< Κατα Ιωαννην 9 >
1 και παραγων ειδεν ανθρωπον τυφλον εκ γενετης
୧ଦିନେକ୍ ଜିସୁ ଜିବାବେଲେ ଗଟେକ୍ ଜନ୍ମେଅନି କାଣା ରଇଲା ଲକ୍କେ ଦେକ୍ଲା ।
2 και ηρωτησαν αυτον οι μαθηται αυτου λεγοντες ραββι τις ημαρτεν ουτος η οι γονεις αυτου ινα τυφλος γεννηθη
୨ଆରି ତାର୍ ସିସ୍ମନ୍ ତାକେ ପାଚାର୍ଲାଇ, “ଏ ଗୁରୁ କେ ପାପ୍ କଲାଇଜେ ଏ ଲକ୍ କାଣାଅଇ ଜନମ୍ ଅଇଲା? ସେ ନିଜେ କି ତାର୍ ବାବା ମାଆର୍ ପାପର୍ ଲାଗି?”
3 απεκριθη ο ιησους ουτε ουτος ημαρτεν ουτε οι γονεις αυτου αλλ ινα φανερωθη τα εργα του θεου εν αυτω
୩ଜିସୁ କଇଲା, “ତାର୍ କି ତାର୍ ବାବା ମାଆର୍ କାଇ ପାପ୍ଦସ୍ ନାଇ । ପର୍ମେସରର୍ ବପୁ ତାର୍ଟାନେ ଜାନାପଡ୍ସି ବଲି, ସେ କାଣା ଅଇ ଜନମ୍ ଅଇଲା ଆଚେ ।
4 εμε δει εργαζεσθαι τα εργα του πεμψαντος με εως ημερα εστιν ερχεται νυξ οτε ουδεις δυναται εργαζεσθαι
୪ବେଲ୍ ରଇତେସେ ମକେ ପାଟାଇରଇବା ପର୍ମେସରର୍ କାମ୍ ଆମେ କର୍ବାର୍ ଆଚେ । ଏନ୍ତି ଆନ୍ଦାର୍ ଆଇଲାନି ସେ ବେଲାଇ କେ ମିସା କାଇ କାମ୍ କରି ନାପାରତ୍ ।
5 οταν εν τω κοσμω ω φως ειμι του κοσμου
୫ମୁଇ ଜେତେ ଦିନ୍ ଜାକ ଏ ଦୁନିଆଇ ରଇବି ସେତ୍କି ଦିନ୍ ଜାକ ଏ ଦୁନିଆର୍ ଉଜଲ୍ ।”
6 ταυτα ειπων επτυσεν χαμαι και εποιησεν πηλον εκ του πτυσματος και επεχρισεν τον πηλον επι τους οφθαλμους του τυφλου
୬ଜିସୁ ଏ କାତା କଇଲା ପଚେ, ମାଟିତେଇ ତୁକି ସେ ତୁକ୍ ସଙ୍ଗ୍ କାଦ ଚକଟ୍ଲା । ଆରି ସେ କାଦ ନେଇକରି କାଣାର୍ ଦୁଇଟା ଆଁକିତେଇ ଲିପିଦେଲା ।
7 και ειπεν αυτω υπαγε νιψαι εις την κολυμβηθραν του σιλωαμ ο ερμηνευεται απεσταλμενος απηλθεν ουν και ενιψατο και ηλθεν βλεπων
୭ଆରି ତାକେ କଇଲା, “ତୁଇ ଜା ଆରି ସିଲଅ ନାଉଁର୍ ବନ୍ଦେ ଜାଇକରି ମୁ ଦଇ ଆଉ ।” ସିଲଅର୍ ଅରତ୍ ଅଇଲାନି ପାଟାଇଲାଟା । ତାର୍ ପଚେ ସେ ଲକ୍ ବନ୍ଦେ ଜାଇକରି ମୁ ଦଇଲାଜେ, ଦେକିପାର୍ଲା ଆରି ଆଇଲା ।
8 οι ουν γειτονες και οι θεωρουντες αυτον το προτερον οτι τυφλος ην ελεγον ουχ ουτος εστιν ο καθημενος και προσαιτων
୮କେତେକ୍ ଲକ୍ମନ୍ ଏ ଲକ୍କେ ଆଗ୍ତୁ ବିକ୍ ମାଙ୍ଗ୍ବାଟା ଦେକି ରଇଲାଇ । ସେଟାର୍ ପାଇ ଏ ଲକ୍ମନ୍ ଆରି କାଣାର୍ ଗର୍ ଲଗର୍ ଲକ୍ମନ୍ ତାକେ ଦେକି କଇଲାଇ, “ଜନ୍ ଲକ୍କି ସବୁବେଲା ବସିକରି ବିକ୍ ମାଙ୍ଗ୍ତେ ରଇଲା ସେ କାଇ ଏ ଲକ୍ ନଏଁ କି?”
9 αλλοι ελεγον οτι ουτος εστιν αλλοι δε οτι ομοιος αυτω εστιν εκεινος ελεγεν οτι εγω ειμι
୯କେତେ ଲକ୍ମନ୍ କଇଲାଇ, “ଉଁ ଏତାଉ ସେ ଲକ୍ସେ ।” ମାତର୍ ଆରି ଅଦେକ୍ ଲକ୍ କଇଲାଇ, “ନାଇ ଏ ସେ ଲକ୍ ନଏଁ ମାତର୍ ତାର୍ ପାରା ଡିସ୍ଲାନି ।” ମାତର୍ କାଣା କଇଲା, “ମୁଇସେ ଆଗ୍ତୁ କାଣା ଅଇରଇଲି ।”
10 ελεγον ουν αυτω πως ανεωχθησαν σου οι οφθαλμοι
୧୦ଲକ୍ମନ୍ ତାକେ ପାଚାର୍ଲାଇ, “ଏନ୍ତି ବଇଲେ ତୁଇ କେନ୍ତି ଦେକିପାର୍ଲୁସ୍ନି?”
11 απεκριθη εκεινος και ειπεν ανθρωπος λεγομενος ιησους πηλον εποιησεν και επεχρισεν μου τους οφθαλμους και ειπεν μοι υπαγε εις την κολυμβηθραν του σιλωαμ και νιψαι απελθων δε και νιψαμενος ανεβλεψα
୧୧କାଣା ସେମନ୍କେ କଇଲା, “ଲକ୍ମନ୍ ଜନ୍ ଲକ୍କେ ଜିସୁ ବଲି କଇଲାଇନି, ସେ କାଦ କରି ମର୍ ଆଁକିତେଇ ଲିପିଦେଲା । ତାର୍ପଚେ ସେ ମକେ ‘ସିଲଅ ନାଉଁର୍ ବନ୍ଦେ ଜାଇକରି ଦ’ ବଲି କଇଲା । ପଚେ ମୁଇ ଜାଇକରି ବନ୍ଦେ ମୁ ଦଇଲା ଦାପ୍ରେ ଦେକି ପାର୍ଲି ।”
12 ειπον ουν αυτω που εστιν εκεινος λεγει ουκ οιδα
୧୨ଆରି ଲକ୍ମନ୍ ତାକେ କଇଲାଇ, “ସେ କନ୍ତି ଆଚେ?” ସେ “ମୁଇ ନାଜାନି” ବଲି କଇଲା ।
13 αγουσιν αυτον προς τους φαρισαιους τον ποτε τυφλον
୧୩ତାର୍ ପଚେ ଲକ୍ମନ୍ ଆଗେଅନି କାଣା ଅଇରଇଲା ଲକ୍କେ ପାରୁସିମନର୍ ଲଗେ ଡାକିନେଲାଇ ।
14 ην δε σαββατον οτε τον πηλον εποιησεν ο ιησους και ανεωξεν αυτου τους οφθαλμους
୧୪ଜିସୁ ଜନ୍ ଦିନେ କାଦ ଲିପିକରି ତାର୍ ଆଁକି ନିକ କରିରଇଲା, ସେ ଦିନ୍ ବିସ୍ରାମ୍ବାର୍ ରଇଲା ।
15 παλιν ουν ηρωτων αυτον και οι φαρισαιοι πως ανεβλεψεν ο δε ειπεν αυτοις πηλον επεθηκεν επι τους οφθαλμους μου και ενιψαμην και βλεπω
୧୫ପାରୁସି ଲକ୍ମନ୍ ତାକେ ଆରିତରେକ୍ ପାଚାର୍ଲାଇ, “ତୁଇ କେନ୍ତାର୍ ଦେକିପାର୍ଲୁସ୍ନି?” ତେଇ ସେ ସେମନ୍କେ କଇଲା, “ଜିସୁ ମର୍ ଆଁକିଟାନେ କାଦ ଲାଗାଇଦେଲା । ପଚେ ମୁଇ ମୁ ଦଇ ଆଇଲି ଆରି ଏବେ ଦେକି ପାର୍ଲିନି ।”
16 ελεγον ουν εκ των φαρισαιων τινες ουτος ο ανθρωπος ουκ εστιν παρα του θεου οτι το σαββατον ου τηρει αλλοι ελεγον πως δυναται ανθρωπος αμαρτωλος τοιαυτα σημεια ποιειν και σχισμα ην εν αυτοις
୧୬କେତେଟା ପାରୁସିମନ୍ କଇଲାଇ, “ଏ ଲକ୍ ପର୍ମେସରର୍ ତେଇଅନି ଆସେ ନାଇ । ସେଟାର୍ ପାଇଁ ସେ ବିସ୍ରାମ୍ ଦିନର୍ ନିୟମ୍ ମାନେନାଇ ।” ଆରି ଅଦେକ୍ ଲକ୍ମନ୍ କଇଲାଇ, “ଗଟେକ୍ ପାପି ଲକ୍ କେବେ ମିସା ଏନ୍ତି କାବାଅଇଜିବା କାମ୍ କରିନାପାରେ ।” ଏନ୍ତି ଜିଉଦି ଲକ୍ମନ୍ ଦୁଇ ବାଗ୍ ଅଇଗାଲାଇ ।
17 λεγουσιν τω τυφλω παλιν συ τι λεγεις περι αυτου οτι ηνοιξεν σου τους οφθαλμους ο δε ειπεν οτι προφητης εστιν
୧୭ସେଟାର୍ ପାଇ ସେମନ୍ ସେ ଲକ୍କେ ଆରି ତରେକ୍ ପାଚାର୍ଲାଇ, “ତକେ ଜିସୁ ନିମାନ୍ କଲାଜେ ଦେକି ପାର୍ଲୁସ୍ନି । ଏନ୍ତି ବଇଲେ ତୁଇ ତାକେ କେ ବଲି ବାବ୍ଲୁସ୍ନି?” ସେ ଲକ୍ ସେମନ୍କେ କଇଲା, “ସେ ଗଟେକ୍ ବବିସତ୍ବକ୍ତା ।”
18 ουκ επιστευσαν ουν οι ιουδαιοι περι αυτου οτι τυφλος ην και ανεβλεψεν εως οτου εφωνησαν τους γονεις αυτου του αναβλεψαντος
୧୮ଜିଉଦି ନେତାମନ୍ ସେ ନିମାନ୍ ଅଇଲା ଲକ୍ ଆଗ୍ତୁ କାଣା ରଇଲା ଜେ ଏବେ ସେ ଦେକିପାର୍ବା ବିସଇ ମୁଲ୍କେ ବିସ୍ବାସ୍ କରତ୍ନାଇ । ପାରୁସିମନ୍ ସେ ଲକର୍ ମାଆ ବାବାକେ ନ ଡାକ୍ବା ଜାକ ମୁଲ୍କେ ବିସ୍ବାସ୍ କରତ୍ନାଇ ।
19 και ηρωτησαν αυτους λεγοντες ουτος εστιν ο υιος υμων ον υμεις λεγετε οτι τυφλος εγεννηθη πως ουν αρτι βλεπει
୧୯ସେମନ୍ ତାର୍ ମାଆ ବାବାକେ ପାଚାର୍ଲାଇ, “ଏଟା ତମର୍ ପିଲା କି? ସେ ଜନ୍ମେ ଅନି କାଣାଟା ବଲି ତମେ କଇଲାସ୍ନି, ଏନ୍ତି ବଇଲେ ସେ କେନ୍ତି ଦେକିପାର୍ଲାନି?”
20 απεκριθησαν αυτοις οι γονεις αυτου και ειπον οιδαμεν οτι ουτος εστιν ο υιος ημων και οτι τυφλος εγεννηθη
୨୦ତାର୍ ମାଆ ବାବା କଇଲାଇ, “ଉଁ ଏଟା ଆମର୍ ପିଲା । ସେ ଜନ୍ମେଅନି କାଣା ରଇଲା ବଲି ଆମେ ଜାନି ଆଚୁ ।
21 πως δε νυν βλεπει ουκ οιδαμεν η τις ηνοιξεν αυτου τους οφθαλμους ημεις ουκ οιδαμεν αυτος ηλικιαν εχει αυτον ερωτησατε αυτος περι αυτου λαλησει
୨୧ମାତର୍ ଏବେ ସେ କେନ୍ତି ଦେକିପାର୍ଲାନି ଆରି କେ ତାକେ ନିମାନ୍ କଲା ସେଟା ଆମେ ନାଜାନୁ । ସେ ଏବେ ବଡ୍ ଅଇଲା ଆଚେ ତାକେ ପାଚାରା ସେ ନିଜେ କଇସି ।”
22 ταυτα ειπον οι γονεις αυτου οτι εφοβουντο τους ιουδαιους ηδη γαρ συνετεθειντο οι ιουδαιοι ινα εαν τις αυτον ομολογηση χριστον αποσυναγωγος γενηται
୨୨ତାର୍ ମାଆ ବାବା ଜିଉଦି ନେତାମନ୍କେ ଡରି ଏନ୍ତି ବଲି କଇଦେଲାଇ । କାଇକେ ବଇଲେ ଜିସୁକେ ଜଦି ମସିଅ ବଲି କଇସି ବଇଲେ ତାକେ ପର୍ମେସର୍କେ ଉପାସନା କର୍ବା ଗର୍ ବିତ୍ରେ ଜିବାକେ ନ ଦେଅତ୍ ବଲି ଆଗ୍ତୁସେ କଇରଇଲାଇ ।
23 δια τουτο οι γονεις αυτου ειπον οτι ηλικιαν εχει αυτον ερωτησατε
୨୩ସେଟାର୍ପାଇ ସେ ମାଆ ବାବା କଇଲାଇ, “ସେ ତ ବଡ୍ ଅଇଲା ଆଚେ, ତାକେ ପାଚାରା ।”
24 εφωνησαν ουν εκ δευτερου τον ανθρωπον ος ην τυφλος και ειπον αυτω δος δοξαν τω θεω ημεις οιδαμεν οτι ο ανθρωπος ουτος αμαρτωλος εστιν
୨୪ସେମନ୍ ସେ ଲକ୍କେ ଆରି ତରେକ୍ ବିତ୍ରେ ଡାକି କରି ପାଚାର୍ଲାଇ, “ପର୍ମେସର୍କେ ରାନ୍ ପାକାଇ କ । ଜିସୁ ଗଟେକ୍ ପାପି ଲକ୍ ବଲି ଆମେ ଜାନୁ ।”
25 απεκριθη ουν εκεινος και ειπεν ει αμαρτωλος εστιν ουκ οιδα εν οιδα οτι τυφλος ων αρτι βλεπω
୨୫ତାର୍ ପଚେ ସେମନ୍କେ ସେ କଇଲା, “ସେ ପାପି ଲକ୍କି ନଏଁ ସେଟା ମୁଇ ଜାନି ନାଇ । ମାତର୍ ମୁଇ ଗଟେକ୍ ବିସଇ ଜାନି ଆଚି ସେଟା ଅଇଲାନି, ମୁଇ ଆଗ୍ତୁ କାଣା ରଇଲି, ଏବେ ଦେକି ପାର୍ଲିନି ।”
26 ειπον δε αυτω παλιν τι εποιησεν σοι πως ηνοιξεν σου τους οφθαλμους
୨୬ଜିଉଦି ନେତାମନ୍ ତାକେ ପାଚାର୍ଲାଇ, “ସେ ତକେ କାଇଟା କଲା? କେନ୍ତି ତର୍ ଆଁକି ପିଟାଇଦେଲା?”
27 απεκριθη αυτοις ειπον υμιν ηδη και ουκ ηκουσατε τι παλιν θελετε ακουειν μη και υμεις θελετε αυτου μαθηται γενεσθαι
୨୭ସେ ସେମନ୍କେ କଇଲା, “ମୁଇ ଆଗ୍ତୁସେ କଇ ସାରାଇଆଚି, ମାତର୍ ତମେ ମାନ୍ବାକେ ମନ୍ କରାସ୍ ନାଇ । ଏବେ ଆରି ତରେକ୍ କାଇକେ ପାଚାର୍ଲାସ୍ନି? ତମେ ମିସା କାଇ ତାର୍ ସିସ୍ ଅଇବାକେ ମନ୍କଲାସ୍ନି କି?”
28 ελοιδορησαν ουν αυτον και ειπον συ ει μαθητης εκεινου ημεις δε του μωσεως εσμεν μαθηται
୨୮ସେମନ୍ ସାଇପ୍ ଦେଇ କଇଲାଇ, “ତୁଇ କାଇ ତାର୍ ସିସ୍ ଅଇସୁ, ଆମେ ନଉଁ, ଆମେ ମସାର୍ ସିସ୍ମନ୍ ।
29 ημεις οιδαμεν οτι μωση λελαληκεν ο θεος τουτον δε ουκ οιδαμεν ποθεν εστιν
୨୯ପର୍ମେସର୍ ମସାର୍ତେଇ କାତା ଅଇରଇଲାଟା ଆମେ ଜାନିଆଚୁ, ମାତର୍ ଏ ଲକ୍ କନ୍ତିଅନି ଆଇଲାଆଚେ, ସେଟା ନାଜାନୁ ।”
30 απεκριθη ο ανθρωπος και ειπεν αυτοις εν γαρ τουτω θαυμαστον εστιν οτι υμεις ουκ οιδατε ποθεν εστιν και ανεωξεν μου τους οφθαλμους
୩୦ତାର୍ ପଚେ ସେ ଲକ୍ ଜିଉଦି ନେତାମନ୍କେ କଇଲା, “ଏଟା ଗଟେକ୍ ବେସି ବଡ୍ କାବାଅଇଜିବା ବିସଇ । ସେ ଲକ୍ ମର୍ ଆଁକି ନିମାନ୍ କଲାଆଚେ, ମାତର୍ ସେ କନ୍ତିଅନି ଆଇଲା ଆଚେ, ସେଟା ତମେ ନାଜାନୁ ବଲି କଇଲାସ୍ନି ।”
31 οιδαμεν δε οτι αμαρτωλων ο θεος ουκ ακουει αλλ εαν τις θεοσεβης η και το θελημα αυτου ποιη τουτου ακουει
୩୧ପାପି ଲକ୍ମନର୍ ପାର୍ତନା ପର୍ମେସର୍ ନ ସୁନେ ବଲି ସବୁ ଲକ୍ମନ୍ ଜାନିଆଚତ୍ । ମାତର୍ ଜନ୍ ଲକ୍ ପର୍ମେସର୍କେ ଜୁଆର୍ କରି ସେ ମନ୍କଲା ଇସାବେ ଚଲାଚଲ୍ତି କଲାନି, ସେ ତାର୍ କାତା ସୁନ୍ସି ।
32 εκ του αιωνος ουκ ηκουσθη οτι ηνοιξεν τις οφθαλμους τυφλου γεγεννημενου (aiōn )
୩୨ଦୁନିଆ ଆରାମେଅନି, ଜନ୍ମେ ଅନି କାଣା ରଇଲା ଗଟେକ୍ ଲକ୍କେ ଆଁକି ଡିସାଇବାଟା ଏବେ ଜାକ ମିସା ନ ସୁନିରଇଲାଇ । (aiōn )
33 ει μη ην ουτος παρα θεου ουκ ηδυνατο ποιειν ουδεν
୩୩ଏ ଲକ୍ ଜଦି ପର୍ମେସରର୍ ଟାନେଅନି ଆସି ନ ରଇଲେ, କେବେ ମିସା ଏ କାମ୍ କରିନାପାର୍ତା ।
34 απεκριθησαν και ειπον αυτω εν αμαρτιαις συ εγεννηθης ολος και συ διδασκεις ημας και εξεβαλον αυτον εξω
୩୪ସେବେଲା ଜିଉଦି ନେତାମନ୍ କଇଲାଇ, “ତୁଇ ପାପେ ଜନମ୍ ଅଇକରି ପୁରାପୁରୁନ୍ ପାପେ ବୁଡି ଆଚୁସ୍ । ତେଇଅନି ତୁଇ ବାଅଡ୍ । ଆମ୍କେ ସିକାଇଲୁସ୍ନି?” ଏନ୍ତି କଇକରି ସେମନ୍ ତାକେ ଜିଉଦିମନର୍ ପାର୍ତନା ଗରେଅନି ବାର୍କରାଇଦେଲାଇ ।
35 ηκουσεν ο ιησους οτι εξεβαλον αυτον εξω και ευρων αυτον ειπεν αυτω συ πιστευεις εις τον υιον του θεου
୩୫ଜିସୁ ସେ ଲକ୍କେ ପାର୍ତନା ଗରେ ଅନି ବାର୍ କରାଇ ଦେଲାଟା ସୁନି ଆରିତରେକ୍ ତାକେ ଦେକାଇଅଇ, ପାଚାର୍ଲା, “ତୁଇ ପର୍ମେସର୍ ତେଇଅନି ଆଇଲା ନର୍ପିଲାକେ ବିସ୍ବାସ୍ କଲୁସ୍ନି କି?”
36 απεκριθη εκεινος και ειπεν τις εστιν κυριε ινα πιστευσω εις αυτον
୩୬ସେ କାଣା ଲକ୍ କଇଲା, “ଏ ଆଗିଆଁ ସେ ଲକ୍ କେ? ମୁଇ ତାକେ ବିସ୍ବାସ୍ କର୍ବି ।”
37 ειπεν δε αυτω ο ιησους και εωρακας αυτον και ο λαλων μετα σου εκεινος εστιν
୩୭ଜିସୁ ତାକେ କଇଲା, “ତୁଇ ତାକେ ଦେକିଆଚୁସ୍, ଆରି ଏବେ ଜନ୍ ଲକର୍ ସଙ୍ଗ୍ କାତା ଅଇଲୁସ୍ନି, ସେ ଆକା ସେ ଲକ୍।”
38 ο δε εφη πιστευω κυριε και προσεκυνησεν αυτω
୩୮ସେବେଲାଇ ସେ କଇଲା, “ମାପ୍ରୁ ମୁଇ ତକେ ବିସ୍ବାସ୍ କଲିନି ।” ଆରି ଜିସୁର୍ ମୁଆଟେ ମାଣ୍ଡିକୁଟା ଦେଇ ଜୁଆର୍ କଲା ।
39 και ειπεν ο ιησους εις κριμα εγω εις τον κοσμον τουτον ηλθον ινα οι μη βλεποντες βλεπωσιν και οι βλεποντες τυφλοι γενωνται
୩୯ଜିସୁ କଇଲା, “ମୁଇ ଏ ଦୁନିଆର୍ ଲକ୍ମନ୍କେ ବିଚାର୍ କର୍ବାର୍ ଆସିଆଚି । ସେଟାର୍ ପାଇ କାଣା ଲକ୍ମନ୍ ଦେକିପାର୍ବାଇ, ଆରି ଦେକିପାର୍ବା ଲକ୍ମନ୍ କାଣା ଅଇଜିବାଇ ।”
40 και ηκουσαν εκ των φαρισαιων ταυτα οι οντες μετ αυτου και ειπον αυτω μη και ημεις τυφλοι εσμεν
୪୦ଜିସୁ ଏନ୍ତି କଇବା କାତା, ଲଗେ ରଇଲା କେତେଟା ପାରୁସି ଲକ୍ମନ୍ ସୁନିକରି ତାକେ ପାଚାର୍ଲାଇ, “ଏନ୍ତି ବଇଲେ ଆମ୍କେ କାଇ କାଣା ଲକ୍ମନ୍ ବଲି ବାବ୍ଲୁସ୍ନି କି?”
41 ειπεν αυτοις ο ιησους ει τυφλοι ητε ουκ αν ειχετε αμαρτιαν νυν δε λεγετε οτι βλεπομεν η ουν αμαρτια υμων μενει
୪୧ଜିସୁ ସେମନ୍କେ କଇଲା, “ତମେ କାଣା ଅଇରଇତାସ୍ ଆଲେ ଦସି ନ ଅଇତାସ୍ । ମାତର୍ ଦେକି ପାର୍ଲୁନି ବଲି କଇଲାସ୍ନିଜେ ଅଦିକ୍ ଦସି ।”