< लूका 8 >
1 १ इसके बाद वह नगर-नगर और गाँव-गाँव प्रचार करता हुआ, और परमेश्वर के राज्य का सुसमाचार सुनाता हुआ, फिरने लगा, और वे बारह उसके साथ थे,
୧ତେଇଅନି ଚନେକ୍ ଗାଲାପଚେ, ଜିସୁ ନଅରେ ନଅରେ ଆରି ଗାଏଁ ଗାଏଁ ପର୍ମେସରର୍ ରାଇଜର୍ ସୁବ୍କବର୍ କଇ ବୁଲ୍ବାର୍ ଦାର୍ଲା, ଆରି ବାରଟା ସିସ୍ମନ୍ ତାର୍ ସଙ୍ଗ୍ ରଇଲାଇ ।
2 २ और कुछ स्त्रियाँ भी जो दुष्टात्माओं से और बीमारियों से छुड़ाई गई थीं, और वे यह हैं मरियम जो मगदलीनी कहलाती थी, जिसमें से सात दुष्टात्माएँ निकली थीं,
୨ଜନ୍ ମାଇଜିମନ୍ ଡୁମାଦାର୍ଲା ଟାନେଅନି ଆରି ଜର୍ଦୁକା ଟାନେଅନି ନିକ ଅଇରଇଲାଇ, ସେମନ୍ ମିସା ତାର୍ ସଙ୍ଗ୍ ରଇଲାଇ । ମାଇଜିମନର୍ ବିତ୍ରେ ଅନି ମରିୟମ୍ ଜାକେ କି ମଗ୍ଦଲିନି ମରିୟମ୍ ବଲି କଇବାଇ । ଜାର୍ଟାନେଅନି ସାତ୍ଟା ଡୁମା ବାରଇ ଜାଇରଇଲାଇ ।
3 ३ और हेरोदेस के भण्डारी खुज़ा की पत्नी योअन्ना और सूसन्नाह और बहुत सी और स्त्रियाँ, ये तो अपनी सम्पत्ति से उसकी सेवा करती थीं।
୩ଏରଦ୍ ରାଜାର୍ ଗୁମସ୍ତା କୁଜାର୍ ମାଇଜି ଜଆନା, ସସନା, ଆରି କେତେକ୍ କେତେକ୍ ମାଇଜିମନ୍, ଜିସୁର୍ ସଙ୍ଗ୍ ରଇ ନିଜର୍ ନିଜର୍ ଦନ୍ ସାରାଇ ତାକେ ସେବା କର୍ତେରଇଲାଇ ।
4 ४ जब बड़ी भीड़ इकट्ठी हुई, और नगर-नगर के लोग उसके पास चले आते थे, तो उसने दृष्टान्त में कहा:
୪ଜେଡେବେଲେ ଲକ୍ମନ୍ ଗଟେକ୍ ଜାଗାଇ ଟୁଲ୍ଅଇଲାଇ, ଆରି ନଅରେ ନଅରେ ଅନି ତାର୍ଲଗେ ଆଇଲାଇଜେ ଜିସୁ ଏନ୍ତି ଉଦାଅରନ୍ ଦେଇ କଇଲା,
5 ५ “एक बोनेवाला बीज बोने निकला: बोते हुए कुछ मार्ग के किनारे गिरा, और रौंदा गया, और आकाश के पक्षियों ने उसे चुग लिया।
୫“ଗଟେକ୍ ଚାସି ତାର୍ ବିଅନ୍ ବୁନ୍ବାକେ ବାରଇଲା । ସେ ବୁନୁ ବୁନୁ କେତେଟା ବିଅନ୍ ବାଟେ ଅଦର୍ଲା । ଲକ୍ମନ୍ ସେଟା ମାଣ୍ଡ୍ଚୁଣ୍ଡ କରିଦେଲାଇ ଆରି ଚଡଇମନ୍ ଆସି କାଇଦେଲାଇ ।
6 ६ और कुछ चट्टान पर गिरा, और उपजा, परन्तु नमी न मिलने से सूख गया।
୬କେତେଟା ପାକ୍ନା ବାଡି ରଇଲା ବୁଏଁ ଅଦର୍ଲା, ସେଟା ଆଁକ୍ରି ଗାଜା ଅଇଲା, ମାତର୍ ମାଟି ନ ବିଜିରଇଲାଜେ ସୁକିଗାଲା ।
7 ७ कुछ झाड़ियों के बीच में गिरा, और झाड़ियों ने साथ-साथ बढ़कर उसे दबा लिया।
୭କେତେଟା କାଟାବୁଟାମନର୍ ମଜାଇ ଅଦର୍ଲା । କାଟାବୁଟାମନ୍ ଦାପ୍ରେ ବଡିକରି ଆଁକର୍ଲାଟାମନ୍କେ ଚାପିଦେଲା ।
8 ८ और कुछ अच्छी भूमि पर गिरा, और उगकर सौ गुणा फल लाया।” यह कहकर उसने ऊँचे शब्द से कहा, “जिसके सुनने के कान हों वह सुन लें।”
୮ଆରି ବାକି କେତେଟା ନିକ ଜମିଟାନେ ଅଦର୍ଲା ଆରି ସଏ ଗୁନ୍ ପଲ୍ ପଲ୍ଲା ।” ଏଟା କଇସାରାଇ ଜିସୁ ଆଉଲିଅଇକରି କଇଲା, “ଜାକେ ସୁନ୍ଲାପାରା କାନ୍ ଆଚେ, ସେ ସୁନ ।”
9 ९ उसके चेलों ने उससे पूछा, “इस दृष्टान्त का अर्थ क्या है?”
୯ତାର୍ ସିସ୍ମନ୍ ଏ ଉଦାଅରନ୍ ଦେଇରଇବାଟା କାଇଟା ଅଇରଇସି ବଲି ତାକେ ପାଚାର୍ବାର୍ ଦାର୍ଲାଇ ।
10 १० उसने कहा, “तुम को परमेश्वर के राज्य के भेदों की समझ दी गई है, पर औरों को दृष्टान्तों में सुनाया जाता है, इसलिए कि ‘वे देखते हुए भी न देखें, और सुनते हुए भी न समझें।’
୧୦ତେଇ ଜିସୁ ସେମନ୍କେ କଇଲା, “ପର୍ମେସରର୍ ରାଇଜର୍ ଟିକିନିକି ବିସଇ ଜାନତ୍ ବଲି ତମ୍କେ ଗିଆନ୍ ଦିଆଅଇଲାଆଚେ, ମାତର୍ ବିନ୍ଲକ୍ମନ୍କେ ଉଦାଅରନ୍ ଦେଇ କଇଅଇସି, ଜେନ୍ତାରିକି ସେମନ୍ ଦେକି ଦେକି ନ ଦେକତ୍ କି ସୁନି ସୁନି ମିସା ନ ବୁଜତ୍ ।”
11 ११ “दृष्टान्त का अर्थ यह है: बीज तो परमेश्वर का वचन है।
୧୧“ଉଦାଅରନର୍ କାତା ଏନ୍ତାରି, ବିଅନ୍ ଅଇଲାନି ପର୍ମେସରର୍ ବାକିଅ ।
12 १२ मार्ग के किनारे के वे हैं, जिन्होंने सुना; तब शैतान आकर उनके मन में से वचन उठा ले जाता है, कि कहीं ऐसा न हो कि वे विश्वास करके उद्धार पाएँ।
୧୨ବାଟ୍ଲଗେ ଅଦର୍ଲା ବିଅନ୍, ଏନ୍ତାରି ଲକ୍ମନର୍ପାରା, ଜେମନ୍ ବାକିଅ ସୁନ୍ବାଇ । ତାର୍ପଚେ ସଇତାନ୍ ଆସି, ଜେନ୍ତିକି ସେମନ୍ ବିସ୍ବାସ୍ କରି ରକିଆ ନ ପାଅତ୍, ସେ ଲକ୍ମନର୍ ମନ୍ବିତ୍ରେଅନି ବାକିଅ ଜିକିନେଇସି ।
13 १३ चट्टान पर के वे हैं, कि जब सुनते हैं, तो आनन्द से वचन को ग्रहण तो करते हैं, परन्तु जड़ न पकड़ने से वे थोड़ी देर तक विश्वास रखते हैं, और परीक्षा के समय बहक जाते हैं।
୧୩ପାକ୍ନାବାଡି ବୁଏଁ ଅଦର୍ଲା ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ସେମନ୍ ବାକିଅ ସୁନି ସାର୍ଦାସଙ୍ଗ୍ ମାନ୍ବାଇ, ମାତର୍ ସେମନ୍କେ ଚେର୍ ନ ରଇଲାର୍ପାଇ ବଲି ଚନେକ୍ ବିସ୍ବାସ୍ କର୍ବାଇ ଆରି କାଇଆଲେ ପରିକା ବେଲାଇ ବିସ୍ବାସ୍ ଚାଡିଦେବାଇ ।
14 १४ जो झाड़ियों में गिरा, यह वे हैं, जो सुनते हैं, पर आगे चलकर चिन्ता और धन और जीवन के सुख-विलास में फँस जाते हैं, और उनका फल नहीं पकता।
୧୪ଆରି କାଟାବୁଟାମନର୍ ମଜାଇ ଅଦର୍ଲା ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ଜନ୍ଲକ୍ମନ୍ ବାକିଅ ସୁନ୍ବାଇ, ମାତର୍ ଜଗତର୍ ଚିନ୍ତା, ଦନ୍ ସଁପତିର୍ ଚିନ୍ତା କରି କରି ଚାପିଅଇଜିବାଇ । ତେଇ ନିକ ଦାନ୍ ନ ଅଏ ।
15 १५ पर अच्छी भूमि में के वे हैं, जो वचन सुनकर भले और उत्तम मन में सम्भाले रहते हैं, और धीरज से फल लाते हैं।
୧୫ଆରି ନିମାନ୍ ବୁଏଁ ଅଦର୍ଲା, ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ଜନ୍ ଲକ୍ମନ୍ କି ନିମାନ୍ ଆରି ଦରମ୍ ମନେ ବାକିଅ ସୁନିକରି ସେଟା ଡାଟ୍ ସଙ୍ଗ୍ ଦାରି ସଙ୍ଗଇବାଇ ଆରି ଜାଗିରଇକରି ପଲ୍ପଲ୍ବାଇ ।”
16 १६ “कोईदिया जलाकरबर्तन से नहीं ढाँकता, और न खाट के नीचे रखता है, परन्तु दीवट पर रखता है, कि भीतर आनेवाले प्रकाश पाएँ।
୧୬“ବତି ଡସାଇ କରି କେ ମିସା ଡାଲାଡାବି ନ ସଙ୍ଗଅତ୍ । କି କଟ୍ ତଲେ ନ ସଙ୍ଗଅତ୍ । ମାତର୍ ବତି କୁଦ୍ରା ଉପ୍ରେ ସଙ୍ଗଇବାଇ । ଜେନ୍ତାରିକି ଆଇଲା ଲକ୍ମନ୍ ଉଜଲ୍ ଦେକିପାରତ୍ ।”
17 १७ कुछ छिपा नहीं, जो प्रगट न हो; और न कुछ गुप्त है, जो जाना न जाए, और प्रगट न हो।
୧୭“କାଇକେବଇଲେ, ଏନ୍ତାରି ଲୁଚିରଇବା ବିସଇ କାଇଟା ନାଇ, ଜନ୍ଟା ଜାନା ନ ପଡେ । ଡାବିଅଇରଇବା ବିସଇ କାଇଟା ନାଇ ଜନ୍ଟା ଉଗାଡି ନଏଁ ।”
18 १८ इसलिए सावधान रहो, कि तुम किस रीति से सुनते हो? क्योंकि जिसके पास है, उसे दिया जाएगा; और जिसके पास नहीं है, उससे वह भी ले लिया जाएगा, जिसे वह अपना समझता है।”
୧୮“ସେଟାର୍ ପାଇ, ଜେନ୍ତାରି ସୁନ୍ସା, ସେ ବିସଇ ନେଇକରି ଜାଗ୍ରତ୍ ରୁଆ । କାଇକେବଇଲେ ଜାକେ ଆଚେ ତାକେ ଅଦିକ୍ ଦିଆଅଇସି । ଆରି ଜାକେ ନାଇ, ସେ ଜେତ୍କି ନିଜର୍ଟା ଆଚେ ବଲି ବାବ୍ସି, ସେ ଅଲପ୍ଟା ମିସା ତାର୍ଟାନେଅନି ନିଆଅଇସି ।”
19 १९ उसकी माता और उसके भाई पास आए, पर भीड़ के कारण उससे भेंट न कर सके।
୧୯ଜିସୁର୍ ମାଆ ଆରି ବାଇମନ୍ ତାର୍ ଲଗେ ଆଇଲାଇ । ମାତର୍ ଲକ୍ମନ୍ ଜବର୍ ରଇଲାଇକେ ତାର୍ ସଙ୍ଗ୍ ମିସିନାପାର୍ତେ ରଇଲାଇ ।
20 २० और उससे कहा गया, “तेरी माता और तेरे भाई बाहर खड़े हुए तुझ से मिलना चाहते हैं।”
୨୦ତେଇ ଜିସୁକେ ଏ କବର୍ ଦେଲାଇ, “ତମର୍ ମାଆ ଆରି ବାଇମନ୍ ତକେ ଦେକ୍ବାକେ ମନ୍କରି ବାଇରେ ଟିଆଅଇଲାଇ ଆଚତ୍ ।”
21 २१ उसने उसके उत्तर में उनसे कहा, “मेरी माता और मेरे भाई ये ही है, जो परमेश्वर का वचन सुनते और मानते हैं।”
୨୧ମାତର୍ ଜିସୁ ଲକ୍ମନ୍କେ କଇଲା, “ଜନ୍ ଲକ୍ମନ୍ ପର୍ମେସରର୍ ବାକିଅ ସୁନ୍ବାଇ ଆରି ମାନ୍ବାଇ ସେମନ୍ ମର୍ ମାଆ ଆରି ବାଇମନ୍ ।”
22 २२ फिर एक दिन वह और उसके चेले नाव पर चढ़े, और उसने उनसे कहा, “आओ, झील के पार चलें।” अतः उन्होंने नाव खोल दी।
୨୨ଦିନେକ୍ ଜିସୁ ଆରି ତାର୍ ସିସ୍ମନ୍ ଗଟେକ୍ ଡଙ୍ଗାଇ ଚଗ୍ଲାଇ, ଆରି ସେ ସିସ୍ମନ୍କେ କଇଲା, “ଆସା, ଗାଡ୍ ସେପାଟେ ଜୁ ।” ତେଇ ସେମନ୍ ଡଙ୍ଗା ମେଲ୍ଲାଇ ।
23 २३ पर जब नाव चल रही थी, तो वह सो गया: और झील पर आँधी आई, और नाव पानी से भरने लगी और वे जोखिम में थे।
୨୩ମାତର୍ ଡଙ୍ଗାଗାଟି ଗାଲାବେଲେ ଜିସୁ ସଇଦେଲା । ସେଡ୍କିବେଲେ ଗାଡେ ଅଟାତ୍ ବାଉପବନ୍ ଆଇଲା ଆରି ଡଙ୍ଗାଇ ପାନିପୁରି ବର୍ତି ଅଇବାର୍ ଦାର୍ଲା । ସେମନ୍ ବଡ୍ ବିପଦେ ପଡିଗାଲାଇ ।
24 २४ तब उन्होंने पास आकर उसे जगाया, और कहा, “स्वामी! स्वामी! हम नाश हुए जाते हैं।” तब उसने उठकर आँधी को और पानी की लहरों को डाँटा और वे थम गए, और शान्त हो गया।
୨୪ତେଇ ସିସ୍ମନ୍ ଜିସୁର୍ଲଗେ ଆସି ତାକେ ଉଟାଇ କଇଲା “ଏ ଗୁରୁ, ଏ ଗୁରୁ, ଆମେ ମରିଜିବୁବେ!” ତେଇ ଜିସୁ ଉଟିକରି ପବନ୍ ଆରି ବଡ୍ ଲଅଡିକେ ଦମ୍କାଇଲା, ଆରି ସେଟା ସବୁ ଚିମ୍ରାଇଅଇ ତବିର୍ ଅଇଲା ।
25 २५ और उसने उनसे कहा, “तुम्हारा विश्वास कहाँ था?” पर वे डर गए, और अचम्भित होकर आपस में कहने लगे, “यह कौन है, जो आँधी और पानी को भी आज्ञा देता है, और वे उसकी मानते हैं?”
୨୫ସେ ସିସ୍ମନ୍କେ କଇଲା, “ତମର୍ ବିସ୍ବାସ୍ କେନେ ଅଇଲା?” ମାତର୍ ସେମନ୍ ଡରିକରି କାବାଅଇ ନିଜେ ନିଜେ କଇବାର୍ ଦାର୍ଲାଇ । “ତେବେ ଏ କେ ଜେ ପବନ୍ ଆରି ପାନିକେ ମିସା ଆଦେସ୍ ଦେଲା ଦାପ୍ରେ, ସେଟା ସବୁ ତାର୍ ଆଦେସ୍ ମାନ୍ବାଇ ।”
26 २६ फिर वे गिरासेनियों के देश में पहुँचे, जो उस पार गलील के सामने है।
୨୬ପଚେ ଜିସୁ ଆରି ତାର୍ ସିସ୍ମନ୍ ଗାଲିଲି ମୁଆଟର୍ ସେପାଟେ ଗରାସିୟମନର୍ ଜାଗାଇ କେଟ୍ଲାଇ ।
27 २७ जब वह किनारे पर उतरा, तो उस नगर का एक मनुष्य उसे मिला, जिसमें दुष्टात्माएँ थीं। और बहुत दिनों से न कपड़े पहनता था और न घर में रहता था वरन् कब्रों में रहा करता था।
୨୭ଜିସୁ ଡଙ୍ଗାଇଅନି ଉତର୍ଲା ଦାପ୍ରେ, ସେ ନଅରର୍ ଗଟେକ୍ ଡୁମାଦାର୍ଲା ଲକ୍ ତାକେ ବେଟ୍ଅଇଲା । ସେ ବେସି ଦିନେଅନି କାଇଟା ନ ପିନ୍ଦିକରି ଗରେ ନ ରଇ, ମସ୍ନେ ରଇତେ ରଇଲା ।
28 २८ वह यीशु को देखकर चिल्लाया, और उसके सामने गिरकर ऊँचे शब्द से कहा, “हे परमप्रधान परमेश्वर के पुत्र यीशु! मुझे तुझ से क्या काम? मैं तुझ से विनती करता हूँ, मुझे पीड़ा न दे।”
୨୮ସେ ଜିସୁକେ ଦେକି କିର୍କିରି ତାର୍ ପାଦେ ଅଦ୍ରି, ଆଉଲିଅଇ କଇଲା, “ଏ ବେସି ବପୁର୍ସଙ୍ଗ୍ ରଇବା ପର୍ମେସରର୍ ପଅ ଜିସୁ, ମର୍ ଲଗେ ତମର୍ କାଇ କାମ୍ ଆଚେ? ମୁଇ ତମ୍କେ ବାବୁଜିଆ କରି କଇଲିନି, ମକେ କସ୍ଟ ନ ଦିଆ ।”
29 २९ क्योंकि वह उस अशुद्ध आत्मा को उस मनुष्य में से निकलने की आज्ञा दे रहा था, इसलिए कि वह उस पर बार बार प्रबल होती थी। और यद्यपि लोग उसे जंजीरों और बेड़ियों से बाँधते थे, तो भी वह बन्धनों को तोड़ डालता था, और दुष्टात्मा उसे जंगल में भगाए फिरती थी।
୨୯କାଇକେ ବଇଲେ ଜିସୁ ଡୁମାକେ ସେ ମୁନୁସର୍ ଟାନେଅନି ବାରଇଜାଅ ବଲି ଆଦେସ୍ ଦେଇରଇଲା । ସେ ଡୁମା ସେଲକ୍କେ ଦାରିଲାଗିରଇଲା, ଆରି ଲକ୍ମନ୍ ତାକେ ସିକିଲି ସଙ୍ଗ୍ ବାନ୍ଦି ଜାଗ୍ତେ ରଇଲାଇ । ମାତର୍ ସେ ବାନ୍ଦ୍ଲାଟା ସବୁ ଚିଡାଇ ପାକାଇତେରଇଲା ଆରି ଡୁମା ତାକେ କିନରା ଜାଗାମନ୍କେ ଦାରିଜାଇତେରଇଲା ।
30 ३० यीशु ने उससे पूछा, “तेरा क्या नाम है?” उसने कहा, “सेना,” क्योंकि बहुत दुष्टात्माएँ उसमें समा गई थीं।
୩୦ଜିସୁ ତାକେ ପାଚାର୍ଲା, “ତର୍ ନାଉଁ କାଇ ନାଉଁ?” ସେ କଇଲା, ବାଇନି, କାଇକେ ବଇଲେ ତାକେ ଗାଦା ଡୁମାମନ୍ ଦାରି ରଇଲାଇ ।
31 ३१ और उन्होंने उससे विनती की, “हमें अथाह गड्ढे में जाने की आज्ञा न दे।” (Abyssos )
୩୧ଆରି ଜିସୁ ଜେନ୍ତିକି ସେମନ୍କେ ପାତାଲେ ଜିବାକେ ଆଦେସ୍ ନ ଦେଏ, ଏଟାର୍ ପାଇ ସେମନ୍ ତାକେ ବାବୁଜିଆ କର୍ବାର୍ ଦାର୍ଲାଇ । (Abyssos )
32 ३२ वहाँ पहाड़ पर सूअरों का एक बड़ा झुण्ड चर रहा था, अतः उन्होंने उससे विनती की, “हमें उनमें समाने दे।” अतः उसने उन्हें जाने दिया।
୩୨ତେଇ କୁପ୍ଲି ଲଗେ ଗଟେକ୍ ମାନ୍ଦା ଗୁସ୍ରି ରାସି ଚାର୍ତେ ରଇଲାଇ । ଆରି ସେ ଜେନ୍ତାରି ସେମନ୍କେ ସେ ଗୁସ୍ରି ମାନ୍ଦାର୍ ମଜାଇ ପୁର୍ବାକେ ଆଦେସ୍ ଦେଇସି, ଏଟାର୍ ପାଇ ସେମନ୍ ଜିସୁକେ ବାବୁଜିଆ କଲାଇ ।
33 ३३ तब दुष्टात्माएँ उस मनुष्य से निकलकर सूअरों में समा गई और वह झुण्ड कड़ाड़े पर से झपटकर झील में जा गिरा और डूब मरा।
୩୩ଜିସୁ ସେମନ୍କେ ଆଦେସ୍ ଦେଲା ଦାପ୍ରେ ଡୁମାମନ୍ ସେ ମୁନୁସର୍ଟାନେଅନି ବାରଇ ଗୁସ୍ରି ରାସିର୍ ମଜାଇ ପୁର୍ଲାଇ । ପୁର୍ଲାକେ ଗୁସ୍ରି ମାନ୍ଦା ଜବର୍ ପାଲାଇକରି ଗଡ୍ଗଡାବାଟେ ଜାଇ ଗାଡେ ଅଦ୍ରି ମରିଗାଲାଇ ।
34 ३४ चरवाहे यह जो हुआ था देखकर भागे, और नगर में, और गाँवों में जाकर उसका समाचार कहा।
୩୪ଗୁସ୍ରି ଚାରାଇତେ ରଇଲା ଲକ୍ମନ୍ ସେ ଗଟ୍ନା ଦେକି ପାଲାଇକରି ନଅରେ ଆରି ଗାଉଁମନ୍କେ ଜାଇ ସେ କାତା ଜାନାଇଲାଇ ।
35 ३५ और लोग यह जो हुआ था उसको देखने को निकले, और यीशु के पास आकर जिस मनुष्य से दुष्टात्माएँ निकली थीं, उसे यीशु के पाँवों के पास कपड़े पहने और सचेत बैठे हुए पाकर डर गए।
୩୫ତେଇ ଲକ୍ମନ୍ ସେ ଗଟ୍ନା ଦେକ୍ବାକେ ବାରଇ ଆଇଲାଇ ଆରି, ସେମନ୍ ଜିସୁର୍ ଲଗେ ଆସି ଜନ୍ ମୁନୁସର୍ ଟାନେଅନି ଡୁମାମନ୍ ବାରଇଲାଇ, ସେ ଲକ୍ ଲୁଗା ପିନ୍ଦି ନିକ ମନର୍ ସଙ୍ଗ୍ ଜିସୁର୍ ପାଦ୍ ତଲେ ବସି ରଇବାଟା ଦେକି ଡରିଗାଲାଇ ।
36 ३६ और देखनेवालों ने उनको बताया, कि वह दुष्टात्मा का सताया हुआ मनुष्य किस प्रकार अच्छा हुआ।
୩୬ଆରି ଜନ୍ଲକ୍ମନ୍ ଏଟା ସବୁ ଦେକି ରଇଲାଇ, ସେମନ୍ ସେ ଡୁମା ଦାର୍ଲା ଲକ୍ କେନ୍ତାରି ନିକ ଅଇଲା, ସେଟା ବିନ୍ ଲକ୍ମନ୍କେ ଜାନାଇଲାଇ ।
37 ३७ तब गिरासेनियों के आस-पास के सब लोगों ने यीशु से विनती की, कि हमारे यहाँ से चला जा; क्योंकि उन पर बड़ा भय छा गया था। अतः वह नाव पर चढ़कर लौट गया।
୩୭ତେଇ ଗରାସିୟମନର୍ ଚାରିବେଡ୍ତିର୍ ଜାଗାର୍ ଲକ୍ମନ୍ ଜିସୁକେ ତାକର୍ଟାନେଅନି ଜିବାକେ ଗୁଆରି କଲାଇ । କାଇକେବଇଲେ ସେମନ୍ ବେସି ଡରିଜାଇ ରଇଲାଇ ଆରି, ଜିସୁ ଗଟେକ୍ ଡଙ୍ଗାଇ ବସି ବାଉଡି ଆଇଲା ।
38 ३८ जिस मनुष्य से दुष्टात्माएँ निकली थीं वह उससे विनती करने लगा, कि मुझे अपने साथ रहने दे, परन्तु यीशु ने उसे विदा करके कहा।
୩୮ମାତର୍ ଜନ୍ ଲକର୍ଟାନେଅନି ଡୁମାମନ୍ ବାରଇଜାଇ ରଇଲାଇ, ସେ ଜିସୁର୍ ସଙ୍ଗ୍ ରଇବି ବଲି ଗୁଆରି କର୍ବାର୍ଦାର୍ଲା ।
39 ३९ “अपने घर में लौट जा और लोगों से कह दे, कि परमेश्वर ने तेरे लिये कैसे बड़े-बड़े काम किए हैं।” वह जाकर सारे नगर में प्रचार करने लगा, कि यीशु ने मेरे लिये कैसे बड़े-बड़े काम किए।
୩୯ମାତର୍ ସେ ତାକେ କଇକରି ପାଟାଇଲା । “ତର୍ ଗରେ ବାଉଡି ଜା ଆରି ପର୍ମେସର୍ ତର୍ଲାଗି ଜନ୍ ଜନ୍ କାମ୍ କଲାଆଚେ ସେ ସବୁ କଇଦେସ୍ ।” ତେଇ ସେ ଲକ୍ ଇଣ୍ଡିଜାଇ ଜିସୁ ତାର୍ ପାଇ ଜନ୍ ଜନ୍ କାମ୍ କରିରଇଲା, ଗୁଲାଇ ନଅରେ ଜାନାଇବାର୍ ଦାର୍ଲା ।
40 ४० जब यीशु लौट रहा था, तो लोग उससे आनन्द के साथ मिले; क्योंकि वे सब उसकी प्रतीक्षा कर रहे थे।
୪୦ଜିସୁ ଗାଡ୍ ସେପାଟେ ଅନି ଏ ପାଟେ ଆରିତରେକ୍ ବାଉଡି ଆଇଲା ପଚେ, ଲକ୍ମନ୍ ତାକେ ସାର୍ଦା ସଙ୍ଗ୍ ମାନ୍ଲାଇ । କାଇକେ ବଇଲେ ସେମନ୍ ତାକେ ଜାଗି ରଇଲାଇ ।
41 ४१ और देखो, याईर नाम एक मनुष्य जो आराधनालय का सरदार था, आया, और यीशु के पाँवों पर गिरकर उससे विनती करने लगा, “मेरे घर चल।”
୪୧ଆରି ଏଦେ ଦେକା! ଜାଇରସ୍ ନାଉଁର୍ ଗଟେକ୍ ଲକ୍ ଆଇଲା । ସେ ଜିଉଦି ଲକ୍ମନର୍ ପାର୍ତନା ଗରର୍ ମୁକିଆ ରଇଲା । ସେ ଜିସୁର୍ ପାଦ୍ ତଲେ ଅଦ୍ରି ତାର୍ ଗରେ ଆଇବାକେ ଗୁଆରି କଲା ।
42 ४२ क्योंकि उसके बारह वर्ष की एकलौती बेटी थी, और वह मरने पर थी। जब वह जा रहा था, तब लोग उस पर गिरे पड़ते थे।
୪୨କାଇକେ ବଇଲେ ତାଉଁକେ ଗଟେକ୍ସେ ବାର ବରସର୍ ଟକି ରଇଲା ଆରି ସେ ମଲାପାରା ଅଇଜାଇରଇଲା । ମାତର୍ ଜିସୁ ଜାଇତେ ରଇବାବେଲେ ଲକ୍ମନ୍ ତାର୍ ଉପ୍ରେ ମାଣ୍ଡାଚୁଣ୍ଡାଅଇଜାଇତେ ରଇଲାଇ ।
43 ४३ और एक स्त्री ने जिसको बारह वर्ष से लहू बहने का रोग था, और जो अपनी सारी जीविका वैद्यों के पीछे व्यय कर चुकी थी और फिर भी किसी के हाथ से चंगी न हो सकी थी,
୪୩ସେଡ୍କିବେଲେ ବାର ବରସ୍ ଦାରି ବନି ଜାଇତେ ରଇବା ଗଟେକ୍ ରଗିନି ମାଇଜି ରଇଲା । ନିଜର୍ ସବୁଡାବୁ ସାରାଇକରି ମିସା କାର୍ ଲଗେ ଜାଇ ନିକ ଅଇ ନାପାର୍ଲା ।
44 ४४ पीछे से आकर उसके वस्त्र के आँचल को छुआ, और तुरन्त उसका लहू बहना थम गया।
୪୪ସେ ପଚ୍ବାଟେଅନି ଆସି ଜିସୁର୍ ଲୁଗା ଜାଲି ଚିଇଲା । ଚିଇଲା ଦାପ୍ରେ ତାର୍ ବନି ଜିବାଟା ତେବ୍ଲା ।
45 ४५ इस पर यीशु ने कहा, “मुझे किसने छुआ?” जब सब मुकरने लगे, तो पतरस और उसके साथियों ने कहा, “हे स्वामी, तुझे तो भीड़ दबा रही है और तुझ पर गिरी पड़ती है।”
୪୫ତେଇ ଜିସୁ କଇଲା, “କେ ମକେ ଚିଇଲା?” ମାତର୍ ସବୁ ଲକ୍ ନାଇ ବଲି କଇଲାଇଜେ, ପିତର୍ କଇଲା, “ଏ ଗୁରୁ ଲକ୍ମନ୍ ମାଣ୍ଡାଚୁଣ୍ଡାଅଇ ତମର୍ ଉପ୍ରେ ଡାବିଅଇଆଇଲାଇନି ।”
46 ४६ परन्तु यीशु ने कहा, “किसी ने मुझे छुआ है क्योंकि मैंने जान लिया है कि मुझ में से सामर्थ्य निकली है।”
୪୬ମାତର୍ ଜିସୁ କଇଲା, “କେ କି ଗଟେକ୍ ଲକ୍ ମକେ ଚିଇଲା, କାଇକେ ବଇଲେ ମର୍ ବିତ୍ରେଅନି ବପୁ ବାରଇଲା ବଲି ମୁଇ ଜାନ୍ଲି ।”
47 ४७ जब स्त्री ने देखा, कि मैं छिप नहीं सकती, तब काँपती हुई आई, और उसके पाँवों पर गिरकर सब लोगों के सामने बताया, कि मैंने किस कारण से तुझे छुआ, और कैसे तुरन्त चंगी हो गई।
୪୭ଜେଡେବଲ୍ ମାଇଜି ଦେକ୍ଲାଜେ ମୁଇ ଲୁଚିନାପାରି, ସେ ତର୍ତରି ତର୍ତରି ଆସି ଜିସୁର୍ ପାଦେ ଅଦ୍ରି, କାଇଟାର୍ ପାଇ ତାକେ ଚିଇଲା, ଆରି କେନ୍ତାରି ଦାପ୍ରେ ନିକ ଅଇଲା, ସେଟା ସବୁ ଲକର୍ ମୁଆଟେ ଜାନାଇଲା ।
48 ४८ उसने उससे कहा, “पुत्री तेरे विश्वास ने तुझे चंगा किया है, कुशल से चली जा।”
୪୮ତେଇ ଜିସୁ ତାକେ କଇଲା, “ନୁନି ତର୍ ବିସ୍ବାସ୍ ତକେ ନିମାନ୍ କଲାଆଚେ ସାନ୍ତିଅଇ ଉଟିଜା ।”
49 ४९ वह यह कह ही रहा था, कि किसी ने आराधनालय के सरदार के यहाँ से आकर कहा, “तेरी बेटी मर गई: गुरु को दुःख न दे।”
୪୯ସେ ଏ କାତା କଇବା ବେଲେ ଜିଉଦିମନର୍ ପାର୍ତନା ଗରର୍ ମୁକିଆ ଜାଇରସର୍ ଗରେଅନି ଗଟେକ୍ ଲକ୍ ଆସି କଇଲା, “ତମର୍ ଟକି ମରିଗାଲାବେ, ଗୁରୁକେ ଆରି କସ୍ଟ ଦିଆସ୍ ନାଇ ।”
50 ५० यीशु ने सुनकर उसे उत्तर दिया, “मत डर; केवल विश्वास रख; तो वहबच जाएगी।”
୫୦ମାତର୍ ଜିସୁ ଏଟା ସୁନି ଜାଇରସ୍କେ କଇଲା, “ଡରାନାଇ ଅବ୍କା ବିସ୍ବାସ୍ କରା, ସେ ବଁଚ୍ସି ।”
51 ५१ घर में आकर उसने पतरस, और यूहन्ना, और याकूब, और लड़की के माता-पिता को छोड़ और किसी को अपने साथ भीतर आने न दिया।
୫୧ଜିସୁ ଜାଇରସର୍ ଗରେ ଆସି ପିତର୍, ଜଅନ୍ ଆରି ଜାକୁବ୍ ଆରି ଟକିର୍ ବାବା ମାଆ କେ ଚାଡିକରି କାକେ ମିସା ବିତ୍ରେ ଡାକିନେଏ ନାଇ ।
52 ५२ और सब उसके लिये रो पीट रहे थे, परन्तु उसने कहा, “रोओ मत; वह मरी नहीं परन्तु सो रही है।”
୫୨ମାତର୍ ସବୁ ଲକ୍ ଟକିର୍ ଲାଗି କାନ୍ଦି କାନ୍ଦି କରି ବୁକେ ମାରିଅଇତେ ରଇଲାଇ । ତେଇ ଜିସୁ କଇଲା “କାନ୍ଦା ନାଇ, ସେ ମରେ ନାଇ, ମାତର୍ ସଇ ଦେଲାଆଚେ ।”
53 ५३ वे यह जानकर, कि मर गई है, उसकी हँसी करने लगे।
୫୩ମାତର୍ ଟକି ମରିଗାଲାଆଚେ ବଲି ଜାନି ରଇଲାଇଜେ ଲକ୍ମନ୍ ଜିସୁକେ କିଜାଇବାର୍ ଦାର୍ଲାଇ ।
54 ५४ परन्तु उसने उसका हाथ पकड़ा, और पुकारकर कहा, “हे लड़की उठ!”
୫୪ମାତର୍ ଜିସୁ ଟକିର୍ ଆତେ ଦାରି କଇଲା, “ଏ ନୁନି ଉଟ୍ ।”
55 ५५ तब उसके प्राण लौट आए और वह तुरन्त उठी; फिर उसने आज्ञा दी, कि उसे कुछ खाने को दिया जाए।
୫୫ତେଇ ଟକିର୍ ଜିବନ୍ ବାଉଡି ଆଇଲା, ଆରି ସେ ସେଡ୍କି ବେଲେସେ ଉଟ୍ଲା । ଜିସୁ ତାକେ କାଇଟା ଆଲେ କାଇବାକେ ଦିଆସ୍ ବଲି ଆଦେସ୍ ଦେଲା ।
56 ५६ उसके माता-पिता चकित हुए, परन्तु उसने उन्हें चेतावनी दी, कि यह जो हुआ है, किसी से न कहना।
୫୬ତେଇ ଟକିର୍ ବାବା ମା କାବା ଅଇଗାଲାଇ, ମାତର୍ ଜିସୁ ସେ ଗଟ୍ନାର୍ କାତା କାକେ ଜାନାଆ ନାଇ ବଲି ଆଦେସ୍ ଦେଲା ।