< Máté 1 >
1 Jézus Krisztusnak, Dávid fiának, Ábrahám fiának nemzetségéről való könyv.
୧ଏଟା ଅଇଲାନି ଜିସୁକିରିସ୍ଟର୍ ଆନିଦାଦିମନର୍ ନାଉଁ ତାଲିକା । ସେ ଦାଉଦ୍ ବଁସର୍ ରଇଲା ଆରି ଦାଉଦ୍ ଅବ୍ରାଆମ୍ ବଁସର୍ ରଇଲା ।
2 Ábrahám nemzé Izsákot; Izsák nemzé Jákóbot; Jákób nemzé Júdát és testvéreit;
୨ଅବ୍ରାଅମର୍ ପଅ ଇସାକ୍, ଇସାକର୍ ପଅ ଜାକୁବ୍, ଜାକୁବର୍ ପଅ ଜିଉଦା ଆରି ତାର୍ ବାଇମନ୍ ।
3 Júda nemzé Fárest és Zárát Támártól; Fáres nemzé Esromot; Esrom nemzé Arámot;
୩ଜିଉଦା ପେରସ୍ ଆରି ଜେରଅର୍ ବାବା ରଇଲା, ତାକର୍ ମାଆ ଅଇଲାନି ତାମର୍ । ପେରସର୍ ପଅ ଏସ୍ରନ୍ ।
4 Arám nemzé Aminádábot; Aminádáb nemzé Naássont; Naásson nemzé Sálmónt;
୪ଏସ୍ରନର୍ ପଅ ଆରାମ୍, ଆରାମର୍ ପଅ ଅମିନାଦବ୍ ଅମିନାଦବର୍ ପଅ ନଅସନ୍, ନଅସନର୍ ପିଲା ସଲ୍ମନ୍
5 Sálmón nemzé Boázt Ráhábtól; Boáz nemzé Obedet Ruthtól; Obed nemzé Isait;
୫ସଲ୍ମନର୍ ପଅର୍ ନାଉଁ ବୟଜ୍, ବୟଜର୍ ମାଆ ରାଅବ୍ । ବୟଜର୍ ପଅର୍ ନାଉଁ ଅବେଦ୍ ଆରି ଅବେଦର୍ ମାଆର୍ ନାଉଁ ରୁତ୍ । ଅବେଦର୍ ପଅ ଜସୟ,
6 Isai nemzé Dávid királyt; Dávid király nemzé Salamont az Uriás feleségétől;
୬ଦାଉଦ୍ ରାଜାର୍ ସାସନ୍ ବେଲେ ଅନି ଜେଡେବଲ୍ ଇସ୍ରାଏଲ୍ ଲକ୍ମନ୍କେ ବାବିଲନ୍ ଦେସେ ବାନ୍ଦି ନେଇରଇଲା ଜାକ ସେତ୍କି ଆନିଦାଦିମନର୍ ତାଲିକା ଆଚେ । ଜସୟର୍ ପଅ ଦାଉଦ୍ ରାଜା । ଉରିୟର୍ ମାଇଜିର୍ ପେଟେ ଅନି ସଲ୍ମନ୍କେ ଜନମ୍ ଦେଲା,
7 Salamon nemzé Roboámot; Roboám nemzé Abiját; Abija nemzé Asát;
୭ସଲମନର୍ ପଅ ରିଅବିୟାମ୍ ରିଅବିୟାମର୍ ପଅ ଅବିୟ ।
8 Asa nemzé Josafátot; Josafát nemzé Jórámot; Jórám nemzé Uzziást;
୮ଅବିୟର୍ ପଅ ଆସା, ଆସାର୍ ପଅ ଜିଅସାପଟ୍, ଜିଅସାପଟର୍ ପଅ ଜରାମ୍, ଜରାମର୍ ପଅ ଉଜିୟ ।
9 Uzziás nemzé Jóathámot; Joathám nemzé Ákházt; Ákház nemzé Ezékiást;
୯ଉଜିୟର୍ ପଅ ଜତାମ୍, ଜତାମର୍ ପଅ ଆଅସ୍, ଆଅସର୍ ପଅ ଇଜକିୟ ।
10 Ezékiás nemzé Manassét; Manassé nemzé Ámont; Ámon nemzé Jósiást;
୧୦ଇଜକିୟର୍ ପଅ ମନସେଅ, ମନସେଅର୍ ପଅ ଆମନ୍, ଆମନର୍ ପଅ ଜସିୟ ।
11 Jósiás nemzé Jekoniást és testvéreit a babilóni fogságra vitelkor.
୧୧ଜସିୟ ବାବିଲନ୍ ନଅରେ ବାସା ଅଇରଇଲା ବେଲେ, ଜିକନିୟ ଆରି ତାର୍ ବାଇମନ୍ ଜନମ୍ ଅଇଲାଇ ।
12 A babilóni fogságravitel után pedig Jekoniás nemzé Saláthielt; Saláthiel nemzé Zorobábelt;
୧୨ବାବିଲନେ ବନ୍ଦିଅଇ ସାର୍ଲା ପଚେଅନି ଜିସୁର୍ ଜନମ୍ ଜାକ ଏତ୍କି ଆନିଦାଦିମନର୍ ତାଲିକା ଆଚେ । ଜିକନିୟ ବାବିଲନେ ବାସାଅଇରଇଲା ବେଲେ, ସଲ୍ଟିଏଲ୍ ଜନମ୍ ଅଇଲା, ସଲ୍ଟିଏଲର୍ ପଅ ଜିରୁବାବେଲ୍,
13 Zorobábel nemzé Abiudot; Abiud nemzé Eliákimot; Eliákim nemzé Azort;
୧୩ଜିରୁବାବେଲର୍ ପଅ ଅବିଉଦ୍, ଅବିଉଦର୍ ପଅ ଏଲିୟାକିମ୍, ଏଲିୟାକିମର୍ ପଅ ଅଜୁର୍ ।
14 Azor nemzé Sádokot; Sádok nemzé Akimot; Akim nemzé Eliudot;
୧୪ଅଜୁର୍ ପଅ ସାଦକ୍, ସାଦକର୍ ପଅ ଆକିମ୍, ଜାକିନର୍ ପଅ ଏଲିଉଦ୍, ଏଲିଉଦର୍ ପଅ ଏଲାଜାର୍, ଏଲାଜାରର୍ ପଅ ମତ୍ତାନ୍ ।
15 Eliud nemzé Eleázárt; Eleázár nemzé Matthánt; Matthán nemzé Jákóbot;
୧୫ମତ୍ତାନର୍ ପଅ ଜାକୁବ୍, ଜାକୁବର୍ ପଅ ଜସେପ୍ ।
16 Jákób nemzé Józsefet, férjét Máriának, a kitől született Jézus, a ki Krisztusnak neveztetik.
୧୬ଏ ଜସେପ୍ ମରିୟମ୍କେ ବିବା ଅଇରଇଲା । ମରିୟମର୍ ପେଟେଅନି ଜିସୁ ଜନମ୍ ଅଇରଇଲା । ଜିସୁ କିରିସ୍ଟକେ ମସିଅ ବଲି ମିସା ନାଉଁ ଆଚେ ।
17 Az összes nemzetség tehát Ábrahámtól Dávidig tizennégy nemzetség, és Dávidtól a babilóni fogságravitelig tizennégy nemzetség, és a babilóni fogságraviteltől Krisztusig tizennégy nemzetség.
୧୭ଏନ୍ତାରି ଅବ୍ରାଆମର୍ତେଇ ଅନି ଦାଉଦ୍ ରାଜାର୍ ଜାକ ଚଉଦ ଉତାର୍, ଦାଉଦର୍ତେଇ ଅନି ବାବିଲନ୍ ବନ୍ଦିରଇଲା ଜାକ ଚଉଦ ଉତାର୍, ଆରି ବାବିଲନେ ବନ୍ଦିଅଇରଇଲା ବେଲେଅନି ଜିସୁକିରିସ୍ଟର୍ ଜନମ୍ ଜାକ ଚଉଦ ଉତାର୍ ।
18 A Jézus Krisztus születése pedig így vala: Mária, az ő anyja, eljegyeztetvén Józsefnek, mielőtt egybekeltek volna, viselősnek találtaték a Szent Lélektől.
୧୮ଏଟା ଅଇଲାନି ଜିସୁ କିରିସ୍ଟର୍ ଜନମ୍ ବିସଇ । ଜିସୁର୍ ମା ମରିୟମର୍ ସଙ୍ଗ୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡାର୍ ପାଇ ବିବା ମାଙ୍ଗ୍ନି ଅଇରଇଲା । ମାତର୍ ସେମନର୍ ବିବା ନ ଅଇତେ ସୁକଲ୍ ଆତ୍ମାଇ ଅନି ଗାଗ୍ଡେ ଅଇରଇବାଟା ମରିୟମ୍ ଜାନିପାର୍ଲା ।
19 József pedig, az ő férje, mivelhogy igaz ember vala és nem akará őt gyalázatba keverni, el akarta őt titkon bocsátani.
୧୯ଜସେପ୍ ଗଟେକ୍ ଦରମ୍ ଲକ୍ ରଇଲା ଆରି ସବୁବେଲେ ସତ୍ କାମ୍ କର୍ତେରଇଲା । ଆରି ମରିୟମ୍କେ ଲକ୍ମନର୍ ଟାନେ ନିନ୍ଦା କାତା ସୁନାଇବାକେ ମନ୍ ନ କର୍ତେ ରଇଲା । ସେଟାର୍ପାଇ କେ ନାଜାନ୍ତେ ତାର୍ ବିବା ମାଙ୍ଗ୍ନି ପିଟାଇଦେବାକେ ଉପାଇ ପାଁଚ୍ତେ ରଇଲା ।
20 Mikor pedig ezeket magában elgondolta: ímé az Úrnak angyala álomban megjelenék néki, mondván: József, Dávidnak fia, ne félj magadhoz venni Máriát, a te feleségedet, mert a mi benne fogantatott, a Szent Lélektől van az.
୨୦ସେ ଏନ୍ତି ଉପାଇ ପାଁଚ୍ଲା ବେଲେ, ଜସେପ୍କେ ଗଟେକ୍ ପର୍ମେସରର୍ ଦୁତ୍ ସପ୍ନେ ଦେକାଇ ଅଇ କଇଲା, ଏ ଦାଉଦର୍ ନାତିର୍ ତିତି ଜସେପ୍, ଡର୍ନାଇ । ମରିୟମ୍କେ ମାଇଜି କରି ସଙ୍ଗଅ । କାଇକେବଇଲେ ସୁକଲ୍ ଆତ୍ମାଇ ଅନି ସେ ଗାଗ୍ଡେ ଅଇଲାଆଚେ ।
21 Szűl pedig fiat, és nevezd annak nevét Jézusnak, mert ő szabadítja meg az ő népét annak bűneiből.
୨୧ତାର୍ଟାନେଅନି ଗଟେକ୍ ପିଲା ଜନମ୍ ଅଇସି, ତମେ ତାକେ ଜିସୁ ବଲି ନାଉଁ ଦିଆସ୍, କାଇକେବଇଲେ ସେ ତାର୍ ଲକ୍ମନ୍କେ ସେମନର୍ ପାପେଅନି ଉଦାର୍ କର୍ସି ।
22 Mindez pedig azért lőn, hogy beteljesedjék, a mit az Úr mondott volt a próféta által, a ki így szól:
୨୨ଆଇବା ଦିନ୍ମନ୍କେ କାଇଟା ଅଇସି ବଲି, ପର୍ମେସର୍ ଗଟେକ୍ ବବିସତ୍ବକ୍ତାକେ ପାଟାଇ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ ଅଇବାକେ ଏ ସବୁ ଅଇଲା ।
23 Ímé a szűz fogan méhében és szűl fiat, és annak nevét Immanuelnek nevezik, a mi azt jelenti: Velünk az Isten.
୨୩ଗଟେକ୍ ଦାଙ୍ଗ୍ଡି ଗାଗ୍ଡେ ଅଇ ପିଲା ଜନମ୍ କର୍ସି, ଆରି ସେ ପିଲା ଲକ୍ମନର୍ ଟାନେ ଇମାନୁଏଲ୍ ବଲି ନାମାଇ ଅଇସି, ଏ ନାଉଁର୍ ଅରତ୍ ଅଇଲାନି, ପର୍ମେସର୍ ଆମର୍ ସଙ୍ଗ୍ ଆଚେ ।
24 József pedig az álomból felserkenvén, úgy tőn, a mint az Úr angyala parancsolta vala néki, és feleségét magához vevé.
୨୪ଜସେପ୍ ସଇଲା ଟାନେଅନି ଉଟି, ପର୍ମେସରର୍ ଦୁତ୍ ଜେନ୍ତି କଇରଇଲା, ସେନ୍ତି କଲା । ମରିୟମ୍କେ ବିବା ଅଇଲା ।
25 És nem ismeré őt, míg meg nem szülé az ő elsőszülött fiát; és nevezé annak nevét Jézusnak.
୨୫ମାତର୍ ସେ ପିଲା ଜନମ୍ ନ ଅଇବା ଜାକ ମରିୟମ୍ ସଙ୍ଗ୍ ସୁଆବସା କରେନାଇ । ଜସେପ୍ ସେ ପିଲାକେ ଜିସୁ ବଲି ନାଉଁ ଦେଲା ।