< תהילים 133 >
שיר המעלות לדוד הנה מה טוב ומה נעים שבת אחים גם יחד׃ | 1 |
ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!
כשמן הטוב על הראש ירד על הזקן זקן אהרן שירד על פי מדותיו׃ | 2 |
ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
כטל חרמון שירד על הררי ציון כי שם צוה יהוה את הברכה חיים עד העולם׃ | 3 |
ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।