< Αποκαλυψις Ιωαννου 7 >
1 και μετα ταυτα ειδον τεσσαρας αγγελους εστωτας επι τας τεσσαρας γωνιας της γης κρατουντας τους τεσσαρας ανεμους της γης ινα μη πνεη ανεμος επι της γης μητε επι της θαλασσης μητε επι παν δενδρον
୧ତାର୍ପଚେ ଦର୍ତନିର୍ ଚାରିଟା କନେ ଚାରିଟା ଦୁତ୍ ଟିଆଅଇରଇବାଟା ମୁଇ ଦେକ୍ଲି । ଜେନ୍ତାରିକି କାଇ ପବନ୍ ଦର୍ତନି କି ସମ୍ଦୁରେ କି କାଇ ଗଚ୍ ଉପ୍ରେ ନ ଆଇବାକେ ପବନ୍କେ ଦାରି ଅଟକାଇ ରଇଲା ।
2 και ειδον αλλον αγγελον αναβαντα απο ανατολης ηλιου εχοντα σφραγιδα θεου ζωντος και εκραξεν φωνη μεγαλη τοις τεσσαρσιν αγγελοις οις εδοθη αυτοις αδικησαι την γην και την θαλασσαν
୨ପୁରୁବ୍ ଦିଗେଅନି ଆରି ଗଟେକ୍ ଜିବନ୍ ରଇବା ପର୍ମେସରର୍ ସିଲ୍ ସଙ୍ଗ୍ ଆଇବାଟା ମୁଇ ଦେକ୍ଲି । ସେ ଦୁତ୍ ସେ ଚାର୍ଟା ଦୁତ୍ମନ୍କେ ଆଉଲି ଅଇ ଡାକି କଇଲା । ପର୍ମେସର୍ ସେମନ୍କେ ଦର୍ତନି ଆରି ସମ୍ଦୁର୍ ବିନାସ୍ କର୍ବାକେ ବପୁ ଦେଇରଇଲା ।
3 λεγων μη αδικησητε την γην μητε την θαλασσαν μητε τα δενδρα αχρις ου σφραγιζωμεν τους δουλους του θεου ημων επι των μετωπων αυτων
୩ସେ ଦୁତ୍ କଇଲା ଆମର୍ ପର୍ମେସର୍କେ ସେବା କର୍ବା ଲକ୍ମନର୍ କାପାଲେ ଚିନ୍ ନ ଦେବା ଜାକ ଦର୍ତନିକେ କି ସମ୍ଦୁର୍କେ କି ଗଚ୍କେ ବିନାସ୍ ନ କରା ।
4 και ηκουσα τον αριθμον των εσφραγισμενων ρμδ χιλιαδες εσφραγισμενοι εκ πασης φυλης υιων ισραηλ
୪ସେମନ୍ ସେ ଲକ୍ମନ୍କେ ଚିନ୍ କରି ସାରାଇଲା ପଚେ, ସଏ ଚାଲିସ୍ ଚାରି ଅଜାର୍ ଲକ୍ମନ୍କେ ଚିନ୍ ଦେଲୁ ବଲି ମକେ କଇଲା । ସେମନ୍ ଇସ୍ରାଏଲର୍ ବାର୍ଟା ବଁସେଅନି ରଇଲାଇ ।
5 εκ φυλης ιουδα ιβ χιλιαδες εσφραγισμενοι εκ φυλης ρουβην ιβ χιλιαδες εσφραγισμενοι εκ φυλης γαδ ιβ χιλιαδες εσφραγισμενοι
୫ଜିଉଦା ବଁସେଅନି ବାରଅଜାର୍ । ସେନ୍ତାରିସେ ରୁବେନ୍ଅନି, ଗାଦ୍ ନାଉଁର୍ ଜାଗାଇଅନି ବାର ଅଜାର୍ ।
6 εκ φυλης ασηρ ιβ χιλιαδες εσφραγισμενοι εκ φυλης νεφθαλειμ ιβ χιλιαδες εσφραγισμενοι εκ φυλης μανασση ιβ χιλιαδες εσφραγισμενοι
୬ଆସ୍ରେଅନି, ନାପ୍ତାଲିଅନି, ମାନାସେଅନି, ବାରଅଜାର୍ ।
7 εκ φυλης συμεων ιβ χιλιαδες εσφραγισμενοι εκ φυλης λευι ιβ χιλιαδες εσφραγισμενοι εκ φυλης ισαχαρ ιβ χιλιαδες εσφραγισμενοι
୭ସିମିୟନ୍ଅନି, ଲବିଅନି, ଇସାକର୍ ତେଇଅନି ବାରଅଜାର୍ ।
8 εκ φυλης ζαβουλων ιβ χιλιαδες εσφραγισμενοι εκ φυλης ιωσηφ ιβ χιλιαδες εσφραγισμενοι εκ φυλης βενιαμιν ιβ χιλιαδες εσφραγισμενοι
୮ସବ୍ଲୁନେଅନି, ଜସେପେଅନି, ବନିୟମେଅନି, ବାରଅଜାର୍ ଲାକା ଚିନ୍ କଲାଇ ।
9 μετα ταυτα ειδον και ιδου οχλος πολυς ον αριθμησαι αυτον ουδεις ηδυνατο εκ παντος εθνους και φυλων και λαων και γλωσσων εστωτες ενωπιον του θρονου και ενωπιον του αρνιου περιβεβλημενοι στολας λευκας και φοινικες εν ταις χερσιν αυτων
୯ତାର୍ପଚେ ମୁଇଦେକ୍ଲି ଏଦେ ଦେକା! ତେଇ ଏତେକ୍ ମାନ୍ଦା ଲକ୍କେ ଦେକ୍ଲି ଜେ ସେ ଲକ୍ମନ୍କେ କେ ମିସା ଏଜି ନାପାରତ୍ । ସେମନ୍ ସବୁ ଜାତିଅନି, ବଁସେଅନି, ରାଇଜେଅନି, ଆରି ବାସାଇଅନି ଆସିରଇଲାଇ । ସେମନ୍ ବସ୍ବା ଜାଗାର୍ ମୁଆଟେ ଆରି ମେଣ୍ଡାପିଲାର୍ ମୁଆଟେ ଟିଆଅଇଲାଇ । ସେମନ୍ ଦବ୍ ଲୁଗାପିନ୍ଦିକରି ଆରି ଆତେ କଜ୍ରି ଡାଲ୍ ଦାରିରଇଲାଇ ।
10 και κραζοντες φωνη μεγαλη λεγοντες η σωτηρια τω καθημενω επι του θρονου του θεου ημων και τω αρνιω
୧୦ସେମନ୍ ଆଉଲି ଅଇକରି କଇତେ ରଇଲାଇ, “ଆମର୍ ପର୍ମେସର୍ ଜେ କି ବସ୍ବା ଜାଗାଇ ବସିଆଚେ, ତାର୍ଟାନେଅନି ଆରି ମେଣ୍ଡା ପିଲାର୍ ଟାନେଅନି ମୁକ୍ତି ମିଲ୍ସି ।”
11 και παντες οι αγγελοι εστηκεσαν κυκλω του θρονου και των πρεσβυτερων και των τεσσαρων ζωων και επεσον ενωπιον του θρονου επι προσωπον αυτων και προσεκυνησαν τω θεω
୧୧ସବୁ ଦୁତ୍ମନ୍ ବସ୍ବା ଜାଗାର୍ ଆରି ପାର୍ଚିନ୍ ମନର୍ ଆରି ଚାରିଟା ଜିବନ୍ ରଇବା ପସୁମନର୍ ଚାରିବେଟ୍ତି ଟିଆଅଇଲାଇ । ତାର୍ପଚେ ସେମନ୍ ବସ୍ବା ଜାଗାର୍ ମୁଆଟେ ଡାଣ୍ଡାସନ୍ ପଡି ପର୍ମେସର୍କେ ଜୁଆର୍ କରି,
12 λεγοντες αμην η ευλογια και η δοξα και η σοφια και η ευχαριστια και η τιμη και η δυναμις και η ισχυς τω θεω ημων εις τους αιωνας των αιωνων αμην (aiōn )
୧୨କଇଲାଇ, ଆମେନ୍, ଦନିଅବାଦ୍, ମଇମା, ଗିଆନ୍, ଡାକ୍ପୁଟା, ବପୁ ଆରି ସକ୍ତି କାଲ୍ କାଲ୍ ଜୁଗ୍ ଜୁଗ୍ ଆମର୍ ପର୍ମେସର୍କେ ଅ । ଆମେନ୍, ବଲି କଇତେରଇଲାଇ । (aiōn )
13 και απεκριθη εις εκ των πρεσβυτερων λεγων μοι ουτοι οι περιβεβλημενοι τας στολας τας λευκας τινες εισιν και ποθεν ηλθον
୧୩ପାର୍ଚିନ୍ ମନର୍ ବିତ୍ରେ ଅନି ଗଟେକ୍ ଲକ୍ ଆସିକରି ମକେ ପାଚାର୍ଲା, “ଏ ଲକ୍ମନ୍ କାଇକେ ଦବ୍ ଲୁଗା ପିନ୍ଦି ଆଚତ୍ ଆରି ସେମନ୍ କନ୍ତିଅନି ଆଇଲାଇ?”
14 και ειρηκα αυτω κυριε συ οιδας και ειπεν μοι ουτοι εισιν οι ερχομενοι εκ της θλιψεως της μεγαλης και επλυναν τας στολας αυτων και ελευκαναν στολας αυτων εν τω αιματι του αρνιου
୧୪ମୁଇ ତାକେ କଇଲି “ଆଗିଆ ମୁଇ ନାଜାନି, ତୁଇତା ଜାନୁସ୍ ।” ସେ ମକେ କଇଲା “ବେସି ବଡ୍ ତାଡ୍ନା ପଚେ ରକିଆ ପାଇ ଆଇଲାଇଆଚତ୍ । ମେଣ୍ଡାପିଲାର୍ ବନି ସଙ୍ଗ୍ ସେମନ୍ ତାକର୍ ବସ୍ତର୍ ଦଇକରି ଦବ୍ କଲାଇଆଚତ୍ ।”
15 δια τουτο εισιν ενωπιον του θρονου του θεου και λατρευουσιν αυτω ημερας και νυκτος εν τω ναω αυτου και ο καθημενος επι του θρονου σκηνωσει επ αυτους
୧୫ସେଟାର୍ ପାଇ ସେ ଲକ୍ମନ୍ ପର୍ମେସରର୍ ବସ୍ବା ଜାଗାର୍ ମୁଆଟେ ରଇ ତାର୍ ମନ୍ଦିରେ ଦିନ୍ ରାତି ତାକେ ସେବା କଲାଇନି । ଜେ ବସ୍ବା ଜାଗାଇ ବସ୍ଲାଆଚେ, ସେ ସେମନ୍କେ ରକିଆ କର୍ସି ।
16 ου πεινασουσιν ετι ουδε διψησουσιν ετι ουδε μη πεση επ αυτους ο ηλιος ουδε παν καυμα
୧୬ସେମନ୍କେ କେବେ ବୁକ୍ ନ ଲାଗେ କି ସସ୍ ନ କରେ । ବେଲ୍ କି ଅଦିକ୍ ତପି ରଇବା ତାତି ସେମନ୍କେ ପଡାଇନାପାରେ ।
17 οτι το αρνιον το αναμεσον του θρονου ποιμανει αυτους και οδηγησει αυτους επι ζωσας πηγας υδατων και εξαλειψει ο θεος παν δακρυον απο των οφθαλμων αυτων
୧୭କାଇକେବଇଲେ ବସ୍ବା ଜାଗାର୍ ମଜାଇ ରଇବା ମେଣ୍ଡାପିଲା, ସେ ଲକ୍ମନର୍ ସେବାକାରିଆ ଅଇସି, ଆରି ଜିବନ୍ ରଇବା ଗାଡ୍ବାଟେ ସେ ଲକ୍ମନ୍କେ ବାଟ୍କାଡାଇ ନେଇସି । ଆରି ପର୍ମେସର୍ ସେ ଲକ୍ମନର୍ ଆକିର୍ ଆଁସୁ ପୁଚି ଦେଇସି ।