< Κατα Ματθαιον 28 >
1 οψε δε σαββατων τη επιφωσκουση εις μιαν σαββατων ηλθεν μαρια η μαγδαληνη και η αλλη μαρια θεωρησαι τον ταφον
୧ବିସ୍ରାମ୍ବାରର୍ ଆର୍କର୍ ଦିନେ, ରଇବାର୍ ସାକାଲେ ମଗ୍ଦଲିନି ମରିୟମ୍ ଆରି ବିନ୍ ମରିୟମ୍ ଜିସୁକେ ସଙ୍ଗଇରଇବା କବର୍ ଦେକ୍ବାର୍ ଗାଲାଇ ।
2 και ιδου σεισμος εγενετο μεγας αγγελος γαρ κυριου καταβας εξ ουρανου προσελθων απεκυλισεν τον λιθον απο της θυρας και εκαθητο επανω αυτου
୨ସେଡ୍କିବେଲେ ଅଟାତ୍ ଦର୍ତନି ଚୁଲ୍ବୁଲିଗାଲା । ଏଦେ ଦେକା! ମାପ୍ରୁର୍ ଗଟେକ୍ ସରଗ୍ ଦୁତ୍ ଉତ୍ରି ଆସି, କବର୍ ମୁଆଟେ ଡାବିରଇଲା ପାକ୍ନା ଡୁଲ୍ଗୁଡାଇଦେଇ ତାର୍ ଉପ୍ରେ ବସି ରଇଲା ।
3 ην δε η ιδεα αυτου ως αστραπη και το ενδυμα αυτου λευκον ωσει χιων
୩ତାର୍ ଗୁଲାଇ ଗାଗଡ୍ ବିଜ୍ଲି ପାରା ଜଟକ୍ତେରଇଲା ଆରି ସେ ପିନ୍ଦିରଇବାଟା ବରପ୍ ପାରା ଚିଟ୍ ଦବ୍ ରଇଲା ।
4 απο δε του φοβου αυτου εσεισθησαν οι τηρουντες και εγενοντο ωσει νεκροι
୪ଜାଗୁଆଲ୍ମନ୍ ଦୁତ୍କେ ଦେକି ଡରି ତର୍ତରି ଗାଲାଇ ଆରି ମଲା ଲକର୍ପାରା ଅଇଗାଲାଇ ।
5 αποκριθεις δε ο αγγελος ειπεν ταις γυναιξιν μη φοβεισθε υμεις οιδα γαρ οτι ιησουν τον εσταυρωμενον ζητειτε
୫ସରଗର୍ ଦୁତ୍ ମାଇଜିମନ୍କେ କଇଲା, “ଡରା ନାଇ । ମୁଇ ଜାନି, ତମେ କୁର୍ସେ ମରିରଇବା ଜିସୁକେ ଦେକ୍ବାର୍ ଆସିଆଚାସ୍ ।
6 ουκ εστιν ωδε ηγερθη γαρ καθως ειπεν δευτε ιδετε τον τοπον οπου εκειτο ο κυριος
୬ସେ ଇତି ନାଇ । ସେ କଇଲା ଇସାବେ ଆରି ତରେକ୍ ଉଟି ଆଚେ । ଆସି ଦେକା, ଇତି ତାର୍ ମଲା ଗାଗଡ୍ ସଙ୍ଗଇରଇଲାଇ ।”
7 και ταχυ πορευθεισαι ειπατε τοις μαθηταις αυτου οτι ηγερθη απο των νεκρων και ιδου προαγει υμας εις την γαλιλαιαν εκει αυτον οψεσθε ιδου ειπον υμιν
୭“ତମେ ଦାପ୍ରେ ଜାଇ ତାର୍ ସିସ୍ମନ୍କେ କୁଆ, ସେ ଆରି ତରେକ୍ ଜିବନ୍ ଅଇଆଚେ ଆରି ତମର୍ ଆଗେ ଆଗେ ଗାଲିଲି ଗାଲା ଆଚେ । ତମେ ତେଇ ତାକେ ଦେକ୍ସା । ମୁଇ ଜାଇଟା କଇଲି ମନେ ରକିରୁଆ ।”
8 και εξελθουσαι ταχυ απο του μνημειου μετα φοβου και χαρας μεγαλης εδραμον απαγγειλαι τοις μαθηταις αυτου
୮ଏ କାତାସୁନି ସେମନ୍ ଦାପ୍ରେ କବର୍ଦେଲା ଟାନେଅନି ସିସ୍ମନର୍ ଲଗେ ପାଲାଇଲାଇ । ଡରିକରି ରଇଲେ ମିସା, ତାକର୍ ମନେ ବେସି ସାର୍ଦା ଜାନିପାର୍ତେ ରଇଲାଇ ।
9 ως δε επορευοντο απαγγειλαι τοις μαθηταις αυτου και ιδου ο ιησους απηντησεν αυταις λεγων χαιρετε αι δε προσελθουσαι εκρατησαν αυτου τους ποδας και προσεκυνησαν αυτω
୯ସେଦାପ୍ରେ ଜିସୁ ସେମନ୍କେ ବେଟ୍ଅଇ କଇଲା, “ତମ୍କେ ସାନ୍ତି ମିଲ!” ସେମନ୍ ଜିସୁର୍ ଲଗେ ଜାଇ ତାର୍ ପାଦ୍ ଦାରି ଜୁଆର୍ କଲାଇ ।
10 τοτε λεγει αυταις ο ιησους μη φοβεισθε υπαγετε απαγγειλατε τοις αδελφοις μου ινα απελθωσιν εις την γαλιλαιαν κακει με οψονται
୧୦ଜିସୁ ସେମନ୍କେ କଇଲା, “ଡରା ନାଇ । ମର୍ ବାଇମନ୍କେ କୁଆ, ସେମନ୍ ଗାଲିଲି ଆସତ୍ । ତେଇ ସେମନ୍ ମକେ ଦେକ୍ବାଇ ।”
11 πορευομενων δε αυτων ιδου τινες της κουστωδιας ελθοντες εις την πολιν απηγγειλαν τοις αρχιερευσιν απαντα τα γενομενα
୧୧ମାଇଜିମନ୍ ତେଇଅନି ଇଣ୍ଡିଜାଇତେ ରଇଲାଇ । ଜିବାବେଲେ ଜିସୁକେ କବର୍ ଦେଇ ରଇବାଟାନେ ଜାଗି ରଇଲା କେତେଟା ସନିଅମନ୍ ନଅରେ ବାଉଡି ଗାଲାଇ । ଜାଇକରି ମୁକିଅ ପୁଜାରିମନ୍କେ ଏ ସବୁ ଅଇଲାଟା ଜାନାଇଲାଇ ।
12 και συναχθεντες μετα των πρεσβυτερων συμβουλιον τε λαβοντες αργυρια ικανα εδωκαν τοις στρατιωταις
୧୨ମୁକିଅ ପୁଜାରିମନ୍ ପାର୍ଚିନ୍ମନର୍ ସଙ୍ଗ୍ ମିସି କୁଟ୍ ପାଁଚ୍ଲାଇ । ସେମନ୍ ସନିଅମନ୍କେ ବେସି ଡାବୁ ଲାଁଚ୍ଦେଇ କଇଲାଇ,
13 λεγοντες ειπατε οτι οι μαθηται αυτου νυκτος ελθοντες εκλεψαν αυτον ημων κοιμωμενων
୧୩ତମେ କୁଆ “ଆମେ ରାତିଆ ସଇଦେଇ ରଇଲା ବେଲେ ତାର୍ ସିସ୍ମନ୍ ଆସି ତାର୍ ମଲା ଗାଗଡ୍ ଚରାଇ ଦାରିଗାଲାଇ ।
14 και εαν ακουσθη τουτο επι του ηγεμονος ημεις πεισομεν αυτον και υμας αμεριμνους ποιησομεν
୧୪ଜଦି ସାସନ୍କାରିଆ ଏ କାତା ନ ସୁନ୍ସି, ବଇଲେ ତମର୍ ଦସ୍ ନାଇ ବଲି ଆମେ ବୁଜାଇ ଦେବୁ । ଏ ବିସଇନେଇ ତମେ ଦାନ୍ଦା ଉଆନାଇ ।”
15 οι δε λαβοντες τα αργυρια εποιησαν ως εδιδαχθησαν και διεφημισθη ο λογος ουτος παρα ιουδαιοις μεχρι της σημερον
୧୫ସନିଅମନ୍ ଡାବୁ ନେଇକରି, ସେମନ୍କେ କଇରଇଲା ଇସାବେ କାମ୍ କଲାଇ । ସେମନ୍ ସେବେଲେ ଜେନ୍ତି କଇରଇଲାଇ, ଜିଉଦିମନ୍ ଆଜିକେ ଜାକ ସେ କାତା ଜାନାଇଲାଇନି ।
16 οι δε ενδεκα μαθηται επορευθησαν εις την γαλιλαιαν εις το ορος ου εταξατο αυτοις ο ιησους
୧୬ଜିସୁ କଇବା ଇସାବେ ତାର୍ ଏଗାର୍ଟା ସିସ୍ମନ୍ ଗାଲିଲିର୍ ଗଟେକ୍ ଡଙ୍ଗର୍ ଉପ୍ରେ ଗାଲାଇ ।
17 και ιδοντες αυτον προσεκυνησαν αυτω οι δε εδιστασαν
୧୭ଜିସୁକେ ଡଙ୍ଗର୍ ଉପ୍ରେ ଦେକି ସେମନ୍ ତାକେ ଜୁଆର୍ କଲାଇ । କେତେ ଲକ୍ ବିସ୍ବାସ୍ କରତ୍ ନାଇ ।
18 και προσελθων ο ιησους ελαλησεν αυτοις λεγων εδοθη μοι πασα εξουσια εν ουρανω και επι γης
୧୮ଜିସୁ ସେମନର୍ ଲଗେ ଜାଇ କଇଲା, “ସରଗ୍ ଆରି ମଚ୍ପୁରର୍ ସବୁ ଅଦିକାର୍ ମକେ ଦିଆଅଇଲା ଆଚେ ।
19 πορευθεντες ουν μαθητευσατε παντα τα εθνη βαπτιζοντες αυτους εις το ονομα του πατρος και του υιου και του αγιου πνευματος
୧୯ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ ।
20 διδασκοντες αυτους τηρειν παντα οσα ενετειλαμην υμιν και ιδου εγω μεθ υμων ειμι πασας τας ημερας εως της συντελειας του αιωνος αμην (aiōn )
୨୦ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।” (aiōn )