< Προς Εβραιους 10 >
1 Σκιὰν γὰρ ἔχων ὁ νόμος τῶν μελλόντων ἀγαθῶν, οὐκ αὐτὴν τὴν εἰκόνα τῶν πραγμάτων, κατ᾽ ἐνιαυτὸν ταῖς αὐταῖς θυσίαις ἃς προσφέρουσιν εἰς τὸ διηνεκές, οὐδέποτε δύναται τοὺς προσερχομένους τελειῶσαι·
୧ମସାର୍ ନିୟମ୍ ଅବ୍କା ଗଟେକ୍ ବାନା ପାରା ରଇଲା । ଜନ୍ ନିକ ଆସିର୍ବାଦ୍ କିରିସ୍ଟ ଆମ୍କେ ଦେଇସି, ସେ ଆସିର୍ବାଦର୍ ଗୁନ୍ଚଲନ୍ ତେଇ ଡିସ୍ତେରଇଲା । ମାତର୍ ସେଟା ଆସିର୍ବାଦର୍ ସମାନ୍ ନଏଁ । ତେବର୍ପାଇ ନିୟମ୍ ମାଙ୍ଗ୍ଲା ଇସାବେ, ସେମନ୍ ସବୁ ବର୍ସେ ବଲି ସର୍ପାଇ ଅଇତେରଇଲାଇ । ମାତର୍ ସେ ସବୁ ବଲି ସରପ୍ବାଟା ପର୍ମେସର୍ଟାନେ ଆଇବା ଲକ୍ମନ୍କେ ସିଦ୍ କରିନାପାର୍ଲା ।
2 ἐπεὶ οὐκ ἂν ἐπαύσαντο προσφερόμεναι, διὰ τὸ μηδεμίαν ἔχειν ἔτι συνείδησιν ἁμαρτιῶν τοὺς λατρεύοντας, ἅπαξ κεκαθαρμένους;
୨ସେନ୍ତାରି ଜନ୍ ଲକ୍ମନ୍ ପର୍ମେସର୍କେ ଉପାସନା କର୍ତେରଇଲାଇ, ଜଦି ସେମନ୍ ତାକର୍ ପାପେ ଅନି ସୁକଲ୍ ଅଇତାଇ, ତେବେ ସେମନ୍କେ ତାକର୍ ପାପ୍ ଦସି ନ କରାଇତା । ଆରି ସବୁ ବଲିଦେବାଟା ସାରିଜାଇତା ।
3 ἀλλ᾽ ἐν αὐταῖς ἀνάμνησις ἁμαρτιῶν κατ᾽ ἐνιαυτόν·
୩ମାତର୍ ସବୁ ବରସେ ସେ ସମାନ୍ ବେଲାଇ ବଲି ସର୍ପିଦେବାଟା କର୍ବାକେ ପଡ୍ଲା । ସେମନର୍ ପାପ୍ ରଇଗାଲା ଆଚେ ବଲି ସେମନ୍ ତେଇଅନି ଜାନ୍ଲାଇ ।
4 ἀδύνατον γὰρ αἷμα ταύρων καὶ τράγων ἀφαιρεῖν ἁμαρτίας.
୪କାଇକେବଇଲେ ବଲଦ୍ମନର୍ ଆରି ଚେଲିମନର୍ ବନି କେବେ ମିସା ଆମର୍ ପାପ୍ ଦାରି ନ ନେଏ ।
5 Διὸ εἰσερχόμενος εἰς τὸν κόσμον λέγει· θυσίαν καὶ προσφορὰν οὐκ ἠθέλησας, σῶμα δὲ κατηρτίσω μοι·
୫ଆମେ ଜାନିଆଚୁ ଜେ, କିରିସ୍ଟ ଏ ଜଗତେ ରଇଲାବେଲେ ସେ ତାର୍ ବାବା ପର୍ମେସର୍କେ କଇ ରଇଲା, ବଲି ଆରି ସର୍ପିଦେବାଟା ତୁଇ ମନ୍ କରୁସ୍ ନାଇ । ସେଟାର୍ପାଇ ତୁଇ ମର୍ପାଇ ଗଟେକ୍ ଗାଗଡ୍ ତିଆର୍ କଲୁସ୍ ।
6 ὁλοκαυτώματα καὶ περὶ ἁμαρτίας οὐκ εὐδόκησας·
୬ବେଦିଟାନେ ପଡାଇବା ପସୁମନ୍କେ ତୁଇ ମନ୍ କରୁସ୍ ନାଇ । କି ପାପ୍ ଦଇନେବା ବଲି ମିସା ନାଇ ।
7 τότε εἶπον· ἰδοὺ ἥκω, ἐν κεφαλίδι βιβλίου γέγραπται περὶ ἐμοῦ, τοῦ ποιῆσαι, ὁ Θεός, τὸ θέλημά σου.
୭ତାର୍ପଚେ ମୁଇ କଇଲି, ଏ ପରମେସର୍, ମର୍ ବିସଇ ନିୟମ୍ ବଇଟାନେ ଜେନ୍ତି ଲେକାଅଇଆଚେ, ସେ ଇସାବେ ତୁଇ ମନ୍ କଲାଟା ପୁରାପୁରୁନ୍ କର୍ବାକେ ରାଜିଆଚି ।
8 ἀνώτερον λέγων ὅτι θυσίαν καὶ προσφορὰν καὶ ὁλοκαυτώματα καὶ περὶ ἁμαρτίας οὐκ ἠθέλησας οὐδὲ εὐδόκησας, αἵτινες κατὰ τὸν νόμον προσφέρονται,
୮ସେ ପର୍ତୁମ୍ କଇଲା, ତମେ ସର୍ପି ଦେବାଟା, କି ବେଦିଟାନେ ପଡାଇବାଟା, କି ପାପ୍ ଦାରିନେବା ପସୁମନର୍ ବନି ମନ୍ କରୁସ୍ ନାଇ । ଏ ସବୁ ବଲି ନିୟମ୍ ଇସାବେ ସର୍ପାଇ ଅଇରଇଲେ ମିସା, ସେ ଏନ୍ତାରି କଇଲା ।
9 τότε εἴρηκεν· ἰδοὺ ἥκω τοῦ ποιῆσαι, ὁ Θεός, τὸ θέλημά σου. ἀναιρεῖ τὸ πρῶτον ἵνα τὸ δεύτερον στήσῃ.
୯ତାର୍ ପଚେ ସେ ଆରିତରେକ୍ କଇଲା, ତୁଇ ଜାଇଟା ମନ୍ କଲୁସ୍ନି ସେଟା ସିଦ୍ କର୍ବାକେ ଏ ପର୍ମେସର୍, ମୁଇ ଇତି ଆଚି । ସେନ୍ତାରି ଆଗର୍ପାରା ବଲିଦେବାଟା ପର୍ମେସର୍ ମନାକରି, ତାର୍ ବାଦୁଲେ କିରିସ୍ଟର୍ ବଲି ଟିକ୍ କଲା ।
10 ἐν ᾧ θελήματι ἡγιασμένοι ἐσμὲν διὰ τῆς προσφορᾶς τοῦ σώματος τοῦ Ἰησοῦ Χριστοῦ ἐφάπαξ.
୧୦କିରିସ୍ଟ ପର୍ମେସରର୍ ମନ୍ କର୍ବାଟା ସାଦନ୍ କଲା । ସେ ତାର୍ ଗାଗଡ୍ ସର୍ପିଦେଇକରି ଏକାତର୍ ସବୁବେଲର୍ପାଇ ଆମର୍ ପାପ୍ ଦଇଦେଲା ।
11 Καὶ πᾶς μὲν ἱερεὺς ἕστηκε καθ᾽ ἡμέραν λειτουργῶν καὶ τὰς αὐτὰς πολλάκις προσφέρων θυσίας, αἵτινες οὐδέποτε δύνανται περιελεῖν ἁμαρτίας·
୧୧ସବୁ ଜିଉଦି ପୁଜାରିମନ୍ ସେ ସମାନ୍ ବଲି ସର୍ପିଦେଇକରି ଦିନ୍କେଦିନ୍ ଟିଆ ଅଇତେରଇଲାଇ । ମାତର୍ ଏ ବଲି ଲକ୍ମନର୍ ପାପ୍ ନେଇ ନାପାର୍ଲା ।
12 αὐτὸς δὲ μίαν ὑπὲρ ἁμαρτιῶν προσενέγκας θυσίαν εἰς τὸ διηνεκὲς ἐκάθισεν ἐν δεξιᾷ τοῦ Θεοῦ,
୧୨ମାତର୍ କିରିସ୍ଟ ତରେକ୍ ସେ ନିଜ୍କେ ବଲିଅଇଲା, ସେଟା ଆମର୍ ପାପ୍କେ ଦାରିଗାଲା ଆରି ସେ ସର୍ପାଇ ଅଇଲାଟା ସବୁଦିନର୍ ପାଇ ନିକ । ସେ କରିରଇବା କାମ୍ ସାରାଇଲା ଇସାବେ ଗଟେକ୍ ଚିନ୍ ପାରା, ପର୍ମେସରର୍ ଉଜାବାଟେ ବସ୍ଲା ।
13 τὸ λοιπὸν ἐκδεχόμενος ἕως τεθῶσιν οἱ ἐχθροὶ αὐτοῦ ὑποπόδιον τῶν ποδῶν αὐτοῦ.
୧୩ସେ ଏବେ ମିସା ତେଇସେ ଜାଗିଆଚେ । ଜନ୍ ବେଲାଇ ପର୍ମେସର୍ ତାର୍ ସବୁ ସତ୍ରୁମନ୍କେ ତାର୍ ପାଦେ ଆନ୍ସି ।
14 μιᾷ γὰρ προσφορᾷ τετελείωκεν εἰς τὸ διηνεκὲς τοὺς ἁγιαζομένους.
୧୪ଗଟେକ୍ ବଲିର୍ଲାଗି ଆମେ ଜେତ୍କିଲକ୍ ପାପେଅନି ଦଇଅଇ ଆଚୁ, ସେ ଆମ୍କେ ସବୁଦିନର୍ ପାଇ ସିଦ୍ କରି ଆଚେ ।
15 Μαρτυρεῖ δὲ ἡμῖν καὶ τὸ Πνεῦμα τὸ Ἅγιον· μετὰ γὰρ τὸ προειρηκέναι,
୧୫ସୁକଲ୍ଆତ୍ମା ମିସା ଆମ୍କେ ତାର୍ ସାକି ଦେଇ କଇଲାନି,
16 αὕτη ἡ διαθήκη ἣν διαθήσομαι πρὸς αὐτοὺς μετὰ τὰς ἡμέρας ἐκείνας, λέγει Κύριος· διδοὺς νόμους μου ἐπὶ καρδίας αὐτῶν, καὶ ἐπὶ τῶν διανοιῶν αὐτῶν ἐπιγράψω αὐτούς,
୧୬“ମାପ୍ରୁ କଇଲାନି, ଆଇବା ଦିନ୍ମନ୍କେ, ମୁଇ ଏ ନୁଆଁ ରାଜିନାମା, ସେ ଲକ୍ମନର୍ପାଇ କର୍ବି । ମୁଇ ମର୍ ନିୟମ୍ ସେମନର୍ ମନେ ସଙ୍ଗଇବି ଆରି ଚିନ୍ତା କର୍ବାଟାନେ ଲେକ୍ବି ।”
17 καὶ τῶν ἁμαρτιῶν αὐτῶν καὶ τῶν ἀνομιῶν αὐτῶν οὐ μὴ μνησθῶ ἔτι.
୧୭ସେ ଆରି ତରେକ୍ କଇଲା, ତାକର୍ ପାପ୍ ଆରି କାରାପ୍ ଗୁନ୍ ଚଲନ୍ ମୁଇ ପାସ୍ରି ଜିବି ।
18 ὅπου δὲ ἄφεσις τούτων, οὐκέτι προσφορὰ περὶ ἁμαρτίας.
୧୮ସେନ୍ତାରି ଏ ସବୁ ବିସଇ କେମା ଅଇଲାର୍ ପାଇ, ତାକର୍ ପାପ୍ ଦାରି ନେବାକେ ବଲି ଆରି ଦେବାକେ ନ ପଡେ ।
19 Ἔχοντες οὖν, ἀδελφοί, παρρησίαν εἰς τὴν εἴσοδον τῶν Ἁγίων ἐν τῷ αἵματι τοῦ Ἰησοῦ,
୧୯ଏ ମର୍ ବାଇବଇନିମନ୍, ଜିସୁର୍ ମରନର୍ ଲାଗି ଆମେ ଅଦିକ୍ ସୁକଲ୍ ଜାଗାଇ ପୁର୍ବାକେ ଆମ୍କେ ଅଦିକାର୍ ଆଚେ ।
20 ἣν ἐνεκαίνισεν ἡμῖν ὁδὸν πρόσφατον καὶ ζῶσαν διὰ τοῦ καταπετάσματος, τοῦτ᾽ ἔστι τῆς σαρκὸς αὐτοῦ,
୨୦କାଇକେବଇଲେ, ତାର୍ ଗାଗଡ୍ ସର୍ପି ଅଇଲାକେ ପାର୍ଦାବାଟେ ଆମ୍କେ ନୁଆ ଆରି ଜିବନ୍ ରଇବା ବାଟ୍ ଉଗାଡିଦେଲା ଆଚେ ।
21 καὶ ἱερέα μέγαν ἐπὶ τὸν οἶκον τοῦ Θεοῦ,
୨୧ଆରି ସେତ୍କିସେ ନଏଁ, ଆମ୍କେ ଏବେ ଗଟେକ୍ ବଡ୍ ପୁଜାରିଆଚେ । ଜେ କି ପରମେସର୍ ଗରର୍ ଅଦିକାରେ ରଇବା ଲକ୍ ।
22 προσερχώμεθα μετὰ ἀληθινῆς καρδίας ἐν πληροφορίᾳ πίστεως ἐρραντισμένοι τὰς καρδίας ἀπὸ συνειδήσεως πονηρᾶς,
୨୨ସେଟାର୍ପାଇ ତେବେ ଆସା, ଆମେ ସତଇସେ ମନ୍କରି ଆରି ଡାଟ୍ସଙ୍ଗ୍ ବିସ୍ବାସ୍ କରି ପର୍ମେସରର୍ ଲଗେ ଜୁ । ଆମର୍ ବିବେକ୍ ଆମ୍କେ ଦସ୍ ନ ଦେଲାପାରା କିରିସ୍ଟର୍ ବନିସଙ୍ଗ୍ ଚିଚିଅଇକରି ଦଇଅଇ ରଇବାର୍ ଆଚେ । ଆରି ଆମର୍ ଗାଗଡ୍ ସୁକଲ୍ ପାନିସଙ୍ଗ୍ ଦଇଅଇଲାପାରା ରଇବାର୍ ଆଚେ ।
23 καὶ λελουμένοι τὸ σῶμα ὕδατι καθαρῷ κατέχωμεν τὴν ὁμολογίαν τῆς ἐλπίδος ἀκλινῆ· πιστὸς γὰρ ὁ ἐπαγγειλάμενος·
୨୩ଆମର୍ ଜନ୍ ଆସା ଉଁ, ବଲି ମାନିଆଇଲୁନି, ତାକେ ଡାଁଟ୍ କରୁ । ଆମେ ଅଇସି କି ନଏଁ ଆଲେ, ବଲି ନ ବାବୁ । କାଇକେବଇଲେ ପର୍ମେସର୍ ଜନ୍ ସପତ୍ କଲାଆଚେ, ସେଟା ସେ କର୍ସି ଆକା ।
24 καὶ κατανοῶμεν ἀλλήλους εἰς παροξυσμὸν ἀγάπης καὶ καλῶν ἔργων,
୨୪ଆସା, ଆମେ ବିନ୍ ଲକ୍ମନ୍କେ ମନ୍ଦେଇ ସେମନ୍କେ ସାଇଜ କରୁ । ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କରି ନିକ କାମ୍ କରୁ ।
25 μὴ ἐγκαταλείποντες τὴν ἐπισυναγωγὴν ἑαυτῶν, καθὼς ἔθος τισίν, ἀλλὰ παρακαλοῦντες, καὶ τοσούτῳ μᾶλλον, ὅσῳ βλέπετε ἐγγίζουσαν τὴν ἡμέραν.
୨୫ଜେନ୍ତିକି ଆରି କେତେଲକ୍ କଲାଇନି, ଆମେ ମିସିବିଡି ରଇବା ବିସ୍ବାସି ବାଇବଇନି ମନର୍ ସଙ୍ଗ୍ ରୁଣ୍ଡ୍ବାକେ ଏଲା ନ କରୁ । ତାର୍ ବାଦୁଲେ ଆମର୍ ସଙ୍ଗାରିମନର୍ ବିସ୍ବାସ୍ ଡାଁଟ୍ କରାଉ । ଆମର୍ ମାପ୍ରୁ ଜିସୁ ଆରିତରେକ୍ ଆଇବା ଦିନ୍ ଲଗେ କେଟି ଆଇଲାନି ।
26 Ἑκουσίως γὰρ ἁμαρτανόντων ἡμῶν μετὰ τὸ λαβεῖν τὴν ἐπίγνωσιν τῆς ἀληθείας, οὐκέτι περὶ ἁμαρτιῶν ἀπολείπεται θυσία,
୨୬କିରିସ୍ଟର୍ ବିସଇତେଇ ରଇବା ସତ୍, ଆମେ ଜାନିକରି ପାପ୍କରି ଲାଗିରଇଲେ, ଆମର୍ ପାପ୍ ଦାରିନେବାକେ ଆରି କାଇ ବଲି ନାଇ ।
27 φοβερὰ δέ τις ἐκδοχὴ κρίσεως καὶ πυρὸς ζῆλος ἐσθίειν μέλλοντος τοὺς ὑπεναντίους.
୨୭ସେନ୍ତାର୍ଆଲେ ପର୍ମେସରର୍ ଜନ୍ ବଡ୍ବିଚାର୍ ଦିନ୍ ଆଇଲାନି, ତେଇ ତାର୍ ବେସି ଡର୍ ଲାଗ୍ବା ବିଚାର୍ନାର୍ପାଇ ଜାଗ୍ବାକେ ପଡ୍ସି । ପରମେସରର୍ ସବୁ ବିରଦିମନ୍କେ କୁରୁପ୍ନାସ୍ କର୍ବା ସେ ବେସି ଲାଗ୍ତେରଇବା ଜଇର୍ ପାଇ ମିସା ଜାଗ୍ବାକେ ପଡ୍ସି ।
28 ἀθετήσας τις νόμον Μωϋσέως χωρὶς οἰκτιρμῶν ἐπὶ δυσὶν ἢ τρισὶ μάρτυσιν ἀποθνήσκει·
୨୮ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକ୍କେ କାଇଟା ଅଇତେରଇଲା ବଲି ବାବିଦେକା । ଦୁଇ କି ତିନ୍ ଲକ୍ ତାର୍ ପାପର୍ ଲାଗି ସାକିଦେଲେ, ସେ କାଇମିସା ଦୟା ନ ପାଇକରି ମର୍ବାକେ ଆଦେସ୍ ଦେଇତେରଇଲାଇ ।
29 πόσῳ δοκεῖτε χείρονος ἀξιωθήσεται τιμωρίας ὁ τὸν υἱὸν τοῦ Θεοῦ καταπατήσας καὶ τὸ αἷμα τῆς διαθήκης κοινὸν ἡγησάμενος, ἐν ᾧ ἡγιάσθη, καὶ τὸ Πνεῦμα τῆς χάριτος ἐνυβρίσας;
୨୯ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।
30 οἴδαμεν γὰρ τὸν εἰπόντα· ἐμοὶ ἐκδίκησις, ἐγὼ ἀνταποδώσω[, λέγει Κύριος]· καὶ πάλιν· Κύριος κρινεῖ τὸν λαὸν αὐτοῦ.
୩୦କାଇକେବଇଲେ ଆମେ ଜାନିଆଚୁ, ପର୍ମେସର୍ କଇଲା, “ବେର୍ ସୁଜାଇବାକେ ମର୍ ଅଦିକାର୍ ଆଚେ । ମୁଇସେ ବାଉଡାଇବି ।” ସେ ଏନ୍ତାରି ମିସା କଇରଇଲା, “ମୁଇସେ ମାପ୍ରୁ ଆରି ମର୍ ଲକ୍ମନ୍କେ ମୁଇ ଆକା ବିଚାର୍ କର୍ବି ।”
31 φοβερὸν τὸ ἐμπεσεῖν εἰς χεῖρας Θεοῦ ζῶντος.
୩୧ଜିବନ୍ ରଇବା ଆରି ସବୁର୍ଟାନେଅନି ବପୁ ରଇବା ପର୍ମେସର୍ ଡଣ୍ଡ୍ ପାଇବାକେ କେତେକ୍ ଡର୍ ଲାଗ୍ସି ।
32 Ἀναμιμνήσκεσθε δὲ τὰς πρότερον ἡμέρας, ἐν αἷς φωτισθέντες πολλὴν ἄθλησιν ὑπεμείνατε παθημάτων,
୩୨ଗାଲା ଦିନ୍ମନ୍କେ ତମେ କେନ୍ତାରି ରଇଲାସ୍, ତମେ ଏତାଇଦେକା । ପର୍ମେସରର୍ ସତ୍ ବିସଇର୍ ପାଇ ତମର୍ ମନ୍ ଉଗାଡି ଅଇଲାକେ, ତମ୍କେ ବେସି ଦୁକ୍ କସ୍ଟ ଅଇଲେମିସା, ସେଟା ସବୁ ମୁର୍ଚି କରି ରଇଲାସ୍ । ଆରିତେଇ ଆରିଜାଆସ୍ ନାଇ ।
33 τοῦτο μὲν ὀνειδισμοῖς τε καὶ θλίψεσι θεατριζόμενοι, τοῦτο δὲ κοινωνοὶ τῶν οὕτως ἀναστρεφομένων γενηθέντες.
୩୩କେତେ କେତେ ତର୍ ତମ୍କେ ସବୁର୍ ମୁଆଟେ ଇଜତ୍ ଜିକ୍ଲାଇ ଆରି କାରାପ୍ ଇସାବେ ଦେକ୍ଲାଇ । କେବେ କେବେ ଜନ୍ ଲକ୍ମନ୍କେ ଦୁକ୍ ଆଇସି, ତାକର୍ ସମାନ୍ ଅଇତେରଇଲାସ୍ ।
34 καὶ γὰρ τοῖς δεσμοῖς μου συνεπαθήσατε καὶ τὴν ἁρπαγὴν τῶν ὑπαρχόντων ὑμῶν μετὰ χαρᾶς προσεδέξασθε, γινώσκοντες ἔχειν ἐν ἑαυτοῖς κρείττονα ὕπαρξιν ἐν οὐρανοῖς καὶ μένουσαν.
୩୪ଆରି ବନ୍ଦି ଗରେ ରଇବା ତମର୍ ସଙ୍ଗାରିମନ୍କେ ଦୟା ଦେକାଇଲାସ୍ । ତମର୍ଟାନେ ଜେତ୍କି ରଇଲାଟା ସେମନ୍ ମାର୍ଦାର୍ କରି ନେଲାବେଲେ, ତମେ ସାର୍ଦାସଙ୍ଗ୍ ମୁର୍ଚି ରଇଲାସ୍ । କାଇକେବଇଲେ, ତମ୍କେ ତାର୍ତେଇଅନି ନିକଟା ଆରି ନ ସାର୍ବା ଦିନ୍ ଜାକ ରଇବା ଦନ୍ସଁପତି ଆଚେ ବଲି ଜାନିରଇଲାସ୍ ।
35 Μὴ ἀποβάλητε οὖν τὴν παρρησίαν ὑμῶν, ἥτις ἔχει μισθαποδοσίαν μεγάλην.
୩୫ସେଟାର୍ପାଇ ତମର୍ ସାଆସ୍ ଚାଡାନାଇ । ମାତର୍ ସେଟା କର୍ତେରୁଆ । କାଇକେ ବଇଲେ ତମର୍ ଇନାମ୍ ବଡ୍ ରଇସି ।
36 ὑπομονῆς γὰρ ἔχετε χρείαν, ἵνα τὸ θέλημα τοῦ Θεοῦ ποιήσαντες κομίσησθε τὴν ἐπαγγελίαν.
୩୬ପର୍ମେସରର୍ ମନ୍ କଲାଟା ସାଦନ୍ କର୍ବାକେ ତମେ ମୁର୍ଚିକରି ରଇବାର୍ ଆଚେ ଆରି ସେ କାତା ଦେଇରଇବାଟା ତମେ ମିଲାଇସା ।
37 ἔτι γὰρ μικρὸν ὅσον ὅσον, ὁ ἐρχόμενος ἥξει καὶ οὐ χρονιεῖ.
୩୭ଜେନ୍ତାରିକି ସାସ୍ତରେ ଲେକା ଅଇଲାଆଚେ, ଚନେକ୍ ଜାଗିରୁଆ, ଜେ ଆଇବାର୍ ଆଚେ, ସେ ଆଇସି ଆକା, ସେ ଅଲ୍ସମ୍ ନ ଅଏ ।
38 ὁ δὲ δίκαιος ἐκ πίστεως ζήσεται· καὶ ἐὰν ὑποστείληται, οὐκ εὐδοκεῖ ἡ ψυχή μου ἐν αὐτῷ.
୩୮ମର୍ ଜେତ୍କି ଦରମ୍ ଲକ୍ ଆଚତ୍, ସେମନ୍ ବିସ୍ବାସ୍ କରି ବଁଚ୍ବାଇ ମାତର୍ ଜେ ଜଦି ପଚ୍କେ ବାଅଡ୍ଲେ ମୁଇ ତାର୍ଟାନେ ସାର୍ଦା ନ ଅଇ ।
39 ἡμεῖς δὲ οὐκ ἐσμὲν ὑποστολῆς εἰς ἀπώλειαν, ἀλλὰ πίστεως εἰς περιποίησιν ψυχῆς.
୩୯ମାତର୍ ଆମେ ପର୍ମେସର୍କେ ନ ମାନିକରି ତାର୍ ତେଇଅନି ବେଗ୍ଲି ଜିବା ଲକ୍ ନଉଁ । ମାତର୍ ଆମେ ବିସ୍ବାସ୍ କରି ରକିଆ ପାଇଲା ଲକ୍ମନର୍ ସଙ୍ଗ୍ ଆଚୁ ।