< Zabura 133 >
1 Waƙar haurawa. Ta Dawuda. Abu mai kyau ne, mai daɗi kuma sa’ad da’yan’uwa suna zaman lafiya!
ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!
2 Yana kamar mai mai darajar da aka zuba a kai, yana gangarawa a gemu, yana gangarawa a gemun Haruna, har zuwa wuyan rigunansa.
ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
3 Yana kamar raɓar Hermon da take zubowa a kan Dutsen Sihiyona. Gama a can Ubangiji ya tabbatar da albarkarsa, har ma rai na har abada.
ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।