< Ayyukan Manzanni 22 >
1 “’Yan’uwa da iyaye, ku saurari kāriyata yanzu.”
ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।
2 Da suka ji ya yi musu magana da Arameyik, sai suka yi tsit. Sai Bulus ya ce,
ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ।
3 “Ni mutumin Yahuda ne haifaffen Tarshish na Silisiya, amma a nan birnin ne aka rene ni. Aka horar da ni sosai cikin dokokin kakanninmu a ƙarƙashin Gamaliyel ni ma dā mai himma ne cikin bauta wa Allah kamar yadda kowannenku yake a yau.
ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
4 Na tsananta wa masu bin wannan Hanyar har ga mutuwarsu, ina kama maza da mata ina kuma jefa su cikin kurkuku,
ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।
5 kamar yadda babban firist da dukan Majalisa za su iya shaida. Na ma karɓi wasiƙu daga gare su zuwa ga’yan’uwansu a Damaskus, na kuma tafi can don in kawo waɗannan mutane a daure zuwa Urushalima don a hukunta su.
ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।
6 “Wajen tsakar rana da na yi kusa da Damaskus, ba zato ba tsammani sai wani babban haske daga sama ya haskaka kewaye da ni.
କିନ୍ତୁ ମୁଁ ଯାଉ ଯାଉ ଦମ୍ମେଶକ ସହରର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା।
7 Sai na fāɗi a ƙasa na kuma ji wata murya ta ce mini, ‘Shawulu! Shawulu! Don me kake tsananta mini?’
ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?”
8 “Sai na yi tambaya na ce, ‘Wane ne kai, ya Ubangiji?’ “Ya amsa ya ce, ‘Ni ne Yesu Banazare, wanda kake tsanantawa.’
ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”
9 Abokan tafiyata suka ga hasken, amma ba su fahimci muryar mai magana da ni ba.
ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ।
10 “Sai na yi tambaya, na ce, ‘Me zan yi, ya Ubangiji?’ “Ubangiji ya ce, ‘Tashi, ka tafi cikin Damaskus. A can za a faɗa maka duk abin da aka shirya za ka yi.’
ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”
11 Abokan tafiyata suka ja ni a hannu zuwa cikin Damaskus, saboda ƙarfin hasken ya makanta ni.
ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେଶକକୁ ଆସିଲି।
12 “Wani mutumin da ake kira Ananiyas ya zo ya gan ni. Shi mai ibada ne wajen kiyaye dokoki wanda dukan Yahudawan da suke zama a can suna girmama shi ƙwarai.
ସେହି ସ୍ଥାନରେ ଥିବା ସମସ୍ତ ଯିହୁଦୀଙ୍କ ନିକଟରେ ସୁଖ୍ୟାତିସମ୍ପନ୍ନ ହନନୀୟ ନାମକ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
13 Ya tsaya kusa da ni ya ce, ‘Ɗan’uwa Shawulu, ka sami ganin garinka!’ A daidai lokacin kuwa na iya ganinsa.
ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।
14 “Sa’an nan ya ce, ‘Allah na kakanninmu ya zaɓe ka ka san nufinsa ka kuma ga Mai Adalcin nan ka kuma ji kalmomi daga bakinsa.
ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
15 Za ka zama mai shaidarsa ga dukan mutane game da abin da ka gani ka kuma ji.
କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।
16 Yanzu me kake jira? Ka tashi, a yi maka baftisma, a wanke zunubanka, ta wurin kira bisa ga sunansa.’
ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
17 “Sa’ad da na dawo Urushalima ina cikin addu’a a haikali, sai na ga wahayi
ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।
18 na ga Ubangiji yana magana. Ya ce mini, ‘Maza! Ka bar Urushalima, gama ba za su yarda da shaidarka game da ni ba.’
ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”
19 “Na amsa na ce, ‘Ubangiji, waɗannan mutane sun san cewa na bi majami’a-majami’a na jefa waɗanda suka gaskata da kai a cikin kurkuku, in kuma yin musu dūka.
ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
20 Sa’ad da kuma aka zub da jinin Istifanus mashaidinka, na tsaya can ina ba da goyon bayana ina kuma tsaron tufafin masu kisansa.’
ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।
21 “Sa’an nan Ubangiji ya ce mini, ‘Je ka; zan aike ka can nesa a wurin Al’ummai.’”
ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”
22 Taron suka saurari Bulus sai da ya yi wannan magana. Sa’an nan suka ɗaga muryoyinsu suka yi ihu suka ce, “A raba duniya da wannan mutum! Bai cancanci yă rayu ba!”
ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।
23 Da suna ihu suna kaɗa mayafansu suna da tā da ƙura sama,
ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,
24 sai shugaban ƙungiyar sojan ya umarta a kai Bulus a barikin soja. Ya ba da umarni a yi masa bulala a kuma tambaye shi abin da ya sa mutane suke masa ihu haka.
ସେତେବେଳେ ସହସ୍ର-ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ।
25 Suna kwantar da shi ke nan domin a yi masa bulala, sai Bulus ya ce wa jarumin da yake tsaye a nan, “Ashe, daidai ne bisa ga doka a yi wa ɗan ƙasar Roma bulala wanda ba a ma tabbatar da laifi a kansa ba?”
ସେମାନେ ପାଉଲଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ପାଉଲ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କୁ କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?
26 Da jarumin ya ji haka sai ya je wurin shugaban ƙungiyar sojan ya ce masa, “Me kake so yi ne? Wannan mutum ɗan ƙasar Roma ne.”
ସେହି ଶତ-ସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କଅଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।
27 Sai shugaban ƙungiyar sojan ya je ya tambayi Bulus ya ce, “Faɗa mini, kai ɗan ƙasar Roma ne?” Bulus ya ce, “I.”
ସେଥିରେ ସହସ୍ର-ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ ହଁ।
28 Sai shugaban ƙungiyar sojan ya ce, “Sai da na biya kuɗi mai yawa kafin in zama ɗan ƙasa.” Bulus ya ce, “Ni kuwa an haife ni ɗan ƙasa.”
ସେଥିରେ ସହସ୍ର-ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ।
29 Waɗanda dā suke shirin yin masa tambayoyi suka ja da baya nan da nan. Shugaban ƙungiyar sojan kansa ya tsorata da ya fahimci cewa ya sa wa Bulus, ɗan ƙasar Roma sarƙa.
ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର-ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ।
30 Kashegari da yake shugaban ƙungiyar sojan ya so yă tabbatar da ainihin abin da ya sa Yahudawa suke zargin Bulus, sai ya sake shi ya kuwa umarci manyan firistoci da dukan Majalisar su taru. Sa’an nan ya kawo Bulus ya sa ya tsaya a gabansu.
କିନ୍ତୁ କାହିଁକି ସେ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ।