< 1 कुरिन्थियों 10 >
1 प्रिय भाई बहनो, मैं नहीं चाहता कि तुम इस बात से अनजान रहो कि हमारे सारे पूर्वज बादल की छाया में यात्रा करते रहे, और सभी ने समुद्र पार किया.
୧ଏ ମର୍ ବାଇବଇନିମନ୍, ଆମର୍ ଆନିଦାଦିମନ୍, ଜନ୍ ଲକ୍ମନ୍ ମସାର୍ ବାଟେ ଜାଇତେରଇଲାଇ, ସେମନ୍କେ କାଇଟା ଅଇଲା ଏତାଇ ଦେକା । ସେମନ୍ ସବୁ ଲକ୍ ବାଦଲ୍ ତଲେ ରଇ ରକିଆ ପାଇତେରଇଲାଇ । ଆରି ରଙ୍ଗ୍ ସମ୍ଦୁରେ ନ ବୁଡ୍ତେ ଇଣ୍ଡି ଇଣ୍ଡି ଲଙ୍ଗ୍ଲାଇ ।
2 उन सभी का मोशेह में, बादल में और समुद्र में बपतिस्मा हुआ.
୨ସେମନ୍ ସବୁ ବାଦ୍ଲେ ଆରି ସମ୍ଦୁରେ ଡୁବନ୍ ନେଲାଇ । ମସାର୍ ସିସ୍ମନ୍ ବଲି ସେମନ୍କେ ଗଟେକ୍ ଚିନ୍ ରଇଲା ।
3 सबने एक ही आत्मिक भोजन किया,
୩ଆରି ସବୁଲକ୍ ପର୍ମେସର୍ ଜାଗାଇ ରଇବା କାଦି କାଇଲାଇ,
4 सबने एक ही आत्मिक जल पिया क्योंकि वे सब एक ही आत्मिक चट्टान में से पिया करते थे, जो उनके साथ साथ चलती थी और वह चट्टान थे मसीह.
୪ଆରି ସେ ପାକ୍ନାଇ ଅନି ଆଇବା ପାନି କାଇଲାଇ । ସେ ପାକ୍ନା ଅଇଲାନି କିରିସ୍ଟ ।
5 यह सब होने पर भी परमेश्वर उनमें से बहुतों से संतुष्ट न थे इसलिये बंजर भूमि में ही उनके प्राण ले लिए गए.
୫ଏଲେମିସା ସେମନର୍ ବିତ୍ରେ ଅନି ବେସି ଲକ୍କେ ପର୍ମେସରର୍ ସାର୍ଦା ନ ରଇଲା । ସେଟାର୍ ପାଇ ସେମନ୍ ମରୁବାଲି ବୁଏଁ ମଲାଇ ।
6 ये सभी घटनाएं हमारे लिए चेतावनी थी कि हम बुराई की लालसा न करें, जैसे हमारे पूर्वजों ने की थी.
୬ସେମନ୍ ଜନ୍ ରକାମ୍ ଆସାର୍ ବିସଇର୍ ପାଇ ଲାଲ୍ସା ଅଇ ରଇଲାଇ, ଆମେ ମିସା ସେ ରକାମ୍ ଲାଲ୍ସା ନ ଅଉଁ । ସେଟାର୍ପାଇ ଏ ସବୁ ଗଟ୍ଲା ବିସଇ ଆମର୍ପାଇ ଲେକାଅଇଆଚେ ।
7 न ही तुम मूर्तिपूजक बनो, जैसे उनमें से कुछ थे, जैसा पवित्र शास्त्र का लेख है: वे खाने-पीने बैठ गए और खड़े होकर रंगरेलियां मनाने लगे.
୭ଜେନ୍ତିକି ସେମନର୍ ବିତ୍ରେ ଅନି କେତେଲକ୍ ପୁତ୍ଲା ପୁଜା କର୍ବାର୍ ଦାର୍ଲାଇ, ତମେ ସେନ୍ତାରି ପୁତ୍ଲା ପୁଜା କର୍ବାଟା, ଆରାମ୍ କରା ନାଇ । ସାସ୍ତରେ ଲେକା ଅଇଆଚେ, ଜେନ୍ତିକି ଲକ୍ମନ୍ ପୁଜାକଲାଟା କାଇବାକେ ବସିରଇଲାଇ ଆରି ମଦ୍ କାଇକରି ବେବିଚାର୍ କର୍ବାର୍ ଦାର୍ଲାଇ ।
8 हम वेश्यागामी में लीन न हों, जैसे उनमें से कुछ हो गए थे और परिणामस्वरूप, एक ही दिन में तेईस हज़ार की मृत्यु हो गई.
୮ଜେନ୍ତିକି ସେମନର୍ ବିତ୍ରେ କେତେଲକ୍ ବେସିଆ କାମ୍କରି ଗଟେକ୍ ଦିନେ କଡେ ତିନ୍ ଅଜାର୍ ଲକ୍ ପର୍ମେସରର୍ ଡଣ୍ଡ୍ ପାଇକରି ମରିଗାଲାଇ । ସେନ୍ତାରି ଆମେ ବେସିଆ କାମ୍ ନ କରୁ ।
9 न हम मसीह को परखें, जैसे उनमें से कुछ ने किया और सांपों के डसने से उनका नाश हो गया.
୯ସେନ୍ତିସେ ସେମନର୍ ବିତ୍ରେ କେତେଲକ୍ ମାପ୍ରୁକେ ପରିକା କଲାଇ ଆରି ବିସ୍ ରଇବା ସାଁପ୍ ଟକାଇ ଅଇକରି ମଲାଇ । ସେନ୍ତାରି ଆମେ ମାପ୍ରୁକେ ପରିକା ନ କରୁ ।
10 न ही तुम कुड़कुड़ाओ, जैसा उनमें से कुछ ने किया और नाश करनेवाले द्वारा नाश किए गए.
୧୦ସେମନ୍ ଜେନ୍ତିକି ପର୍ମେସରର୍ ବିରୁଦେ ତାକର୍ ତାକର୍ ବିତ୍ରେ ଦଦାପେଲା ଅଇକରି, କୁରୁପ୍ ନାସ୍ କର୍ବା ଦୁତର୍ଲାଗି ମରିଆଜିଗାଲାଇ । ତମେ ସେନ୍ତାରି ଦଦାପେଲା ଉଆନାଇ ।
11 उनके साथ घटी हुई ये घटनाएं चिन्ह थी, जो हमारे लिए चेतावनी के रूप में लिखी गई क्योंकि हम उस युग में हैं, जो अंत के पास है. (aiōn )
୧୧ସବୁ ଲକର୍ପାଇ ଏ ସବୁ ଗଟ୍ନା ଗଟ୍ଲା । ଆରି ଆମ୍କେ ଚେତ୍ନା ପାଇବାକେ ସେଟା ସବୁ ଲେକାଅଇଆଚେ । କାଇକେବଇଲେ ଏ ଜଗତର୍ ସାରାସାରି ବେଲା ଆସି କେଟ୍ଲା ଆଚେ । (aiōn )
12 इसलिये वह, जो यह समझता है कि वह स्थिर है, सावधान रहे कि कहीं गिर न पड़े.
୧୨ସେଟାର୍ପାଇ ଜେ ମୁଇ ନିଜେ ଡାଟ୍ ଆଚି ବଲି ମନେ ମନେ ଏତାଇସି, ସେ ବିସ୍ବାସେ ଅନି ବିନ୍ବାଟେ ନ ଜାଆ, ସେଟାର୍ପାଇ ଜାଗ୍ରତ୍ ରୁଆ ।
13 कोई ऐसी परीक्षा तुम पर नहीं आई, जो सभी के लिए सामान्य न हो. परमेश्वर विश्वासयोग्य हैं. वह तुम्हें किसी ऐसी परीक्षा में नहीं पड़ने देंगे, जो तुम्हारी क्षमता के परे हो परंतु वह परीक्षा के साथ उपाय भी करेंगे कि तुम स्थिर रह सको.
୧୩ଆମ୍କେ ପରିକା ଜାଇ ପରିକା ଆଇସି, ସେଟା ନୁଆ ବିସଇ ନଏଁ । କାଇକେବଇଲେ ସବୁବେଲେ ଏନ୍ତାରି ଲକ୍ମନ୍କେ ପରିକା ଆଇତେରଇସି । ମାତର୍ ପର୍ମେସର୍ ତାର୍ କାତାଇ ଡାଟ୍ ଆଚେ । ଆମ୍କେ ମୁର୍ଚି ନାପାର୍ଲା ପାରା ପରିକା ଅଇବାକେ ସେ ନ ଦେଏ । ପରିକା ଆଇବାବେଲେ ସେ ଆମ୍କେ ବପୁ ମିସା ଦେଇସି ଆରି ତେଇ ଅନି ରକିଆ ପାଇବା ବାଟ୍ ଦେକାଇସି ।
14 इसलिये प्रिय भाई बहनो, मूर्ति पूजा से दूर भागो.
୧୪ସେଟାର୍ ପାଇ ଏ ମର୍ ଆଲାଦର୍ ବାଇବଇନିମନ୍, ପୁତ୍ଲା ପୁଜା କର୍ବା ଟାନେଅନି ଦୁରିକେ ଉଟିଜା ।
15 यह मैं तुम्हें बुद्धिमान मानते हुए कह रहा हूं: मैं जो कह रहा हूं उसको परखो.
୧୫ମୁଇ ବୁଦି ରଇଲା ଲକ୍ମନ୍କେ କଇଲା ପାରା କଇଲିନି। ମୁଇ କାଇଟା କଇଲିନି ସେଟା ତମେ ବିଚାର୍ କରା ।
16 वह धन्यवाद का प्याला, जिसे हम धन्यवाद करते हैं, क्या मसीह के लहू में हमारी सहभागिता नहीं? वह रोटी, जो हम आपस में बांटते हैं, क्या मसीह के शरीर में हमारी सहभागिता नहीं?
୧୬ଜେଡେବେଲେ ଆମେ ମାପ୍ରୁର୍ କାଦିର୍ପାଇ ରୁଣ୍ଡ୍ବୁ, ଜନ୍ ମୁତାଇଅନି ଆମେ କାଇବୁ, ସେ ମୁତାର୍ପାଇ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । ସେ ମୁତାଇଅନି କାଇଲାବେଲେ ଆମେ କିରିସ୍ଟର୍ ବନିତେଇ ମିସ୍ଲୁନି । ଜନ୍ ରୁଟିଆମେ ବାଙ୍ଗାଇବୁ, ସେଟା କାଇଲାବେଲେ କିରିସ୍ଟର୍ ଗାଗ୍ଡେ ମିସ୍ଲୁନି ।
17 एक रोटी में हमारी सहभागिता हमारे अनेक होने पर भी हमारे एक शरीर होने का प्रतीक है.
୧୭କାଇକେବଇଲେ ରୁଟି ଗଟେକ୍ ଅଇଲେ ମିସା ଆମେ ବୁତେକ୍ ଲକ୍ ଆଚୁ । ସେ ଗଟେକ୍ ରୁଟି ଆମେ ମିସିକରି କାଇବାବେଲେ ଗଟେକ୍ ଗାଗଡ୍ ଅଇଗାଲୁନି ।
18 इस्राएलियों के विषय में सोचो, जो वेदी पर चढ़ाई हुई बलि खाते हैं, क्या इसके द्वारा वे एक नहीं हो जाते?
୧୮ଜିଉଦି ମନର୍ ବିସଇ ବାବିଦେକା । ଜନ୍ ଲକ୍ମନ୍ ପୁଜାକଲା ମାଉଁସ୍ କାଇଲାଇନି, ସେମନ୍ କାଇ ବେଦିଲଗେ ଉପାସନା କଲାବେଲେ ନ ମିସତ୍?
19 क्या है मेरे कहने का मतलब? क्या मूर्ति को चढ़ाई हुई वस्तु का कोई महत्व है या उस मूर्ति का कोई महत्व है?
୧୯ଏଟାର୍ପାଇ ମୁଇ କଇଲିନି ଜେ, ଦେବ୍ତାମନର୍ ବଲି କଲା ପର୍ସାଦ୍ କାଇଟା ନାଇ କି ପୁତ୍ଲା ବଲି କାଇଟା ନାଇ ।
20 बिलकुल नहीं! मेरी मान्यता तो यह है कि जो वस्तुएं गैर-यहूदी चढ़ाते हैं, वे उन्हें दुष्टात्माओं को चढ़ाते हैं—परमेश्वर को नहीं.
୨୦ପୁତ୍ଲାକେ ପୁଜା କରୁମନ୍ ସେମନ୍ ଜନ୍ ଜନ୍ଟା ବଲି ଇସାବେ ସର୍ପି ଦେଲାଇନି, ସେସବୁ ପର୍ମେସର୍କେ ନ ସର୍ପାଇ କରି ଡୁମାମନ୍କେ ସରପ୍ଲାଇନି । ସେଟାର୍ପାଇ, ତମେ ଡୁମାମନର୍ ପୁଜାଟାନେ ମିସା ନାଇ ।
21 यह हो ही नहीं सकता कि तुम प्रभु के प्याले में से पियो और दुष्टात्माओं के प्याले में से भी; इसी प्रकार यह भी नहीं हो सकता कि तुम प्रभु की मेज़ में सहभागी हो और दुष्टात्माओं की मेज़ में भी.
୨୧ତମେ ଜଦି ମାପ୍ରୁର୍ କାଦିଟାନେ ମିସିଆଚାସ୍, ସେନ୍ତାର୍ଆଲେ ଡୁମାମନ୍କେ ପୁଜିରଇବା କାଦି ତମେ କାଇବାର୍ ନାଇ ।
22 क्या हम प्रभु में जलन पैदा करने का दुस्साहस कर रहे हैं? क्या हम प्रभु से अधिक शक्तिशाली हैं?
୨୨ଜଦି ମାପ୍ରୁ ଆମର୍ ଉପ୍ରେ ରିସା ଅଇଲେ, ତାର୍ ଡଣ୍ଡେଅନି ଆମେ ରକିଆ ପାଇ ନାପାରୁ । କାଇ ମାପ୍ରୁର୍ ଟାନେଅନି ଆମେ ଅଦିକ୍ ବପୁ ଆଚୁକି?
23 उचित तो सभी कुछ है किंतु सभी कुछ लाभदायक नहीं. उचित तो सभी कुछ है किंतु सभी कुछ उन्नति के लिए नहीं.
୨୩ସବୁ ବିସଇ କର୍ବାକେ ଆମର୍ ଅଦିକାର୍ ଆଚେ, ସେନ୍ତି ସେମନ୍ କଇବାଇ, ସେଟା ସତ୍ । ମାତର୍ ମୁଇ କଇଲିନି ସବୁ ବିସଇ ଆମ୍କେ ସାଇଜ ନ କରେ ।
24 तुममें से प्रत्येक अपने भले का ही नहीं परंतु दूसरे के भले का भी ध्यान रखे.
୨୪କେ ମିସା ଅବ୍କା ନିଜର୍ ପାଇ କାଇଟା ନିକ ଅଇସି ବଲି ଚିନ୍ତା ନ କରି, ନିଜର୍ ବାଇମନର୍ ମଙ୍ଗଲ୍ ବିସଇ ମିସା ଚିନ୍ତା କରା ।
25 अपनी अंतरात्मा की भलाई के लिए बिना कोई प्रश्न किए मांस विक्रेताओं के यहां से जो कुछ उपलब्ध हो, वह खा लो,
୨୫ଆଟେ ବିକ୍ରି ଅଇବା ଜନ୍ ମାଉଁସ୍ ମିସା କାଇବାର୍ ତମର୍ ଅଦିକାର୍ ଆଚେ, ତମର୍ ବିବେକର୍ ପାଇ ଏଟା ପୁଜା କଲାଟା କି ନାଇ? ବଲି ନ ପାଚାରି କାଇଦିଆସ୍ ।
26 क्योंकि पृथ्वी और पृथ्वी में जो कुछ भी है सभी कुछ प्रभु का ही है.
୨୬ଜେନ୍ତିକି ସାସ୍ତରେ ଲେକା ଅଇଲାପାରା ଏ ଗୁଲାଇ ଜଗତେ ରଇବାଟା ମାପ୍ରୁର୍ଟା ।
27 यदि किसी अविश्वासी के आमंत्रण पर उसके यहां भोजन के लिए जाना ज़रूरी हो जाए तो अपनी अंतरात्मा की भलाई के लिए, बिना कोई भी प्रश्न किए वह खा लो, जो तुम्हें परोसा जाए.
୨୭ଜଦି ବିସ୍ବାସ୍ ନ କଲା ଗଟେକ୍ ଲକ୍ ତମ୍କେ ତାର୍ ଗରେ କାଇବାକେ ଡାକ୍ଲେ, ତମେ ଜିବାକେ ମନ୍ କର୍ସା ବଇଲେ ତେଇ ତମ୍କେ ଜାଇଟା ଦେଲେ ମିସା ସେଟା କାଇଦିଆସ୍ । ମାତର୍ ତମର୍ ବିବେକର୍ ଲାଗି ଏଟା ପୁଜାକଲାଟା କି ନାଇ? ବଲି ପାଚାରା ନାଇ ।
28 किंतु यदि कोई तुम्हें यह बताए, “यह मूर्तियों को भेंट बलि है,” तो उसे न खाना—उसकी भलाई के लिए, जिसने तुम्हें यह बताया है तथा विवेक की भलाई के लिए.
୨୮ମାତର୍ କେମିସା ତମ୍କେ ଏ କାଦି ପୁଜା କଲାଟା । ବଲି କଇଲେ, ସେଟା ନିଚା । ଜେନ୍ତିକି ସେ କଇଲାର୍ପାଇ ଆରି ତମର୍ ବିବେକର୍ପାଇ ସେଟା କାଆ ନାଇ ।
29 मेरा मतलब तुम्हारे अपने विवेक से नहीं परंतु उस अन्य व्यक्ति के विवेक से है—मेरी स्वतंत्रता भला क्यों किसी दूसरे के विवेक द्वारा नापी जाए?
୨୯ସେଟା ତର୍ ବିବେକର୍ ପାଇ ନାଇ, ସେଟା କଇଲା ଲକର୍ ବିବେକର୍ ପାଇ । ବାଦିଅରେ କେ ମିସା ପାଚାରି ପାରତ୍, ଜଦି ଆମର୍ ମନ୍ କଲା ଇସାବେ କାଇଟା ମିସା କର୍ବାକେ ଅଦିକାର୍ ଆଚେ, ବିନ୍ ଲକର୍ ବିବେକର୍ ଲାଗି ମୁଇ କାଇକେ ନ କାଇ?
30 यदि मैं धन्यवाद देकर भोजन में शामिल होता हूं तो उसके लिए मुझ पर दोष क्यों लगाया जाता है, जिसके लिए मैंने परमेश्वर के प्रति धन्यवाद प्रकट किया?
୩୦ସେ କଇସି, “ଜଦି ମୁଇ ପର୍ମେସର୍କେ ଦନିଅବାଦ୍ ଦେଇ କାଇବି, ତେବେ ମର୍ ସଙ୍ଗର୍ ବିସ୍ବାସିମନ୍ ମକେ କାଇକେ ନିନ୍ଦା ଦେବାର୍ ଆଚେ?”
31 इसलिये तुम चाहे जो कुछ करो, चाहे जो कुछ खाओ या पियो, वह परमेश्वर की महिमा के लिए हो.
୩୧ତେବର୍ପାଇ ବାତ୍ କା, କି ପାନି କା, କି ଜାଇଟା ମିସା କରା, ପର୍ମେସର୍ ଡାକ୍ପୁଟା ପାଇବାକେ ସବୁ କରା ।
32 तुम न यहूदियों के लिए ठोकर का कारण बनो, न यूनानियों के लिए और न ही परमेश्वर की कलीसिया के लिए;
୩୨ଜିଉଦି ଅ କି ଜିଉଦି ନ ଅଇଲା ଲକ୍ ଅ କି ତମର୍ ସଙ୍ଗର୍ ପର୍ମେସରର୍ ମଣ୍ଡଲିର୍ ବିସ୍ବାସି ଅ, କାକେ ମିସା ତମର୍ ଚଲାଚଲ୍ତି ଦେକି ନିନ୍ଦା ପାଇବାକେ ଦିଆସ୍ନାଇ ।
33 ठीक जिस प्रकार मैं भी सबको सब प्रकार से प्रसन्न रखता हूं और मैं अपने भले का नहीं परंतु दूसरों के भले का ध्यान रखता हूं कि उन्हें उद्धार प्राप्त हो.
୩୩ତମେ ମର୍ପାରା ଚଲାଚଲ୍ତି କରା, ମୁଇ ସବୁଲକର୍ ମଙ୍ଗଲ୍ ଅ ବଲି ଚେସ୍ଟା କଲିନି । ମୁଇ ମର୍ ନିଜର୍ ମଙ୍ଗଲ୍ ଅ, ବଲି ଚିନ୍ତା କରିନାଇ, ମାତର୍ ସବୁଲକର୍ ମଙ୍ଗଲ୍ ଅ ବଲି ଚିନ୍ତା କଲିନି । ଜେନ୍ତିକି ସେମନ୍ ସବୁଲକ୍ ରକିଆ ପାଇବାଇ ।