< 1 Istwa 25 >
1 Apre sa, wa David ak chèf moun Levi ki reskonsab sèvis nan Tanp lan te chwazi branch fanmi Asaf, branch fanmi Eyman ak branch fanmi Jedoutoun pou ba yo travay pa yo. Se yo ki pou bay mesaj Bondye yo, antan y'ap jwe gita, bandjo ak senbal. Men lis moun yo te chwazi yo ak travay yo chak:
ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
2 Asaf te gen kat pitit: Zakou, Jozèf, Netama ak Acharela. Yo te sou zòd Asaf. Se li ki te konn fè konnen mesaj Bondye yo chak lè wa a mande l' pou l' fè l'.
ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
3 Jedoutoun te gen sis pitit: Gedalya, Zeri, Izayi, Chimèy, Asabya ak Matatya. Yo te sou zòd Jedoutoun, papa yo. Se yo ki te konn fè konnen mesaj Bondye yo antan y'ap jwe gita, pou fè lwanj Bondye, pou di l' mèsi.
ଯିଦୂଥୂନ୍ର କଥା; ଯିଦୂଥୂନ୍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
4 Eyman te gen katòz pitit: Boukija, Matanya, Ouzyèl, Sebwèl, Jerimòt, Ananya, Anani, Elyata, Gidalti, Womanti-Ezè, Josbekacha, Maloti, Oti ak Maziòt.
ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍;
5 Bondye te bay Eyman, pwofèt wa a, katòz pitit gason sa yo ak twa pitit fi, dapre pwomès li te fè l' pou l' te ba li anpil pouvwa. Lè yo t'ap fè konnen mesaj Bondye yo, se yo ki te pou kònen twonpèt yo.
ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
6 Se Eyman, papa yo, ki t'ap dirije yo lè y'ap chante nan sèvis y'ap fè nan Tanp Bondye a, antan y'ap jwe gita, bandjo ak senbal. Asaf, Jedoutoun ak Eyman te sou zòd wa a.
ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ।
7 Sa te fè antou desankatrevenwit (288) mizisyen ki te fò nan fè mizik, ansanm ak tout lòt moun Levi parèy yo ki te aprann chante pou Seyè a.
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।
8 Yo fè tout moun piye, gran kou piti, ni sa ki te fò nan fè mizik, ni sa ki te fèk konmanse aprann, pou yo te ka konnen lè pou yo fè travay yo nan sèvis la.
ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
9 Desankatrevenwit (288) mesye sa yo te separe chak fanmi apa. Sa te fè vennkat gwoup. Chak gwoup te gen douz moun. Nan chak gwoup te gen yon chèf ak pitit gason l' yo ansanm ak frè l' yo. Men nan ki lòd yo te soti apre yo fin piye a. Premye a te Jozèf nan fanmi Asaf la, dezyèm lan Gedalya,
ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।
ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଏକାଦଶ ଅସରେଲ୍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
20 trèzyèm lan Choubayèl,
ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପଞ୍ଚଦଶ ପାଇଁ ଯେରେମୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
24 disetyèm lan Josbekacha,
ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
29 venndezyèm lan Gidalti,
ଦ୍ୱାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
30 venntwazyèm lan Maziòt,
ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
31 vennkatryèm lan Womanti-Ezè.
ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।