< 2 थिस्सलुनीकियों 3 >
1 १ अन्त में, हे भाइयों, हमारे लिये प्रार्थना किया करो, कि प्रभु का वचन ऐसा शीघ्र फैले, और महिमा पाए, जैसा तुम में हुआ।
୧ଏ ବାଇବଇନିମନ୍, ସାରାସାରି ଆମର୍ପାଇ ପାର୍ତନା କରା । ମାପ୍ରୁର୍ ବାକିଅ ତମର୍ ବିତ୍ରେ ଜେନ୍ତିକି ଦାପ୍ରେ ଡାବିଅଇ ଜାଇରଇଲା, ସେନ୍ତାରିସେ ଦାପ୍ରେ ଗୁଲାଇବାଟେ ବିଚିଅଇକରି ଡାକ୍ପୁଟା ଅ ।
2 २ और हम टेढ़े और दुष्ट मनुष्यों से बचे रहें क्योंकि हर एक में विश्वास नहीं।
୨ଜେନ୍ତାରି କି ପର୍ମେସର୍ ଆମ୍କେ ପଟ୍କାର୍ ଆରି କୁଟିଆଲ୍ ଲକ୍ମନର୍ ଟାନେଅନି ରକିଆ କର । କାଇକେବଇଲେ, ସବୁଲକ୍ ମାପ୍ରୁର୍ ବାକିଅ ବିସ୍ବାସ୍ କରତ୍ ନାଇ । ଏଟାର୍ପାଇ ଆରିତରେକ୍ ପାର୍ତନା କରା ।
3 ३ परन्तु प्रभु विश्वासयोग्य है; वह तुम्हें दृढ़ता से स्थिर करेगा: और उस दुष्ट से सुरक्षित रखेगा।
୩ମାତର୍ ମାପ୍ରୁ, କାତା ରକିଆକାରି । ସେ ତମ୍କେ କାରାପ୍ଟାନେଅନି ରକିଆ କରି ତବିର୍ କରାଇସି ।
4 ४ और हमें प्रभु में तुम्हारे ऊपर भरोसा है, कि जो-जो आज्ञा हम तुम्हें देते हैं, उन्हें तुम मानते हो, और मानते भी रहोगे।
୪ଆମେ ଜେତ୍କି ସବୁ ଆଦେସ୍ ଦେଲେ ମିସା ତମେ ସେଟା କଲାସ୍ନି, ଆରି କର୍ସା ମିସା । ଏଟା ମାପ୍ରୁର୍ ଟାନେ ତମର୍ ବିସଇ ନେଇ ଆମେ ଡାଟ୍ସଙ୍ଗର୍ ବିସ୍ବାସ୍ ।
5 ५ परमेश्वर के प्रेम और मसीह के धीरज की ओर प्रभु तुम्हारे मन की अगुआई करे।
୫ଆରି ମାପ୍ରୁ ତମର୍ ମନ୍କେ ପର୍ମେସରର୍ ଆଲାଦ୍ ଆରି କିରିସ୍ଟର୍ ସାଆସ୍ ବାଟେ ଜିବାକେ ସାଇଜ କର ।
6 ६ हे भाइयों, हम तुम्हें अपने प्रभु यीशु मसीह के नाम से आज्ञा देते हैं; कि हर एक ऐसे भाई से अलग रहो, जो आलस्य में रहता है, और जो शिक्षा तुम ने हम से पाई उसके अनुसार नहीं करता।
୬ଏ ବାଇବଇନିମନ୍, ଆମେ ତମ୍କେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲୁନି । କନ୍ ବାଇ ମିସା ଆମର୍ଟାନେଅନି ପାଇରଇବା ସିକିଆ ଇସାବେ ମାନିକରି ବାଡୁଅଇକରି ଚଲାଚଲ୍ତି କର୍ସି ବଇଲେ, ତାର୍ଟାନେଅନି ବେଗ୍ଲି ଦିଆସ୍ ।
7 ७ क्योंकि तुम आप जानते हो, कि किस रीति से हमारी सी चाल चलनी चाहिए; क्योंकि हम तुम्हारे बीच में आलसी तरीके से न चले।
୭କାଇକେବଇଲେ, ତମେ, ଆମେ କଲାପାରା କର୍ବା ଦର୍କାର୍ । ଆରି ସେଟା କେନ୍ତାରି କର୍ବାର୍ ନିଜେ ଜାନିଆଚାସ୍ । ସେଟାର୍ପାଇ ଆମେ ତମର୍ ଟାନେ ବାଡୁଅଇକରି ଚଲାଚଲ୍ତି କରୁନାଇ ।
8 ८ और किसी की रोटी मुफ्त में न खाई; पर परिश्रम और कष्ट से रात दिन काम धन्धा करते थे, कि तुम में से किसी पर भार न हो।
୮କାର୍ ଗରେ ମିସା ଉଜେ ଉଜେ ମାଙ୍ଗି ନ କାଇତେରଇଲୁ । ତମର୍ ବିତ୍ରେ କାର୍ମିସା ବଜ୍ ପାରା ନ ଅଇ ରଇକରି କସ୍ଟ ପାଇ, ଆବଡ୍ ପାଇଟି କରି ଦିନ୍ରାତି କାମ୍ କର୍ତେରଇଲୁ ।
9 ९ यह नहीं, कि हमें अधिकार नहीं; पर इसलिए कि अपने आपको तुम्हारे लिये आदर्श ठहराएँ, कि तुम हमारी सी चाल चलो।
୯ତମ୍କେ କାଇବାଟା ମାଙ୍ଗ୍ବାକେ ଆମର୍ ଅଦିକାର୍ ରଇଲା, ମାତର୍ ସେନ୍ତାରି କରୁନାଇ । କାଇକେବଇଲେ ତମର୍ପାଇ ଗଟେକ୍ ଉଦାଅରନ୍ ଦେକାଇବାକେ ସେନ୍ତାରି କଲୁ ।
10 १० और जब हम तुम्हारे यहाँ थे, तब भी यह आज्ञा तुम्हें देते थे, कि यदि कोई काम करना न चाहे, तो खाने भी न पाए।
୧୦ତମର୍ ସଙ୍ଗ୍ ରଇଲାବେଲେ ଆମେ ତମ୍କେ କଇରଇଲୁ, ଜନ୍ ଲକ୍ ପାଇଟି କାବାଡ୍ ନ କରେ, ସେ ବାତ୍ପେଜ୍ ନ କାଅ ।
11 ११ हम सुनते हैं, कि कितने लोग तुम्हारे बीच में आलसी चाल चलते हैं; और कुछ काम नहीं करते, पर औरों के काम में हाथ डाला करते हैं।
୧୧ଏବେ ଏ କାତା ଆରିତରେକ୍ କଇଲୁନି, କାଇକେବଇଲେ ଆମେ କବର୍ ପାଇଲୁ ଆଚୁଜେ, ତମର୍ ବିତ୍ରେ କେତେକ୍ ଲକ୍ମନ୍ ବାଡୁ ଅଇକରି ଜିଉନାକାଉନା କଲାଇନି । କାଇ ପାଇଟି ନକରି ବିନ୍ ଲକର୍ କାମେ ମଜାଇ ଅଇସି ଆରି କାଇଟାମିସା ନ କରତ୍ ।
12 १२ ऐसों को हम प्रभु यीशु मसीह में आज्ञा देते और समझाते हैं, कि चुपचाप काम करके अपनी ही रोटी खाया करें।
୧୨ମାପ୍ରୁ ଜିସୁକିରିସ୍ଟର୍ ନାଉଁ ଦାରି ଆମେ ସେ ଲକ୍ମନ୍କେ ଜାଗ୍ରତ୍କରି ଆଦେସ୍ଦେଲୁନି, ସେମନ୍ ସେନ୍ତାରି କର୍ବାଟା ଚାଡିଦେସ୍ । ଜେନ୍ତାରିକି ନିଜର୍ ପେଟର୍ପାଇ କାଦି ପାଇବାକେ ପାଇଟି କରତ୍ ।
13 १३ और तुम, हे भाइयों, भलाई करने में साहस न छोड़ो।
୧୩ମାତର୍ ଏ ବାଇବଇନିମନ୍ ତମେ ସତ୍କାମ୍ କର୍ବାକେ ତାକିଜାଆ ନାଇ ।
14 १४ यदि कोई हमारी इस पत्री की बात को न माने, तो उस पर दृष्टि रखो; और उसकी संगति न करो, जिससे वह लज्जित हो;
୧୪ଏ ଚିଟିଲଗେ ତମ୍କେ ଜନ୍ କବର୍ପାଟାଇଲୁ ଆଚୁ, କେନ୍ତି ଆଲେ ତମର୍ ବିତ୍ରେଅନି କେ ମିସା ସେଟା ମାନ୍ବାକେ ମନ୍ ନ କରେ, ସେନ୍ତାରି ଲକ୍କେ ଚିନିରୁଆ ଆରି ତାର୍ସଙ୍ଗ୍ ମିସିବିଡି ରଇବାଟା ଚାଡି ଦିଆସ୍ ।
15 १५ तो भी उसे बैरी मत समझो पर भाई जानकर चिताओ।
୧୫ସେନ୍ତାର୍ କଲେ ସେ ଲାଜ୍ ଅଇଜାଇସି । ମାତର୍ ତାର୍ସଙ୍ଗ୍ ସତ୍ରୁର୍ ପାରା କାତାବାର୍ତା ନ ଅଇକରି, ନିଜର୍ ବିସ୍ବାସି ବାଇପାରା ତାକେ ଜାଗ୍ରତ୍ କରା ।
16 १६ अब प्रभु जो शान्ति का सोता है आप ही तुम्हें सदा और हर प्रकार से शान्ति दे: प्रभु तुम सब के साथ रहे।
୧୬ଜନ୍ମାପ୍ରୁ ଆମ୍କେ ସାନ୍ତି ଦେଲାନି, ସେ ତମ୍କେ ସବୁବେଲେ ଆରି ସବୁରକାମ୍ ସାନ୍ତିଦେଅ । ମାପ୍ରୁ ତମର୍ ସବୁର୍ଲଗେ ରଅ ।
17 १७ मैं पौलुस अपने हाथ से नमस्कार लिखता हूँ। हर पत्री में मेरा यही चिन्ह है: मैं इसी प्रकार से लिखता हूँ।
୧୭ମୁଇ ମର୍ ନିଜର୍ ଆତେ ଏଟା ଲେକ୍ଲିନି । ପାଉଲର୍ ଜୁଆର୍ ଜାନାଇଲୁନି । ମୁଇ ଲେକିରଇବା ସବୁ ଚିଟିପତର୍ ଲଗେ ମୁଇ ଏନ୍ତାରି ଦସ୍ତକତ୍ କରି ଲେକିରଇବି ।
18 १८ हमारे प्रभु यीशु मसीह का अनुग्रह तुम सब पर होता रहे।
୧୮ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାନି ତମ୍କେ ସବୁକେ ମିଲ ।