< 2 Korint 4 >
1 Konsa, akoz ke nou gen ministè sa a, jan nou te resevwa mizerikòd la, nou pa dekouraje.
୧ପର୍ମେସର୍ ତାର୍ ଜିବନ୍ ଦୁକାଇକରି ଆମ୍କେ ଏ ସେବାକାମ୍ ଦେଲାଆଚେ । ସେଟାର୍ପାଇ, ଆମେ ବପୁ ନଇଲା ଲକର୍ ପାରା କାମ୍ କରୁନାଇ ।
2 Men nou renonse a bagay ki fèt an kachèt ki fè wont yo. Nou pa mache nan riz, ni nan kase fòs pawòl Bondye a ak desepsyon, men ak demonstrasyon verite a, nou rekòmande tèt nou a konsyans tout moun devan zye Bondye.
୨ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
3 Men si levanjil nou an vwale, li vwale pou sila k ap peri yo.
୩ଜଦି ଆମେ ଜାନାଇବା ସୁବ୍କବର୍ ନ ବୁଜ୍ବା ଲକ୍ ଆଚତ୍, ସେନ୍ତାର୍ ଆଲେ ସେମନ୍ସେ ଆଜିଜାଇରଇବା ଲକ୍ ।
4 Nan ka sila a, dye a mond sa a vwale lespri a enkwayan yo pou yo pa wè limyè levanjil la, glwa a Kris la, ki se imaj a Bondye. (aiōn )
୪ଏ ଜଗତର୍ କାରାପ୍ ସାସନ୍କାରିଆ ତାକର୍ ମନ୍ ଆନ୍ଦାର୍ କରି ଦେଇଆଚେ ଜେ, ସେମନ୍ ବିସ୍ବାସ୍ କରତ୍ ନାଇ । ଜନ୍ ଉଜଲ୍ ତାକର୍ ଉପ୍ରେ ଉଜଲ୍ ଦେଲାନି, ସେଟା ନ ଦେକ୍ବାକେ ସେ ଆଗ୍ଟିଦେଲାନି । କିରିସ୍ଟର୍ ମଇମାର୍ ଉଜଲ୍ ତାର୍ ସୁବ୍କବରେଅନି ଆଇସି । କିରିସ୍ଟ ସମାନ୍ ପର୍ମେସରର୍ ପାରାସେ ଆଚେ । (aiōn )
5 Paske nou pa preche tèt nou, men Kris Jésus a kòm Senyè, epi nou menm kòm sèvitè a nou tout, pou kòz a Jésus.
୫କାଇକେବଇଲେ ଆମେ ନିଜର୍ ବିସଇ ଜାନାଇ ଅଉନାଇ । ମାତର୍ ଜିସୁ କିରିସ୍ଟ ଜେ କି ମାପ୍ରୁ, ତାର୍ ବିସଇ ଜାନାଇଲୁନି । ଜିସୁର୍ ଲାଗି ତମର୍ ଗତିଦାଙ୍ଗ୍ଡା ଇସାବେ ଆମେ ନିଜେ ଜାନାଇଅଇଲୁନି ।
6 Paske se Bondye, ki te di: “Limyè va klere nan tenèb la”. Se Li menm nan ki te briye nan kè nou pou bay limyè de konesans a glwa Bondye a, ki se nan figi Kris Jésus a.
୬ପର୍ମେସର୍ ଜେ କି କଇଲା “ଉଜଲ୍ ଆନ୍ଦାରେ ଅନି ଉଜଲ୍ ଦେଇସି ।” ସେ ସମାନ୍ ପର୍ମେସର୍ କିରିସଟର୍ ମୁଏ ଅନି ତାର୍ ଉଜଲ୍ ଆମର୍ ବିତ୍ରେ ଉଜଲ୍ କରାଇଲା । ଜେନ୍ତାରି କି କିରିସ୍ଟ ତେଇ ରଇବା ପର୍ମେସରର୍ ମଇମା, ଆମେ ବୁଜି ପାର୍ବୁ ।
7 Men nou gen trezò sa a nan po ki fèt avèk tè ajil, pou grandè a pouvwa ki depase tout bagay la, kapab sòti nan Bondye e pa nan nou menm.
୭ଆମେ ଗଟେକ୍ ମାଟି ଆଣ୍ଡି ପାରା । କାଇକେବଇଲେ ଆମ୍କେ ବପୁ ନ ରଇଲେ ମିସା ପର୍ମେସର୍ ତାର୍ ବେସି ମୁଲିଅ ରଇବା ବାକିଅ ଆମ୍କେ ସର୍ପି ଦେଲାଆଚେ । ଜେନ୍ତାରି କି ଆମ୍କେ ବପୁ ନ ରଇକରି ପର୍ମେସର୍କେସେ ବେସି ବପୁ ଆଚେ ବଲି ଲକ୍ମନ୍ ଜାନ୍ବାଇ ।
8 Nou aflije nan tout fason, men nou pa kraze; nou nan konfizyon, men nou pa nan dezespwa,
୮ଆମେ ସବୁ ରକାମର୍ ଦୁକ୍କସ୍ଟ ଅଇକରି ଗାଲୁନି, ଏଲେ ମିସା କସ୍ଟ ପାଉ ନାଇ । କେବେ କେବେ କାଇଟା କର୍ବୁ ବଲି ଗିଆନ୍ ନ ରଇଲା ଲକର୍ପାରା ଅଇଲୁନି, ଅଇଲେମିସା ମନ୍ଦୁକ୍ କରୁ ନାଇ ।
9 pèsekite, men nou pa abandone. Nou pran so, men nou pa detwi.
୯ସତ୍ରୁମନର୍ ଟାନେଅନି ଉଡା ସୁନି ସୁନି ରଇଲୁ, ଏଲେମିସା ମାପ୍ରୁ ଆମ୍କେ ଚାଡେ ନାଇ । ଆମର୍ ଗାଗ୍ଡେ କେତେକ୍ କେତେକ୍ ମାଡ୍ ଅଇଲା । ଅଇଲେ ମିସା ମାପ୍ରୁ ଆମ୍କେ ବିନାସ୍ ଅଇବାକେ ଦେଏନାଇ ।
10 Nou toujou ap pote nan kò la, lanmò Jésus, pou lavi Jésus kapab vin parèt nan kò nou.
୧୦ଆମେ ସବୁବେଲେ ଜିସୁର୍ ମରନ୍ ଆମର୍ ଗାଗ୍ଡେ ଏତାଇଲୁନି । ଜେନ୍ତିକି ଜିସୁର୍ ଜିବନ୍ମିସା ଆମର୍ ଗାଗ୍ଡେ ଡିସ୍ସି ।
11 Paske nou menm ki vivan yo toujou ap livre a lanmò pou kòz a Jésus, pou lavi Jésus kapab osi manifeste nan chè mòtèl nou an.
୧୧ଆମେ ଜିସୁର୍ ସଙ୍ଗ୍ ରଇଲାର୍ ପାଇ ବଁଚ୍ବାଜାକ ମର୍ବା ବିପଦେ ଆଚୁ । ଜେନ୍ତିକି ଲକ୍ମନ୍ ଏ ମର୍ବା ଗାଗ୍ଡେ ଜିସୁ ବଁଚିରଇବାଟା ଦେକ୍ବାଇ ।
12 Konsa, lanmò travay nan nou, men lavi nan ou.
୧୨ଏନ୍ତାରିସେ ଆମେ ମରନ୍ ଦାରିଆଚୁ । ମାତର୍ ତମର୍ଟାନେ ଜିବନ୍ ଅଇ ଆଇଲାନି । କାଇକେବଇଲେ ତମେ ନ ସାର୍ବା ଜିବନ୍ ପାଇସା ।
13 Men avèk menm lespri lafwa a, selon sa ki ekri a: “Mwen te kwè, e akoz sa mwen te pale”, nou osi kwè, e akoz sa, nou pale;
୧୩ସାସ୍ତରେ ଲେକା ଅଇଲାପାରା “ମୁଇ ବିସ୍ବାସ୍ କଲି, ତେବର୍ପାଇ ମୁଇ କାତା ଅଇଲି”। ସେ ସମାନ୍ ବିସ୍ବାସର୍ ଆତ୍ମାଇ, ଜନ୍ ବାକିଅ ମୁଇ ବିସ୍ବାସ୍ କଲିଆଚି, ସେଟାସେ ମୁଇ ଏବେ ଲକ୍ମନ୍କେ ଜାନାଇଲିନି ।
14 avèk konesans ke Sila ki te leve Senyè a Jésus va leve nou osi avèk Jésus e va prezante nou avèk nou menm.
୧୪କାଇକେ ବଇଲେ ଆମେ ଜାନିଆଚୁ ପର୍ମେସର୍ ଜେ କି ମାପ୍ରୁ ଜିସୁକେ ଜିବନ୍ କରି ଉଟାଇଲା, ସେ ଆମ୍କେ ମିସା ମାପ୍ରୁ ଜିସୁର୍ ସଙ୍ଗ୍ ଉଟାଇସି । ଆରି ତମର୍ ସଙ୍ଗ୍ ଆମ୍କେ ମିସା ପର୍ମେସରର୍ ମୁଆଟେ ନେଇସି ।
15 Paske tout bagay se pou koz a nou menm, pouke lagras k ap gaye a de plizanplis moun nan kapab koz anpil remèsiman pou laglwa Bondye.
୧୫ତେବର୍ପାଇ ଜେତ୍କି ସବୁ ସାଦ୍ନା ବାନ୍ଦ୍ନା ଆଇଲାନି, ସେ ସବୁ ବିସଇ ତମର୍ ମଙ୍ଗଲର୍ପାଇ ସେ ଅଇଲାନି । ପର୍ମେସରର୍ ଜିବନ୍ ଦୁକାଇଲାଟା ଅଦିକ୍ ଅଦିକ୍ ଅଇକରି ଲକ୍ମନର୍ଟାନେ କେଟ୍ସି, ଆରି ସେମନ୍ ସବୁଲକ୍ ତାକେ ଦନିଅବାଦ୍ ଦେବାଇ ।
16 Donk, nou p ap dekouraje, men malgre ke lòm eksteryè nou ap dekonpoze deja lòm enteryè nou ap renouvle de jou an jou.
୧୬ତେବର୍ପାଇ ଆମେ ସାଆସ୍ ନ ଅଇରଇବା ଲକର୍ ପାରା ନ ଅଉଁ । କାଇକେବଇଲେ ଆମର୍ ବାଇରର୍ ଗାଗଡ୍ ମରିମରି ଆଇଲେ, ମିସା ବିତ୍ରେ ରଇବା ଲକ୍ ଦିନ୍କେ ଦିନ୍ ନୁଆ ଅଇ ଆଇଲାନି ।
17 Paske ti afliksyon pou yon ti tan an ap pwodwi pou nou yon pwa laglwa etènèl ki depase tout konparezon, (aiōnios )
୧୭କାଇକେ ବଇଲେ ଆମର୍ ଦୁକ୍ କସ୍ଟ ସବୁ ଉନା ଅଇକରି ଚନେକର୍ପାଇ । ମାତର୍ ସେଟା ଆମ୍କେ ନ ସର୍ବା ସବୁଦିନର୍ ମଇମା ଆନ୍ସି । ସେଟା ଆମର୍ ଦୁକ୍ କସ୍ଟ ଟାନେଅନି ବଡ୍ ରଇସି । (aiōnios )
18 pandan nou p ap gade bagay ki vizib, men bagay ki pa vizib. Paske bagay vizib yo se pou yon ti moman, men bagay ki pa vizib yo se pou tout letènite. (aiōnios )
୧୮ତେବର୍ ପାଇ ଆମେ ଏ ଜଗତେ ଡିସ୍ବା ବିସଇ ଆସା ନ କରି ନ ଡିସ୍ବା ବିସଇ ଆସା କଲୁନି । କାଇକେବଇଲେ ଦେକ୍ବା ବିସଇ ସବୁଦିନ୍ ନ ରଏ, ମାତର୍ ନ ଦେକ୍ବା ବିସଇ ସବୁ ଦିନର୍ପାଇ ରଇସି । (aiōnios )