< מארק 2 >
כעבור ימים אחדים חזר ישוע לכפר־נחום, ומיד נפוצו שמועות על בואו בכל העיר. | 1 |
୧କେତେଦିନ୍ ଗାଲା ପଚେ ଜିସୁ ଆରି ତରେକ୍ କପର୍ନାଉମେ ବାଅଡ୍ଲାକେ, ସେ ଗରେ ଆଚେ ବଲି ଆଲା ଅଇଗାଲା ।
הבית שבו התארח התמלא במהרה עד אפס מקום. אפילו החצר הייתה מלאה אנשים, עד שלא היה מקום לאף אדם נוסף, וישוע לימד אותם את כתבי־הקודש. | 2 |
୨ସେ ଗରେ ଏତେମାଣ୍ଡ୍ ଲକ୍ ଜମ୍ଲାଇ ଜେ, ଦୁଆରେ ମିସା ଟାନ୍ ଦାରିନାପାର୍ଲା, ଆରି ଜିସୁ ସେମନର୍ ଲଗେ ପର୍ମେସରର୍ ବାକିଅ ସୁନାଇବାର୍ ଦାର୍ଲା ।
בין הקהל בחצר היו ארבעה אנשים שנשאו אדם משותק על אלונקה. | 3 |
୩ସେଡ୍କି ବେଲେ କେତେକ୍ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଦାରିଆଇଲାଇ । ତାକର୍ ବିତ୍ରେ ଅନି ଚାର୍ଲକ୍ ରଗିକେ ବଇରଇଲାଇ ।
בגלל הקהל הרב הם לא יכלו להיכנס לתוך הבית ולדבר עם ישוע. לכן הם טיפסו על הגג, הזיזו רעפים אחדים ממקומם והורידו את האלונקה אל אמצע החדר, אל המקום שבו עמד ישוע. | 4 |
୪ମାତର୍ ଲକ୍ମନ୍ ଚିପାଟେଲା ଅଇରଇଲାଇକେ, ତାକେ ଜିସୁର୍ ଲଗେ ନେଇ ନାପାର୍ଲାଇ । ନାପାରିକରି, ଜିସୁ ଜନ୍ଟାନେ ରଇଲା, ତେଇର୍ ଚାନି ବଡ୍ଟା କାଣାକରି, ରଗିକେ କଟ୍ ମିସ୍ତେ ତାର୍ ମୁଆଟେ ସିଦା ଉତ୍ରାଇଦେଲାଇ ।
כשראה ישוע את אמונתם, פנה אל האיש המשותק ואמר:”בני, נסלחו לך חטאיך!“ | 5 |
୫ଜିସୁ ସେମନର୍ ବିସ୍ବାସ୍ ଦେକି ଚେରେଙ୍ଗ୍ ରଗିକେ କଇଲା, “ବାବୁରେ ମୁଇ ତର୍ ପାପ୍ କେମା କରିଦେଲି ।”
היו כמה מורי הלכה שנכחו במקום, ואלה אמרו בלבם: | 6 |
୬ମାତର୍ ସେ ଗର୍ ବିତ୍ରେ କେତେଟା ସାସ୍ତର୍ ସିକାଇବା ଲକ୍ମନ୍ ବସି ନିଜର୍ ନିଜର୍ ମନ୍ ବିତ୍ରେ ବାବିଅଇତେରଇଲାଇ,
”מה הוא מגדף? למי הוא חושב את עצמו, לאלוהים? הרי רק אלוהים יכול לסלוח על חטאים!“ | 7 |
୭“ଏ ଲକ୍ ଚେରେଙ୍ଗ୍ ରଗିକେ ‘ତର୍ ପାପ୍ କେମା କରିଦେଲି ।’ ବଲି କେନ୍ତି କଇପାର୍ଲା? ଏ ପର୍ମେସର୍କେ ନିନ୍ଦା କର୍ସିଆଚେ, ସେ ଗଟେକ୍ ମାପ୍ରୁକେ ଚାଡିଦେଲେ, ଆରି କେ ମିସା ପାପ୍ କେମା କରି ପାରତ୍ କି?”
ישוע ידע את מחשבותיהם ולכן שאל:”מדוע דברי מטרידים אתכם? | 8 |
୮ସେଦାପ୍ରେ ଜିସୁ ସେମନ୍ ମନେ ମନେ ଏନ୍ତାରି ବାବିଅଇଲାଟା, ନିଜର୍ ଆତ୍ମାଇ ଜାନି ସେମନ୍କେ କଇଲା, “ତମେ କାଇକେ ନିଜର୍ ନିଜର୍ ମନେ ଏ ସବୁଜାକ ବାବିଅଇଲାସ୍ନି?
לי, המשיח, יש סמכות לסלוח חטאים עלי־אדמות. אני אוכיח לכם שאני לא רק מדבר, אלא גם עושה – מיד תראו כיצד אני מרפא את האיש הזה.“ | 9 |
୯କନ୍ଟା କର୍ବାଟା ସଅଜ୍ ଅଇଲାନି? ବାବୁରେ ‘ମୁଇ ତର୍ ପାପ୍ କେମା କରିଦେଲି ।’ ବଲି କଇବାଟା, କି ‘ଉଟ୍ ତର୍ କଟ୍ ବଇ ଇଣ୍ଡିଜା ।’ ବଲ୍ବାଟା?
୧୦ମାତର୍ ଗୁଲାଇ ଜଗତର୍ ପାପ୍ କେମା କର୍ବାକେ ପର୍ମେସର୍ ପାଟାଇଲା ନର୍ପିଲା ମର୍ ଅଦିକାର୍ ଆଚେ ବଲି ଏବେ ମୁଇ, ଏ ଲକ୍କେ ନିକ କରି ଦେକାଇବି ।” ସେ ଚେରେଙ୍ଗ୍ ରଗିକେ କଇଲା,
הוא פנה אל האיש המשותק ופקד עליו:”קום! קפל את האלונקה שלך ולך לביתך, כי נרפאת!“ | 11 |
୧୧“ମୁଇ ତକେ କଇଲିନି ଉଟ୍, ତର୍ କଟ୍ ବଇ, ନିଜର୍ ଗରେ ବାରିଜା ।”
האיש קפץ על רגליו, קיפל את האלונקה ופילס לו דרך בתוך הקהל הנדהם. כולם היללו את אלוהים מעומק לבם וקראו בפליאה:”אף פעם לא ראינו דבר כזה!“ | 12 |
୧୨ସେଦାପ୍ରେ ସେ ରଗି ଉଟି କଟ୍ ବଇକରି ସବୁ ଲକର୍ ଦେକ୍ତେ ବାରଇ ଗାଲା । ସେବେଲାଇ ସବୁଲକ୍ କାବା ଅଇ ପର୍ମେସରର୍ ମଇମା କରି କରି କଇଲାଇ, “ଆମେ ଏନ୍ତାରିଟା କେବେ ମିସା ଦେକି ନ ରଇଲୁ ।”
ישוע יצא שוב לחוף הים. אנשים רבים התאספו סביבו והוא לימד אותם. | 13 |
୧୩ସେ ଆରିତରେକ୍ ସମ୍ଦୁରର୍ କଣ୍ଡିବାଟେ ବାରଇଗାଲା । ବେସି ଲକ୍ମନ୍ ତାର୍ ଲଗେ ଆଇଲାକେ, ଜିସୁ ସେମନ୍କେ ସିକିଆ ଦେବାର୍ ଦାର୍ଲା ।
כאשר התהלך על החוף פגש את לוי, בנו של חלפי, יושב בבית־המכס.”בוא אתי, “הזמינו ישוע,”בוא והיה תלמיד שלי.“לוי עזב את בית־המכס והלך עם ישוע. | 14 |
୧୪ଆରି ସେ ଜାଉ ଜାଉ ଆଲ୍ପିଅର୍ ପଅ ଲେବିକେ ରମିୟ ସର୍କାରର୍ ପାଇ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସି ରଇବାଟା ଦେକି ତାକେ କଇଲା, “ମର୍ ସଙ୍ଗ୍ ଆଉ ।” ତେଇଅନି ସେ ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବାଟା ଚାଡି ଉଟିକରି ଜିସୁର୍ ସଙ୍ଗ୍ ଗାଲା ।
באותו ערב הזמין לוי לארוחה בביתו את גובי־המכס מהעבודה ואנשים רגילים מהרחוב, כדי שתהיה להם הזדמנות לפגוש את ישוע ותלמידיו (אנשים רבים רצו לפגוש את ישוע פנים אל פנים ולדבר איתו). | 15 |
୧୫ପଚେ ଜିସୁ ଲେବିର୍ ଗରେ ଜାଇ କାଇବା ବେଲେ ବେସି ସିସ୍ତୁମାଙ୍ଗ୍ବା ଲକ୍ ଆରି ଜନ୍ ଲକ୍ମନ୍କେ ପାପି ବଲି କଇତେରଇଲାଇ, ତାର୍ ସିସ୍ମନ୍ର୍ ସଙ୍ଗ୍ ମିସି କାଇତେରଇଲାଇ । କାଇକେବଇଲେ ଏନ୍ତାରି ବେସି ଲକ୍ ତାର୍ ସଙ୍ଗ୍ ଜାଇତେ ରଇଲାଇ ।
אחדים מהסופרים והפרושים ראו את ישוע אוכל בחברת אנשים בעלי שם רע.”כיצד הוא יכול לאכול עם האנשים האלה?“שאלו את תלמידיו. | 16 |
୧୬ଜିସୁ ପାପି ଆରି ସିସ୍ତୁମାଙ୍ଗୁମନର୍ ସଙ୍ଗ୍ କାଇଲାନି, ଏଟା ଦେକିକରି ପାରୁସି ଦଲର୍ ସାସ୍ତର୍ ସିକାଉମନ୍ ତାର୍ ସିସ୍ମନ୍କେ କଇବାର୍ ଦାର୍ଲାଇ, “ସେ କାଇକେ ସିସ୍ତୁମାଙ୍ଗୁମନର୍ ଆରି ପାପିମନର୍ ସଙ୍ଗ୍ କାଇଲାନି?”
ישוע שמע את שאלתם והשיב:”החולים זקוקים לרופא ולא הבריאים. לא באתי לקרוא לצדיקים לחזור בתשובה, כי אם לחוטאים.“ | 17 |
୧୭ସେଟା ସୁନି ଜିସୁ ସାସ୍ତର୍ ସିକାଉମନ୍କେ କଇଲା, “ନିମାନ୍ ଲକ୍ମନର୍ପାଇ ଡାକ୍ଦରର୍ ଲଡା ନାଇ, ମାତର୍ ନିମାନ୍ ନ ରଇଲା ଲକ୍ମନ୍କେ ଲଡା ଆଚେ । ଜେ ନିଜେ ‘ମୁଇ ଦରମ୍ ଲକ୍ ।’ ବଲି ବାବିଅଇବା ଲକର୍ପାଇ ମୁଇ ଆସିନାଇ, ମାତର୍ ପାପିମନ୍କେ ପାପ୍ଟାନେଅନି ବାଉଡାଇବାକେ ଆସିଆଚି ।”
תלמידי יוחנן ותלמידי הפרושים נהגו לצום, כנהוג במסורת היהודית. יום אחד באו מספר אנשים אל ישוע ושאלו אותו מדוע תלמידיו אינם צמים כמו כולם. | 18 |
୧୮ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଆରି ପାରୁସିମନ୍ ଉପାସ୍ କର୍ତେ ରଇଲାଇ । ସେବେଲାଇ କେତେଲକ୍ ଆସି ଜିସୁକେ କଇଲାଇ, “ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଆରି ପାରୁସିମନର୍ ସିସ୍ମନ୍ ଉପାସ୍ କର୍ବାଇ, ମାତର୍ ତର୍ ସିସ୍ମନ୍ କାଇକେ ଉପାସ୍ ନ କରତ୍?”
השיב להם ישוע:”האם ייתכן שידידי החתן יסרבו לאכול במסיבת חתונתו? האם ייתכן שיתאבלו בזמן שהחתן נמצא אתם? | 19 |
୧୯ଜିସୁ ସେମନ୍କେ କଇଲା, “ବଜିଟାନେ ବିବା ଦାଙ୍ଗ୍ଡା ରଇବା ଜାକ ବିବା ଦାଙ୍ଗ୍ଡାର୍ ସଙ୍ଗ୍ ରଇବା ଦାଙ୍ଗ୍ଡାମନ୍ ଉପାସେ ରଇବାଇ କି? ନାଇ ନ ରଅତ୍ । ବିବା ଦାଙ୍ଗ୍ଡା ଜେଡେବେଲାଜାକ ରଇସି, ସେ ବେଲାଜାକ ସେମନ୍ ଉପାସେ ନ ରଅତ୍ ।
אולם יבוא יום שהחתן יילקח מהם, ואז הם יצומו. | 20 |
୨୦ମାତର୍ ବେଲା ଆଇସି, ଜେଡେବେଲେ ଲକ୍ମନ୍ ଆସି ତାକର୍ ଲଗେ ଅନି ବିବା ଦାଙ୍ଗ୍ଡାକେ ଦାରିଜିବାଇ, ସେଦିନେ ସେମନ୍ ଉପାସ୍ କର୍ବାଇ ।
למה הדבר הזה דומה? לאדם התופר טלאי מבד חדש על בגד ישן ובלה; מה יקרה? הטלאי מהבד החדש יינתק ויגדיל את החור בבגד. | 21 |
୨୧“କେ ନୁଆ ଲୁଗାର୍ ଗର୍ଣ୍ଡା ପୁର୍ନା ଲୁଗାଇ ନ ସିଲାଏ, ସିଲାଇଲେ ନୁଆ ଗର୍ଣ୍ଡା ପୁର୍ନା ଲୁଗାକେ ଅଦିକ୍ ଚିରି ପାକାଇସି, ଆରି ଅଦିକ୍ ବଡ୍ଟା କାଣା କରିଦେଇସି ।
הדבר דומה גם לאדם הממלא יין חדש בתוך חביות רקובות. הרי היין יבקע את החביות ויישפך החוצה. יין חדש יש לשמור בחביות חדשות.“ | 22 |
୨୨ଆରି କେ ନୁଆ ଅଙ୍ଗୁର୍ ରସ୍ ପୁର୍ନା ଚାମ୍ ସଙ୍ଗ୍ ତିଆର୍ କଲା ମୁନାଇ ନ ସଙ୍ଗଅତ୍, ସଙ୍ଗଇଲେ ସେ ଅଙ୍ଗୁର୍ ରସ୍ ଆରି ଚାମ୍ ମୁନା ନସିଜାଇସି । ନାଇ ନୁଆ ଅଙ୍ଗୁର୍ ରସ୍ ନୁଆ ଚାମ୍ ମୁନାଇ ସଙ୍ଗଇବାର୍ ଆଚେ ।”
באחת השבתות הלכו ישוע ותלמידיו דרך שדה תבואה, והתלמידים קטפו שיבולים ואכלו את הגרעינים. | 23 |
୨୩ଜିସୁ ତରେକ୍ ବିସ୍ରାମ୍ବାରେ ତାସ୍ ରଇବା କେତ୍ ବାଟେ ଜାଇତେ ରଇଲା, ଆରି ଜିବାବେଲେ ତାର୍ ସିସ୍ମନ୍ ଦାନ୍ କେଡ୍ ଚିଡାଇତେ ଗାଲାଇ ।
”ראה מה הם עושים!“התנפלו הפרושים על ישוע.”מדוע הם קוטפים שיבולים בשבת? הלא הם עוברים על חוקי התורה ומחללים את השבת!“ | 24 |
୨୪ସେ ଜାଗାଇ ରଇବା ପାରୁସିମନ୍ ଜିସୁକେ କଇଲାଇ, “ଦେକ୍ ବିସ୍ରାମ୍ବାରେ ଜନ୍ଟା କର୍ବାର୍ ଆମର୍ ବିଦି ନଏଁ । ତର୍ ସିସ୍ମନ୍ କାଇକେ ସେଟା କଲାଇନି?”
”האם מעולם לא קראתם מה עשה דוד המלך?“השיב להם ישוע.”כאשר דוד המלך ואנשיו היו רעבים הם נכנסו לאוהל מועד – בימי אביתר הכוהן – ואכלו את לחם הפנים שהיה מיועד לכוהנים בלבד. הלא גם זה היה בניגוד לחוקי התורה. | 25 |
୨୫ଜିସୁ ସେମନ୍କେ କଇଲା, “ଆମର୍ ଡାକ୍ପୁଟା ଆନିଦାଦି ଦାଉଦର୍ ଅବାବ୍ ବେଲେ, ସେ ଆରି ତାର୍ ସଙ୍ଗ୍ର୍ ଲକ୍ମନ୍ ବୁକେ ରଇଲାଇ, ସେଡ୍କିବେଲେ ସେ କାଇଟା କରି ରଇଲା, ସେଟା କାଇ ତମେ କେବେ ପଡାସ୍ ନାଇ କି?
୨୬ବଡ୍ ପୁଜାରି ଅବିୟାତର୍ ବେଲେ ସେ କେନ୍ତି ପର୍ମେସରର୍ ମନ୍ଦିରେ ପୁରିକରି ମାପ୍ରୁକେ ସର୍ପିଦେଲା ଜନ୍ ଦର୍ସନି ରୁଟି, ପୁଜାରିମନ୍କେ ଚାଡିଦେଲେ ଆରି କେ ମିସା କାଇବାର୍ ବିଦି ନଏଁ, ସେଟା ସେ କାଇଲା, ଆରି ସେ ରୁଟି ନିଜର୍ ସଙ୍ଗର୍ ଲକ୍ମନ୍କେ ମିସା ବାଟାକରି ଦେଇରଇଲା ।”
דעו לכם כי השבת ניתנה למען בני־האדם, ולא בני־האדם למען השבת. | 27 |
୨୭ଜିସୁ ସେମନ୍କେ କଇଲା, “ବିସ୍ରାମ୍ବାର୍ ଲକ୍ମନର୍ ସାଇଜର୍ପାଇ ଅଇଲା ଆଚେ, ସେଟା ଲକ୍ମନ୍କେ ବିଜାର୍ କର୍ବାକେ ଅଏନାଇ ।
ובן האדם הוא אדון השבת.“ | 28 |
୨୮ତେବର୍ପାଇ ପର୍ମେସର୍ ପାଟାଇଲା ନର୍ପିଲା ମୁଇ ବିସ୍ରାମ୍ବାରେ ଲକ୍ମନ୍ କାଇଟା କର୍ବାର୍ ଆଚେ, କାଇଟା କର୍ବାର୍ ନାଇ, ସେଟା କଇବାର୍ ମର୍ ଅଦିକାର୍ ଆଚେ ।”