< Προς Εφεσιους 2 >
1 Καὶ ὑμᾶς ὄντας νεκροὺς τοῖς παραπτώμασιν καὶ ταῖς ἁμαρτίαις ὑμῶν,
୧ଆଗ୍ତୁ ତମର୍ ପାପର୍ ଲାଗି, ତମେ ଆତ୍ମାଇ ମରି ରଇଲାସ୍ ।
2 ἐν αἷς ποτε περιεπατήσατε κατὰ τὸν αἰῶνα τοῦ κόσμου τούτου, κατὰ τὸν ἄρχοντα τῆς ἐξουσίας τοῦ ἀέρος, τοῦ πνεύματος τοῦ νῦν ἐνεργοῦντος ἐν τοῖς υἱοῖς τῆς ἀπειθείας· (aiōn )
୨ସେବେଲେ ଜଗତର୍ ସତ୍ ନଇଲା ବାଟେ ଇଣ୍ଡ୍ତେରଇଲାସ୍ ଆରି ଆକାସର୍, ଗାଗଡ୍ ଦାରି ନ ରଇବା, ସାସନ୍କାରିଆର୍ ତଲେ ରଇଲାସ୍ । ସେ ସାସନ୍କାରିଆ ଏବେ ପର୍ମେସରର୍ ଆଦେସ୍ ନ ମାନ୍ବା ଲକ୍ମନ୍କେ ସାସନ୍ କଲାନି । (aiōn )
3 ἐν οἷς καὶ ἡμεῖς πάντες ἀνεστράφημέν ποτε ἐν ταῖς ἐπιθυμίαις τῆς σαρκὸς ἡμῶν, ποιοῦντες τὰ θελήματα τῆς σαρκὸς καὶ τῶν διανοιῶν, καὶ ἤμεθα τέκνα φύσει ὀργῆς ὡς καὶ οἱ λοιποί·
୩ସତଇସେ ଆମେ ସବୁଜାକ, ସେ ରକାମ୍ ରଇଲୁ ଆରି ଗାଗଡର୍ ଆରି ମନର୍ ଲାଲ୍ସା ଇସାବେ ଜିଉନା କାଉନା କର୍ତେ ରଇଲୁ । ଆରି ଅଲ୍ଗା ଲକ୍ମନର୍ ପାରା ଆମେମିସା ପର୍ମେସରର୍ ରିସାର୍ ଡଣ୍ଡ୍ ପାଇବାକେ ଜାଇତେ ରଇଲୁ ।
4 ὁ δὲ θεὸς πλούσιος ὢν ἐν ἐλέει, διὰ τὴν πολλὴν ἀγάπην αὐτοῦ ἣν ἠγάπησεν ἡμᾶς,
୪ମାତର୍ ଏ ରକାମ୍ ରଇଲେମିସା ଦୟାଦେକାଇବା ପର୍ମେସର୍, ଆମ୍କେ ଜନ୍ ବଡ୍ ଆଲାଦ୍ ସଙ୍ଗ୍ ଆଲାଦ୍ କଲା,
5 καὶ ὄντας ἡμᾶς νεκροὺς τοῖς παραπτώμασιν συνεζωοποίησεν τῷ Χριστῷ χάριτί ἐστε σεσῳσμένοι
୫ସେଟାର୍ପାଇ ଆମ୍କେ କିରିସ୍ଟର୍ ସଙ୍ଗ୍ ଜିବନ୍ କଲାଆଚେ, ସେ ଜିବନ୍ ଦୁକାଇଲାକେ ତମେ ମୁକ୍ତି ପାଇ ଆଚାସ୍ ।
6 καὶ συνήγειρεν καὶ συνεκάθισεν ἐν τοῖς ἐπουρανίοις ἐν Χριστῷ Ἰησοῦ,
୬ପର୍ମେସର୍ କିରିସ୍ଟର୍ ସଙ୍ଗ୍ ଆମ୍କେ ଉଟାଇଲା ଆଚେ, ଆରି ତାର୍ ସଙ୍ଗ୍ ଗଟେକ୍ ଅଇବାର୍ ଲାଗି, ସରଗ୍ ଉପ୍ରେ ସାସନ୍ କର୍ବାପାଇ ବଲିକରି, ତାର୍ ସଙ୍ଗ୍ ବସାଇଲା ଆଚେ ।
7 ἵνα ἐνδείξηται ἐν τοῖς αἰῶσιν τοῖς ἐπερχομένοις τὸ ὑπερβάλλον πλοῦτος τῆς χάριτος αὐτοῦ ἐν χρηστότητι ἐφ’ ἡμᾶς ἐν Χριστῷ Ἰησοῦ. (aiōn )
୭ଜେନ୍ତିକି ଆଇବା ଦିନ୍ମନ୍କେ ଜିସୁ କିରିସ୍ଟର୍ ଲାଗି ରଇବା ତାର୍ ବଡ୍ ଜିବନ୍ଦୁକାଇଲାଟା, ସବୁକେ ଦେକାଇ ଅଇସି । (aiōn )
8 τῇ γὰρ χάριτί ἐστε σεσῳσμένοι διὰ πίστεως· καὶ τοῦτο οὐκ ἐξ ὑμῶν, θεοῦ τὸ δῶρον·
୮କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇଲାର୍ପାଇ, ତମେ ମୁକ୍ତି ପାଇ ଆଚୁସ୍, ସେଟା ତମେ ବିସ୍ବାସ୍ କଲାର୍ ଲାଗି, । ତମେ କରିରଇବା କାଇ ନିକ କାମର୍ ଲାଗି ନାଇ, ସେଟା ପର୍ମେସରର୍ ଦାନ୍ ।
9 οὐκ ἐξ ἔργων, ἵνα μή τις καυχήσηται.
୯ଜେନ୍ତିକି ଏ ବିସଇନେଇ କେ ମିସା ନିଜେ ବଡ୍ପନ୍ ଅଇ ନାପାରେ ।
10 αὐτοῦ γάρ ἐσμεν ποίημα, κτισθέντες ἐν Χριστῷ Ἰησοῦ ἐπὶ ἔργοις ἀγαθοῖς οἷς προητοίμασεν ὁ θεὸς ἵνα ἐν αὐτοῖς περιπατήσωμεν.
୧୦ପର୍ମେସର୍ସେ ଆମ୍କେ ତିଆର୍ କଲା ଆଚେ । ତମେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ନିକ କାମ୍ କର୍ବାକେ ସେ ଆମ୍କେ ନୁଆ କଲା ଆଚେ । ଏଟା ଆଗ୍ତୁଆନି ସେ ଆମର୍ ପାଇ ମନ୍ କରି ରଇଲା ।
11 Διὸ μνημονεύετε ὅτι ποτὲ ὑμεῖς τὰ ἔθνη ἐν σαρκί, οἱ λεγόμενοι ἀκροβυστία ὑπὸ τῆς λεγομένης περιτομῆς ἐν σαρκὶ χειροποιήτου,
୧୧ତମେ, ଜିଉଦି ନ ଅଇଲା ଲକ୍ମନ୍, ଆଗେ କେନ୍ତାର୍ ରଇଲାସ୍ ଏତାଇ ଦେକା । ନିଜେ ସୁନତ୍ ବଲାଇଅଇତେ ରଇବା ଜିଉଦିମନ୍ ତମ୍କେ ସୁନତ୍ ନ ଅଇଲା ଲକ୍ ବଲି କଇତେ ରଇଲାଇ । ମାତର୍ ସୁନତ୍ ଅଇବାଟା ଗାଗଡେ କର୍ବା କାମ୍ ।
12 ὅτι ἦτε τῷ καιρῷ ἐκείνῳ χωρὶς Χριστοῦ ἀπηλλοτριωμένοι τῆς πολιτείας τοῦ Ἰσραὴλ καὶ ξένοι τῶν διαθηκῶν τῆς ἐπαγγελίας, ἐλπίδα μὴ ἔχοντες καὶ ἄθεοι ἐν τῷ κόσμῳ·
୧୨ଆଗେ ତମେ କିରିସ୍ଟର୍ ଲଗେ ଅନି ଦୁର୍କେ ରଇଲାସ୍ । ଆରି ପର୍ମେସର୍ ବାଚିରଇବା ଲକ୍ମନର୍ଟାନେ ମିସି ନ ରଇଲାସ୍ । ତାର୍ ଲକ୍ମନ୍କେ କାତା ଦେଇ, ତିଆର୍ କରିରଇବା ନିୟମ୍ଟାନେ, ତମର୍ କାଇ ମିସା ଅଦିକାର୍ ନ ରଇଲା । ତମେ ଜଗତେ ବାସାକରି, କାଇ ଆସା ନ ରଇକରି ପର୍ମେସରର୍ ଲକ୍ ନ ଅଇ ରଇଲାସ୍ ।
13 νυνὶ δὲ ἐν Χριστῷ Ἰησοῦ ὑμεῖς οἵ ποτε ὄντες μακρὰν ἐγενήθητε ἐγγὺς ἐν τῷ αἵματι τοῦ Χριστοῦ.
୧୩ଗଟେକ୍ ବେଲାଇ ଦୁରିକେ ରଇଲାସ୍ । ଏବେ ଜିସୁର୍ ସଙ୍ଗ୍ ମିସିକରି କିରିସ୍ଟ ବନି ଦେଇ ମଲାର୍ପାଇ ତାର୍ ଲଗେ ଅଇଆଚାସ୍ ।
14 αὐτὸς γάρ ἐστιν ἡ εἰρήνη ἡμῶν, ὁ ποιήσας τὰ ἀμφότερα ἓν καὶ τὸ μεσότοιχον τοῦ φραγμοῦ λύσας,
୧୪କାଇକେ ବଇଲେ ଜିଉଦି ଆରି ଜିଉଦି ନଇଲା ଲକ୍କେ ଗଟେକ୍ କରି, କିରିସ୍ଟ ନିଜେ ଆମର୍ ବିତ୍ରେ ସାନ୍ତି ଆନିଦେଇ ଆଚେ । ସେମନ୍କେ ବେଗ୍ଲାଇକରି ନିଜର୍ ନିଜର୍ ସତ୍ରୁ ପାରା କରି ସଙ୍ଗଇଅଇରଇବା ପାଚୁରି, ସେ ତାର୍ ଗାଗଡ୍ସଙ୍ଗ୍ ବାଙ୍ଗାଇଲା ଆଚେ ।
15 τὴν ἔχθραν, ἐν τῇ σαρκὶ αὐτοῦ τὸν νόμον τῶν ἐντολῶν ἐν δόγμασιν καταργήσας, ἵνα τοὺς δύο κτίσῃ ἐν αὐτῷ εἰς ἕνα καινὸν ἄνθρωπον ποιῶν εἰρήνην,
୧୫ସେ ଜିଉଦିମନ୍ ମାନିଆଇତେରଇବା ସବୁ ରିତିନିତି ନିୟମ୍ ବାଙ୍ଗାଇକରି, ଜିଉଦି ଆରି ଜିଉଦି ନଇଲା ଲକ୍ମନର୍ଟାନେଅନି ତାର୍ ସାଇଜ ପାଇତେରଇବା ଗଟେକ୍ ନୁଆ ମୁନୁସ୍ଜାତି ତିଆର୍ କଲାଆଚେ । ଏନ୍ତାରି କରି ଦୁଇ ଦଲ୍ ବିତ୍ରେ ସେ ସାନ୍ତି ଆନିଦେଇ ଆଚେ ।
16 καὶ ἀποκαταλλάξῃ τοὺς ἀμφοτέρους ἐν ἑνὶ σώματι τῷ θεῷ διὰ τοῦ σταυροῦ, ἀποκτείνας τὴν ἔχθραν ἐν αὐτῷ.
୧୬ସେ କୁର୍ସେ ମଲାର୍ପାଇ ବଲି ତାକର୍ ତାକର୍ ବିତ୍ରେ ସତ୍ରୁ ଅଇ ରଇବାଟା, ଲିବାଇଦେଇଆଚେ । କୁରୁସର୍ ଲାଗି ସେ ଦୁଇଟାଜାକ ମିସାଇକରି ଗଟେକ୍ ଗାଗଡ୍ ପାରା କଲାଆଚେ । ଆରି ସେମନ୍କେ ପର୍ମେସରର୍ ଲଗେ ବାଉଡାଇ ଆନ୍ଲାଆଚେ ।
17 καὶ ἐλθὼν εὐηγγελίσατο εἰρήνην ὑμῖν τοῖς μακρὰν καὶ εἰρήνην τοῖς ἐγγύς,
୧୭ସେଟାର୍ ପାଇ କିରିସ୍ଟ ଆଇଲା ଆରି ପର୍ମେସର୍ତେଇଅନି ଦୁରିକେ ଜାଇ ରଇବା ଜିଉଦି ନଇଲା ଲକ୍ମନ୍କେ ଆରି ତାର୍ ଲଗର୍ ଜିଉଦିମନ୍କେ ସୁବ୍କବର୍ ସୁନାଇଲା ।
18 ὅτι δι’ αὐτοῦ ἔχομεν τὴν προσαγωγὴν οἱ ἀμφότεροι ἐν ἑνὶ πνεύματι πρὸς τὸν πατέρα.
୧୮କିରିସ୍ଟର୍ ଲାଗିସେ ଜିଉଦି ଆରି ଜିଉଦି ନଇଲା ସବୁଲକ୍ ଗଟେକ୍ ଆତ୍ମାଇ, ବାବାର୍ ମୁଆଟେ ଆସି ପାର୍ଲୁ ।
19 ἄρα οὖν οὐκέτι ἐστὲ ξένοι καὶ πάροικοι, ἀλλὰ ἐστὲ συνπολῖται τῶν ἁγίων καὶ οἰκεῖοι τοῦ θεοῦ,
୧୯ତେବର୍ ପାଇ ଏ ଜିଉଦି ନଇଲା ଲକ୍ମନ୍, ତମେ ଆରି ବିନ୍ ଦେସେ ବାସା ଅଇରଇବାଲକ୍ ନୁଆସ୍ । ଏବେ ପର୍ମେସରର୍ ଲକ୍ମନର୍ସଙ୍ଗ୍ ତମେମିସା ତାର୍ ରାଇଜେ ମିସ୍ବା ଲକ୍ ଆରି ତାର୍ ଜାତିର୍ କୁଟୁମର୍ ଲକ୍ ।
20 ἐποικοδομηθέντες ἐπὶ τῷ θεμελίῳ τῶν ἀποστόλων καὶ προφητῶν, ὄντος ἀκρογωνιαίου αὐτοῦ Χριστοῦ Ἰησοῦ,
୨୦ତମେ ମିସା ପେରିତ୍ ସିସ୍ମନ୍ ଆରି ବବିସତ୍ବକ୍ତାମନ୍ କରିରଇବା କୁନାଦି ଉପ୍ରେ, ତିଆର୍ ଅଇଲା ଗର୍ ପାରା । ସେ ଗର୍ କନର୍ ମୁଲ୍ ପାକ୍ନା ଅଇଲାନି କିରିସ୍ଟ ଜିସୁ ।
21 ἐν ᾧ πᾶσα οἰκοδομὴ συναρμολογουμένη αὔξει εἰς ναὸν ἅγιον ἐν κυρίῳ,
୨୧ସେ ଆକା ଗର୍କେ ସମାନ୍କରି ସଙ୍ଗଇଲା ଆଚେ ଆରି ମାପ୍ରୁର୍ପାଇ ଗଟେକ୍ ସର୍ପିଦେଲା ସୁକଲ୍ ମନ୍ଦିର୍ପାରା କଲାଆଚେ ।
22 ἐν ᾧ καὶ ὑμεῖς συνοικοδομεῖσθε εἰς κατοικητήριον τοῦ θεοῦ ἐν πνεύματι.
୨୨କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ, ଗଟେକ୍ ଗର୍ ପାରା ତମେ ସବୁକେ ମିସିକରି ତିଆର୍ କଲାନି । ଜେନ୍ତାରିକି ତମେ ପର୍ମେସର୍ ତାର୍ ଆତ୍ମାଇ ରଇବା ଗଟେକ୍ ବାସା ଅଇବା ଗର୍ ପାରା ଅଇସା ।