< યહૂદાનો પત્ર 1 >
1 ૧ ઈશ્વર પિતાને વહાલા; ઈસુ ખ્રિસ્તને માટે સાચવી રખાયેલા અને તેડાયેલાઓને પત્ર લખનાર, ઈસુ ખ્રિસ્તનો દાસ, યાકૂબનો ભાઈ યહૂદા.
୧ମୁଇ ଜିଉଦା । ଜିସୁ କିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ଜାକୁବର୍ ବାଇ । ଜନ୍ ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନର୍ପାଇ ମୁଇ ଏ ଚିଟି ଲେକ୍ଲିନି । ବାବା ପର୍ମେସର୍ ତମ୍କେ ଆଲାଦ୍ କଲାନି । ଆରି ତମ୍କେ ଜିସୁକିରିସ୍ଟ ଦେକାରକା କର୍ବାକେ ସଙ୍ଗଇଆଚେ ।
2 ૨ તમને દયા, શાંતિ તથા પુષ્કળ પ્રેમ પ્રાપ્ત થાઓ.
୨ପର୍ମେସର୍ ତମ୍କେ ଦୟା ଦେକାଅ, ତାର୍ ସାନ୍ତି ଆରି ଆଲାଦ୍ ତମ୍କେ ଜବର୍ ଅଇତେ ମିଲ ।
3 ૩ પ્રિયો, આપણા સામાન્ય ઉદ્ધાર વિષે તમારા પર લખવા માટે હું ઘણો આતુર હતો, એવામાં જે વિશ્વાસ સંતોને એક જ વાર સોંપવામાં આવેલો હતો, તેની ખાતર તમારે ખંતથી યત્ન કરવો, એવો બોધ પત્રદ્વારા તમને કરવાની મને અગત્ય જણાઈ.
୩ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ପାଇରଇବା ମୁକ୍ତିର୍ ବିସଇ ତମ୍କେ ଲେକ୍ବି ବଲି ମନ୍ କଲିନି ମିସା, ସତ୍ ବିସଇର୍ପାଇ ଟିଆ ଅଇବାକେ ତମ୍କେ ସାର୍ଦା କରାଇବି ବଲି ମନ୍କଲି । ତାର୍ ସୁକଲ୍ ଲକ୍ମନର୍ପାଇ ପର୍ମେସର୍ ଏ ସତ୍ ସିକିଆ ଗଟେକ୍ ବେଲେ ସବୁଲକର୍ପାଇ ଦେଲାଆଚେ ।
4 ૪ કેમ કે જેઓને શિક્ષાને માટે અગાઉથી નિર્માણ કરવામાં આવ્યા છે, તેવા કેટલાક માણસો ગુપ્ત રીતે આપણામાં આવ્યાં છે; તેઓ અધર્મી છે અને આપણા ઈશ્વરની કૃપાનો ઉપયોગ હવસખોરીમાં કરે છે અને ઈસુ ખ્રિસ્ત જે આપણા એકલા પ્રભુ તથા ઈશ્વર છે તેમનો ઇનકાર કરે છે.
୪କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
5 ૫ હવે તમે બધું જાણી ચૂક્યા છો ખરા, તોપણ હું તમને યાદ કરાવવા ચાહું છું કે પ્રભુએ મિસર દેશમાંથી લોકોને છોડાવ્યા પછી અવિશ્વાસીઓનો નાશ કર્યો.
୫ଏ ସବୁ ବିସଇ ତମେ ଜାନିରଇଲେ ମିସା ମାପ୍ରୁ ଇସ୍ରାଏଲର୍ ଲକ୍ମନ୍କେ ମିସର୍ ଦେସେଅନି ମୁକ୍ଲାଇକରି ଆନ୍ଲା ବିସଇ ତମ୍କେ ଏତାଇଦେବାକେ ମୁଇ ମନ୍ କଲିନି । ମାତର୍ ପଚେ ଜେତ୍କି ଲକ୍ ବିସ୍ବାସ୍ କରତ୍ନାଇ, ସେମନ୍କେ ସବୁକେ କୁରୁପ୍ନାସ୍ କଲା ।
6 ૬ અને જે દૂતોએ પોતાનું સ્થાન જાળવી રાખ્યું નહિ, પણ છોડી દીધું, તેઓને મોટા દિવસના ન્યાયચુકાદા સુધી તેમણે અંધકારમાંના સનાતન બંધનમાં રાખ્યા છે. (aïdios )
୬ସେତ୍କିସେ ନଏଁ ସେ ଦୁତ୍ମନ୍କେ ମିସା ଡଣ୍ଡ୍ ଦେଇରଇଲା । ପର୍ମେସର୍ ସେମନ୍କେ ଜେତ୍କି ଅଦିକାର୍ ସର୍ପି ଦେଇରଇଲା, ସେମନ୍ ତାର୍ତେଇଅନି ଅଦିକ୍ ନେଲାଇ । ଆରି ତାକର୍ ଦେଇରଇବା ଜାଗା ଚାଡ୍ଲାଇ । ସେ ସେମନ୍କେ ବିଚାର୍ କର୍ବା ଦିନ୍ ଜାକ, ଗଟେକ୍ ଆନ୍ଦାରର୍ ଜାଗାଇ, କେ ବାଙ୍ଗାଇ ନାପାର୍ଲା ପାରା, ସିକ୍ଲି ସଙ୍ଗ୍ ବାନ୍ଦିଆଚେ । (aïdios )
7 ૭ તેમ જ સદોમ તથા ગમોરા અને તેઓની આસપાસનાં શહેરો, એ જ રીતે વ્યભિચારમાં અને અનુચિત દુરાચારમાં ગરક થઈને, અનંતઅગ્નિ દંડ સહન કરીને ચેતવણી માટે નમૂનારૂપ જાહેર થયેલાં છે. (aiōnios )
୭ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ । (aiōnios )
8 ૮ તોપણ એવી રીતે પણ આ લોકો સ્વપ્નોથી પોતાના દેહને ભ્રષ્ટ કરે છે, અધિકારને તુચ્છ ગણે છે અને આકાશી જીવોની નિંદા કરે છે.
୮ସେନ୍ତାରିସେ ଏ ଲକ୍ମନ୍ ନିଜେ ଦର୍ସନ୍ ପାଇକରି ମିସା ପାଦ୍ରା ପାଦ୍ରି କାମ୍ କରି ନିଜର୍ ଗାଗଡ୍ ଅସୁକଲ୍ କଲାଇନି । ମାପ୍ରୁର୍ ଅଦିକାର୍ ସେମନ୍ ଗିନ୍ କରି ସର୍ଗେ ରଇବାଟାମନ୍କେ ନିନ୍ଦା କଲାଇନି ।
9 ૯ પણ મીખાયેલ પ્રમુખ દૂતે જયારે શેતાનની સાથે મૂસાના શબ વિષે તકરાર કરીને વિવાદ સર્જ્યો, ત્યારે તેણે નિંદા કરીને તહોમત મૂકવાની હિંમત કરી નહિ, પણ એટલું જ કહ્યું કે, “પ્રભુ તને ધમકાવો.”
୯ମୁକିଅ ଦୁତ୍ ମିକାଏଲ୍ ମିସା ମସାର୍ ମଲା ଗାଗଡ୍ ନେଇକରି ତପ୍ବାକେ କାର୍ ଅଦିକାର୍ ଆଚେ ବଲିକରି ସଇତାନର୍ ସଙ୍ଗ୍ ଦଦାପେଲା କର୍ତେରଇଲା । ସେଡ୍କିବେଲେ ପର୍ମେସରର୍ ଜାଗାଇ ରଇ, ସଇତାନ୍କେ ବିଚାର୍ କର୍ବା ଅଦିକାର୍ ନେବାକେ ସେ ସାଆସ୍ କରେନାଇ । ତାର୍ ବାଦୁଲେ ମାପ୍ରୁ ତକେ ଡଣ୍ଡ୍ ଦେଇସି ବଲି କଇଲା ।
10 ૧૦ તોપણ તેઓ જે વિષે કંઈ જાણતા નથી તે બાબતોમાં તેઓ નિંદા કરે છે અને નિર્બુદ્ધ પશુઓની જેમ જેને તેઓ સ્વાભાવિક સમજે છે તેમાં પોતાને ભ્રષ્ટ કરે છે.
୧୦ଏଲେମିସା ଏ ଲକ୍ମନ୍ ନ ବୁଜ୍ବା ବିସଇ ନେଇ ନିନ୍ଦା କାତା କଲାଇନି । ସେମନ୍ ଜେତ୍କି ବିସଇ ବୁଜ୍ଲାଇନି, ସେଟା ସେମନ୍କେ ଅଦିକ୍ ବାବ୍ବାକେ ନ ପଡେ । ଜେନ୍ତାରି, କି ପସୁମନ୍ କାଇ ବିସଇ ନ ବାବତ୍ । ଏ ସମାନ୍ ବିସଇ ଆକା ସେମନ୍କେ କୁରୁପ୍ନାସ୍ କର୍ସି ।
11 ૧૧ તેઓને અફસોસ! કેમ કે તેઓ કાઈનને માર્ગે ચાલ્યા, તેમ જ દ્રવ્યલાલસાને માટે બલામના માર્ગમાં ધસી ગયા અને કોરાહના બંડમાં નાશ પામ્યા.
୧୧ସେମନ୍ କେତେକ୍ ଡଣ୍ଡ୍ ପାଇବା ଲକ୍ ସେମନ୍ କଇନର୍ ବାଟ୍ ଦାର୍ଲାଇ ଆଚତ୍ । ବିଲିଆମ୍ ପାପ୍ କଲାପାରା ସାର୍ଦା ସଙ୍ଗ୍ ପାପ୍ କଲାଇଆଚତ୍ । କରା ବିରଦ୍ କଲାପାରା ସେମନ୍ ବିରଦ୍ କରି କୁରୁପ୍ନାସ୍ ଅଇବାଇ ।
12 ૧૨ તેઓ તમારી સાથે ખાય છે ત્યારે તમારાં વિશિષ્ટ ભોજનોમાં કલંકરૂપ છે. તેઓ નીડરતાથી પોતાનું પોષણ કરે છે; તેઓ પવનોથી હડસેલાતાં નિર્જળ વાદળાં છે; તેઓ પાંદડાં વગરનાં, ફળરહિત, બે વખત મરેલાં તથા ઉખેડી નાખવામાં આવેલાં વૃક્ષો છે;
୧୨ତମେ ଗଟେକ୍ତେଇ ରୁଣ୍ଡିକରି ମିସି କାଇଲାବେଲେ, ତମର୍ ସଙ୍ଗ୍ ସେମନ୍ ଲାଜ୍ ଲାଗ୍ବା କାମ୍ କଲେ ମିସା ସେମନ୍ ତମର୍ ମୁଆଟେ ଲାଜ୍ ନ ଅଇକରି ସାଆସ୍ ସଙ୍ଗ୍ କାଇଲାଇନି । ମେଣ୍ଡାମନ୍କେ ନ ଚାରାଇ ନିଜେ ଚାରାଇଅଇଲା ଗଉଡ୍ ପାରା ଅଇଲାଇନି । ପବନ୍ ଆଇଲେ ଉଡାଇନେବା ପାନି ନ ମାର୍ବା ବାଦଲ୍ପାରା ଏମନ୍ ଆଚତ୍ । ପଲ୍ ଦେବା ବେଲାଇ କାଇପଲ୍ ନ ରଇବା ଗଚ୍ ଜେନ୍ତାରି ଉପାଡିକରି ସୁକ୍ବାକେ ଚାଡ୍ଲାପାରା, ସେନ୍ତାରି ଅଇ ସେମନ୍ ଆଚତ୍ ।
13 ૧૩ તેઓ પોતાની બદનામીનું ફીણ કાઢનારાં, સમુદ્રનાં વિકરાળ મોજાંઓ છે; તેઓ ભટકનારા તારા છે કે, જેઓને માટે ઘોર અંધકાર સર્વકાળ સુધી રાખેલો છે. (aiōn )
୧୩ସେମନ୍ ସମ୍ଦୁରର୍ ଲଅଡି ଜେନ୍ତି ପେପୁଲ୍ ବାର୍କର୍ସି, ସେ ପେପୁଲ୍ପାରା ତାକର୍ ଲାଜର୍ ଚଲାଚଲ୍ତି ଡିସ୍ସି । ଆକାସର୍ କେତେକ୍ କେତେକ୍ ତାରାମନ୍ ଜେନ୍ତି ତାକର୍ ପାଇ ରଇବା ଜାଗାଇ ନ କିନ୍ଦ୍ରିକରି ବିନ୍ବାଟେ ବୁଲ୍ତେରଇବାଇ, ସେମନ୍ ସମାନ୍ ସେନ୍ତାରିସେ । ପର୍ମେସର୍ ସେମନର୍ପାଇ ଗଟେକ୍ ବଡ୍ ଗଇରି ରଇବା ଆନ୍ଦାରର୍ ଜାଗା ସଙ୍ଗଇଆଚେ । ଜନ୍ତିକି ସେମନ୍ ସବୁଦିନର୍ପାଇ ରଇବାଇ । (aiōn )
14 ૧૪ વળી તેઓ વિષે પણ આદમથી સાતમી પેઢીના પુરુષ હનોખે ભવિષ્યવચન કહ્યું છે કે, “જુઓ,
୧୪ଅନକର୍ ବିସଇ ବାବିଦେକା । ସେ ଆଦମର୍ଟାନେ ଅନି ଆଇବା ସାତ୍ ଲମର୍ ନାତିତିତି । ଏନ୍ତାରିଲକ୍ମନର୍ ବିସଇନେଇ ସେ ବବିସତ୍ବକ୍ତା ଏନ୍ତାରି କଇଲା, ଦେକା ମାପ୍ରୁ ତାର୍ ଅଜାର୍ ଅଜାର୍ ସୁକଲ୍ ଦୁତ୍ମନର୍ ସଙ୍ଗ୍ ଆଇସି ।
15 ૧૫ સર્વનો ન્યાય કરવાને, સર્વ અધર્મીઓએ જે બધાં અધર્મી કામો અધર્મીપણામાં કર્યાં અને અધર્મી પાપીઓએ તેની વિરુદ્ધ જે કઠણ વચનો કહ્યાં, તે વિષે પણ તેઓ સઘળાંને અપરાધી ઠરાવવાંને પ્રભુ પોતાના હજારોહજાર પવિત્ર દૂતો સહિત છે.”
୧୫ସେ ସବୁଲକ୍କେ ବିଚାର୍ କର୍ସି । ଆରି ଜେତ୍କି ଲକ୍ ତାକେ ନାମତ୍ନାଇ, ସେମନ୍ ସବୁଲକ୍କେ ଦସି କର୍ସି । ସେମନ୍ କରିରଇବା ସବୁ କାରାପ୍ କାମର୍ ଲାଗି ମିସା ଦସିଅଇବାଇ ।
16 ૧૬ તેઓ બડબડાટ કરનારા, અસંતોષી અને પોતાની દુર્વાસના પ્રમાણે ચાલનારાં છે તેઓ મુખથી ગર્વિષ્ઠ વચનો બોલે છે; તેઓ સ્વાર્થને માટે ખુશામત કરનારા છે.
୧୬ଏ ଲକ୍ମନ୍ ମୁର୍ମୁରା ଅଇକରି ବିନ୍ ଲକ୍ମନ୍କେ ନିନ୍ଦା କର୍ବାଇ । ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ, ନିଜର୍ ବିସଇନେଇ ବଡ୍ପନ୍ ଅଇବାଇ ଆରି ନିଜର୍ ଲାବ୍ ପାଇବାକେ ବିନ୍ଲକ୍କେ ନିକ କାତା କଇ ସୁତ୍ରାଇବାଇ ।
17 ૧૭ પણ, પ્રિયો, આપણા પ્રભુ ઈસુ ખ્રિસ્તનાં પ્રેરિતોએ જે વચનો અગાઉ કહેલા છે, તેઓને તમે સંભારો;
୧୭ମାତର୍ ଏ ମର୍ ଆଲାଦର୍ ମଇତର୍ମନ୍, ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ପେରିତ୍ ସିସ୍ମନ୍ କାଇଟା ଅଇସି ବଲି କଇଲାଟା ତମର୍ ମନେ ରଅ ।
18 ૧૮ તેઓએ તમને કહ્યું છે કે, “છેલ્લાં કાળમાં નિંદાખોરો ઊભા થશે, તેઓ પોતાની અધર્મી વાસનાઓ પ્રમાણે ચાલશે.”
୧୮“ସାରାସାରି ଦିନ୍ ମନ୍କେ ମାପ୍ରୁକେ କିଜାଇକରି ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବା ଲକ୍ମନ୍ ରଇବାଇ ।” ସେମନ୍ ତମ୍କେ ଏନ୍ତି କଇରଇଲାଇ ।
19 ૧૯ તેઓ ભાગલા પાડનારા અને વિષયી છે, તેઓમાં પવિત્ર આત્મા નથી.
୧୯ଏନ୍ତାରି ସେମନ୍ ଲକ୍ମନ୍କେ ବେଗ୍ଲାଇବାଇ, ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ । ସେମନ୍ ସୁକଲ୍ଆତ୍ମା ପାଅତ୍ନାଇ ।
20 ૨૦ પણ પ્રિયો તમારા પરમ પવિત્ર વિશ્વાસમાં પોતાને દૃઢ કરીને, પવિત્ર આત્મામાં પ્રાર્થના કરીને
୨୦ମାତର୍ ତମେ ମର୍ ଆଲାଦର୍ ମଇତର୍ମନ୍, ଆମର୍ ବେସି ସୁକଲ୍ ରଇବା ବିସ୍ବାସେ ନିଜେ ଡାଟ୍ ଅଇତେରୁଆ । ସୁକଲ୍ଆତ୍ମାର୍ ସାଇଜ ନେଇ ପାର୍ତନା କର୍ତେରୁଆ ।
21 ૨૧ અને અનંતજીવનને અર્થે આપણા પ્રભુ ઈસુ ખ્રિસ્તની દયાની વાટ જોઈને, ઈશ્વરના પ્રેમમાં પોતાને સ્થિર રાખો. (aiōnios )
୨୧ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଦିନ୍କେ ଜାଗ୍ତେରୁଆ ଆରି ପର୍ମେସରର୍ ଆଲାଦେ ବଡିଆସା । ସେନ୍ତାର୍ଆଲେ ତମେ ତାର୍ସଙ୍ଗ୍ କାଲ୍କାଲ୍ ଜୁଗ୍ଜୁଗ୍ ରଇସା । କାଇକେବଇଲେ ସେ ଆମ୍କେ ଦୟା ଦେକାଇଲା ଆଚେ । (aiōnios )
22 ૨૨ અને કેટલાક જેઓ સંદેહમાં છે તેઓ પર દયા કરો.
୨୨ଦୁଇମନିଆ ଅଇବା ଲକ୍ମନ୍କେ ଦୟା ଦେକାଆ ।
23 ૨૩ અને કેટલાકને અગ્નિમાંથી બહાર ખેંચી લાવીને બચાવો; અને કેટલાક પર ભયસહિત દયા રાખો અને ભ્રષ્ટ દેહથી ડાઘ લાગેલા વસ્ત્રનો તિરસ્કાર કરો.
୨୩କେବେ ନ ଲିବ୍ବା ଜଇଟାନେଅନି ଚାଡାଇକରି ସେମନ୍କେ ରକିଆ କରା । ଡରିକରି ପାପ୍କର୍ବା ଲକ୍ମନ୍କେ ଦୟା ଦେକାଆ । ମାତର୍ ତାକର୍ ପାପ୍କାମେ ମୁର୍କି ରଇବା ବସ୍ତର୍ ମିସା ଗିନ୍ କରା ।
24 ૨૪ હવે જે તમને ઠોકર ખાવાથી બચાવી રાખવા અને પોતાના ગૌરવની સમક્ષ તમને નિર્દોષ તથા પરમાનંદમાં રજૂ કરવા, સમર્થ છે, તેમને
୨୪ତମେ ଜେନ୍ତାରିକି ନ ଅଦର୍ତେ, ପର୍ମେସର୍ ତମ୍କେ ଦେକାରକା କର୍ସି । ସେ ଅଇଲାନି ମଇମା ପାଇବା ପର୍ମେସର୍ । କାଇ ଦସ୍ ନ ଦାରି ସାର୍ଦାସଙ୍ଗ୍ ତମ୍କେ ତାର୍ ମୁଆଟେ ଟିଆକରାଇବାକେ ତାର୍ ବପୁଆଚେ ।
25 ૨૫ એટલે આપણા ઉદ્ધારકર્તા એકલા ઈશ્વરને, મહિમા, પરાક્રમ તથા અધિકાર અનાદિકાળથી, હમણાં તથા સર્વકાળ આપણા પ્રભુ ઈસુ ખ્રિસ્ત દ્વારા હોજો. આમીન. (aiōn )
୨୫ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଲାଗି ସେ ଗଟେକ୍ ସେ ପର୍ମେସର୍, ଜେ କି ଆମ୍କେ ରକିଆ କଲାଆଚେ । ସବୁ ଡାକ୍ପୁଟା, ମଇମା, ବପୁ ଆରି ସାସନ୍ କାଇଟା ନ ଅଇତେ ତାର୍ଟାସେ ରଇଲା, ଏବେ ତାର୍ଟାସେ ଆଚେ ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ତାର୍ଟାସେ ରଇସି । ଆମେନ୍! (aiōn )