< 2 कुरिन्थियों 3 >
1 क्या हमने दोबारा अपनी आत्मप्रशंसा करनी शुरू कर दी? या कुछ अन्य व्यक्तियों के समान हमें भी तुमसे या तुम्हारे लिए सिफारिश के पत्रों की ज़रूरत है?
୧ଆମେ ଆରିତରେକ୍ ନିଜ୍କେ ଉପର୍କେ ଉଟାଇବା କାତା କଇଲୁନି ବଲି ତମେ କୁଆ ନାଇ । ଆମେ ତେଇ ରଇବା କେତେଟା ଦରମ୍ ଗୁରୁମନର୍ ପାରା ନାଇ । ବିନ୍ ଲକର୍ ତେଇଅନି ଏ ଲକ୍ ନିକଟା ବଲି ଚିଟି ଆନ୍ଲେ, ତମେ ସେମନ୍କେ ଡାକି ନେଇସା, ଆରି ତମର୍ ଜାଗା ଚାଡିକରି ଗାଲେ, ଏ ଲକ୍ ନିକଟା ବଲିକରି ତମର୍ଟାନେଅନି ଏମନ୍ ଚିଟି ମାଙ୍ଗ୍ବାଇ । ଆମ୍କେ ସେନ୍ତାରି ଚିଟି ଦର୍କାର୍ ନାଇ ।
2 हमारे पत्र तो तुम स्वयं हो—हमारे हृदयों पर लिखे हुए—जो सबके द्वारा पहचाने तथा पढ़े जा सकते हो.
୨ତମେସେ ଆମର୍ ମନ୍ ବିତ୍ରେ ଲେକିଅଇ ରଇବା ଚିଟି । ସବୁ ଲକ୍ ତମ୍କେ ଦେକ୍ବାଇ ଆରି ତମର୍ ଚଲାଚଲ୍ତି ଜାନ୍ବାଇ ।
3 यह साफ़ ही है कि मसीह का पत्र तुम हो—हमारी सेवकाई का परिणाम—जिसे स्याही से नहीं परंतु जीवित परमेश्वर के आत्मा से पत्थर की पटिया पर नहीं परंतु मनुष्य के हृदय की पटिया पर लिखा गया है.
୩କିରିସ୍ଟ ଆମ୍କେ ଏ ଚିଟି ଲେକ୍ଲା ଆଚେ । ଏଟା ସିରା ସଙ୍ଗ୍ ଲେକା ଅଏନାଇ, ମାତର୍ ଜିବନ୍ ରଇବା ପର୍ମେସରର୍ ଆତ୍ମା ସଙ୍ଗ୍ ଲେକାଅଇଆଚେ । ଏଟା ପାକ୍ନାଇ ଲେକା ନ ଅଇକରି ଲକ୍ମନର୍ ମନ୍ବିତ୍ରେ ଲେକାଅଇଆଚେ ।
4 हमें मसीह के द्वारा परमेश्वर में ऐसा ही विश्वास है.
୪ଆରି କିସ୍ଟର୍ ଲାଗି ପର୍ମେସର୍କେ ଆସା କରି ଆମେ ସାଆସ୍ ସଙ୍ଗ୍ କଇପାର୍ଲୁନି ।
5 स्थिति यह नहीं कि हम यह दावा करें कि हम अपने आप में कुछ कर सकने के योग्य हैं—परमेश्वर हमारी योग्यता का स्रोत हैं,
୫ଏ କାମ୍ ଆମେ ନିଜର୍ ବପୁ ସଙ୍ଗ୍ କରି ପାର୍ବୁ ବଲି କଉନାଇ । ପର୍ମେସର୍ ଆକା ଆମ୍କେ ବପୁ ଦେଇସି ।
6 जिन्होंने हमें नई वाचा का काम करने योग्य सेवक बनाया. यह वाचा लिखी हुई व्यवस्था की नहीं परंतु आत्मा की है. लिखी हुई व्यवस्था मृत्यु को जन्म देती है मगर आत्मा जीवन देती है.
୬ସେ ତା ଆମ୍କେ ବପୁ ଦେଲାଆଚେ, ଜେନ୍ତିକି ଆମେ ତାର୍ ନୁଆ ରାଜିନାମା କଲାଟା ସବୁକେ ଜାନାଇ ପାର୍ବୁ । ସେଟା ଲେକ୍ଲା ନିୟମ୍ ନଏଁ, ମାତର୍ ତାର୍ ଆତ୍ମାଇ ଅନି ଅଇଲାଟା । ଲେକ୍ଲା ନିୟମ୍ ମରନ୍ ଆନ୍ସି, ମାତର୍ ପର୍ମେସରର୍ ଆତ୍ମା ନ ସାର୍ବା ଜିବନ୍ ଦେଇସି ।
7 यदि पत्थर की पटिया पर खोदे गए अक्षरों में अंकित मृत्यु की वाचा इतनी तेजोमय थी कि इस्राएल के वंशज मोशेह के मुख पर अपनी दृष्टि स्थिर रख पाने में असमर्थ थे—यद्यपि यह तेज धीरे धीरे कम होता जा रहा था.
୭ମସାର୍ ନିୟମ୍ ପର୍ତମେ ଚେପ୍ଟା ପାକ୍ନାଇ ଲେକା ଅଇରଇଲା ଆରି ସେ ନିୟମ୍ ଦେଲାବେଲେ ପର୍ମେସରର୍ ମଇମା ଡିସ୍ତେରଇଲା । ମସାର୍ ମୁଏ ରଇଲା ସେ ମଇମା ଉନା ଉନା ଅଇଜାଇତେରଇଲା । ଅଇଲେ ମିସା ତାର୍ ଉଜଲର୍ପାଇ ଇସ୍ରାଏଲର୍ ଲକ୍ମନ୍ ତାର୍ ମୁଏ ଆଁକି ସଙ୍ଗଇ ନାପାର୍ତେରଇଲାଇ । ଜଦି ପର୍ମେସର୍ ମରନ୍ ଆନ୍ବା ସେ ନିୟମ୍ ମଇମା ସଙ୍ଗ୍ ପାଟାଇରଇଲା,
8 तो फिर आत्मा की वाचा और कितनी अधिक तेजोमय न होगी?
୮ତେବେ ପର୍ମେସରର୍ ଆତ୍ମାଇ ଅନି ଆଇବା ନୁଆ ରାଜିନାମା ଆରି କେତେକ୍ ଅଦିକ୍ ମଇମାସଙ୍ଗ୍ ରଇସି ।
9 यदि दंड-आज्ञा की वाचा का प्रताप ऐसा है तो धार्मिकता की वाचा का प्रताप और कितना अधिक बढ़कर न होगा?
୯ଲକ୍ମନ୍ ଡଣ୍ଡ୍ ପାଇବାଇ ବଲି ଜାନାଇ ଅଇବା କାମ୍, ଜଦି ମଇମା ସଙ୍ଗ୍ ଆଇଲା, ତେବେ ଆମର୍ ସବୁ ପାପ୍ କେମା ଅଇଲାଆଚେ ବଲି ଜାନାଇବା ବାକିଅ କେତେକ୍ ଅଦିକ୍ ମଇମା ଅଇରଇସି?
10 सच तो यह है कि इस वर्तमान प्रताप के सामने वह पहले का प्रताप, प्रताप रह ही नहीं गया.
୧୦ପର୍ତୁମ୍ ନିୟମର୍ ମଇମା ବେସି ଉଜଲ୍ ରଇଲା, ମାତର୍ ଏବେ ନୁଆ ନିୟମର୍ ରାଜିନାମାର୍ ଲାଗି ପୁର୍ନା ନିୟମର୍ ମଇମା ଉନାଅଇଗାଲା ଆଚେ ।
11 यदि उसका तेज ऐसा था, जो लगातार कम हो रहा था, तो उसका तेज, जो हमेशा स्थिर है, और कितना अधिक बढ़कर न होगा!
୧୧ଜଦି ଆଗର୍ ପର୍ମାନ୍ ନିୟମ୍ ପାକାଇ କାତା ଦେଇରଇବାଟା ଚନେକର୍ପାଇ ଅଇଲେ ମିସା ମଇମାସଙ୍ଗ୍ ରଇଲା, ତେବେ ନୁଆ ପର୍ମାନ୍ ନିୟମ୍ ପାକାଇ ଦେଇରଇବାଟା, ଜନ୍ଟା କି କେବେ ନ ସାରେ, ସେଟା କେତେକ୍ ଅଦିକ୍ ମଇମା ସଙ୍ଗ୍ ରଇସି!
12 इसी आशा के कारण हमारी बातें बिना डर की है.
୧୨ଆମ୍କେ ଏ ଆସା ରଇଲାକେ, ଆମେ ବେସି ସାଆସ୍ ସଙ୍ଗ୍ ଆଚୁ ।
13 हम मोशेह के समान भी नहीं, जो अपना मुख इसलिये ढका रखते थे कि इस्राएल के लोग उस धीरे धीरे कम होते हुए तेज को न देख पाएं.
୧୩ଆମେ ମସାର୍ ପାରା ନାଇ, ସେ ମୁ ଡାବିଅଇ ରଇଲା । ଜେନ୍ତିକି, ଲିବି ଆଇତେରଇବା ଆରି ଇସ୍ରାଏଲର୍ ଲକ୍ମନ୍ ତେଇର୍ ମଇମା ଉନା ଅଇକରି ପୁରାପୁରୁନ୍ ଜିବାଟା ନ ଦେକତ୍ ।
14 वास्तव में इस्राएल के लोगों के मन मंद हो गए थे. पुराना नियम देने के अवसर पर आज भी वही पर्दा पड़ा रहता है क्योंकि यह पर्दा सिर्फ मसीह में हटाया जाता है.
୧୪ସେବେଲେ ଇସ୍ରାଏଲର୍ ଲକ୍ମନ୍ ନ ବୁଜ୍ତେରଇଲାଇ, ତାକର୍ ମନ୍ ଡାବ୍ଲା ପାରା ଅଇରଇଲା । ଆରି ସେମନ୍ ପୁର୍ନା ରାଜିନାମାର୍ ବଇମନ୍ ପଡ୍ଲାଇନି ଜେ ଏବ୍କେ ଜାକ ବୁଜତ୍ ନାଇ । ଜେଡେବେଲେ ଜାକ ସେମନ୍ କିରିସ୍ଟର୍ତେଇ ନ ମିସି ରଅତ୍, ସେ ବେଲା ଜାକ ତାକର୍ ମନର୍ ଡାବ୍ନା ନ ବେଟି ଅଏ ।
15 हां, आज भी जब कभी मोशेह का ग्रंथ पढ़ा जाता है, उनके हृदय पर पर्दा पड़ा रहता है.
୧୫ଏବେ ଜାକ ମିସା ସେମନ୍ ମସାର୍ ନିୟମ୍ ପଡ୍ବାବେଲେ, ତାକର୍ ମନ୍ ସେନ୍ତି ଡାବିସେ ଅଇରଇସି ।
16 यह पर्दा उस समय हटता है, जब कोई व्यक्ति प्रभु की ओर मन फिराता है.
୧୬ମାତର୍ ସାସ୍ତର୍ କଇଲାନି, “ଜଦି ଜେ ମାପ୍ରୁର୍ ବାଟେ ମନ୍ ବାଉଡାଇଲେ, ତାର୍ ମନେ ଡାବିଅଇ ରଇବାଟା ଉଗାଡି ଅଇସି ।”
17 यही प्रभु वह आत्मा हैं तथा जहां कहीं प्रभु का आत्मा मौजूद हैं, वहां स्वतंत्रता है
୧୭ଏ ଚିଟିତେଇ ମାପ୍ରୁ ବଲି କଇବାଟା ଅଇଲାନି ଆତ୍ମା ଆରି ମାପ୍ରୁର୍ ଆତ୍ମା ଜନ୍ତି ମିସା ରଇଲେ, ତେଇ ଆମେ ମୁକ୍ଲି କରି ଆଚୁ ।
18 और हम, जो खुले मुख से प्रभु की महिमा निहारते हैं, धीरे धीरे बढ़ती हुई महिमा के साथ उनके स्वरूप में बदलते जा रहे हैं. यह महिमा प्रभु से, जो आत्मा हैं, बाहर निकलती है.
୧୮ତେବେ ଆମେ ଜେତ୍କି ଲକ୍ ସବୁ ମାପ୍ରୁକେ ବିସ୍ବାସ୍ କରିଆଚୁ, ଆମର୍ ମୁଁ ଡାବି ଅଏନାଇ । ପର୍ମେସରର୍ ବପୁ ଆରି ମଇମା ଦେକାଇଅଇବା ଗଟେକ୍ ଦର୍ପନ୍ ପାରା ଆମେ ଆଚୁ । ଆମେ ତାର୍ପାରା ଅଇବା ଜାକ ଦିରେ ଦିରେ ବାଦ୍ଲାଇ ଅଇ ଆଇଲୁନି । ପର୍ମେସରର୍ ଆତ୍ମାସେ ଆମ୍କେ ବାଦ୍ଲାଇଲାନି ।