< Filemon 1 >

1 Bulus, daurarren Yesu Almasihu, da kuma dan'uwa Timotawus zuwa ga Filimon, kaunataccen abokinmu da kuma abokin aikin mu,
ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଏବଂ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନଙ୍କୁ,
2 da Afiya yar'uwanmu da Arkifus abokin aikin mu a filin daga, da kuma Ikilisiyar da take taruwa a gidan ka:
ପୁଣି, ଭଉଣୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ-ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ;
3 Alheri da salama su kasance gare ka daga wurin Allah Ubanmu, da Ubangiji Yesu Almasihu.
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
4 Kowane lokaci ina gode wa Allah. Ina ambaton ku cikin addu'oi na.
ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ଓ ସମସ୍ତ ପବିତ୍ର ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ବିଷୟ ଶୁଣି
5 Na ji labarin kauna da bangaskiya da ka ke da ita a cikin Ubangiji Yesu da dukkan yan'uwa masu bi.
ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
6 Ina addu'a zumuntar bangaskiyarka ta inganta ga kawo sanin kowane kyakkyawan abu dake cikin mu a cikin Almasihu.
ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦିଆଯାଇଥିବା ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ।
7 Na yi farinciki kwarai, na kuma ta'azantu saboda kaunarka, saboda zukatan masu bi sun kwanta ta wurin ka, dan'uwa.
କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।
8 Saboda haka, ko da ya ke ina da gabagadi a cikin Almasihu domin in ba ka umarni ka yi abinda ya kamata ka yi,
ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,
9 duk da haka sabo da kauna, na fi so in roke ka- Ni, Bulus, dattijo, a yanzu kuma ga ni dan kurkuku domin Almasihu Yesu.
ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ,
10 Ina rokon ka saboda da na Onisimus, wanda na zama uba a gare shi sa'adda nake cikin sarkokina.
ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ଆତ୍ମିକ ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:
11 Domin a da kam, ba shi da amfani a wurin ka, amma yanzu yana da amfani a gare ka da kuma a gare ni.
ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି,
12 Na kuma aike shi wurinka, shi wanda ya ke a cikin zuciyata kwarai.
ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି।
13 Na so da na rike shi a wuri na, domin ya rika yi mini hidima a madadin ka, a lokacin da ni ke cikin sarkoki saboda bishara.
ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,
14 Amma ba na so in yi wani abu ba tare da sanin ka ba. Ba ni so nagarin aikinka ya zama na dole amma daga kyakkyawar nufi.
କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲା ପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ।
15 Watakila dalilin da yasa ya rabu da kai na dan lokaci ke nan, domin ka karbe shi kuma har abada. (aiōnios g166)
କାରଣ ହୋଇପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍‍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା; (aiōnios g166)
16 Daga yanzu ba za ya zama bawa ba kuma, amma fiye da bawa, wato kaunataccen dan'uwa. Shi kaunatacce ne musamman a gare ni, har fiye da haka ma a gare ka, a cikin jiki da kuma cikin Ubangiji.
ବିଶେଷ ଭାବରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ।
17 Idan ka maishe ni abokin hidima, ka karbe shi kamar yadda za ka karbe ni.
ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲା ପରି ତାହାକୁ ଗ୍ରହଣ କର।
18 Idan kuwa ya yi maka abinda ba daidai ba ko kuwa kana bin sa wani abu, ka dauka yana wurina.
ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ କିମ୍ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋʼ ହିସାବରେ ଲେଖିରଖ;
19 Ni, Bulus, na rubuta wannan da hannuna: zan biya ka. Ba kuwa cewa sai na gaya maka cewa ina bin ka bashin kanka ba.
ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।
20 I, dan'uwa, ka yi mani alheri cikin Ubangiji; ka ba zuciyata hutu a cikin Almasihu.
ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ।
21 Saboda Ina da tabbaci game da biyayyarka, na rubuta maka. Na san za ka yi fiye da abinda na roka.
ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତାʼ ଠାରୁ ଅଧିକ ମଧ୍ୟ କରିବ।
22 Harwayau, ka shirya mani masauki. Domin ina fata ta wurin adu'oinku, nan ba da dadewa ba za a maida ni wurin ku.
ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି।
23 Efafaras, abokina cikin Almasihu Yesu a kurkuku yana gaishe ka,
ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା
24 haka ma Markus da Aristarkus, da Dimas, da Luka abokan aikina.
ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
25 Bari Alherin Ubangiji Yesu Almasihu ya kasance da Ruhunka. Amin.
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।

< Filemon 1 >