< תהילים 117 >

הַֽלְלוּ אֶת־יְהֹוָה כׇּל־גּוֹיִם שַׁבְּחוּהוּ כׇּל־הָאֻמִּֽים׃ 1
ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
כִּי גָבַר עָלֵינוּ ׀ חַסְדּוֹ וֶאֱמֶת־יְהֹוָה לְעוֹלָם הַֽלְלוּ־יָֽהּ׃ 2
କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< תהילים 117 >