< Κατα Λουκαν 24 >
1 τῇ δὲ μιᾷ τῶν σαββάτων ὄρθρου βαθέως ⸂ἐπὶ τὸ μνῆμα ἦλθον φέρουσαι ἃ ἡτοίμασαν ⸀ἀρώματα
୧ଆଟର୍ ପର୍ତୁମ୍ ଦିନର୍ ସାକାଲେ, ମାଇଜିମନ୍ ସେମନ୍ ତିଆର୍ କରିରଇବା ବାସ୍ନା ଦିନ୍ସୁ ଆରି ବାସ୍ନା ଚିକନ୍ ଦାରି ଜିସୁର୍ ମଡ୍ ରଇଲା ପାଆରେ ଗାଲାଇ ।
2 εὗρον δὲ τὸν λίθον ἀποκεκυλισμένον ἀπὸ τοῦ μνημείου,
୨ଆରି ପାଆରର୍ ମୁଆଟେ ରଇଲା ପାକ୍ନା ଗୁଣ୍ଡ୍ଲିରଇଲାଟା ଦେକ୍ଲାଇ ।
3 ⸂εἰσελθοῦσαι δὲ οὐχ εὗρον τὸ ⸀σῶμα
୩ସେଟା ଦେକି ପାଆର୍ ବିତ୍ରେ ଜାଇ ଦେକ୍ଲାଇ, ତେଇ ଜିସୁର୍ ଗାଗଡ୍ ନ ରଇଲା ।
4 καὶ ἐγένετο ἐν τῷ ⸀ἀπορεῖσθαιαὐτὰς περὶ τούτου καὶ ἰδοὺ ἄνδρες δύο ἐπέστησαν αὐταῖς ἐν ⸂ἐσθῆτι ἀστραπτούσῃ.
୪କାଇଟା ଅଇଲାବେ, ବଲି, ବାବିକରି ରଇଲାବେଲେ, ଏଦେ ଦେକା! ବିଜ୍ଲି ପାରା ଜଗ୍ଜଗି ଜାଇତେରଇବା ଲୁଗା ପିନ୍ଦି ଦୁଇ ଲକ୍ ସେମନର୍ ମୁଆଟେ ଟିଆ ଅଇଲାଇ ।
5 ἐμφόβων δὲ γενομένων αὐτῶν καὶ κλινουσῶν ⸂τὰ πρόσωπα εἰς τὴν γῆν εἶπαν πρὸς αὐτάς· Τί ζητεῖτε τὸν ζῶντα μετὰ τῶν νεκρῶν;
୫ମାଇଜିମନ୍ ସେ ଦୁଇ ଲକ୍କେ ଦେକି ଡରିକରି ଉଁତାଡିଅଇ ଡୁଲିଦେଲାଇ । ସେ ଦୁଇଲକ୍ ସେମନ୍କେ କଇଲାଇ, “ଜିବନ୍ ରଇଲା ଲକ୍କେ କାଇକେ ମଲା ଲକ୍କେ ସଙ୍ଗଇଲାଟାନେ କଜ୍ଲାସ୍ନି?
6 ⸂οὐκ ἔστιν ὧδε, ἀλλὰ ἠγέρθη.⸃ μνήσθητε ὡς ἐλάλησεν ὑμῖν ἔτι ὢν ἐν τῇ Γαλιλαίᾳ,
୬ଜିସୁ ଇତି ନାଇ, ପର୍ମେସର୍ ତାକେ ଉଟାଇଲାଆଚେ । ସେ ତମର୍ ସଙ୍ଗ୍ ଗାଲିଲିତେଇ ମିସ୍ତେ ରଇଲା ବେଲେ ତମ୍କେ କାଇବଲି କଇରଇଲା, ସେଟା ତମର୍ ମନେ ନାଇ କି?
7 λέγων ⸂τὸν υἱὸν τοῦ ἀνθρώπου ὅτι δεῖ παραδοθῆναι εἰς χεῖρας ἀνθρώπων ἁμαρτωλῶν καὶ σταυρωθῆναι καὶ τῇ τρίτῃ ἡμέρᾳ ἀναστῆναι.
୭ନର୍ପିଲା ପାପି ଲକ୍ମନର୍ ଆତେ ସର୍ପାଇ ଅଇସି ଆରି ସେମନ୍ ତାକେ କୁର୍ସେ କୁଟିମାରି ମରାଇ ଦେବାଇ । ମାତର୍ ତିନ୍ଦିନ୍ ଗାଲାପଚେ ସେ ଆରି ତରେକ୍ ଜିବନ୍ ଅଇ ଉଟ୍ସି ।”
8 καὶ ἐμνήσθησαν τῶν ῥημάτων αὐτοῦ,
୮ସେଡ୍କି ବେଲେ ମାଇଜିମନ୍ ଜିସୁ ଏନ୍ତି କାତା କଇରଇଲା ବଲି ଏତାଇଲାଇ ।
9 καὶ ὑποστρέψασαι ἀπὸ τοῦ μνημείου ἀπήγγειλαν ταῦτα πάντα τοῖς ἕνδεκα καὶ πᾶσιν τοῖς λοιποῖς.
୯ସେଟାର୍ ପାଇ ସେମନ୍ ତେଇଅନି ଦାପ୍ରେ ବାଉଡି ଆସିକରି ଏଗାର୍ଟା ସିସ୍ମନ୍କେ ଆରି ତେଇ ରଇଲା ଲକ୍ମନ୍କେ ସେ ଜାଗାଇ ଅଇଲା ଗଟ୍ନା ସବୁ କଇଲାଇ ।
10 ἦσαν δὲ ἡ Μαγδαληνὴ Μαρία καὶ Ἰωάννα καὶ Μαρία ⸀ἡ Ἰακώβου καὶ αἱ λοιπαὶ σὺν αὐταῖς· ⸀ἔλεγονπρὸς τοὺς ἀποστόλους ταῦτα.
୧୦ମଗ୍ଦଲିନି ମରିୟମ୍, ଜଆନା, ଜାକୁବର୍ ମାଆ ମରିୟମ୍ ଆରି ତାକର୍ସଙ୍ଗ୍ ରଇଲା ବିନ୍ ମାଇଜିମନ୍ ମିସା କାଇ କାଇଟା ଗଟ୍ଲା, ସେ ସବୁ ବିସଇ ପେରିତ୍ମନ୍କେ କଇଲାଇ ।
11 καὶ ἐφάνησαν ἐνώπιον αὐτῶν ὡσεὶ λῆρος τὰ ῥήματα ⸀ταῦτα καὶ ἠπίστουν αὐταῖς.
୧୧ମାତର୍ ପେରିତ୍ମନ୍ ମାଇଜିମନର୍ କାତା ଟଣ୍ଡେ ପାନ୍ଦି କଇଲାଇନି ବଲି ବିସ୍ବାସ୍ କରତ୍ ନାଇ ।
12 ⸂Ὁ δὲ Πέτρος ἀναστὰς ἔδραμεν ἐπὶ τὸ μνημεῖον· καὶ παρακύψας βλέπει τὰ ⸀ὀθόνια μόνα· καὶ ἀπῆλθεν πρὸς ⸀αὑτὸν θαυμάζων τὸ γεγονός
୧୨ମାତର୍ ପିତର୍ ଅଦର୍ପଡ୍ ଅଇ ପାଲାଇ ପାଆରେ ଜାଇ ଏରି ଦେକ୍ଲା । ପାଆର୍ ବିତ୍ରେ ଏରି ଦେକ୍ଲାକେ ତେଇ ଜିସୁକେ ଗୁଡିଆଇଲା ଉଲ୍ଉଲା ପଚିଆ ଚାଡି ଆରି କାଇଟା ନ ରଇଲା । ପିତର୍ ସେ ଗଟ୍ନା ଦେକି କାବାଅଇ ଜାଇକରି, ଗରେ ବାଉଡି ଆଇଲା ।
13 Καὶ ἰδοὺ δύο ἐξ αὐτῶν ⸂ἐν αὐτῇ τῇ ἡμέρᾳ ἦσαν πορευόμενοι εἰς κώμην ἀπέχουσαν σταδίους ἑξήκοντα ἀπὸ Ἰερουσαλήμ, ᾗ ὄνομα Ἐμμαοῦς,
୧୩ସେ ଦିନେସେ ଜିସୁର୍ ଦୁଇଟା ସିସ୍ମନ୍ ଜିରୁସାଲମେଅନି ଏଗାର କିଲମିଟର୍ ଦୁର୍କେ ରଇଲା ଇମାୟୁ ନାଉଁର୍ ଗାଏଁ ଇଣ୍ଡିକରି ଜାଇତେ ରଇଲାଇ ।
14 καὶ αὐτοὶ ὡμίλουν πρὸς ἀλλήλους περὶ πάντων τῶν συμβεβηκότων τούτων.
୧୪ଜିସୁକେ କାଇକାଇଟା ଅଇରଇଲା ଆରି ସେ ସବୁ ବିସଇନେଇ ସେମନ୍ କାତାଅଇ କାତାଅଇ ଇଣ୍ଡ୍ତେ ରଇଲାଇ ।
15 καὶ ἐγένετο ἐν τῷ ὁμιλεῖν αὐτοὺς καὶ συζητεῖν καὶ ⸀αὐτὸςἸησοῦς ἐγγίσας συνεπορεύετο αὐτοῖς,
୧୫ସେମନ୍ ଏନ୍ତି କାତାବାର୍ତା ଅଇ ଆଇବାବେଲେ ଏଦେ ଦେକା! ଜିସୁ ନିଜେ ଆସି ସେମନର୍ ସଙ୍ଗ୍ ଇଣ୍ଡ୍ବାର୍ ଦାର୍ଲା ।
16 οἱ δὲ ὀφθαλμοὶ αὐτῶν ἐκρατοῦντο τοῦ μὴ ἐπιγνῶναι αὐτόν.
୧୬ସେମନ୍ ତାକେ ଦେକ୍ଲାଇ, ମାତର୍ ଚିନି ନାପାର୍ଲାଇ ।
17 εἶπεν δὲ πρὸς αὐτούς· Τίνες οἱ λόγοι οὗτοι οὓς ἀντιβάλλετε πρὸς ἀλλήλους περιπατοῦντες; καὶ ⸀ἐστάθησανσκυθρωποί.
୧୭ସେଡିକିବେଲେ ଜିସୁ ସେମନ୍କେ କଇଲା, “ତମେ ଇଣ୍ଡି ଇଣ୍ଡି କାର୍ ବିସଇନେଇକରି ଏତେକ୍ କାତା ଅଇଲାସ୍ନି?” ସେବେଲାଇ ସେମନ୍ ମନ୍ଦୁକ୍କରି ମୁଁ ସୁକାଇ ଟିଆଅଇଲାଇ ।
18 ἀποκριθεὶς δὲ ⸂εἷς ὀνόματι Κλεοπᾶς εἶπεν πρὸς αὐτόν· Σὺ μόνος παροικεῖς Ἰερουσαλὴμ καὶ οὐκ ἔγνως τὰ γενόμενα ἐν αὐτῇ ἐν ταῖς ἡμέραις ταύταις;
୧୮“ଗାଲା କେତେଦିନ୍ ବିତ୍ରେ ଜିରୁସାଲାମ୍ ଜନ୍ ଗଟ୍ନା ଗଟିଗାଲା ଆଚେ? ସେଟା ନାଜାନ୍ଲାଟା ତୁଇ ଗଟେକ୍ ଲକ୍ସେ କି?”
19 καὶ εἶπεν αὐτοῖς· Ποῖα; οἱ δὲ εἶπαν αὐτῷ· Τὰ περὶ Ἰησοῦ τοῦ ⸀Ναζαρηνοῦ ὃς ἐγένετο ἀνὴρ προφήτης δυνατὸς ἐν ἔργῳ καὶ λόγῳ ἐναντίον τοῦ θεοῦ καὶ παντὸς τοῦ λαοῦ,
୧୯ଜିସୁ ସେମନ୍କେ ପାଚାର୍ଲା, “କାଇଟା ଅଇରଇବା ବିସଇ ତମେ କଇଲାସ୍ନି?” ସେମନ୍, “ନାଜରିତର୍ ଜିସୁକେ ଜାଇଟା ସବୁ ଗଟ୍ଲା । ସେ ଗଟେକ୍ ବବିସତ୍ବକ୍ତା ରଇଲା । ପର୍ମେସରର୍ ମୁଆଟେ ଆରି ଲକ୍ମନର୍ଟାନେ ଗଟେକ୍ ବପୁସଙ୍ଗର୍ ଲକ୍ ରଇଲା । ତାର୍ ସବୁକାମ୍ ଆରି କାତାଇଅନି ଏ ସବୁ ଜାନାପଡ୍ତେ ରଇଲା ।
20 ὅπως τε παρέδωκαν αὐτὸν οἱ ἀρχιερεῖς καὶ οἱ ἄρχοντες ἡμῶν εἰς κρίμα θανάτου καὶ ἐσταύρωσαν αὐτόν.
୨୦ଆମର୍ ମୁକିଅ ପୁଜାରିମନ୍ ଆରି ସାସନ୍ କାରିଆମନ୍ ତାକେ ମରନ୍ ଡଣ୍ଡ୍ ପାଇବାକେ ସତ୍ରୁମନ୍କେ ସର୍ପିଦେଲାଇ ଆରି ତାକେ କୁର୍ସେ ଚଗାଇ ମରାଇଲାଇ ।
21 ἡμεῖς δὲ ἠλπίζομεν ὅτι αὐτός ἐστιν ὁ μέλλων λυτροῦσθαι τὸν Ἰσραήλ· ἀλλά γε ⸀καὶσὺν πᾶσιν τούτοις τρίτην ταύτην ἡμέραν ⸀ἄγειἀφʼ οὗ ταῦτα ἐγένετο.
୨୧ସେ ଆକା ଇସ୍ରାଏଲର୍ ଲକ୍ମନ୍କେ ରକିଆ କର୍ସି ବଲି ଆସା କରି ରଇଲୁ । ମାତର୍ ତାକେ ମରାଇ ତିନ୍ଦିନ୍ ଅଇଲାନି ।
22 ἀλλὰ καὶ γυναῖκές τινες ἐξ ἡμῶν ἐξέστησαν ἡμᾶς, γενόμεναι ⸀ὀρθριναὶἐπὶ τὸ μνημεῖον
୨୨ଆମର୍ ଦଲର୍ କେତେଟା ମାଇଜିମନ୍ ଆମ୍କେ କାବାଅଇଜିବା କାତା କଇଲାଇ । ସେମନ୍ ଆଜି ସାକାଲ୍ ସାକାଲ୍ ତାର୍ ମଡ୍ ରଇବା ପାଆରେ ଗାଲାଇ ।
23 καὶ μὴ εὑροῦσαι τὸ σῶμα αὐτοῦ ἦλθον λέγουσαι καὶ ὀπτασίαν ἀγγέλων ἑωρακέναι, οἳ λέγουσιν αὐτὸν ζῆν.
୨୩ମାତର୍ ତେଇ ତାର୍ ଗାଗଡ୍ ନ ରଇଲା । ସେମନ୍ କଇଲାଇ, ପାଆରେଅନି ବାଉଡ୍ଲାବେଲେ ସରଗର୍ ଦୁତ୍ମନର୍ ଦର୍ସନ୍ ପାଇରଇଲା ଆରି ସେ ଦୁତ୍ମନ୍ ଜାନାଇଲାଇଜେ, ସେ ଏବେ ଜିବନ୍ ଅଇଆଚେ ।
24 καὶἀπῆλθόν τινες τῶν σὺν ἡμῖν ἐπὶ τὸ μνημεῖον, καὶ εὗρον οὕτως καθὼς ⸀καὶ αἱ γυναῖκες εἶπον, αὐτὸν δὲ οὐκ εἶδον.
୨୪ଆମର୍ ସଙ୍ଗାରିମନର୍ ବିତ୍ରେଅନି ଜେ ଜେ ସେ ପାଆରେ ଜାଇ ଦେକ୍ଲାଇ ମିସା ମାଇଜିମନ୍ ଜେନ୍ତି କଇରଇଲାଇ, ସେ ସମାନ୍ ଇସାବେ ଦେକ୍ଲାଇ । ମାତର୍ ସେମନ୍ ଜିସୁକେ ଦେକତ୍ ନାଇ ।”
25 καὶ αὐτὸς εἶπεν πρὸς αὐτούς· Ὦ ἀνόητοι καὶ βραδεῖς τῇ καρδίᾳ τοῦ πιστεύειν ἐπὶ πᾶσιν οἷς ἐλάλησαν οἱ προφῆται·
୨୫ସେବେଲେ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବକୁଆ ଲକ୍ମନ୍, ବବିସତ୍ବକ୍ତାମନ୍ କଇଲା କାତା ବିସ୍ବାସ୍ କର୍ବାକେ କାଇକେ ଜାଗ୍ରତ୍ ଉଆସ୍ ନାଇ?
26 οὐχὶ ταῦτα ἔδει παθεῖν τὸν χριστὸν καὶ εἰσελθεῖν εἰς τὴν δόξαν αὐτοῦ;
୨୬ଏ ସବୁ ଦୁକ୍କସ୍ଟ ପାଇଲା ପଚେସେ ପର୍ମେସର୍ ବାଚିପାଟାଇଲା କିରିସ୍ଟକେ ମଇମା ପାଇବାକେ ଅଇସି ।
27 καὶ ἀρξάμενος ἀπὸ Μωϋσέως καὶ ἀπὸ πάντων τῶν προφητῶν ⸀διερμήνευσεναὐτοῖς ἐν πάσαις ταῖς γραφαῖς τὰ περὶ ⸀ἑαυτοῦ
୨୭ଜିସୁ ମସାର୍ ବଇତେଇଅନି ଆରି ବିନ୍ ବିନ୍ ବବିସତ୍ବକ୍ତାମନ୍ ଲେକିରଇଲା କାତାଇ ଅନି ଆରାମ୍ କରି ସବୁ ଦରମ୍ ସାସ୍ତରେ ତାର୍ ଜେତ୍କି ବିସଇ ଲେକା ଅଇରଇଲା, ସେ ସବୁ ସେମନ୍କେ ବୁଜାଇଦେଲା ।”
28 Καὶ ἤγγισαν εἰς τὴν κώμην οὗ ἐπορεύοντο, καὶ αὐτὸς ⸀προσεποιήσατο⸀πορρώτερονπορεύεσθαι.
୨୮ଆରି ସେମନ୍ ଜନ୍ ଗାଉଁ ଜିବାର୍ ରଇଲା, ସେ ଗାଉଁ ଲଗାଲଗି ଅଇବାକେ ଜିସୁ ଆଗ୍ତୁ ଗାଲାପାରା ଅଇ ଇଣ୍ଡ୍ବାର୍ ଦାର୍ଲା ।
29 καὶ παρεβιάσαντο αὐτὸν λέγοντες· Μεῖνον μεθʼ ἡμῶν, ὅτι πρὸς ἑσπέραν ἐστὶν καὶ κέκλικεν ⸀ἤδηἡ ἡμέρα. καὶ εἰσῆλθεν τοῦ μεῖναι σὺν αὐτοῖς.
୨୯ମାତର୍ ସେ ଲକ୍ମନ୍ ଜିସୁକେ ସୁତ୍ରାଇ କରି କଇଲାଇ, “ଆମର୍ ସଙ୍ଗ୍ ର, କାଇକେ ବଇଲେ ବେଲ୍ ବସିଗାଲା ଆରି ରାତି ଅଇଗାଲାନି ।” ସେଟାର୍ ପାଇ ଜିସୁ ସେମନର୍ ସଙ୍ଗ୍ ରଇବାକେ ଗର୍ବିତ୍ରେ ଗାଲା ।
30 καὶ ἐγένετο ἐν τῷ κατακλιθῆναι αὐτὸν μετʼ αὐτῶν λαβὼν τὸν ἄρτον εὐλόγησεν καὶ κλάσας ἐπεδίδου αὐτοῖς·
୩୦ଆରି ସେମନର୍ ସଙ୍ଗ୍ କାଇବାକେ ବସ୍ଲା । ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଇକରି ସେଟା ବାଙ୍ଗାଇକରି ସେମନ୍କେ ଦେଲା ।
31 αὐτῶν δὲ διηνοίχθησαν οἱ ὀφθαλμοὶ καὶ ἐπέγνωσαν αὐτόν· καὶ αὐτὸς ἄφαντος ἐγένετο ἀπʼ αὐτῶν.
୩୧ସେ ବେଲାଇ ସେମନର୍ ଡାବିଅଇ ଜାଇରଇଲା ଆଁକି ପିଟିଗାଲାଜେ ତାକେ ଚିନି ପାର୍ଲାଇ । ମାତର୍ ସେ ଦାପ୍ରେ ଜିସୁ ସେମନର୍ତେଇଅନି ମାୟା ଅଇଗାଲା ।
32 καὶ εἶπαν πρὸς ἀλλήλους· Οὐχὶ ἡ καρδία ἡμῶν καιομένη ἦν ⸂ἐν ἡμῖν ὡςἐλάλει ἡμῖν ἐν τῇ ὁδῷ, ⸀ὡς διήνοιγεν ἡμῖν τὰς γραφάς;
୩୨ସେବେଲାଇ ସେମନ୍ ସେମନର୍ ବିତ୍ରେ କାତା ଅଇଲାଇ, “ଜେଡେବଲ୍ ସେ ଆମର୍ ସଙ୍ଗ୍ ବାଟେ କାତା ଅଇତେ ରଇଲା, ଆରି ପର୍ମେସରର୍ ସାସ୍ତରର୍ କାତା ବୁଜାଇ ଦେଇତେ ରଇଲା, ଆମର୍ ମନ୍ ବିତ୍ରେ ଉଡୁକ୍ ଦୁଡୁକ୍ ନ ଅଇତେ ରଇଲା କି?”
33 καὶ ἀναστάντες αὐτῇ τῇ ὥρᾳ ὑπέστρεψαν εἰς Ἰερουσαλήμ, καὶ εὗρον ⸀ἠθροισμένουςτοὺς ἕνδεκα καὶ τοὺς σὺν αὐτοῖς,
୩୩ସେଦାପ୍ରେ ସେମନ୍ ଦୁଇଲକ୍ ଉଟିକରି ଜିରୁସାଲାମେ ବାଉଡି ଉଟିଗାଲାଇ । ତେଇ ଜିସୁର୍ ଏଗାର୍ଟା ସିସ୍ମନ୍ ଆରି ବିନ୍ଲକ୍ମନ୍ କାତାବାର୍ତା ଅଇତେରଇଲାଟା ଦେକ୍ଲାଇ ।
34 λέγοντας ὅτι ⸂ὄντως ἠγέρθη ὁ κύριος καὶ ὤφθη Σίμωνι.
୩୪ସେ ଲକ୍ମନର୍ତେଇଅନି ସେମନ୍ ଜିସୁମାପ୍ରୁ ଆରି ତରେକ୍ ଜିବନ୍ଅଇ ଉଟ୍ଲା ଆଚେ ଆରି ସିମନ୍କେ ଦେକାଇଅଇଲା ଆଚେ ବଲି ଜାନ୍ଲାଇ ।
35 καὶ αὐτοὶ ἐξηγοῦντο τὰ ἐν τῇ ὁδῷ καὶ ὡς ἐγνώσθη αὐτοῖς ἐν τῇ κλάσει τοῦ ἄρτου.
୩୫ତାର୍ ପଚେ ଦୁଇଲକ୍ ଇମାୟୁ ଗାଉଁ ଆଇବା ବାଟେ କାଇକାଇଟା ଅଇରଇଲା ସେଟା ସବୁ କଇଲାଇ । ଆରି ସେମନ୍ ଜିସୁ ରୁଟି ବାଙ୍ଗାଇ କରି ଦେଲାବେଲେ କେନ୍ତି ତାକେ ଚିନି ଦେଇରଇଲାଇ ସେଟା ମିସା ସେମନ୍କେ କଇଲାଇ ।
36 Ταῦτα δὲ αὐτῶν λαλούντων ⸀αὐτὸςἔστη ἐν μέσῳ ⸀αὐτῶν
୩୬ସେ ଦୁଇଲକ୍ ଏନ୍ତି କଇବା ବେଲେ ଏଦେ ଦେକା! ମାପ୍ରୁ ନିଜେ ସେମନର୍ ମଜାଇ ଟିଆଅଇଦେଲା । ଆରି ସେମନ୍କେ କଇଲା, “ତମ୍କେ ସାନ୍ତି ଅ ।”
37 πτοηθέντες δὲ καὶ ἔμφοβοι γενόμενοι ἐδόκουν πνεῦμα θεωρεῖν.
୩୭ମାତର୍ ସେମନ୍ ସବୁ ଲକ୍ ଏଟା ଗଟେକ୍ ବୁତ୍ ଦେକ୍ଲୁନି ବଲି ଡରିଗାଲାଇ ।
38 καὶ εἶπεν αὐτοῖς· Τί τεταραγμένοι ἐστέ, καὶ διὰ τί διαλογισμοὶ ἀναβαίνουσιν ἐν ⸂τῇ καρδίᾳ ὑμῶν;
୩୮ଜିସୁ ସେମନ୍କେ କଇଲା, “ତମେ କାଇକେ ଡର୍ଲାସ୍ନି? ଆରି ଦେକି କରି ମିସା କାଇକେ ବିସ୍ବାସ୍ କରାସ୍ ନାଇ?
39 ἴδετε τὰς χεῖράς μου καὶ τοὺς πόδας μου ὅτι ⸂ἐγώ εἰμι αὐτός· ψηλαφήσατέ με καὶ ἴδετε, ὅτι πνεῦμα σάρκα καὶ ὀστέα οὐκ ἔχει καθὼς ἐμὲ θεωρεῖτε ἔχοντα.
୩୯ମର୍ ଆତେ ଆରି ଗଡେ ଦେକା, ଏଟା ମୁଇ ନିଜେ । ମକେ ଚିଇକରି ଦେକା । ଏଟା ମକେ ଜେନ୍ତାରି ଆଡ୍ ଆରି ମାଉଁସ୍ ଆଚେ ସେନ୍ତି ବୁତ୍କେ ନ ରଏ ।”
40 ⸂[καὶ τοῦτο εἰπὼν ⸀ἔδειξεν αὐτοῖς τὰς χεῖρας καὶ τοὺς πόδας.]⸃
୪୦ଜିସୁ ଏଟା କଇକରି, ତାର୍ ଆତ୍ ଆରି ଗଡ୍ ସେମନ୍କେ ଦେକାଇଲା ।
41 ἔτι δὲ ἀπιστούντων αὐτῶν ἀπὸ τῆς χαρᾶς καὶ θαυμαζόντων εἶπεν αὐτοῖς· Ἔχετέ τι βρώσιμον ἐνθάδε;
୪୧ସେଟା ଦେକି ସେମନ୍ ସାର୍ଦା ଅଇକରି କାବାଅଇ ଗାଲାଇ ମିସା ତାକେ ବିସ୍ବାସ୍ କରତ୍ ନାଇ । ସେଟାର୍ ପାଇ ଜିସୁ ସେମନ୍କେ ପାଚାର୍ଲା, “ତମର୍ ଲଗେ କାଇଟା କାଇବାଟା ଆଚେ କି?”
42 οἱ δὲ ἐπέδωκαν αὐτῷ ἰχθύος ὀπτοῦ ⸀μέρος
୪୨ସେବେଲାଇ ସେମନ୍ ତାକେ କଣ୍ଡେକ୍ ବାଜ୍ଲା ମାଚ୍ ଦେଲାଇ ।
43 καὶ λαβὼν ἐνώπιον αὐτῶν ἔφαγεν.
୪୩ସେଟା ଜିସୁ ଦାରିକରି ସେମନର୍ ମୁଆଟେ କାଇଲା ।
44 Εἶπεν δὲ ⸂πρὸς αὐτούς· Οὗτοι οἱ λόγοι ⸀μουοὓς ἐλάλησα πρὸς ὑμᾶς ἔτι ὢν σὺν ὑμῖν, ὅτι δεῖ πληρωθῆναι πάντα τὰ γεγραμμένα ἐν τῷ νόμῳ Μωϋσέως ⸀καὶπροφήταις καὶ ψαλμοῖς περὶ ἐμοῦ.
୪୪ଜିସୁ ସେମନ୍କେ କଇଲା, “ମସାର୍ ନିୟମ୍ ଆରି ବବିସତ୍ବକ୍ତାମନ୍ କଇଲା କାତା ଆରି ଗିତ୍ସଙ୍ଗିତା ବଇଟାନେ କାଇକାଇଟା ଲେକା ଅଇଲାଆଚେ ସେ ସବୁ, ସତ୍ ଅଇବାର୍ ରଇଲା । ମୁଇ ତମର୍ ସଙ୍ଗ୍ ରଇଲାବେଲେ ଏ ସବୁ କାତା ତମ୍କେ କଇରଇଲି ।”
45 τότε διήνοιξεν αὐτῶν τὸν νοῦν τοῦ συνιέναι τὰς γραφάς,
୪୫ତାର୍ପଚେ ଦରମ୍ ସାସ୍ତରର୍ ଅରତ୍ ବୁଜ୍ବାକେ ଜିସୁ ସେମନର୍ ବୁଜ୍ବା ବପୁ ଉଗାଡି ଦେଲା ।
46 καὶ εἶπεν αὐτοῖς ὅτι οὕτως ⸀γέγραπταιπαθεῖν τὸν χριστὸν καὶ ἀναστῆναι ἐκ νεκρῶν τῇ τρίτῃ ἡμέρᾳ,
୪୬ଆରି ସେମନ୍କେ କଇଲା, “ପର୍ମେସର୍ ବାଚି ପାଟାଇଲା କିରିସ୍ଟ ରାଜା ମୁଇ, ଏନ୍ତି ଦୁକ୍ କସ୍ଟ ପାଇକରି ମର୍ବି । ପଚେ ତିନ୍ଦିନ୍ ଗାଲେ ଆରି ତରେକ୍ ଉଟ୍ବି ବଲି ଲେକା ଅଇଲା ଆଚେ ।
47 καὶκηρυχθῆναι ἐπὶ τῷ ὀνόματι αὐτοῦ μετάνοιαν ⸀καὶ ἄφεσιν ἁμαρτιῶν εἰς πάντα τὰ ἔθνη— ⸀ἀρξάμενοιἀπὸ Ἰερουσαλήμ·
୪୭ଆରି ଜିରୁସାଲମେଅନି ଆରାମ୍ କରି ସବୁ ଦେସର୍, ସବୁ ଜାତିର୍ ଲକ୍ମନ୍କେ ମର୍ ନାଉଁଦାରି ପାପ୍ କେମା କରାଇ, ମନ୍ ବଦ୍ଲାଇବାକେ କଇବାର୍ ଆଚେ ।
48 ὑμεῖς ⸀ἐστεμάρτυρες τούτων.
୪୮ତମେ ଏ ସବୁ ବିସଇର୍ ସାକି ଆଚାସ୍ ।
49 καὶ ἰδοὺ ἐγὼ ⸀ἐξαποστέλλωτὴν ἐπαγγελίαν τοῦ πατρός μου ἐφʼ ὑμᾶς· ὑμεῖς δὲ καθίσατε ἐν τῇ ⸀πόλειἕως οὗ ἐνδύσησθε ⸂ἐξ ὕψους δύναμιν.
୪୯ଆରି ମର୍ ବାବା ଜନ୍ ଜିଦ୍ କରିରଇଲା, ମୁଇ ନିଜେ ସେଟା ପାଟାଇବି । ମାତର୍ ତମେ ପର୍ମେସରର୍ ଟାନେଅନି ବପୁ ନ ମିଲ୍ବା ଜାକ, ଏ ଜିରୁସାଲମେସେ ରୁଆ ।”
50 Ἐξήγαγεν δὲ αὐτοὺς ⸀ἕως⸀πρὸςΒηθανίαν, καὶ ἐπάρας τὰς χεῖρας αὐτοῦ εὐλόγησεν αὐτούς.
୫୦ତାର୍ପଚେ ଜିସୁ ସେମନ୍କେ ବେତ୍ନିଆ ନାଉଁର୍ ଜାଗାଇ ଜିବା ବାଟ୍ଜାକ ଡାକିନେଲା । ଆରି ସେମନ୍କେ ଆତ୍ ଟେକି ଆସିର୍ବାଦ୍ କଲା ।
51 καὶ ἐγένετο ἐν τῷ εὐλογεῖν αὐτὸν αὐτοὺς διέστη ἀπʼ αὐτῶν ⸂[καὶ ἀνεφέρετο εἰς τὸν οὐρανόν⸃.
୫୧ସେ ଏନ୍ତି ସେମନ୍କେ ଆସିର୍ବାଦ୍ କର୍ବାବେଲେ ପର୍ମେସର୍ ତାକେ ସରଗ୍ପୁରେ ଦାରିଗାଲା ।
52 καὶ αὐτοὶ ⸂[προσκυνήσαντες αὐτὸν⸃ ὑπέστρεψαν εἰς Ἰερουσαλὴμ μετὰ χαρᾶς μεγάλης,
୫୨ସେମନ୍ ତାକେ ଜୁଆର୍ କଲାଇ ଆରି ସାର୍ଦାଅଇ ଜିରୁସାଲମେ ବାଉଡି ଆଇଲାଇ ।
53 καὶ ἦσαν διὰ παντὸς ἐν τῷ ἱερῷ ⸀εὐλογοῦντεςτὸν ⸀θεόν
୫୩ସବୁବେଲା ମନ୍ଦିରେ ରଇକରି ପର୍ମେସରର୍ ଡାକ୍ପୁଟା କର୍ବାର୍ ଦାର୍ଲାଇ ।