< Zabura 134 >

1 Waƙar haurawa. Yabi Ubangiji, dukanku bayin Ubangiji waɗanda kuke hidima da dare a gidan Ubangiji.
ଆରୋହଣ ଗୀତ। ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
2 Ku tā da hannuwanku a cikin wurinsa mai tsarki ku kuma yabi Ubangiji.
ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
3 Bari Ubangiji, Mahaliccin sama da ƙasa, ya albarkace ku daga Sihiyona.
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।

< Zabura 134 >