50 και οιδα οτι η εντολη αυτου ζωη αιωνιος εστιν α ουν λαλω εγω καθως ειρηκεν μοι ο πατηρ ουτως λαλω (aiōnios )
୫୦ଆରି ମୁଇ ଜାନିଆଚି, ତାର୍ ଆଦେସ୍ ନ ସାର୍ବା ଜିବନ୍ ଦେଇସି । ମର୍ ବାବା ମକେ ଜନ୍ କାତା କଇବାକେ ଆଦେସ୍ ଦେଇଆଚେ, ସେଟାସେ ମୁଇ କଇଲିନି । (aiōnios )