< Προς Εβραιους 7 >
1 Οὗτος γὰρ ὁ Μελχισέδεκ, βασιλεὺς Σαλήμ, ἱερεὺς τοῦ θεοῦ τοῦ ὑψίστου, ⸀ὁ συναντήσας Ἀβραὰμ ὑποστρέφοντι ἀπὸ τῆς κοπῆς τῶν βασιλέων καὶ εὐλογήσας αὐτόν,
୧ଏ ମଲ୍କିସେଦକ୍ ସାଲେମ୍ ରାଇଜର୍ ରାଜା ରଇଲା । ସେ ସବୁର୍ଟାନେଅନି ଉପ୍ରେ ରଇବା ପର୍ମେସରର୍ ପୁଜାରି ରଇଲା । ଚାର୍ଟା ରାଜାମନ୍କେ ଜୁଇଦେ ଆରାଇକରି ବାଉଡ୍ଲାବେଲେ ମଲ୍କିସେଦକ୍ ଅବ୍ରାଆମ୍କେ ବେଟ୍ ଅଇବାର୍ ଗାଲା ଆରି ତାକେ ଆସିର୍ବାଦ୍ କଲା । ସେଡ୍କିବେଲେ ଜୁଇଦେ ଜିତିକରି ତେଇର୍ ଜେତ୍କି କାଇକାଇଟା ନେଇକରି, ନିଜର୍ଟା କରିରଇଲା, ତେଇଅନି ଦସ୍ବାଗେ ଅନି ଗଟେକ୍ବାଗ୍ ଅବ୍ରାଆମ୍ ତାକେ ଦେଲା ।
2 ᾧ καὶ δεκάτην ἀπὸ πάντων ἐμέρισεν Ἀβραάμ, πρῶτον μὲν ἑρμηνευόμενος βασιλεὺς δικαιοσύνης ἔπειτα δὲ καὶ βασιλεὺς Σαλήμ, ὅ ἐστιν βασιλεὺς εἰρήνης,
୨ମଲ୍କିସେଦକ୍ ନାଉଁର୍ ଅରତ୍ ଅଇଲାନି, ଦରମ୍ସଙ୍ଗ୍ ରଇବା ରାଜା । ଆରି ସାନ୍ତିର୍ ରାଜା ମିସା । କାଇକେବଇଲେ ସାଲେମ୍ ନାଉଁର୍ ଅରତ୍ ଅଇଲାନି ସାନ୍ତି ।
3 ἀπάτωρ, ἀμήτωρ, ἀγενεαλόγητος, μήτε ἀρχὴν ἡμερῶν μήτε ζωῆς τέλος ἔχων, ἀφωμοιωμένος δὲ τῷ υἱῷ τοῦ θεοῦ, μένει ἱερεὺς εἰς τὸ διηνεκές.
୩ମଲ୍କିସେଦକର୍ ଆୟା ବାବା, ଆନିଦାଦିମନର୍ ବିସଇନେଇ କାଇଟା ଲେକା ଅଏନାଇ । ସେନ୍ତାରିସେ ତାର୍ ଜନମ୍ ମରନ୍ ବିସଇ ମିସା କାଇଟା ନାଇ । ସେଟାର୍ ପାଇ ସେ ପର୍ମେସରର୍ ପଅ ପାରା । ସେ ସବୁଦିନର୍ପାଇ ପୁଜାରି ଅଇରଇସି ।
4 εωρεῖτε δὲ πηλίκος οὗτος ⸀ᾧ δεκάτην Ἀβραὰμ ἔδωκεν ἐκ τῶν ἀκροθινίων ὁ πατριάρχης.
୪ମଲ୍କିସେଦକ୍ କେଡେବଡ୍ ଲକ୍ ରଇଲାବଲି ଆମେ ଏତାଇଦେକୁ । ପର୍ତମେ ଆମେ ଜିଉଦିମନର୍ ଡାକ୍ପୁଟା ପାଇରଇବା ଆନିଦାଦି ଅବ୍ରାଆମ୍ ମିସା ଜୁଇଦ୍କରି ତେଇଅନି ମିଲାଇ ଆନିରଇବା କାଇକାଇଟା ଦସ୍ ବାଗେଅନି ଗଟେକ୍ବାଗ୍ ତାକେ ଦେଇରଇଲା ।
5 καὶ οἱ μὲν ἐκ τῶν υἱῶν Λευὶ τὴν ἱερατείαν λαμβάνοντες ἐντολὴν ἔχουσιν ἀποδεκατοῦν τὸν λαὸν κατὰ τὸν νόμον, τοῦτʼ ἔστιν τοὺς ἀδελφοὺς αὐτῶν, καίπερ ἐξεληλυθότας ἐκ τῆς ὀσφύος Ἀβραάμ·
୫ମସାର୍ ନିୟମ୍ ଇସାବେ ଜିଉଦିମନ୍କେ ଏନ୍ତାରି ଗଟେକ୍ ନିୟମ୍ ଆଚେ । ଲେବି ବଁସର୍ ଜେତ୍କି ନାତି ତିତିମନ୍ ପୁଜାରିଅଇବାଇ । ତାକର୍ ସଙ୍ଗେ ରଇବା ଜିଉଦିମନ୍ କାମାଇ ଆନ୍ବା ଚାସେଅନି ଦସ୍ବାଗେଅନି ଗଟେକ୍ ବାଗ୍ ନେବାଇ । ସେମନ୍ ସବୁ ଅବ୍ରାଆମର୍ ନାତିତିତି ଅଇରଇଲେ ମିସା ଏନ୍ତାରି କର୍ତେରଇଲାଇ ।
6 ὁ δὲ μὴ γενεαλογούμενος ἐξ αὐτῶν δεδεκάτωκεν ⸀Ἀβραάμ καὶ τὸν ἔχοντα τὰς ἐπαγγελίας εὐλόγηκεν.
୬ମାତର୍ ମଲ୍କିସେଦକ୍ ଲେବିର୍ ନାତିତିତି ନ ଅଇରଇଲେ ମିସା, ସେ ଅବ୍ରାମର୍ଟାନେଅନି ଦସ୍ବାଗେଅନି ବାଗେକ୍ ନେଇତେରଇଲା । ସେବେଲେ ମଲ୍କିସେଦକ୍ ଅବ୍ରାଆମ୍କେ ଆସିର୍ବାଦ୍ କରି ରଇଲା । ଅବ୍ରାଆମ୍କେସେ ପର୍ମେସରର୍ ସବୁକାତା ଦେଇରଇଲା ।
7 χωρὶς δὲ πάσης ἀντιλογίας τὸ ἔλαττον ὑπὸ τοῦ κρείττονος εὐλογεῖται.
୭ଆମେସବୁ ଜାନିଆଚୁ, ଜନ୍ ଲକ୍କେ ଆସିର୍ବାଦ୍ କର୍ବାକେ ଅଦିକାର୍ ଆଚେ, ସେ ଆସିର୍ବାଦ୍ ପାଇବା ଲକର୍ଟାନେଅନି ବଡ୍ ।
8 καὶ ὧδε μὲν δεκάτας ἀποθνῄσκοντες ἄνθρωποι λαμβάνουσιν, ἐκεῖ δὲ μαρτυρούμενος ὅτι ζῇ.
୮ଲେବିର୍ ଜେତ୍କି ନାତିତିତିମନ୍, ଦସ୍ବାଗେ ଅନି ଗଟେକ୍ ବାଗ୍ ନେଇରଇଲାଇ, ସେମନ୍ ସବୁଲକ୍ ଜାକ ଗଟେକ୍ ଦିନ୍ ମର୍ବାଇ । ମାତର୍ ମଲ୍କିସେଦକର୍ ମରନ୍ ବିସଇ ସାସ୍ତରେ କନ୍ତି ମିସା ଲେକା ଅଏନାଇ । ତାର୍ ବାଦୁଲେ ତେଇ ଲେକାଅଇଲା ଆଚେ, ତାର୍ ପୁଜାରି ପଦ୍ ନ ବାଦ୍ଲିକରି ସବୁ ଦିନର୍ପାଇ ରଇସି ।
9 καὶ ὡς ἔπος εἰπεῖν, διʼ Ἀβραὰμ καὶ Λευὶ ὁ δεκάτας λαμβάνων δεδεκάτωται,
୯ଲେବିର୍ ଜେତ୍କି ସବୁ ନାତିତିତିମନ୍ ଦସ୍ବାଗେ ଅନି ଗଟେକ୍ ବାଗ୍ ନେଇତେ ରଇଲାଇ, ସେମନ୍ ଅବ୍ରାଆମର୍ ସଙ୍ଗ୍ ମିସିକରି ମଲ୍କିସେଦକ୍କେ ଦସ୍ବାଗେଅନି ଗଟେକ୍ ବାଗ୍ ଦେଲାବଲି ଆମେ କଇଅଇସି ।
10 ἔτι γὰρ ἐν τῇ ὀσφύϊ τοῦ πατρὸς ἦν ὅτε συνήντησεν αὐτῷ ⸀Μελχισέδεκ
୧୦କାଇକେବଇଲେ ଜେଡେବଲ୍ ମଲ୍କିସେଦକ୍ ଅବ୍ରାମ୍କେ ବେଟ୍ ଅଇଲା, ସେ ଲେବି ଜନମ୍ ନ ଅଇରଇଲା, ମାତର୍ ସେ ଅବ୍ରାଆମର୍ ଗାଗ୍ଡେ ରଇଲା । କାଇକେବଇଲେ ଅବ୍ରାଆମ୍ ତାର୍ ଆନିଦାଦି ରଇଲା ।
11 Εἰ μὲν οὖν τελείωσις διὰ τῆς Λευιτικῆς ἱερωσύνης ἦν, ὁ λαὸς γὰρ ἐπʼ ⸀αὐτῆς⸀νενομοθέτηται τίς ἔτι χρεία κατὰ τὴν τάξιν Μελχισέδεκ ἕτερον ἀνίστασθαι ἱερέα καὶ οὐ κατὰ τὴν τάξιν Ἀαρὼν λέγεσθαι;
୧୧ଲେବିର୍ ନାତିତିତି ପୁଜାରି ଇସାବେ ବାଚ୍ଲାର୍ପାଇ ପର୍ମେସର୍ ତାର୍ ନିୟମ୍ ଜିଉଦିମନ୍କେ ଦେଇରଇଲା । ମାତର୍ ଲେବି ବଁସର୍ ପୁଜାରିମନ୍ ଜଦି ସିଦ୍ଲକ୍ ଅଇରଇତାଇ ଆଲେ, ଆରି ଗଟେକ୍ ପୁଜାରି ଆଇବାକେ ଦର୍କାର୍ ନ ରଇଲା । ସେନ୍ତାର୍ ଏ ପୁଜାରି ଆରଣ୍ ଜେ କି ଲେବିର୍ ନାତିତିତି ରଇଲା, ତାର୍ ପୁଜାରିପଦ୍ ନ ଦାରି ମଲ୍କିସେଦକର ପୁଜାରି ପଦ୍ ଦାରି ଆଇସି ।
12 μετατιθεμένης γὰρ τῆς ἱερωσύνης ἐξ ἀνάγκης καὶ νόμου μετάθεσις γίνεται.
୧୨ଜନ୍ ପୁଜାରି ଲକ୍ମନର୍ ବାଦୁଲେ ପର୍ମେସରର୍ ମୁଆଟେ ଟିଆ ଅଇସି, ତାର୍ ପୁଜାରି ପଦ୍ ବାଦ୍ଲାଇଲେ ଜନ୍ ନିୟମ୍ ମାନିଆଇଲାଇନି, ସେଟାମିସା ବାଦଲ୍ବାର୍ ଆଚେ ।
13 ἐφʼ ὃν γὰρ λέγεται ταῦτα φυλῆς ἑτέρας μετέσχηκεν, ἀφʼ ἧς οὐδεὶς προσέσχηκεν τῷ θυσιαστηρίῳ·
୧୩ଏ ସବୁ ବିସଇ ବାଦ୍ଲିଗାଲା ଆଚେବଲି ଆମେ ଜାନୁ । କାଇକେବଇଲେ ଆମର୍ ମାପ୍ରୁ ଜିସୁ ଜାର୍ ବିସଇନେଇ ଏ ସବୁ କାତା କଇଲୁନି, ସେ ଲେବି ବଁସର୍ ନାତିତିତି ନ ରଇଲା । ଜିଉଦା ବଁସେଅନି ଏବେଜାକ କେ ପୁଜାରି ବାବେ ସେବା କରତ୍ ନାଇ ।
14 πρόδηλον γὰρ ὅτι ἐξ Ἰούδα ἀνατέταλκεν ὁ κύριος ἡμῶν, εἰς ἣν φυλὴν ⸂περὶ ἱερέων οὐδὲν Μωϋσῆς ἐλάλησεν.
୧୪ଜିଉଦା ତାର୍ ଆନିଦାଦି ରଇଲା । ମସା ଦେଇରଇବା କାତାଇ ମିସା ଜିଉଦାର୍ ନାତିତିତିମନ୍ ପୁଜାରି ଅଇବା ବିସଇ କାଇଟା କଏ ନାଇ ।
15 Καὶ περισσότερον ἔτι κατάδηλόν ἐστιν, εἰ κατὰ τὴν ὁμοιότητα Μελχισέδεκ ἀνίσταται ἱερεὺς ἕτερος,
୧୫ଇତିଅନି ନିମାନ୍ ଜାନାପଡ୍ଲାନି ଜେ, ଆଗର୍ ରକାମ୍ ପୁଜାରି ଆରି ସେମନ୍ ମାନିଆଇତେରଇବା ନିୟମ୍ ଏବେ ବାଦ୍ଲାଇକରି ଗଟେକ୍ ନୁଆ ରକାମ୍ ପୁଜାରି ବାରଇଆଚେ । ସେ ମଲ୍କିସେଦକର୍ ପୁଜାରି ପଦ୍ ଦାରି ଆଇବାଟା ।
16 ὃς οὐ κατὰ νόμον ἐντολῆς ⸀σαρκίνηςγέγονεν ἀλλὰ κατὰ δύναμιν ζωῆς ἀκαταλύτου,
୧୬ଆରି ସେ ମୁନୁସ୍ମନର୍ ନିୟମ୍ ଆରି ରିତିନିତି ଇସାବେ ପୁଜାରି କରେନାଇ, ମାତର୍ କେବେ ନ ସାର୍ବା ଗଟେକ୍ ବପୁର୍ ଜିବନ୍ ଲାଗି କଲାଆଚେ । ମଲ୍କିସେଦକର୍ ପାରା ଗଟେକ୍ ବିନ୍ ପୁଜାରି ବାରଇଲା ।
17 ⸀μαρτυρεῖταιγὰρ ὅτι Σὺ ἱερεὺς εἰς τὸν αἰῶνα κατὰ τὴν τάξιν Μελχισέδεκ. (aiōn )
୧୭କାଇକେବଇଲେ ତାର୍ ବିସଇରେ ସାସ୍ତର୍ କଇଲାନି, “ମଲ୍କିସେଦକର୍ ପୁଜାରି ପଦ୍ପାରା ତୁଇ ପୁଜାରି ଅଇ ଆଚୁସ୍ ।” (aiōn )
18 ἀθέτησις μὲν γὰρ γίνεται προαγούσης ἐντολῆς διὰ τὸ αὐτῆς ἀσθενὲς καὶ ἀνωφελές,
୧୮ପୁର୍ନା ନିୟମ୍ ବାଦ୍ଲାଇଲା । କାଇକେବଇଲେ, ସେଟା ଲକ୍ମନ୍କେ ପର୍ମେସରର୍ ଲଗେ ଆନ୍ବାକେ ବପୁ ନ ରଇଲା ଆରି ବେକାର୍ ରଇଲା ।
19 οὐδὲν γὰρ ἐτελείωσεν ὁ νόμος, ἐπεισαγωγὴ δὲ κρείττονος ἐλπίδος, διʼ ἧς ἐγγίζομεν τῷ θεῷ.
୧୯କାଇକେବଇଲେ ମସାର୍ ନିୟମ୍ କାଇଟା ମିସା ପୁରାପୁରୁନ୍ ସିଦ୍କରି ନାପାର୍ଲା । ମାତର୍ ଏବେ ଆମ୍କେ ଗଟେକ୍ ବପୁର୍ ଆସା ମିଲ୍ଲା ଆଚେ । ଜାର୍ଲାଗି ଆମେ ପରମେସରର୍ ଲଗେ ଅଇବାକେ ଆସିପାର୍ଲୁନି ।
20 Καὶ καθʼ ὅσον οὐ χωρὶς ὁρκωμοσίας (οἱ μὲν γὰρ χωρὶς ὁρκωμοσίας εἰσὶν ἱερεῖς γεγονότες,
୨୦ଆରି ଆମର୍ ପାଇ ପରମେସରର୍ କାତାଦେଇ ରଇବାଟା ମିସା ଆଚେ । ବିନ୍ ଲକର୍ ନାତିତିତିମନ୍ ପୁଜାରି ପଦେ ରଇଲାବେଲେ ସେ ଏନ୍ତି କାଇମିସା ସପତ୍ କରି ନ ରଇଲା ।
21 ὁ δὲ μετὰ ὁρκωμοσίας διὰ τοῦ λέγοντος πρὸς αὐτόν· Ὤμοσεν κύριος, καὶ οὐ μεταμεληθήσεται, Σὺ ἱερεὺς εἰς τὸν ⸀αἰῶνα, (aiōn )
୨୧ମାତର୍ କିରିସ୍ଟ ପୁଜାରି ଅଇବାବେଲେ ପରମେସର୍ ତାକେ ସପତ୍ କରି କଇରଇଲା, “ମାପ୍ରୁ ଗଟେକ୍ ସପତ୍ କଲା ଆଚେ ତୁଇ ସବୁଦିନର୍ପାଇ ପୁଜାରି ଅଇରଇସୁ । କଇଲା ଏ କାତା କେବେ ନ ବାଦ୍ଲାଏ । ତମେ କାଲ୍କାଲ୍ ଜୁଗ୍ ଜୁଗର୍ ପାଇ ପୁଜାରି ଅଇସା ।” (aiōn )
22 κατὰ ⸀τοσοῦτο⸀κρείττονοςδιαθήκης γέγονεν ἔγγυος Ἰησοῦς.
୨୨କାଇକେବଇଲେ ପର୍ମେସର୍ ଜନ୍ ସପତ୍ ତାକେ ଦେଇରଇଲା, ତାର୍ ନୁଆ ରାଜିନାମା ପୁରାପୁରୁନ୍ ଅଇସିଆକା ବଲି ଜିସୁ ଡାଁଟ୍ ସଙ୍ଗ୍ କଇଲାନି ।
23 Καὶ οἱ μὲν πλείονές εἰσιν γεγονότες ἱερεῖς διὰ τὸ θανάτῳ κωλύεσθαι παραμένειν·
୨୩ଜିସୁର୍ ପୁଜାରି ପଦ୍ ଆରି ଲେବି ବଁସର୍ କେତେକ୍ କେତେକ୍ ପୁଜାରି ପଦ୍ ଦାରିରଇବା ବେସି ପୁଜାରିମନର୍ ବିତ୍ରେ ଏନ୍ତାରି ବିନ୍ ରଇଲା । ସେମନ୍ ସବୁ ତାକର୍ ପୁଜାରିପଦ୍ କରିଲାଗି ରଅତ୍ ନାଇ । କାଇକେବଇଲେ ସେମନ୍ ସବୁଲକ୍ ମରିଗାଲାଇ ।
24 ὁ δὲ διὰ τὸ μένειν αὐτὸν εἰς τὸν αἰῶνα ἀπαράβατον ἔχει τὴν ἱερωσύνην· (aiōn )
୨୪ମାତର୍ ଜିସୁ କେବେ ନ ମରେ । ଆରି ପୁଜାରି ଇସାବେ ରଇବା ତାର୍ କାମ୍ ଆରି କାକେ ମିସା ଦିଆ ନ ଅଏ । (aiōn )
25 ὅθεν καὶ σῴζειν εἰς τὸ παντελὲς δύναται τοὺς προσερχομένους διʼ αὐτοῦ τῷ θεῷ, πάντοτε ζῶν εἰς τὸ ἐντυγχάνειν ὑπὲρ αὐτῶν.
୨୫ସେଟାର୍ ପାଇ ଜନ୍ ଲକ୍ମନ୍ ତାକେ ବିସ୍ବାସ୍ କରି ଲଗେ ଆଇବାଇ, ସେମନ୍କେ ସବୁବେଲର୍ପାଇ ରକିଆ କରିପାର୍ସି । କାଇକେ ବଇଲେ ସେମନର୍ ପାଇ ପରମେସରର୍ ମୁଆଟେ ଗୁଆରି କର୍ବାକେ ସେ ଜୁଗ୍ ଜୁଗର୍ ପାଇ ଜିବନ୍ ଅଇକରି ଆଚେ ।
26 Τοιοῦτος γὰρ ἡμῖν ⸀καὶἔπρεπεν ἀρχιερεύς, ὅσιος, ἄκακος, ἀμίαντος, κεχωρισμένος ἀπὸ τῶν ἁμαρτωλῶν, καὶ ὑψηλότερος τῶν οὐρανῶν γενόμενος·
୨୬ତେବର୍ପାଇ ଜିସୁ ଅଇଲାନି ଆମର୍ ବଡ୍ ପୁଜାରି । ସେ ଆମର୍ପାଇ ସମାନ୍ ଆଚେ । କାଇକେବଇଲେ ସେ ସୁକଲ୍, ତାର୍ଟାନେ କାଇ ବୁଲ୍, କି ପାପ୍ ନାଇ । ଆମର୍ ପାପିମନର୍ଟାନେଅନି ସେ ପୁରାପୁରୁନ୍ ବିନ୍ଆଚେ । ଆରି ପର୍ମେସର୍ ତାକେ ସରଗ୍ ଜେତ୍କି ଜାଇ ଉଟାଇଆଚେ ।
27 ὃς οὐκ ἔχει καθʼ ἡμέραν ἀνάγκην, ὥσπερ οἱ ἀρχιερεῖς, πρότερον ὑπὲρ τῶν ἰδίων ἁμαρτιῶν θυσίας ἀναφέρειν, ἔπειτα τῶν τοῦ λαοῦ (τοῦτο γὰρ ἐποίησεν ἐφάπαξ ἑαυτὸν ἀνενέγκας)·
୨୭ବିନ୍ ବଡ୍ ପୁଜାରି ମନ୍ ସବୁଦିନ୍ ପର୍ମେସରର୍ଟାନେ ଦିନ୍କେ ବଲି ଦେବାର୍ ଆଚେ । ତାର୍ପଚେ ସେମନ୍ ଲକ୍ମନର୍ ପାପର୍ପାଇ ମିସା ବଲି ଦେବାର୍ ଆଚେ । ମାତର୍ ଜିସୁ ଏନ୍ତାରି ନାଇ । ସେ ସବୁଲକର୍ ପାଇ ମିସ୍ତେ ଗଟେକ୍ତର୍ସେ ବଲି ଅଇଲା ଆଚେ । ତାର୍ ସେ ମରନ୍ ସବୁଦିନର୍ପାଇ ଅଇସି ।
28 ὁ νόμος γὰρ ἀνθρώπους καθίστησιν ἀρχιερεῖς ἔχοντας ἀσθένειαν, ὁ λόγος δὲ τῆς ὁρκωμοσίας τῆς μετὰ τὸν νόμον υἱόν, εἰς τὸν αἰῶνα τετελειωμένον. (aiōn )
୨୮କାଇକେବଇଲେ ମସାର୍ ନିୟମ୍ ଇସାବେ, ଜନ୍ଲକ୍ ବଡ୍ ପୁଜାରି ପଦ୍ପାଇରଇସି, ସେମନ୍କେ ମିସା ପାପ୍ ରଇସି । ମାତର୍ ଜନ୍ଟା ପର୍ମେସର୍ ଗଟେକ୍ ସପତ୍ କରି କାତା ଦେଇରଇଲା, ସେଟା ନିୟମ୍ ପଚେ ଆଇଲା । ଜନ୍ ଲକ୍ ବାଚାଇଅଇରଇଲା, ତାର୍ ପଅ ରଇଲା । ସେ ସବୁଦିନର୍ପାଇ କାଇ ପାପ୍ ନ ରଇବା ପୁଜାରି ଅଇଆଚେ । (aiōn )