< Κατα Ιωαννην 6 >
1 Μετὰ ταῦτα ἀπῆλθεν ὁ Ἰησοῦς πέραν τῆς θαλάσσης τῆς Γαλιλαίας, τῆς Τιβεριάδος.
୧ତାର୍ ପଚେ ଜିସୁ ଗାଲିଲି ଗାଡ୍ ସେପାଟେ ସେ ଗାଡ୍କେ ତିବିରିଆ ଗାଡ୍ ବଲି ମିସା କଇବାଇ, ସେ ଜାଗାଇ ଗାଲା ।
2 Καὶ ἠκολούθει αὐτῷ ὄχλος πολύς, ὅτι ἑώρων αὐτοῦ τὰ σημεῖα ἃ ἐποίει ἐπὶ τῶν ἀσθενούντων.
୨ଆରି ବେସି ଲକ୍ମନ୍ ତାର୍ ପଚେ ପଚେ ଗାଲାଇ । କାଇକେ ବଇଲେ ସେ ରଗି ଲକ୍ମନ୍କେ ତାର୍ କାବାଅଇଜିବା ବପୁ ସଙ୍ଗ୍ ନିମାନ୍ କର୍ବାଟା ସେମନ୍ ଦେକି ରଇଲାଇ ।
3 Ἀνῆλθε δὲ εἰς τὸ ὄρος ὁ Ἰησοῦς, καὶ ἐκεῖ ἐκάθητο μετὰ τῶν μαθητῶν αὐτοῦ.
୩ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗଟେକ୍ ଡଙ୍ଗର୍ ଉପ୍ରେ ଜାଇ ବସ୍ଲା ।
4 Ἦν δὲ ἐγγὺς τὸ Πάσχα, ἡ ἑορτὴ τῶν Ἰουδαίων.
୪ସେବେଲେ ଜିଉଦି ମନର୍ ନିସ୍ତାର୍ ପରବ୍ କେଟି ଆଇତେରଇଲା ।
5 Ἐπάρας οὖν ὁ Ἰησοῦς τοὺς ὀφθαλμούς, καὶ θεασάμενος ὅτι πολὺς ὄχλος ἔρχεται πρὸς αὐτόν, λέγει πρὸς τὸν Φίλιππον, Πόθεν ἀγοράσομεν ἄρτους, ἵνα φάγωσιν οὗτοι;
୫ତାର୍ ଲଗେ ବେସି ଲକ୍ମନ୍ ଆଇବାଟା ଦେକିକରି ଜିସୁ ପିଲିପ୍କେ ପାଚାର୍ଲା, “ଏତେକ୍ମାଣ୍ଡ୍ ଲକ୍ମନର୍ ପାଇ କନ୍ତିଅନି ଜାଇ କାଦି ଗେନିଆନି ଅଇସି?”
6 Τοῦτο δὲ ἔλεγε πειράζων αὐτόν· αὐτὸς γὰρ ᾔδει τί ἔμελλε ποιεῖν.
୬ମାତର୍ ପିଲିପ୍କେ ପରିକା କର୍ବାକେ ଜିସୁ ଏନ୍ତାରି ପାଚାରି ରଇଲା । କାଇକେ ବଇଲେ ଜିସୁ କାଇଟା କର୍ବାକେ ଗାଲାନି ବଲି ସେ ନିଜେ ଜାନିରଇଲା ।
7 Ἀπεκρίθη αὐτῷ Φίλιππος, Διακοσίων δηναρίων ἄρτοι οὐκ ἀρκοῦσιν αὐτοῖς, ἵνα ἕκαστος αὐτῶν βραχύ τι λάβῃ.
୭ପିଲିପ୍ ଜିସୁକେ କଇଲା, “ଇତି ରଇଲା ସବୁ ଲକ୍ମନ୍କେ ଦୁଇସ ତେଇ ଅନି ଅଦିକ୍ ରୁପାଟାଙ୍ଗାର୍ ରୁଟି ଗେନ୍ବାକେ ପଡ୍ସି ।”
8 Λέγει αὐτῷ εἷς ἐκ τῶν μαθητῶν αὐτοῦ, Ἀνδρέας ὁ ἀδελφὸς Σίμωνος Πέτρου,
୮ତେଇ ଆନ୍ଦ୍ରିୟ ନାଉଁର୍ ଗଟେକ୍ ସିସ୍ ରଇଲା, ସେ ସିମନ୍ ପିତରର୍ ବାଇ । ସେ କଇଲା, “ଇତି ଗଟେକ୍ ପିଲାର୍ ଟାନେ ପାଁଚ୍ଟା ରୁଟି ଆରି ଦୁଇଟା ବାଜ୍ଲା ସାନ୍ ମାଚ୍ ଆଚେ ।
9 Ἔστι παιδάριον ἓν ὧδε, ὃ ἔχει πέντε ἄρτους κριθίνους καὶ δύο ὀψάρια· ἀλλὰ ταῦτα τί ἐστιν εἰς τοσούτους;
୯ମାତର୍ ଏତ୍କି ଲକର୍ପାଇ ସେଟା ନ ଅଏ ।”
10 Εἶπε δὲ ὁ Ἰησοῦς, Ποιήσατε τοὺς ἀνθρώπους ἀναπεσεῖν. Ἦν δὲ χόρτος πολὺς ἐν τῷ τόπῳ. Ἀνέπεσον οὖν οἱ ἄνδρες τὸν ἀριθμὸν ὡσεὶ πεντακισχίλιοι.
୧୦ଜିସୁ ତାର୍ ସିସ୍ମନ୍କେ କଇଲା, “ଲକ୍ମନ୍କେ ଗାଁସ୍ ଉପ୍ରେ ବସାଆ ।” ସେ ପଡିଆଇ ବେସି ଗାଁସ୍ ରଇଲା । ଗାଁସ୍ ଉପ୍ରେ ସବୁଲକ୍ ବସ୍ଲାଇ । ଆରି ତେଇ ଅବ୍କା ମୁନୁସ୍ ପିଲାସେ ପାଁଚ୍ ଅଜାର୍ ଲକ୍ ରଇଲାଇ ।
11 Ἔλαβε δὲ τοὺς ἄρτους ὁ Ἰησοῦς, καὶ εὐχαριστήσας διέδωκε τοῖς μαθηταῖς, οἱ δὲ μαθηταὶ τοῖς ἀνακειμένοις· ὁμοίως καὶ ἐκ τῶν ὀψαρίων ὅσον ἤθελον.
୧୧ଜିସୁ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତେଇ ବସିରଇବା ଲକ୍ମନ୍କେ ବାଟାକରି ଦେଲା । ସେନ୍ତିସେ ମାଚ୍ ମିସା ବାଟାକରି ଦେଲା । ତେଇ ସେମନ୍କେ ପେଟ୍ ପୁର୍ତେ କାଇବାକେ ମିଲ୍ଲା ।
12 Ὡς δὲ ἐνεπλήσθησαν, λέγει τοῖς μαθηταῖς αὐτοῦ, Συναγάγετε τὰ περισσεύσαντα κλάσματα, ἵνα μή τι ἀπόληται.
୧୨ସବୁ ଲକ୍ମନ୍ ପେଟ୍ ପୁର୍ତେ କାଇଲା ପଚେ, ଜିସୁ ତାର୍ ସିସ୍ମନ୍କେ କଇଲା, “ଅଗଲ୍ଲା ମାଚ୍ ଆରି ରୁଟି ଗଟେକ୍ଟାନେ ଟୁଲିଆଉ, ତେବେ କଣ୍ଡେକ୍ ମିସା ନସ୍ଟ ନ ଅଏ ।”
13 Συνήγαγον οὖν, καὶ ἐγέμισαν δώδεκα κοφίνους κλασμάτων ἐκ τῶν πέντε ἄρτων τῶν κριθίνων, ἃ ἐπερίσσευσε τοῖς βεβρωκόσιν.
୧୩ଲକ୍ମନ୍ କାଇସାରାଇଲା ପଚେ, ସେ ପାଁଚ୍ଟା ରୁଟିଅନି ଜେତ୍କି ଅଗଲ୍ଲା, ସିସ୍ମନ୍ ସେଟା ଟୁଲିଆଇ କରି ବାର୍ଟା ଡାଲାଇ ବର୍ତି କଲାଇ ।
14 Οἱ οὖν ἄνθρωποι ἰδόντες ὃ ἐποίησε σημεῖον ὁ Ἰησοῦς, ἔλεγον ὅτι Οὗτός ἐστιν ἀληθῶς ὁ προφήτης ὁ ἐρχόμενος εἰς τὸν κόσμον.
୧୪ଜିସୁ କଲା ଏ କାବାଅଇଜିବା କାମ୍ ଦେକିକରି ତେଇ ରଇଲା ଲକ୍ମନ୍ କଇଲାଇ “ଏ ଦୁନିଆଇ ପର୍ମେସରର୍ ଜନ୍ ବବିସତ୍ବକ୍ତା ଆଇବାର୍ ରଇଲା, ସତଇସେ ଏ ଆକା ।”
15 Ἰησοῦς οὖν γνοὺς ὅτι μέλλουσιν ἔρχεσθαι καὶ ἁρπάζειν αὐτόν, ἵνα ποιήσωσιν αὐτὸν βασιλέα, ἀνεχώρησεν εἰς τὸ ὄρος αὐτὸς μόνος.
୧୫ସେଦାପ୍ରେସେ ଲକ୍ମନ୍ ଜିସୁକେ ରାଜା କରାଇବାକେ ତିଆର୍ ଅଇବାଟା ଜାନି, ତେଇଅନି ସେ ଗଟେକ୍ ଲକ୍ ଡଙ୍ଗର୍ ଉପ୍ରେ ଉଟିଗାଲା ।
16 Ὡς δὲ ὀψία ἐγένετο, κατέβησαν οἱ μαθηταὶ αὐτοῦ ἐπὶ τὴν θάλασσαν,
୧୬ସେ ଦିନେ ସଞ୍ଜ୍ ଅଇଗାଲାକେ ଜିସୁର୍ ସିସ୍ମନ୍ ତେଇଅନି ଉତ୍ରିକରି ଗାଡେ ଗାଲାଇ ।
17 καὶ ἐμβάντες εἰς τὸ πλοῖον, ἤρχοντο πέραν τῆς θαλάσσης εἰς Καπερναούμ. Καὶ σκοτία ἤδη ἐγεγόνει, καὶ οὐκ ἐληλύθει πρὸς αὐτοὺς ὁ Ἰησοῦς.
୧୭ସିସ୍ମନ୍ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା କପର୍ନାଉମ୍ ଜାଗାଇ ବାଉଡ୍ବାର୍ ଦାର୍ଲାଇ । ସେଡ୍କିବେଲେ ଆନ୍ଦାର୍ ଅଇ ଆଇତେ ରଇଲା । ମାତର୍ ସେ ବେଲା ଜାକ ଜିସୁ ତାକର୍ ଲଗେ ଆସି ନ ରଇଲା ।
18 Ἥ τε θάλασσα ἀνέμου μεγάλου πνέοντος διηγείρετο.
୧୮ଆରି ତେଇ ବେସି ବାଉ ପବନ୍ ଅଇବାର୍ ଦାର୍ଲାଜେ ଗାଡେ ବେସି ବଡ୍ ବଡ୍ ଲଅଡି ଅଇତେ ରଇଲା ।
19 Ἐληλακότες οὖν ὡς σταδίους εἴκοσι πέντε ἢ τριάκοντα, θεωροῦσι τὸν Ἰησοῦν περιπατοῦντα ἐπὶ τῆς θαλάσσης, καὶ ἐγγὺς τοῦ πλοίου γινόμενον· καὶ ἐφοβήθησαν.
୧୯ସେମନ୍ ଚଟୁ ଗାଟି ଗାଟି ପାଁଚ୍ କି ଚଅ କିଲମିଟର୍ ଗାଲା ପଚେ, ଜିସୁ ପାନି ଉପ୍ରେ ଇଣ୍ଡି ଇଣ୍ଡି ଡଙ୍ଗା ଲଗେ ଆଇବାଟା ଦେକିକରି ସେମନ୍ ବେସି ଡରିଗାଲାଇ ।
20 Ὁ δὲ λέγει αὐτοῖς, Ἐγώ εἰμι· μὴ φοβεῖσθε.
୨୦ମାତର୍ ଜିସୁ ସେମନ୍କେ କଇଲା, “ଡରାନାଇ, ଏଟା ମୁଇସେ ।”
21 Ἤθελον οὖν λαβεῖν αὐτὸν εἰς τὸ πλοῖον· καὶ εὐθέως τὸ πλοῖον ἐγένετο ἐπὶ τῆς γῆς εἰς ἣν ὑπῆγον.
୨୧ଜିସୁ ଏ କାତା କଇଲା ପଚେ, ସିସ୍ମନ୍ ତାକେ ବେସି ସାର୍ଦା ସଙ୍ଗ୍ ଡଙ୍ଗାଇ ଚଗାଇଲାଇ । ଆରି ସେମନ୍ ଜନ୍ ଜାଗାଇ ଜାଇତେରଇଲାଇ, ସେ ଜାଗାଇ ଦାପ୍ରେ ଜାଇ କେଟ୍ଲାଇ ।
22 Τῇ ἐπαύριον ὁ ὄχλος ὁ ἑστηκὼς πέραν τῆς θαλάσσης, ἰδὼν ὅτι πλοιάριον ἄλλο οὐκ ἦν ἐκεῖ εἰ μὴ ἓν ἐκεῖνο εἰς ὃ ἐνέβησαν οἱ μαθηταὶ αὐτοῦ, καὶ ὅτι οὐ συνεισῆλθε τοῖς μαθηταῖς αὐτοῦ ὁ Ἰησοῦς εἰς τὸ πλοιάριον, ἀλλὰ μόνοι οἱ μαθηταὶ αὐτοῦ ἀπῆλθον—
୨୨ତାର୍ ଆର୍କର୍ ଦିନର୍ ସାକାଲେ, ଗାଡ୍ ସେପାଟେ ରଇଲା ଲକ୍ମନ୍ ଜାନିପାର୍ଲାଇ ଜେ, ତେଇ ଗଟେକ୍ସେ ଡଙ୍ଗା ରଇଲା । ଆରି ସିସ୍ମନ୍ ଜିସୁକେ ମିସ୍ତେ ଡାକି ନ ନେଇ, ଡଙ୍ଗାଇ ବସି ମଜାଗାଡେ ଉଟିଗାଲାଇ ଆଚତ୍ ବଲି । ସେମନ୍ ତାକେ ଚାଡିକରି ଜାଇରଇଲାଇ ।
23 ἄλλα δὲ ἦλθε πλοιάρια ἐκ Τιβεριάδος ἐγγὺς τοῦ τόπου ὅπου ἔφαγον τὸν ἄρτον, εὐχαριστήσαντος τοῦ Κυρίου—
୨୩ଜନ୍ ଜାଗାଇ ମାପ୍ରୁ ଜିସୁ ପାର୍ତନା କରି ଲକ୍ମନ୍କେ ରୁଟି କାଇବାକେ ଦେଇରଇଲା, ସେ ଜାଗା ଲଗେ ତିବିରିଆ ଗାଡେଅନି ଆରି କେତେଟା ଡଙ୍ଗା ଆସି କେଟ୍ଲା ।
24 ὅτε οὖν εἶδεν ὁ ὄχλος ὅτι Ἰησοῦς οὐκ ἔστιν ἐκεῖ οὐδὲ οἱ μαθηταὶ αὐτοῦ, ἐνέβησαν αὐτοὶ εἰς τὰ πλοῖα, καὶ ἦλθον εἰς Καπερναούμ, ζητοῦντες τὸν Ἰησοῦν.
୨୪ସେ ଜାଗାଇ ଲକ୍ମନ୍ ଜିସୁକେ ଆରି ତାର୍ ସିସ୍ମନ୍କେ ବେଟ୍ ନ ଅଇଲାକେ, ଡଙ୍ଗାମନ୍କେ ଚଗି ତାକେ କଜି କଜି କପର୍ନାଉମ୍ ଜାଗାବାଟେ ଜିବାକେ ବାରଇଲାଇ ।
25 Καὶ εὑρόντες αὐτὸν πέραν τῆς θαλάσσης, εἶπον αὐτῷ, Ῥαββί, πότε ὧδε γέγονας;
୨୫ଲକ୍ମନ୍ ଜିସୁକେ ଗାଡ୍ ସେପାଟେ ବେଟ୍ଅଇକରି ପାଚାର୍ଲାଇ, “ଏ ଗୁରୁ ତମେ ଇତି କେଡେବଲ୍ ଆସି କେଟ୍ଲାସ୍?”
26 Ἀπεκρίθη αὐτοῖς ὁ Ἰησοῦς καὶ εἶπεν, Ἀμὴν ἀμὴν λέγω ὑμῖν, ζητεῖτέ με, οὐχ ὅτι εἴδετε σημεῖα, ἀλλ᾽ ὅτι ἐφάγετε ἐκ τῶν ἄρτων καὶ ἐχορτάσθητε.
୨୬ଜିସୁ ସେମନ୍କେ କଇଲା, ମୁଇ ତମ୍କେ ସତ୍ କଇଲିନି, ମୁଇ କରିରଇବା କାବାଅଇଜିବା କାମ୍ ବୁଜିକରି ମକେ କଜାସ୍ ନାଇ । ମାତର୍ ତମେ ପେଟ୍ ପୁର୍ତେ ରୁଟି କାଇରଇଲାସ୍ ବଲି ଆସିଆଚାସ୍ ।
27 Ἐργάζεσθε μὴ τὴν βρῶσιν τὴν ἀπολλυμένην, ἀλλὰ τὴν βρῶσιν τὴν μένουσαν εἰς ζωὴν αἰώνιον, ἣν ὁ υἱὸς τοῦ ἀνθρώπου ὑμῖν δώσει· τοῦτον γὰρ ὁ πατὴρ ἐσφράγισεν, ὁ Θεός. (aiōnios )
୨୭ଜନ୍ କାଦି ନସିଜାଇସି, ସେ କାଦିର୍ ପାଇ ଏତେକ୍ କସ୍ଟ କରାନାଇ, ମାତର୍ ଜନ୍ଟା ନ ନସେ, ସେଟା ନ ସାର୍ବା ଜିବନ୍ ଦେଇସି, ସେଟାର୍ ପାଇ କସ୍ଟ କରା । ଏ କାଦି ନର୍ପିଲା ମୁଇ ଦେବି । କାଇକେ ବଇଲେ, ସେଟାର୍ପାଇ ବାବା ପର୍ମେସର୍ ମକେ ଅଦିକାର୍ ଦେଲାଆଚେ । (aiōnios )
28 Εἶπον οὖν πρὸς αὐτόν, Τί ποιῶμεν, ἵνα ἐργαζώμεθα τὰ ἔργα τοῦ Θεοῦ;
୨୮ସେବେଲେ ଲକ୍ମନ୍ ଜିସୁକେ ପାଚାର୍ଲାଇ, “ଜନ୍ଟା ପର୍ମେସର୍ ମନ୍ କଲାନି, ସେଟା ଆମେ କର୍ବାର୍ ଆଲେ କାଇଟା କର୍ବାର୍ ଆଚେ?”
29 Ἀπεκρίθη Ἰησοῦς καὶ εἶπεν αὐτοῖς, Τοῦτό ἐστι τὸ ἔργον τοῦ Θεοῦ, ἵνα πιστεύσητε εἰς ὃν ἀπέστειλεν ἐκεῖνος.
୨୯ଜିସୁ ସେମନ୍କେ କଇଲା, “ଜାକେ ପର୍ମେସର୍ ପାଟାଇଲା ଆଚେ, ତାକେ ତମେ ବିସ୍ବାସ୍ କଲେ ସେଟା କରିପାରାସ୍ ।”
30 Εἶπον οὖν αὐτῷ, Τί οὖν ποιεῖς σὺ σημεῖον, ἵνα ἴδωμεν καὶ πιστεύσωμέν σοι; Τί ἐργάζῃ;
୩୦ସେବେଲା ସେମନ୍ ଜିସୁକେ ପାଚାର୍ଲାଇ, “ଏନ୍ତି ବଇଲେ ଆମେ ଜେନ୍ତି ବିସ୍ବାସ୍ କର୍ବୁ, ସେଟାର୍ ପାଇ ଆମ୍କେ କାଇଆଲେ କାବାଅଇଜିବା କାମ୍ କରି ଦେକାଇପାରୁସ୍ କି? କ କାଇଟା କରିପାରୁସ୍?”
31 Οἱ πατέρες ἡμῶν τὸ μάννα ἔφαγον ἐν τῇ ἐρήμῳ, καθώς ἐστι γεγραμμένον, Ἄρτον ἐκ τοῦ οὐρανοῦ ἔδωκεν αὐτοῖς φαγεῖν.
୩୧ଆରି ସେମନ୍ କଇଲାଇ, “ଆମର୍ ଆନିଦାଦିମନ୍ ମରୁବାଲି ବୁଏଁ ମାନା କାଦି କାଇରଇଲାଇ, ସେଟା ଆମର୍ ଦରମ୍ ସାସ୍ତର୍ ଇସାବେ ପର୍ମେସର୍ ସେମନ୍କେ ସର୍ଗେ ଅନି ଦେଇରଇଲା ।”
32 Εἶπεν οὖν αὐτοῖς ὁ Ἰησοῦς, Ἀμὴν ἀμὴν λέγω ὑμῖν, οὐ Μωσῆς δέδωκεν ὑμῖν τὸν ἄρτον ἐκ τοῦ οὐρανοῦ· ἀλλ᾽ ὁ πατήρ μου δίδωσιν ὑμῖν τὸν ἄρτον ἐκ τοῦ οὐρανοῦ τὸν ἀληθινόν.
୩୨ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍ କଇଲିନି, ଜନ୍ଟା ମସା ତମ୍କେ ଦେଇରଇଲା, ସେଟା ସର୍ଗେଅନି ଆସିରଇଲା କାଦି ନଏଁ । ମାତର୍ ମର୍ ବାବା ତମ୍କେ ସର୍ଗେଅନି ସତ୍ କାଦି ଦେଇସି ।
33 Ὁ γὰρ ἄρτος τοῦ Θεοῦ ἐστιν ὁ καταβαίνων ἐκ τοῦ οὐρανοῦ καὶ ζωὴν διδοὺς τῷ κόσμῳ.
୩୩ପର୍ମେସରର୍ କାଦି ଅଇଲାନି ଗଟେକ୍ ଲକ୍ ଜେ କି ନ ସାର୍ବା ଜିବନ୍ ଦେବାକେ ସର୍ଗେଅନି ଦୁନିଆଇ ଆସିରଇଲା” ବଲି କଇଲା ।
34 Εἶπον οὖν πρὸς αὐτόν, Κύριε, πάντοτε δὸς ἡμῖν τὸν ἄρτον τοῦτον.
୩୪ଲକ୍ମନ୍ ଜିସୁକେ କଇଲାଇ, “ଆଗିଆଁ ସବୁବେଲେ ଆମ୍କେ ଏ କାଦି ଦିଆ ।”
35 Εἶπε δὲ αὐτοῖς ὁ Ἰησοῦς, Ἐγώ εἰμι ὁ ἄρτος τῆς ζωῆς· ὁ ἐρχόμενος πρός με οὐ μὴ πεινάσῃ· καὶ ὁ πιστεύων εἰς ἐμὲ οὐ μὴ διψήσῃ πώποτε.
୩୫ତାର୍ ପଚେ ଜିସୁ ସେମନ୍କେ କଇଲା, “ମୁଇ ସେ ଜିବନର୍ କାଦି । ଜନ୍ ଲକ୍ ମର୍ ଲଗେ ଆଇସି, ସେ କେବେ ମିସା ବୁକେ ନ ରଏ । ଆରି କେ ମକେ ବିସ୍ବାସ୍ କର୍ସି ତାକେ କେବେ ମିସା ସସ୍ ନ ଲାଗେ ।
36 Ἀλλ᾽ εἶπον ὑμῖν ὅτι καὶ ἑωράκατέ με, καὶ οὐ πιστεύετε.
୩୬ମୁଇ ତମ୍କେ କଇଲିନି, ତମେ ମକେ ଦେକିକରି ମିସା ବିସ୍ବାସ୍ କରାସ୍ନାଇ ।
37 Πᾶν ὃ δίδωσί μοι ὁ πατὴρ πρὸς ἐμὲ ἥξει· καὶ τὸν ἐρχόμενον πρός με οὐ μὴ ἐκβάλω ἔξω.
୩୭ମର୍ ବାବା ପର୍ମେସର୍ ଜନ୍ ଲକ୍ମନ୍କେ ମକେ ଦେଲା ଆଚେ, ସେ ଲକ୍ମନ୍ ମର୍ ଲଗେ ଆଇବାଇ । ଆରି ମର୍ ଲଗେ ଆଇବା ଲକ୍ମନ୍କେ କେବେ ମିସା ନ ବାଉଡାଇ ।
38 Ὅτι καταβέβηκα ἐκ τοῦ οὐρανοῦ, οὐχ ἵνα ποιῶ τὸ θέλημα τὸ ἐμόν, ἀλλὰ τὸ θέλημα τοῦ πέμψαντός με.
୩୮କାଇକେବଇଲେ ମୁଇ ନିଜେ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଆସି ନାଇ, ମାତର୍ ମକେ ପାଟାଇରଇବା ପର୍ମେସରର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ସର୍ଗେଅନି ଆସିଆଚି ।
39 Τοῦτο δέ ἐστι τὸ θέλημα τοῦ πέμψαντός με πατρός, ἵνα πᾶν ὃ δέδωκέ μοι, μὴ ἀπολέσω ἐξ αὐτοῦ, ἀλλὰ ἀναστήσω αὐτὸ τῇ ἐσχάτῃ ἡμέρᾳ.
୩୯ଜନ୍ ଲକ୍ମନ୍କେ ସେ ମକେ ଦେଲାଆଚେ, ସେମନର୍ ବିତ୍ରେଅନି ମୁଇ ଗଟେକ୍ ଲକ୍କେ ମିସା ନ ଆଜାଇ । ସାରାସାରି ଦିନେ ସେ ସବୁ ଲକ୍କେ ଆରିତରେକ୍ ଜିବନ୍ କରି ଉଟାଇବି । ଏଟା ଆକା ସେ ମନ୍ କର୍ବାଟା ।
40 Τοῦτο δέ ἐστι τὸ θέλημα τοῦ πέμψαντός με, ἵνα πᾶς ὁ θεωρῶν τὸν υἱὸν καὶ πιστεύων εἰς αὐτόν, ἔχῃ ζωὴν αἰώνιον, καὶ ἀναστήσω αὐτὸν ἐγὼ τῇ ἐσχάτῃ ἡμέρᾳ. (aiōnios )
୪୦ପର୍ମେସରର୍ ପିଲା ମୁଇ କେ କେ ମକେ ଦେକ୍ବାଇ ଆରି ବିସ୍ବାସ୍ କର୍ବାଇ, ସେମନ୍ ନ ସାର୍ବା ଜିବନ୍ ପାଇବାର୍ ଆଚେ ବଲି ପର୍ମେସର୍ ମନ୍ କଲାନି । ଆରି ମୁଇ ସେମନ୍କେ ସାରାସାରି ଦିନେ ମଲାଟାନେଅନି ଜିବନ୍ ଅଇକରି ଉଟାଇ ଦେବାର୍ ଆଚେ ବଲି ମିସା ପର୍ମେସର୍ ମନ୍ କଲାନି” ବଲି କଇଲା । (aiōnios )
41 Ἐγόγγυζον οὖν οἱ Ἰουδαῖοι περὶ αὐτοῦ, ὅτι εἶπεν, Ἐγώ εἰμι ὁ ἄρτος ὁ καταβὰς ἐκ τοῦ οὐρανοῦ.
୪୧ଏଟା ସୁନିକରି ଜିଉଦି ନେତାମନ୍ ଜିସୁର୍ ବିରଦେ ସେମନର୍ ବିତ୍ରେ ଦଦାପେଲା ଅଇଲାଇ । କାଇକେ ବଇଲେ, ଜିସୁ ମୁଇ ସର୍ଗେ ଅନି ଆସିରଇବା କାଦି ବଲି କଇଲାର୍ ପାଇ ସେମନ୍ ଏନ୍ତି ଅଇଲାଇ ।
42 Καὶ ἔλεγον, Οὐχ οὗτός ἐστιν Ἰησοῦς ὁ υἱὸς Ἰωσήφ, οὗ ἡμεῖς οἴδαμεν τὸν πατέρα καὶ τὴν μητέρα; Πῶς οὖν λέγει οὗτος ὅτι Ἐκ τοῦ οὐρανοῦ καταβέβηκα;
୪୨ସେମନ୍ କଇଲାଇ “ଏଟା ଜସେପର୍ ପିଲା ଜିସୁ ନଏଁ କି? ଆମେ ତାର୍ ଆୟା ବାବାକେ ଜାନି ଆଚୁ । ସେ କେନ୍ତି ‘ମୁଇ ସର୍ଗେଅନି ଆସିଆଚି’ ବଲି କଇଲାନି?”
43 Ἀπεκρίθη οὖν ὁ Ἰησοῦς καὶ εἶπεν αὐτοῖς, Μὴ γογγύζετε μετ᾽ ἀλλήλων.
୪୩ଜିସୁ ସେମନ୍କେ କଇଲା, ତମେ ଦଦାପେଲା ଉଆନାଇ, ଚିମ୍ରାଇଅଇ ରୁଆ ।
44 Οὐδεὶς δύναται ἐλθεῖν πρός με, ἐὰν μὴ ὁ πατὴρ ὁ πέμψας με ἑλκύσῃ αὐτόν, καὶ ἐγὼ ἀναστήσω αὐτὸν ἐν τῇ ἐσχάτῃ ἡμέρᾳ.
୪୪ମକେ ପାଟାଇରଇବା ପର୍ମେସର୍ ମର୍ ଲଗେ ଡାକି ନ ଆନ୍ଲେ, କେ ମିସା ମର୍ ଲଗେ ଆସିନାପାରତ୍ । ଆରି ଜେ ଜେ ଆଇବାଇ, ସେମନ୍କେ ମୁଇ ସାରାସାରି ଦିନେ ମଲାଟାନେଅନି ଜିବନ୍ କରି ଉଟାଇବି ।
45 Ἔστι γεγραμμένον ἐν τοῖς προφήταις, Καὶ ἔσονται πάντες διδακτοὶ Θεοῦ. Πᾶς οὖν ὁ ἀκούων παρὰ τοῦ πατρὸς καὶ μαθών, ἔρχεται πρός με.
୪୫ବବିସତ୍ବକ୍ତାମନ୍ ଦରମ୍ ସାସ୍ତରେ ଲେକିଆଚତ୍, ପର୍ମେସର୍ଟାନେଅନିସେ ସବୁଲକ୍ ସିକ୍ବାଇ । କେ ମିସା ବାବାର୍ କାତା ସୁନି ତାର୍ ସିକିଆ ପାଇସି, ସେ ମର୍ଲଗେ ଆଇସି ।
46 Οὐχ ὅτι τὸν πατέρα τις ἑώρακεν, εἰ μὴ ὁ ὢν παρὰ τοῦ Θεοῦ, οὗτος ἑώρακε τὸν πατέρα.
୪୬କେ ମିସା ବାବାକେ ଦେକତ୍ନାଇ । ମୁଇ ପର୍ମେସରର୍ ତେଇଅନି ଆସିଆଚେ, ମୁଇସେ ବାବାକେ ଦେକିଆଚି ।
47 Ἀμὴν ἀμὴν λέγω ὑμῖν, ὁ πιστεύων εἰς ἐμέ, ἔχει ζωὴν αἰώνιον. (aiōnios )
୪୭ମୁଇ ତମ୍କେ ସତ୍ କଇଲିନି, ଜନ୍ ଲକ୍ ମକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । (aiōnios )
48 Ἐγώ εἰμι ὁ ἄρτος τῆς ζωῆς.
୪୮ଉଁ, ମୁଇସେ ଜିବନ୍ ଦେବା କାଦି ।
49 Οἱ πατέρες ὑμῶν ἔφαγον τὸ μάννα ἐν τῇ ἐρήμῳ, καὶ ἀπέθανον.
୪୯ତମର୍ ଆନିଦାଦିମନ୍ ମରୁବାଲିବୁଏଁ ମାନା କାଦି କାଇରଇଲାଇ, ଏଲେମିସା ସେମନ୍ ମଲାଇ ।
50 Οὗτός ἐστιν ὁ ἄρτος ὁ ἐκ τοῦ οὐρανοῦ καταβαίνων, ἵνα τις ἐξ αὐτοῦ φάγῃ καὶ μὴ ἀποθάνῃ.
୫୦ମାତର୍ ଜନ୍ କାଦି ସର୍ଗେଅନି ଆଇସି, ସେଟା ଜେ କାଇଲେ ମିସା, ନ ମରତ୍ ।
51 Ἐγώ εἰμι ὁ ἄρτος ὁ ζῶν, ὁ ἐκ τοῦ οὐρανοῦ καταβάς· ἐάν τις φάγῃ ἐκ τούτου τοῦ ἄρτου, ζήσεται εἰς τὸν αἰῶνα. Καὶ ὁ ἄρτος δὲ ὃν ἐγὼ δώσω, ἡ σάρξ μού ἐστιν, ἣν ἐγὼ δώσω ὑπὲρ τῆς τοῦ κόσμου ζωῆς. (aiōn )
୫୧ମୁଇସେ ସର୍ଗେଅନି ଆଇଲା ଜିବନ୍ ଦେବା କାଦି । ଏ କାଦି କାଇଲା ଲକ୍ମନ୍ ସବୁ ଦିନର୍ ପାଇ ବଁଚି ରଇବାଇ । ଏ କାଦି ଅଇଲାନି ମର୍ ଗାଗଡ୍ । ଏ ଦୁନିଆର୍ ଲକ୍ମନ୍ କାଲ୍କାଲ୍ ଜୁଗ୍ଜୁଗ୍ ବଁଚି ରଇବାକେ ମର୍ଗାଗଡ୍ ଦେବି ବଲି କଇଲା । (aiōn )
52 Ἐμάχοντο οὖν πρὸς ἀλλήλους οἱ Ἰουδαῖοι λέγοντες, Πῶς δύναται οὗτος ἡμῖν δοῦναι τὴν σάρκα φαγεῖν;
୫୨ଜିସୁ କଇଲା କାତା ସୁନି ଜିଉଦି ନେତାମନ୍ ରିସାଅଇ ଆଉଲିଅଇକରି “ଏ ଲକ୍ କେନ୍ତି ନିଜର୍ ଗାଗଡ୍ ଆମ୍କେ କାଇବାକେ ଦେଇ ପାରେ?” ବଲି ଦଦାପେଲା ଅଇ କଇଲାଇ ।
53 Εἶπεν οὖν αὐτοῖς ὁ Ἰησοῦς, Ἀμὴν ἀμὴν λέγω ὑμῖν, ἐὰν μὴ φάγητε τὴν σάρκα τοῦ υἱοῦ τοῦ ἀνθρώπου καὶ πίητε αὐτοῦ τὸ αἷμα, οὐκ ἔχετε ζωὴν ἐν ἑαυτοῖς.
୫୩ଜିସୁ ସେମନ୍କେ କଇଲା, “ମୁଇ ସତ୍କାତା କଇଲିନି, ପର୍ମେସର୍ ପାଟାଇ ରଇବା ନର୍ପିଲା ମୁଇ, ମର୍ ଗାଗଡ୍ ଆରି ବନି ନ କାଇଲେ, ଜିବନ୍ ମିଲାଇ ନାପାରାସ୍ ।
54 Ὁ τρώγων μου τὴν σάρκα καὶ πίνων μου τὸ αἷμα, ἔχει ζωὴν αἰώνιον, καὶ ἐγὼ ἀναστήσω αὐτὸν τῇ ἐσχάτῃ ἡμέρᾳ. (aiōnios )
୫୪ମାତର୍ ଜନ୍ ଲକ୍ ମର୍ ଗାଗଡ୍ ଆରି ବନି କାଇସି ସେ ନ ସାର୍ବା ଜିବନ୍ ପାଇସି । ମୁଇ ସେ ଲକ୍କେ ସାରାସାରି ଦିନେ ମଲାଟାନେଅନି ଉଟାଇବି । (aiōnios )
55 Ἡ γὰρ σάρξ μου ἀληθῶς ἐστι βρῶσις, καὶ τὸ αἷμά μου ἀληθῶς ἐστι πόσις.
୫୫କାଇକେବଇଲେ, ମର୍ ଗାଗଡ୍ ଅଇଲାନି ସତ୍ କାଦି ଆରି ମର୍ ବନି ଅଇଲାନି ସତ୍ ପାନି ।
56 Ὁ τρώγων μου τὴν σάρκα καὶ πίνων μου τὸ αἷμα, ἐν ἐμοὶ μένει, κἀγὼ ἐν αὐτῷ.
୫୬ଜନ୍ ଲକ୍ ମର୍ ଗାଗଡ୍ ଆରି ବନି କାଇସି, ସେ ମର୍ଟାନେ ରଇସି ଆରି ମୁଇ ତାର୍ଟାନେ ରଇବି ।
57 Καθὼς ἀπέστειλέ με ὁ ζῶν πατήρ, κἀγὼ ζῶ διὰ τὸν πατέρα· καὶ ὁ τρώγων με, κἀκεῖνος ζήσεται δι᾽ ἐμέ.
୫୭ଜିବନ୍ ରଇବା ବାବା ମକେ ପାଟାଇଆଚେ, ଆରି ତାର୍ଲାଗି ମୁଇ ବଁଚିଆଚି । ସେନ୍ତାରିସେ ଜେ ମକେ କାଇସି, ମର୍ଲାଗି ବଁଚିରଇସି ।
58 Οὗτός ἐστιν ὁ ἄρτος ὁ ἐκ τοῦ οὐρανοῦ καταβάς· οὐ καθὼς ἔφαγον οἱ πατέρες ὑμῶν τὸ μάννα, καὶ ἀπέθανον· ὁ τρώγων τοῦτον τὸν ἄρτον, ζήσεται εἰς τὸν αἰῶνα. (aiōn )
୫୮ଏଟାସେ ସର୍ଗେଅନି ଆସିରଇବା କାଦି । ଜନ୍ କାଦି ତମର୍ ଆନିଦାଦିମନ୍ କାଇକରି ପଚେ ମଲାଇ, ଏଟା ସେନ୍ତାରି କାଦି ନଏଁ । ଏ କାଦି ଜେ କାଇସି ସେ କାଲ୍କାଲ୍ ଜୁଗ୍ଜୁଗ୍ ବଁଚିରଇସି ।” (aiōn )
59 Ταῦτα εἶπεν ἐν συναγωγῇ διδάσκων ἐν Καπερναούμ.
୫୯ଜିସୁ କପର୍ନାଉମେ ଜିଉଦିମନର୍ ପାର୍ତନା ଗରେ ସିକିଆ ଦେବାବେଲେ ଏ ସବୁ କାତା କଇରଇଲା ।
60 Πολλοὶ οὖν ἀκούσαντες ἐκ τῶν μαθητῶν αὐτοῦ εἶπον, Σκληρός ἐστιν οὗτος ὁ λόγος· τίς δύναται αὐτοῦ ἀκούειν;
୬୦ଜିସୁର୍ ସିସ୍ମନର୍ ବିତ୍ରେ ଅନି କେତେକ୍ ଲକ୍ ଏ କାତା ସୁନିକରି କଇଲା, “ଏ ସିକିଆ ମୁଲ୍କେ ବୁଜି ନଇଲାନି । ସେଟାର୍ପାଇ କେ ଏଟା ନାମ୍ସି?”
61 Εἰδὼς δὲ ὁ Ἰησοῦς ἐν ἑαυτῷ ὅτι γογγύζουσι περὶ τούτου οἱ μαθηταὶ αὐτοῦ, εἶπεν αὐτοῖς, Τοῦτο ὑμᾶς σκανδαλίζει;
୬୧ଜିସୁକେ ଏ ବିସଇ ନେଇକରି କେ କାଇବଲି ନ କଇରଇଲେ ମିସା, ସିସ୍ମନ୍ କୁଆବଲା ଅଇଲାଇନି ବଲି ଜାନିକରି, ସେ ସେମନ୍କେ କଇଲା, “ତମେ ଏ କାତା ସୁନି ମନ୍ଦୁକ୍ କଲାସ୍ନି କି?
62 Ἐὰν οὖν θεωρῆτε τὸν υἱὸν τοῦ ἀνθρώπου ἀναβαίνοντα ὅπου ἦν τὸ πρότερον;
୬୨ଏନ୍ତି ବଇଲେ, ନର୍ପିଲା ମୁଇ ଜନ୍ ଜାଗାଇଅନି ଆସିରଇଲି, ସେ ଜାଗାଇ ଆରି ତରେକ୍ ବାଉଡି ଜିବାଟା ଦେକ୍ଲେ ତମେ କାଇଟା ବଲି କଇସା?
63 Τὸ πνεῦμά ἐστι τὸ ζῳοποιοῦν, ἡ σὰρξ οὐκ ὠφελεῖ οὐδέν· τὰ ῥήματα ἃ ἐγὼ λαλῶ ὑμῖν, πνεῦμά ἐστι καὶ ζωή ἐστιν.
୬୩ପର୍ମେସରର୍ ଆତ୍ମାସେ ଜିବନ୍ ଦେଇପାରେ । ମୁନୁସର୍ ବପୁ କାଇଟା କରିନାପାରେ । ପର୍ମେସରର୍ ଜିବନ୍ ଦେବା ଆତ୍ମା ତମେ ଜେନ୍ତାରିକି ଜାନି ପାର୍ସା? ସେଟାର୍ପାଇ ମୁଇ ଏ କାତା କଇଲିଆଚି ।
64 Ἀλλ᾽ εἰσὶν ἐξ ὑμῶν τινες οἳ οὐ πιστεύουσιν. ᾜδει γὰρ ἐξ ἀρχῆς ὁ Ἰησοῦς, τίνες εἰσὶν οἱ μὴ πιστεύοντες, καὶ τίς ἐστιν ὁ παραδώσων αὐτόν.
୬୪ମାତର୍ ତମର୍ ବିତ୍ରେଅନି କେତେକ୍ ଲକ୍ମନ୍ ମକେ ବିସ୍ବାସ୍ କରାସ୍ ନାଇ ।” କାଇକେବଇଲେ ବିସ୍ବାସ୍ ନ କର୍ବା ଲକ୍ମନ୍କେ ଜିସୁ ଆଗେଅନି ଜାନିରଇଲା । ଆରି ପଚେ ଜନ୍ ଲକ୍ ତାକେ ସତ୍ରୁକେ ସର୍ପି ଦେଇସି, ତାକେ ମିସା ଜାନି ରଇଲା ।
65 Καὶ ἔλεγε, Διὰ τοῦτο εἴρηκα ὑμῖν ὅτι οὐδεὶς δύναται ἐλθεῖν πρός με, ἐὰν μὴ ᾖ δεδομένον αὐτῷ ἐκ τοῦ πατρός μου.
୬୫ଆରି ଜିସୁ କଇଲା, “ସେଟାର୍ ପାଇସେ ମୁଇ ତମ୍କେ କଇଲିନି, ଜଦି ବାବା ନ ପାଟାଇଲେ, କେ ମିସା ମର୍ ଲଗେ ଆସିନାପାରେ ।”
66 Ἐκ τούτου πολλοὶ ἀπῆλθον τῶν μαθητῶν αὐτοῦ εἰς τὰ ὀπίσω, καὶ οὐκέτι μετ᾽ αὐτοῦ περιεπάτουν.
୬୬ଜିସୁ ଏ କାତା କଇଲାକେ ତାର୍ ସଙ୍ଗ୍ ଜାଇତେରଇବା ଲକ୍ମନର୍ତେଇଅନି ବେସିଲକ୍ ତାର୍ ସଙ୍ଗ୍ ଜିବାକେ ମନ୍ ନ କରି ଚାଡି ଉଟିଗାଲାଇ ।
67 Εἶπεν οὖν ὁ Ἰησοῦς τοῖς δώδεκα, Μὴ καὶ ὑμεῖς θέλετε ὑπάγειν;
୬୭ସେବେଲେ ଜିସୁ ତାର୍ ବାର୍ଟା ସିସ୍ମନ୍କେ ପାଚାର୍ଲା, “ତମେ ମିସା ମକେ ଚାଡିକରି ଉଟିଜିବାକେ ମନ୍ କଲାସ୍ନି କି?”
68 Ἀπεκρίθη οὖν αὐτῷ Σίμων Πέτρος, Κύριε, πρὸς τίνα ἀπελευσόμεθα; Ῥήματα ζωῆς αἰωνίου ἔχεις. (aiōnios )
୬୮ସିମନ୍ ପିତର୍ ତାକେ କଇଲା, “ମାପ୍ରୁ ତମ୍କେ ଚାଡି ଆମେ କାର୍ଲଗେ ଜିବୁ? ତମର୍ଟାନେତା ନ ସାର୍ବା ଜିବନର୍ ବାକିଅ ଆଚେ । (aiōnios )
69 Καὶ ἡμεῖς πεπιστεύκαμεν καὶ ἐγνώκαμεν ὅτι σὺ εἶ ὁ Χριστὸς ὁ υἱὸς τοῦ Θεοῦ τοῦ ζῶντος.
୬୯ତମେତା ପର୍ମେସରର୍ ଟାନେଅନି ଆଇଲା ସୁକଲ୍ ଲକ୍ ବଲି, ଏବେ ଆମେ ବିସ୍ବାସ୍ କରି ଜାନ୍ଲୁ ।”
70 Ἀπεκρίθη αὐτοῖς ὁ Ἰησοῦς, Οὐκ ἐγὼ ὑμᾶς τοὺς δώδεκα ἐξελεξάμην, καὶ ἐξ ὑμῶν εἷς διάβολός ἐστιν;
୭୦ଜିସୁ ସେମନ୍କେ କଇଲା, “ମୁଇ କାଇ ତମ୍କେ ବାର ଲକ୍କେ ବାଚି ନାଇ କି? ଏଲେମିସା ତମର୍ ବିତ୍ରେଅନି ଗଟେକ୍ ଲକ୍ ସଇତାନର୍ ।”
71 Ἔλεγε δὲ τὸν Ἰούδαν Σίμωνος Ἰσκαριώτην· οὗτος γὰρ ἔμελλεν αὐτὸν παραδιδόναι, εἷς ὢν ἐκ τῶν δώδεκα.
୭୧ଇସ୍କାରିୟତର୍ ପିଲା ଜିଉଦାକେ ଦେକାଇକରି ସେ ଏନ୍ତି କଇରଇଲା । କାଇକେ ବଇଲେ ବାର୍ଟା ସିସ୍ମନର୍ ବିତ୍ରେ ଅନି ଜିଉଦା ଗଟେକ୍ ଲକ୍ ଅଇମିସା, ଜିସୁକେ ବିସ୍ବାସେ ବିସ୍ ଦେଲାପାରା ସତ୍ରୁମନ୍କେ ସର୍ପି ଦେବାକେ ମନ୍ କର୍ତେ ରଇଲା ।